ସୁଧୁରୁଛି ରାଜ୍ୟ ଅର୍ଥ ବ୍ୟବସ୍ଥା: ମନ୍ତ୍ରୀ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ କରୋନା ଲାଗି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅର୍ଥ ବ୍ୟବସ୍ଥା ସୁଧୁରୁଛି। ବିଶେଷ କରି ଗ୍ରାମୀଣ ଅର୍ଥନୀତି ସ୍ବାଭାବିକ ହେବାରେ ଲାଗିଛି, ଯାହା ଓଡ଼ିଶା ପାଇଁ ଶୁଭସଙ୍କେତ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଏମ୍ଏସ୍ଏମ୍ଇ, ଅର୍ଥ ବିଭାଗ ଓ ଭାରତୀୟ…
କମିଛି ସହରାଞ୍ଚଳ ପ୍ରଦୂଷଣ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ବାସ୍ଥ୍ୟଠାରୁ ଆରମ୍ଭ କରି ଆର୍ଥିକ, ସାମାଜିକ ଏବଂ ସାଂସ୍କୃତିକ କ୍ଷେତ୍ର ପାଇଁ ବିପଜ୍ଜନକ ହୋଇଥିବା କୋଭିଡ୍-୧୯ ବା କରୋନା ମହାମାରୀ ପରିବେଶ ନିମନ୍ତେ କିନ୍ତୁ ବରଦାନ ପାଲଟିଛି। ମାର୍ଚ୍ଚ ପୂର୍ବରୁ ପ୍ରଦୂଷଣରେ ଘାଣ୍ଟି ହେଉଥିବା ରାଜ୍ୟର ବହୁ ସହର ଏବେ…
ଖେଳରତ୍ନ ପାଇଁ ଶ୍ରୀକାନ୍ତଙ୍କ ନାମ ସୁପାରିସ
ନୂଆଦିଲ୍ଲୀ, ୨୦।୬(ପି.ଟି.)- ବ୍ୟାଡ୍ମିଣ୍ଟନ ଆସୋସିଏଶନ ଅଫ୍ ଇଣ୍ଡିଆ (ବାଇ) ପକ୍ଷରୁ ତାରକା ଖେଳାଳି କିଡାମ୍ବି ଶ୍ରୀକାନ୍ତଙ୍କ ନାମ ଖେଳରତ୍ନ ପୁରସ୍କାର ପାଇଁ ସୁପାରିସ କରାଯାଇଛି। ଏକ ଟୁର୍ନାମେଣ୍ଟ ଅଧାରୁ ଓହରିଥିବାରୁ କ୍ଷମା ମାଗିବା ପରେ ତାଙ୍କ ନାମକୁ ବାଇ ସୁପାରିସ କରିଛି।…
ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ: ୩୦୫୪.୬୯ କୋଟି ଋଣ ଯୋଗାଣ ଲକ୍ଷ୍ୟ
ବାରିପଦା ଅଫିସ,୨୦ା୬- ମୟୂରଭଞ୍ଜ ଜିଲା ଅଗ୍ରଣୀ ବ୍ୟାଙ୍କ୍ ତରଫରୁ ୧୭୬ତମ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସ୍ବଧା ଦେବୀ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ୨୦୨୦-୨୧ ଆର୍ଥିକ ବର୍ଷ ଋଣ ଯୋଜନାରେ…
ଭାରତଠାରୁ କେହି ଇଞ୍ଚେ ଜମି ନେଇପାରିବନି: ମୋଦି
ନୂଆଦିଲ୍ଲୀ,୧୯ା୬-ଭାରତ ସୀମା ମଧ୍ୟରେ ଚାଇନା ପ୍ରବେଶ କରିନାହିଁ କିମ୍ବା କୌଣସି ଘାଟିକୁ ଦଖଲ କରିନାହିଁ। ଭାରତଠାରୁ କେହି ଇଞ୍ଚେ ବି ଜମି ନେଇପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକ ଶେଷରେ ଗଣମାଧ୍ୟମକୁ କହିଛନ୍ତି। ଭାରତର ୨୦ ଯବାନ…
ରାଜସ୍ଥାନରେ ଖସିଲା ୨.୭୮ କେଜିର ବିରଳ ଉଲ୍କାପିଣ୍ଡ
ଯୋଧପୁର, ୧୯।୬- ରାଜସ୍ଥାନର ଜାଲୋର ଜିଲା ସାଞ୍ଚୋର ସହରରେ ଶୁକ୍ରବାର ସକାଳେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ଆକାଶରୁ ପାଖାପାଖି ୩ କେଜି ଓଜନର ଏକ ରହସ୍ୟମୟ ବସ୍ତୁ ଖସିପଡ଼ିଥିଲା। ଏହାକୁ ଉଲ୍କାପିଣ୍ଡ ବୋଲି କୁହାଯାଉଥିବାବେଳେ ଓଜନ ୨.୭୮ କେଜି…
ରାଜେନ୍ଦ୍ର ଓ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତି
ଭୁବନେଶ୍ୱର, ୧୯।୬(ବ୍ୟୁରୋ)- ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ ଭବାନିପାଟଣା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରିଛନ୍ତି ରାଜ୍ୟପାଳ। ଏନେଇ ଶୁକ୍ରବାର ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ସମ୍ବଲପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର…
ଏମ୍ସ ସର୍ବଭାରତୀୟ ପିଜି ପ୍ରବେଶିକା ପରୀକ୍ଷା: ଭୁବନେଶ୍ୱର ଏମ୍ସ ଛାତ୍ରୀ ଭିନିଥା ଟପ୍ପର
ଭୁବନେଶ୍ୱର,୧୯।୬(ବ୍ୟୁରୋ)- ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ସର୍ବଭାରତୀୟ ପିଜି ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ନୂଆଦିଲ୍ଲୀ ଏମ୍ସ ପକ୍ଷରୁ ଘୋଷଣା କରାଯାଇଛି। ଶ୍ରେଷ୍ଠ ୧୦୦ରେ ଏମ୍ସର ୨୯ଜଣ ଛାତ୍ରୀଛାତ୍ର ରହିଥିବାବେଳେ ଭୁବନେଶ୍ୱର ଏମ୍ସର ଏମ୍ବିବିଏସ୍ ଛାତ୍ରୀ ଡା. ଭିନିଥା କେ…
ରସୁଲଗଡ଼ ଛକରୁ ଜବତ ହେଲା ସାଢେ ୪ କୋଟି ଟଙ୍କାର ବ୍ରାଉନସୁଗାର
ଭୁବନେଶ୍ୱର,୧୯ା୬ (ବ୍ୟୁରୋ)-ଶୁକ୍ରବାର ଏସ୍ଟିଏଫ ହାତରେ ଲାଗିଛି ବଡ଼ ସଫଳତା। ବାଲେଶ୍ୱରରୁ ବୋଲେରୋରେ ଚାଲାଣ ହୋଉଥିବା ଏକ ବ୍ରାଉନ୍ ସୁଗାର ରାକେଟକୁ ପର୍ଦ୍ଦାଫାଶ କରିଛି କ୍ରାଇମ୍ବ୍ରାଞ୍ଚର ଏସ୍ଟିଏଫ(ସ୍ପେଶାଲ ଟାକ୍ସ ଫୋର୍ସ)। ଏସ୍ଟିଏଫ୍ ଚାଲାଣ କରାଯାଉଥିବା ବାଲେରୋ ସହ ୪ କେଜି ୪୮୬ ଗ୍ରାମର…
ପରାକ୍ରମ ଦେଖାଇଛି ‘ବିହାର ରେଜିମେଣ୍ଟ’
ସର୍ଜିକାଲ ଷ୍ଟ୍ରାଇକ୍ ହେଉ କି ସୀମାପାର ଲଢ଼େଇ, ସବୁଥିରେ ଆଗୁଆ ‘ବିହାର ରେଜିମେଣ୍ଟ’। ଏହି ରେଜିମେଣ୍ଟର ଯବାନଙ୍କ ପରାକାଷ୍ଠା, ଶୌର୍ଯ୍ୟ, କୀର୍ତ୍ତି, ବୀରତ୍ୱର ଗାଥା ଇତିହାସର ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ। ନୂଆଦିଲ୍ଲୀ:ଭାରତ-ଚାଇନା ସୀମାନ୍ତରେ ଉଭୟ ପକ୍ଷ ମଧ୍ୟରେ ହୋଇଥିବା ସଂଘର୍ଷ ଗଲଓ୍ବାନ ଘାଟିରେ…
ସୁଶାନ୍ତଙ୍କ ବାନ୍ଧବୀ ରିୟାଙ୍କୁ ୯ ଘଣ୍ଟା ଜେରା କଲା ବାନ୍ଦ୍ରା ପୋଲିସ
ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ନେଇ ବହୁ ଚର୍ଚ୍ଚା ହେଉଛି। ଏ ଦିଗରେ ମୁମ୍ବାଇ ପୋଲିସ ତାର ତଦନ୍ତକୁ ଜୋରଦାର କରିଛି। ସୁଶାନ୍ତଙ୍କ ବାନ୍ଧବୀ ରିୟା ଚକ୍ରବର୍ତ୍ତୀଙ୍କୁ ଶୁକ୍ରବାର ପୋଲିସ ଦୀର୍ଘ ୯ ଘଣ୍ଟା ଧରି ପଚରାଉଚରା…
ଭାରତ-ଚାଇନା ବିବାଦକୁ ନେଇ ସର୍ବଦଳୀୟ ବୈଠକ: ଏଏପି ବ୍ୟତୀତ ସାମିଲ ହେଲେ ୨୦ ଦଳ
ନୂଆଦିଲ୍ଲୀ,୧୯।୬: ଭାରତ-ଚାଇନା ସୀମା ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅପରାହ୍ନରେ ଏକ ସର୍ବଦଳୀୟ ବୈଠକ ଆୟୋଜିତ ହୋଇଛି। ଏଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଦଳ ଆମ ଆଦମୀ ପାର୍ଟି(ଏଏପି)କୁ ଡକାଯାଇ ନ ଥିବା ଜଣାପଡିଛି। ଏହାକୁ…
Archives


