Home

ଶେଷରେ ଗାଙ୍ଗୁଲିଙ୍କ ଭବିଷ୍ୟବାଣୀ ସତ ହୋଇଥିଲା

ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଦେଶକୁ ଅନେକ ସଫଳ କ୍ରିକେଟର ଦେଇଛନ୍ତି। ଏହି କ୍ରିକେଟରମାନେ ଗାଙ୍ଗୁଲିଙ୍କ ଅଧିନାୟତ୍ୱ ସୁଯୋଗ ପାଇ ଭଲ ପ୍ରଦର୍ଶନ କରିଛନ୍ତି। ଏହି ଖେଳାଳିଙ୍କ ମଧ୍ୟରୁ ସର୍ବାଗ୍ରେ ଅଛନ୍ତି ମହେନ୍ଦ୍ର ସିଂ ଧୋନୀ। ଗାଙ୍ଗୁଲି ହିଁ ପ୍ରଥମ ବ୍ୟକ୍ତି…

ଭୂକମ୍ପରେ ଥରିଲା ଆଲାସ୍କା

ଓ୍ବାଶିଂଟନ୍‌,୨୨।୭: ଆମେରିକା ଆଲାସ୍କାରେ ବୁଧବାର ଏକ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୭.୮ ରହିଥିଲା। ଆଙ୍କରେଜ୍‌ର ଦକ୍ଷିଣପଶ୍ଚିମରୁ ୫୦୦ମାଇଲ ଓ ପେରୀଭିଲ୍‌ର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ୬୦ମାଇଲ୍‌ ଦୂରରେ ଏହାର କେନ୍ଦ୍ରର ସ୍ଥଳ…

ବାଘୁଆ ଜଳଭଣ୍ଡାରରୁ ପାଣି ଛାଡ଼ିଲା ପ୍ରଶାସନ

ବୁଗୁଡ଼ା,୨୨ା୭(ଡି.ଏନ୍‌.ଏ.): ବାଘୁଆ ଜଳଭଣ୍ଡାରରୁ ପାଣି ଛଡ଼ାଯାଇଛି। ଏହି ପାଣି ବାଘୁଆ ଜଳଭଣ୍ଡାରର ବାମ ଏବଂ ଦକ୍ଷିଣ କେନାଲ ଦେଇ ଛଡ଼ାଯାଇଥିବା ବୁଗୁଡ଼ା ଜଳସେଚନ ସହ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ସୂଚନା ଦେଇଛନ୍ତି। ପୂର୍ବ ନିର୍ଦ୍ଧାରିତ ଘୋଷଣା ଅନୁଯାୟୀ, ଚାଷୀମାନଙ୍କ…

ସମ୍ବଲପୁରର ଏହି ଗାଁର ନାଁ ହେଲା ‘ରଙ୍ଗବତୀ’

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଖ୍ୟାତ ଲୋକ ସଂଗୀତ ରଙ୍ଗବତୀ ନାଁରେ ନାମିତ ହେଲେ ଗାଁ। ସମ୍ବଲପୁର ଜିଲା ବାମରା ବ୍ଲକର ବିଲୁଙ୍ଗ ଗାଁକୁ ‘ରଙ୍ଗବତୀ ବିଲୁଙ୍ଗ’ ଗାଁ ନାମରେ ନାମିତ କରାଯାଇଛି। ଏନେଇ ବୁଧବାର ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ…

କମିବ ସ୍କୁଲ ସିଲାବସ୍‌

ଭୁବନେଶ୍ୱର,୨୨।୭(ବ୍ୟୁରୋ): କରୋନା ଯୋଗୁ ଚଳିତ ବର୍ଷ ସ୍କୁଲ ସିଲାବସ୍‌ କମିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ବୁଧବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସିଲାବସ୍‌ ହ୍ରାସ ହେବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି ମିଳିଛି। କେତେ…

ଜେଲ୍‌ରେ କରୋନା: ୩୩ କଏଦୀ, ଜେଲର ସମେତ ୧୦ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,୨୨ା୭: କରୋନାର କରାଳଛାୟା ଭିତରେ ଏବେ ଗଞ୍ଜାମ ଜିଲା ଗତି କରୁଛି। ମଣ୍ଡଳକାରାଗାରରେ ରହୁଥିବା କଏଦୀ, କାରାପାଳ ଓ କର୍ମଚାରୀମାନେ ମଧ୍ୟ ଏଥିରୁ ବର୍ତ୍ତି ପାରୁନାହାନ୍ତି । ବୁଧବାର ମିଳିଥିବା ସ୍ବାବ୍‌ ରିପୋର୍ଟ ଅନୁସାରେ, ମଣ୍ଡଳକାରାଗାରରେ ଥିବା ୩୩ ଜଣ…

ସ୍ତ୍ରୀଙ୍କ ଜୀବନ ବଞ୍ଚାଇବା ପାଇଁ ୨,୭୪୦ କିମି ନନ୍‌ଷ୍ଟପ୍‌ ଗାଡି ଚଳାଇଲେ ସ୍ବାମୀ

ଅହମଦାବାଦ,୨୨।୭: ଅହମଦାବାଦରେ ଏକ ଅନନ୍ୟ ଘଟଣା ଦେଖିବାକୁ ମିଳିଛି। ନିଆଁରେ ପୋଡି ହୋଇଯାଇଥିବା ସ୍ତ୍ରୀଙ୍କ ଜୀବନ ବଞ୍ଚାଇବା ପାଇଁ ସ୍ବାମୀ ୨,୭୪୦ କିଲୋମିଟର ନନ୍‌ଷ୍ଟପ୍‌ ଗାଡି ଚଳାଇ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସ୍ବାମୀଙ୍କ ପ୍ରେମ ଦେଖି ପତ୍ନୀ ମଧ୍ୟ ହାର…

କବରରୁ ବାହାରି ସାକ୍ଷୀ ଦେଲା ମୃତଦେହ

ପାଟନା, ୨୨।୭: କଥାରେ ଅଛି ସତ କେବେ ଲୁଚି ରହେନା। କରିଥିବା ଅପରାଧ ଦିନେ ନା ଦିନେ ପ୍ରକାଶିତ ହେବ ବୋଲି କେତେକ କହିଥାନ୍ତି। ଏହାର ସଦ୍ୟତମ ଉଦାହରଣ ବିହାରରେ ଘଟିଛି। ଏଠାରେ ହତ୍ୟା କରାଯାଇଥିବା ଜଣେ ବ୍ୟକ୍ତିଙ୍କ ମୃତଦେହ କବରରୁ…

କରୋନା ପାଇଁ ଲେହରେ ଫସିଛନ୍ତି ମା’, ଶିଶୁ ପାଇଁ ପ୍ଲେନ୍‌ରେ ପଠାଉଛନ୍ତି କ୍ଷୀର

ମା’ର ମମତା ସହ କୌଣସି ଜିନିଷକୁ ତୁଳନା କରାଯାଇ ପାରିବ ନାହିଁ। ମା’ ନିଜ ପିଲା ପାଇଁ କିଛି ବି କରିବାକୁ ପଛାଇ ନ ଥାଏ। ଏଥିପାଇଁ ଭାରତର ଲେହରେ ରହୁଥିବା ଜଣେ ମା’ ଏବେ ଚର୍ଚ୍ଚାରେ। କାରଣ ଏହି ମା’…

ହାତରେ ସାନିଟାଇଜର ଲଗାଇବା ପରେ କରୁଛନ୍ତି କି ଏସବୁ କାମ? ରୁହନ୍ତୁ ସତର୍କ ନଚେତ୍‌ ହୋଇପାରେ…

ବିଶ୍ୱରେ କରୋନା ମହାମାରୀ କାୟା ବିସ୍ତାର କରିଚାଲିଥିବା ବେଳେ ଅନେକ ଦେଶ ଏଥିରେ କବଳିତ। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ରୋଗରୁ ମୁକ୍ତି ପାଇବା ପାଇଁ ଆଜିପର୍ଯ୍ୟନ୍ତ କୌଣସି ସଫଳ ଔଷଧ ବାହାରିନାହିଁ।…

ମଞ୍ଚେଶ୍ୱର ଅଟାକଳର ସୁପର୍‌ ସ୍ରେଡର୍‌: ୨୬ଜଣଙ୍କୁ କଲେ ସଂକ୍ରମିତ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା। ଲକ୍‌ଡାଉନ ସତ୍ତ୍ୱେ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା କମିବା ଭଳି ମନେ ହେଉନାହିଁ। ଏହି କ୍ରମରେ ବୁଧବାର ୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୯ ଲୋକାଲ୍‌ କେସ୍‌…

ସୁଶାନ୍ତଙ୍କ କ୍ରେଡିଟ୍‌ କାର୍ଡ ଏକ ବର୍ଷ ଧରି ବ୍ୟବହାର କରୁଥିଲେ ରିୟା ଚକ୍ରବର୍ତ୍ତୀ: ପୋଲିସ ଆଗରେ କଲେ ସ୍ବୀକାର

ମୁମ୍ବାଇ, ୨୨।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ତଦନ୍ତରେ ପ୍ରତିଦିନ ନୂଆ କଥା ଶୁଣିବାକୁ ମିଳୁଛି। ଏବେ ସୋସିଆଲ୍‌ ମିଡ଼ିଆରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀ ପୋଲିସ ଆଗରେ ଦେଇଥିବା ବୟାନ ନେଇ ଚର୍ଚ୍ଚା ଜାରି ରହିଛି। ରିୟାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri