Home

ଉହାନ୍‌ରେ ହେବ ସମସ୍ତଙ୍କ କରୋନା ଟେଷ୍ଟ

ଉହାନ୍‌, ୧୩ା୫: ମହାମାରୀ କରୋନା ଏବେ ବିଶ୍ୱବାସୀଙ୍କୁ ଆତଙ୍କିତ କରି ରଖିଛି। ଚାଇନାରେ ଏହି ଭୂତାଣୁ କିଛିଟା ନିୟନ୍ତ୍ରଣକୁ ଆସିଥିଲେ ହେଁ ସମ୍ପୂର୍ଣ୍ଣ ଭାବେ ଏହାକୁ ଦୂର କରାଯାଇ ପାରିନାହିଁ। ଉହାନ୍‌ ସହରରେ କିଛି ସପ୍ତାହ ପରେ ପୁଣି ଏହି ଭୂତାଣୁ…

‘ଲୋକଙ୍କୁ କାମ ଯୋଗାଇବାକୁ ଯୋଜନା କର’

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଧରି ଲୋକମାନେ ଘରେ ବସି ରହିଛନ୍ତି। ଏଭଳିସ୍ଥିତିରେ ଲୋକମାନଙ୍କୁ ଯେପରି ଅଧିକରୁ ଅଧିକ କାମ ଯୋଗାଇ ଦିଆଯାଇପାରିବ ସେନେଇ ନିଜ ଅଧୀନରେ ଥିବା ବିଭାଗଗୁଡ଼ିକରେ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଫାଇଦା ଉଠାଉଛନ୍ତି ଅନ୍ତର୍ଜାତୀୟ ଡ୍ରଗ୍‌ ମାଫିଆ

ନୂଆଦିଲ୍ଲୀ,୧୩ା୫(ଆଇଏଏନ୍‌ଏସ୍‌): ଅନ୍ତର୍ଜାତୀୟ ଡ୍ରଗ୍‌ ମାଫିଆମାନେ ନୋଭେଲ କରୋନା ଭାଇରସ୍‌ ସଙ୍କଟର ଫାଇଦା ଉଠାଇ ଅଧିକ ସକ୍ରିୟ ହୋଇଯାଇଛନ୍ତି ବୋଲି ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ସତର୍କ କରିଦେଇଛି। ଏନେଇ ସିବିଆଇ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପତ୍ର…

ମୁକ୍ତି ପାଇଁ ୩ ମାସିଆ ଯୋଜନା ଦରକାର: ମମତା

କୋଲକାତା,୧୩ା୫: ଦେଶରେ କୋଭିଡ୍‌-୧୯ ସଙ୍କଟରୁ ଖୁବ୍‌ଶୀଘ୍ର ମୁକ୍ତି ମିଳି ନ ପାରେ। ଏଥିଲାଗି ତିନିମାସିଆ ଯୋଜନା ଦରକାର ବୋଲି ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ମମତାଙ୍କ ମତରେ ମାର୍ଚ୍ଚ ୨୫ରେ ଲକ୍‌ଡାଉନ୍‌ ଜାରି ହେବା ପରଠୁ ଲୋକେ ବହୁ…

ପୋଲିସ କ୍ୟାଣ୍ଟିନ୍‌ରେ ବଳାତ୍କାର ଶିକାର ମହିଳାଙ୍କ ମୃତ୍ୟୁ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିିନ୍‌ରେ କାମ କରୁଥିବା ଜଣେ ଆଦିବାସୀ ମହିଳା ବଳାତ୍କାରର ଶିକାର ହୋଇଥିଲେ। ମଙ୍ଗଳବାର ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୁମୁର୍ଷୁ ଅବସ୍ଥାରେ ତାଙ୍କୁ ପ୍ରଥମେ ମାଲକାନଗିରି ଜିଲା ଚିକିତ୍ସାଳୟ ଓ ପରେ…

ଗୁରୁବାରଠାରୁ ଘରେ ପହଞ୍ଚିବ ମଦ

ମୁମ୍ବାଇ, ୧୩ା୫: ମହାମାରୀ କରୋନା ଭାଇରସ୍‌ ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ରହିଛି। ଏହା ମଧ୍ୟରେ ମହାରାଷ୍ଟ୍ର ସରକାର ମଦ୍ୟପଙ୍କ ଲାଗି ମଦ ହୋମ୍‌ ଡେଲିଭରି କରିବା ପଦକ୍ଷେପ ଗ୍ରହଣ କରୁଛନ୍ତି। ଘରପାଖ ରିଟେଲ ଶପ୍‌ରୁ ଅନ୍‌ଲାଇନ୍‌ରେ ଯେକେହି ମଦ ମଗାଇ…

ସମ୍ବିତ୍‌ଙ୍କ ନାଁରେ ମାନହାନି ମାମଲା

କଲ୍ୟାଣ,୧୩ା୫: ଭାଜପା ମୁଖପାତ୍ର ସମ୍ବିତ୍‌ ପାତ୍ରଙ୍କ ବିରୋଧରେ ମହାରାଷ୍ଟ୍ରର ଜଣେ କଂଗ୍ରେସ ନେତା ମାନହାନି ମାମଲା ଦାଏର କରିଛନ୍ତି। ସମ୍ବିତ୍‌ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ରାଜୀବ ଗାନ୍ଧୀଙ୍କ ବିରୋଧରେ ଟୁଇଟର୍‌ରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଥିଲା। ଏନେଇ…

ମନୋଜ ଆହୁଜା ସିବିଏସ୍‌ଇ ଅଧ୍ୟକ୍ଷ

ନୂଆଦିଲ୍ଲୀ, ୧୩ା୫: ୧୯୯୦ ଓଡ଼ିଶା କ୍ୟାଡର୍‌ର ଆଇଏଏସ୍‌ ଅଫିସର ମନୋଜ ଆହୁଜା ସିବିଏସ୍‌ଇ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ପୂର୍ବରୁ ସେ ଲାଲ୍‌ ବାହାଦୁର ଶାସ୍ତ୍ରୀ ନ୍ୟାଶନାଲ ଏକାଡେମି ଅଫ୍‌ ଆଡ୍‌ମିନିଷ୍ଟ୍ରେଶନର ସ୍ବତନ୍ତ୍ର ନିର୍ଦ୍ଦେଶକ ଥିଲେ। ସେହିଭଳି ତାଙ୍କ ସ୍ତ୍ରୀ ଆରତି…

‘ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରନ୍ତୁ ମୋଦି’

ନୂଆଦିଲ୍ଲୀ,୧୩ା୫ (ଆଇଏଏନ୍‌ଏସ୍‌): ଦେଶର ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିୟମିତ ଭାବେ ଭେଟି ଆଲୋଚନା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ପକ୍ଷରୁ ପରାମର୍ଶ ଦିଆଯାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ ତଥା…

ରୁଷିଆରେ ଭୟଙ୍କର ସ୍ଥିତି

ଓ୍ବାଶିଂଟନ/ ମସ୍କୋ/ ଲଣ୍ଡନ, ୧୩ା୫: ପ୍ରାଣଘାତୀ କରୋନା ଭୂତାଣୁ ବିଶ୍ୱକୁ ଆତଙ୍କିତ କରି ରଖିଛି। ଏହି ମହାମାରୀ ଯୋଗୁ ବିଶ୍ୱରେ ୪୨.୯୭ ଲକ୍ଷ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ୨.୮୯ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ମଙ୍ଗଳବାର ୪୫…

ସମୟ ପୂର୍ବରୁ ମିଳିପାରେ କରୋନା ଟିକା

ନୂଆଦିଲ୍ଲୀ,୧୩ା୫: ସାରା ବିଶ୍ୱରେ ପ୍ରାୟ ୨ ଲକ୍ଷ ୯୦ ହଜାର ଲୋକଙ୍କ ଜୀବନ ନେଇଥିବା ଏବଂ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ସଂକ୍ରମିତ କରିଥିବା ମହାମାରୀ କରୋନା(କୋଭିଡ୍‌-୧୯) କବଳରୁ ମୁକ୍ତି ପାଇଁ ସବୁ ଦେଶ ଚାହୁଁଛନ୍ତି। ଏଥିପାଇଁ ସମସ୍ତେ ସଂଗ୍ରାମ ଚଳାଇଛନ୍ତି।…

୧୪୪୦ ସ୍ବାବ୍‌ ନମୁନାରୁ ୧୦୨୮ ରିପୋର୍ଟ ଆସିଛି

ଝାରସୁଗୁଡ଼ା ଅଫିସ,୧୨ା୫: ଝାରସୁଗୁଡ଼ା ଜିଲାର ଜଣେ ଯୁବତୀ ଓ ଜଣେ ମହିଳା କରୋନାରେ ଆକ୍ରାନ୍ତ ହୋଇଥିଲେ। ସୋମବାର ଉଭୟ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri