ଟେକ୍ନୋଲୋଜି, ସ୍ବୟଂକ୍ରିୟ ବ୍ୟବସ୍ଥାରେ ଧାନ ସଂଗ୍ରହ ତ୍ବରାନ୍ବିତ କରାଯାଇଛି:ମନ୍ତ୍ରୀ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ୨୦୧୯-୨୦ ଖରିଫ, ରବିଧାନ ସଂଗ୍ରହରେ ଟେକ୍ନୋଲୋଜି ବ୍ୟବହାର ଏବଂ ସ୍ବୟଂକ୍ରିୟ ବ୍ୟବସ୍ଥାର ଉପଯୋଗ କରି ରେକର୍ଡ ପରିମାଣର ଧାନ ସଂଗ୍ରହ କରାଯାଇଛି। ଧାନ ବିକ୍ରି ନିମନ୍ତେ ଅନ୍ଲାଇନରେ ଚାଷୀଙ୍କ ନାମ ପଞ୍ଜୀକରଣ, ପି-ପାସ୍ ଏବଂ ଆଗୁଆ ଟୋକନ୍ ମାଧ୍ୟମରେ ଚାଷୀଙ୍କଠାରୁ…
ଘୂର୍ଣ୍ଣିବଳୟ: ୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା…
ଆଜି କ୍ୟାବିନେଟ୍, ୪ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଗୁରୁବାର ସା ୭ଟା ୪୫ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍ଫରେନ୍ସଂ ଜରିଆରେ ମୁଖ୍ୟମନ୍ତ୍ରୀ ବୈଠକରେ ସାମିଲ ହେବାକୁ ଥିବାବେଳେ ଏଥିରେ ମୋଟ ୪ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ…
ବନ ବିଭାଗ ଶୋଇଗଲା: ବନ୍ୟପ୍ରାଣୀ ଅପରାଧ ବଢ଼ିଗଲା
ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ସବୁଜ ଓଡ଼ିଶାର ସ୍ବପ୍ନ ଦେଖୁଛନ୍ତି ସରକାର। ଜଙ୍ଗଲ ସୃଷ୍ଟି ଓ ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ କାର୍ଯ୍ୟ କରୁଥିବାବେଳେ ବଡ଼ ବଡ଼ ଅଫିସର ଦାୟିତ୍ୱରେ ରହୁଛନ୍ତି। ହେଲେ ସବୁଜ ବନାନୀକୁ ପ୍ରକୃତ ସୁରକ୍ଷା ଦେଉଥିବା ହାତୀ, ବାଘ ଭଳି…
ରଥଯାତ୍ରା ନେଇ ଆଜି ହେବ ଚୂଡ଼ାନ୍ତ ନିଷ୍ପତ୍ତି
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ପୁରୀ ରଥଯାତ୍ରା ଆୟୋଜନକୁ ନେଇ ଲାଗି ରହିଥିବା ଅନିଶ୍ଚିନ୍ତତାର ଅନ୍ତ ଘଟିବ। ଚଳିତବର୍ଷ ରଥଯାତ୍ରା ନ କରିବାକୁ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ ହୋଇଥିବା ଆବେଦନର ଶୁଣାଣି ଗୁରୁବାର ହେବ। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କ…
ପ୍ରତି ପଞ୍ଚାୟତରେ ହେବ କୋଭିଡ୍ କେୟାର ହୋମ୍
ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା (କୋଭିଡ୍-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ନିଜର ରଣନୀତିରେ ପରିବର୍ତ୍ତନ କରିଛନ୍ତି। କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ରତ୍ୟେକ ପଞ୍ଚାୟତରେ କୋଭିଡ୍ କେୟାର ହୋମ୍ ସ୍ଥାପନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରେ ୧୦ରୁ ୨୦ ଜଣ ବ୍ୟକ୍ତି…
୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୭।୬(ବ୍ୟୁରୋ)-ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର…
ପ୍ରଧାନମନ୍ତ୍ରୀଙ୍କ ନିକଟରେ ୩ ଦାବି ରଖିଲେ ନବୀନ
ଭୁବନେଶ୍ୱର,୧୭।୬(ବ୍ୟୁରୋ)-କରୋନା(କୋଭିଡ୍-୧୯) ମହାମାରୀ ସଂକ୍ରମଣ ଆଶଙ୍କା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ଯୁକ୍ତ ଦୁଇ ପରୀକ୍ଷା ମଧ୍ୟ ଅଧାରୁ ବନ୍ଦ ରହିଛି। ଅବଶିଷ୍ଟ ପରୀକ୍ଷା ଶେଷ ହେବା ପରେ ଜାତୀୟ ସ୍ତରରେ ହେଉଥିବା ଏନ୍ଇଇଟି, ଜେଇଇ ମେନ, ସିଏଲ୍ଏଟି ଭଳି ପ୍ରବେଶିକା…
ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା
ନୂଆଦିଲ୍ଲୀ,୧୭।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କରୋନାରେ ପୀଡ଼ିତ ହୋଇଛନ୍ତି। ଦ୍ୱିତୀୟ ଥର ତାଙ୍କର କରୋନା ଯାଞ୍ଚ କରାଯାଇଥିବା ବେଳେ ବୁଧବାର ଆସିଥିବା ରିପୋର୍ଟରେ କରୋନା ପଜିଟିଭ୍ ବାହାରିଛି। କରୋନାରେ ପୀଡ଼ିତ ହେବା ପରେ ତାଙ୍କୁ ଦିଲ୍ଲୀର ରାଜୀବ ଗାନ୍ଧୀ ହସ୍ପିଟାଲରେ…
ବର୍ଷା ଆରମ୍ଭରୁ ଧସିଲା ଗାର୍ଡ୍ଓ୍ବାଲ୍ : ନିର୍ମାଣ ନ ସରୁଣୁ ସ୍ଥିତି ବେହାଲ
ଭଦ୍ରକ ଅଫିସ, ୧୭ା୬- ନିର୍ମାଣ କାର୍ଯ୍ୟ ନ ସରୁଣୁ ସ୍ଥିତି ବେହାଲ ହୋଇପଡ଼ିଛି। ବର୍ଷା ଆରମ୍ଭରୁ ଗାର୍ଡଓ୍ବାଲ୍ (ସୁରକ୍ଷା ପ୍ରାଚରୀ) ଧସି ଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଡ୍ରେନେଜ ବିଭାଗ ଅଧୀନ ଧାମନଗର ବ୍ଲକ ପଳିକିରି ଅଞ୍ଚଳ ଯ’…
ଚୀନ୍ ରାଷ୍ଟ୍ରପତିଙ୍କ କୁଶପୁତ୍ତଳିକା ଦାହ: ଶହୀଦ ଯବାନଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳି
କଟକ ଅଫିସ,୧୭ା୬: କଟକ ମାରୱାଡ଼ି ସମାଜ ପକ୍ଷରୁ ବୁଧବାର ସ୍ଥାନୀୟ ନୟାସଡ଼କଠାରେ ଶହୀଦ ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଶହୀଦ ୨୦ ଜଣ ଯବାନଙ୍କ ମଧ୍ୟରେ ଓଡ଼ିଶାର ମୟୂରଭଞ୍ଜ ଜିଲାର ନନ୍ଦୁରାମ ସୋରେନ ଓ କନ୍ଧମାଳ ଜିଲାର ଚନ୍ଦ୍ରକାନ୍ତ ପ୍ରଧାନ…
ସହରରେ ବି ସେମାନଙ୍କୁ ସ୍ବପ୍ନ: ଦୁଇ ବୃଦ୍ଧାଙ୍କୁ ମିଳିପାରୁନି ରାଶନ କାର୍ଡ଼, ଆବାସ, ବିଜୁଳି
କଟକ ଅଫିସ,୧୭ା୬: ପ୍ରଶାସନିକ କାର୍ଯ୍ୟାଳୟଠାରୁ ଦୂରରେ ଥିବା ଗ୍ରାମାଞ୍ଚଳରେ ସରକାରୀ ସୁବିଧା ଅପହଞ୍ଚ ଥିବା ସମସ୍ତେ ଜାଣନ୍ତି। କିନ୍ତୁ ଖୋଦ୍ ସହରରେ ଯଦି ସାଧାରଣ ଲୋକ ତାହା ପାଇବାରୁ ବଞ୍ଚତ୍ତ ହୁଅନ୍ତି, ତେବେ ଏଥିରେ ବ୍ୟବସ୍ଥାର ଦୋଷ ବୋଲି ଧରାଯିବ। କଟକ…
Archives


