Home

ଇନ୍‌ଷ୍ଟାଗ୍ରାମରେ ଦୁହେଁ ଦୁହିଁଙ୍କୁ କଲେ ଅନ୍‌ଫଲୋ ସାରା-କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ନବାଗତା ସାରା ଅଲୀ ଖାଁ ଓ ଅଭିନେତା କାର୍ତ୍ତିକ ଆର୍ୟନ ଗତ ବର୍ଷ ଫିଲ୍ମ ‘ଲଭ ଆଜ କଲ’ରେ ମୁଖ୍ୟ ଚରିତ୍ରରେ ନଜର ଆସିଥିଲେ। ସେହିଦିନଠାରୁ ଦୁହେଁ ଦୁହିଁଙ୍କୁ ଡେଟ୍‌ କରୁଛନ୍ତି ବୋଲି ଚର୍ଚ୍ଚା ହେଉଥିଲା। ହେଲେ ଏହାକୁ…

ଗଛ ଉପରେ ବସି ଅନ୍‌ଲାଇନ୍‌ରେ ପାଠ ପଢ଼ୁଛନ୍ତି ପିଲା: ଭିଡିଓ ଭାଇରାଲ

ମୁମ୍ବାଇ,୧୮।୮: କରୋନା ଲକ୍‌ଡାଉନ ଯୋଗୁ ଦେଶରେ ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ପିଲାଙ୍କ ଭବିଷତ୍ୟକୁ ନଜରରେ ରଖି ଅନ୍‌ଲାଇନରେ ପାଠ ପଢ଼ାଇବାକୁ ସରକାର ଅନୁମତି ପ୍ରଦାନ କରିଛନ୍ତି। କିନ୍ତୁ ଅନ୍‌ଲାଇନରେ ପାଠପଢ଼ାକୁ ନେଇ ବିଭିନ୍ନ ପ୍ରକାରର ସମସ୍ୟା…

କରୋନା ଯୋଗୁ ପିଲାଙ୍କୁ ଡାଇବେଟିସ୍‌ର ଆଶଙ୍କା ଅଧିକ: ବିଶେଷଜ୍ଞ

ଲଣ୍ଡନ,୧୮।୮: ସାରା ବିଶ୍ୱରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। ଏଥିରେ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ନେତା ମନ୍ତ୍ରୀ, ସେଲିବ୍ରିଟି ସମସ୍ତେ ଏବେ କରୋନା କବଳରେ। ଏଥିରେ ଶିଶୁ ଓ ବୃଦ୍ଧମାନେ ବେଶି ମାତ୍ରାରେ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳିଛି।…

କଟକ ସହରରୁ ଆଉ ୭୯ କରୋନା ପଜିଟିଭ ଚିହ୍ନଟ: ସ୍ଥାନୀୟ ସଂକ୍ରମିତ ୨୩

କଟକ ଅଫିସ, ୧୮।୮(ବ୍ୟୁରୋ): କଟକ ସରରରୁ ମଙ୍ଗଳବାର ୭୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧ଜଣ କଣ୍ଟେନମେଣ୍ଟ ଜୋନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୨ ସରକାରୀ କ୍ୱାରାଣ୍ଟାଇନ, ୧୩ ହୋମ୍‌ କ୍ୱାରାଣ୍ଟାଇନ୍‌ ଓ ୨୩ ଲୋକାଲ କେସ୍‌ ରହିଛି।…

ଖୋର୍ଦ୍ଧାରେ ହେବ ନାହିଁ ଗଣେଶ ପୂଜା

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର କୋଭିଡ୍‌ ପରିଚାଳନା ନେଇ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ସନତ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କରୋନା…

କୋଭିଡ୍‌-୧୯ ପ୍ରଭାବ: ବକ୍ସିଂ ଏସିଆନ ଚାମ୍ପିୟନଶିପ୍‌ ଘୁଞ୍ଚିଲା

ନୂଆଦିଲ୍ଲୀ,୧୮।୮(ପି.ଟି.): କୋଭିଡ୍‌-୧୯ ପ୍ରଭାବ କାରଣରୁ ଆଉ ଏକା ମେଗା ଇଭେଣ୍ଟକୁ ଘୁଞ୍ଚାଇ ଦିଆଯାଇଛି। ଆଗାମୀ ନଭେମ୍ବର- ଡିସେମ୍ବରରେ ଭାରତରେ ଆୟୋଜନ ହେବାକୁ ଥିବା ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌ ଆସନ୍ତାବର୍ଷକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ…

ବେରୋଜଗାର ଖେଳାଳିଙ୍କୁ ହକି ଇଣ୍ଡିଆ ଆର୍ଥିକ ସହାୟତା ପ୍ରଦାନ କରିବ

ନୂଆଦିଲ୍ଲୀ,୧୮।୮(ପି.ଟି.): କୋଭିଡ୍‌-୧୯ କାରଣରୁ ସମସ୍ୟାରେ ପଡିଥିବା ୬୧ଜଣ ବେରୋଜଗାର ଖେଳାଳିଙ୍କୁ ହକି ଇଣ୍ଡିଆ (ଏଚ୍‌ଆଇ) ଆର୍ଥିକ ସହାୟତା ପ୍ରଦାନ କରିବ ବୋଲି ଘୋଷଣା କରିଛି। ଏମାନଙ୍କ ମଧ୍ୟରେ ୩୪ଜଣ ମହିଳା ଖେଳାଳି ସାମିଲ ରହିଛନ୍ତି। ମହାମାରୀ କାରଣରୁ ଏମାନେ ଖେଳଠାରୁ ଦୂରେଇ…

ହେଲମେଟ୍‌ର ଓଜନ ଦେଢ଼ କିଲୋରୁ ଊର୍ଦ୍ଧ୍ୱ ହେଲେ ଲାଗିପାରେ ଜରିମାନା!

ଭୋପାଳ,୧୮।୮: ମଧ୍ୟପ୍ରଦେଶରେ ଟ୍ରାଫିକ୍‌ ନିୟମ ଏବେ କଡ଼ାକଡ଼ି ହେବାକୁ ଯାଉଛି। ପରିବହନ ବିଭାଗ, ନାପଟୋଲ ଓ ଟ୍ରାଫିକ୍‌ ପୋଲିସ ମିଳିତ ଭାବେ ଏବେ ସ୍ବତନ୍ତ୍ର ଯାଞ୍ଚ ଅଭିଯାନ ସମୟରେ ହେଲମେଟ୍‌ର ଓଜନ ମଧ୍ୟ ଯାଞ୍ଚ କରିବେ। ଏଥିପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ…

ଗ୍ୟାଙ୍ଗ୍‌ଷ୍ଟାର୍‌ ବିକାଶ ଦୁବେଙ୍କ ଅସ୍ଥି ନେବା ପାଇଁ ପହଞ୍ଚିଲେ ସ୍ତ୍ରୀ

କାନପୁର,୧୮।୮:ଉତ୍ତର ପ୍ରଦେଶର ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେ ଅସ୍ଥି ନେବା ପାଇଁ ନେବା ସ୍ତ୍ରୀ ରିଚା ଦୁବେ ମଙ୍ଗଳବାର କାନପୁରରେ ପହଞ୍ଚିଛନ୍ତି। ବିକାଶଙ୍କ ଅସ୍ଥିକୁ କାନପୁରର ଏକ ଅସ୍‌ଇ କଳସ ବ୍ୟାଙ୍କରେ ରଖାଯାଇଥିଲା। ରିଚା ତାଙ୍କ ଓକିଲମାନଙ୍କ ସହିତ ଭୈରୋଘାଟରେ ପହଞ୍ଚିଥିଲେ।…

ଆଇପିଏଲ ଟାଇଟଲ ସ୍ପନ୍ସର ହେଲା ଡ୍ରିମ-୧୧, ଏତିକି ଟଙ୍କାରେ କିଣିଲା ଅଧିକାର

ନୂଆଦିଲ୍ଲୀ,୧୮।୮:ଆଇପିଏଲ ୨୦୨୦ ପାଇଁ ଚାଇନା କମ୍ପାନୀ ଭିଭୋ ସ୍ଥାନରେ ନୂତନ ଟାଇଟଲ ପ୍ରଯୋଜକ ଘୋଷଣା କରାଯାଇଛି। ଭିଭୋ ସିଜନ ୧୩ରୁ ବିଦା ହେବା ପରେ ଡ୍ରିମ ୧୧କୁ ଚଳିତ ବର୍ଷ ଆଇପିଏଲ ଟାଇଟଲ ପ୍ରାୟୋଜକ ଦାୟିତ୍ୱ ମିଳିଛି। ଡ୍ରିମ ୧୧ ଆଇପିଏଲ…

ଶାଶୁ-ବୋହୂଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଜାଣନ୍ତୁ କ’ଣ ରହିଛି କାରଣ

ପାଟନା,୧୮।୮: ବିହାରର ଗୋପାଳଗଞ୍ଜରେ ଶାଶୁ-ବୋହୂଙ୍କୁ ଫାଶୀ ଦଣ୍ଡାଦେଶ ହୋଇଛି। ୩ବର୍ଷ ପୂର୍ବେ ଏହି ଦୁଇ ମହିଳା ମିଶି ୪ ବର୍ଷର ଶିଶୁକୁ ବଳି ଦେଇଥିଲେ। ଗୋପାଳଗଞ୍ଜର ବିଜୟପୁରା ପୋଲିସ ଷ୍ଟେସନର ଚିତୁନ ଗାଁର ବିନୋଦ ସାହାଙ୍କ ଚାରି ବର୍ଷର ପୁଅ ଦେବ…

ଚୌଦ୍ୱାର ଜେଲରେ ଆତ୍ମହତ୍ୟା କଲେ କଏଦୀ

ଚୌଦ୍ୱାର,୧୮। (ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସର୍କଲ ଜେଲରେ ସୋମବାର ବିଳମ୍ବିତ ରାତିରେ ଜଣେ ବିଚାରଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ବାଲେଶ୍ୱର ଜିଲା କର୍ମଦା ଥାନା ଅନ୍ତର୍ଗତ କୁଲିହା ଗ୍ରାମର ସୁବଳ ଚନ୍ଦ୍ର ବାନଙ୍କ ପୁଅ ବିଜେନ୍ଦ୍ର ବାନ(୨୧)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?