Home

ଏକାସାଙ୍ଗରେ ୪ଶିଶୁଙ୍କୁ ଜନ୍ମ ଦେଲେ ମହିଳା

ଜୟପୁର,୧୭।୬: କରୋନା ମହାମାରୀ ସଙ୍କଟ ମଧ୍ୟରେ ରାଜସ୍ଥାନର ନାଗୋରରୁ ଏକ ଭଲ ଖବର ସାମ୍ନାକୁ ଆସିଛି। ଡିଡଓ୍ବାନାର ଉତ୍ତମ ହସ୍ପିଟାଲରେ ସଞ୍ଜୁ ଦେବୀ ନାମ୍ନୀ ଜଣେ ମହିଳା ଏକାସାଙ୍ଗରେ ୪ଶିଶୁଙ୍କୁ ଜନ୍ମ ଦେଇଛନ୍ତି। ସବୁଠାରୁ ବଡ଼ କଥା ହେଉଛି ସଞ୍ଜୁଙ୍କ ନର୍ମାଲ…

ସୋସିଆଲ ମିଡିିଆରେ ଟ୍ରୋଲ ହେବା ପରେ କମେଣ୍ଟ ସେକ୍ସନ ବନ୍ଦ କଲେ ସୋନମ

ମୁମ୍ବାଇ : ରବିବାର ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଖାଲି ସିନେ ଜଗତ ନୁହେଁ, ସମଗ୍ର ଦେଶବାସୀଙ୍କୁ ଚକିତ କରିଛି। ସମସ୍ତେ ଏହି ଆତ୍ମହତ୍ୟାର କାରଣ ଖୋଜୁଛନ୍ତି। ସୁଶାନ୍ତଙ୍କ ଘରୁ ମଧ୍ୟ ସୁଇସାଇଡ୍‌ ନୋଟ୍‌ ଜବତ ହୋଇନାହିଁ। ଅନ୍ୟପଟେ ସୋସିଆଲ…

ବିଏମ୍‌ସିର ସୂଚନା: ରାଜଧାନୀରେ ପୁଣି ୧୭ କରୋନା ପଜିଟିଭ୍‌ ଚିହ୍ନଟ; ଅଛନ୍ତି ୭ ରେଳ ବିଭାଗ ଅଧିକାରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜଧାନୀରୁ ୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ହୋମ୍‌ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ସେହିଭଳି ୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବୁଧବାର…

ଏଏପି ବିଧାୟିକା କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀରେ କରୋନା ସଂକ୍ରମଣ ସଙ୍କଟ ଦିନକୁ ଦିନ ଭୟାବହ ହେବାରେ ଲାଗିଛି। ଏଥିରୁ କରୋନା ଯୋଦ୍ଧା କି ନେତା ମନ୍ତ୍ରୀ ମଧ୍ୟ ବର୍ତ୍ତି ପାରୁନାହାନ୍ତି। ଇତିମଧ୍ୟରେ ଆମ ଆଦମୀ ପାର୍ଟି(ଏଏପି)ର ବିଧାୟିକା ଅତିଶି ବୁଧବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

ଦୁଇ ଓଡ଼ିଆ ଯବାନଙ୍କ ବଳିଦାନ ଚିର ସ୍ମରଣୀୟ ହୋଇ ରହିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଲଦାଖ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଦୁଇ ଓଡ଼ିଆ ଯବାନ ଶହୀଦ ହୋଇଛନ୍ତି। ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଏବଂ ନନ୍ଦୁରାମ ସୋରେନ୍‌ଙ୍କ ଶହୀଦ ଖବର ମୋତେ ବ୍ୟଥିତ କରିଛି। ଦୁହିଁଙ୍କ ଦେଶପ୍ରେମ…

ଉତ୍ତର ଦେବାକୁ ସକ୍ଷମ ଥିବା ଭାରତ ଚାହେଁ ଶାନ୍ତି, ଦେଶର ଅଖଣ୍ଡତା କ୍ଷେତ୍ରରେ ହେବ ନି ବୁଝାମଣା: ମୋଦି

ନୂଆଦିଲ୍ଲୀ, ୧୭।୬: ଲଦାଖର ଗଲଓ୍ବାନ ଘାଟିରେ ଭାରତ ଚାଇନା ମଧ୍ୟରେ ହୋଇଥିବା ସଂଘର୍ଷରେ ୨୦ ଜଣ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି ଯେ, ଯବାନଙ୍କ ବଳିଦାନ ବ୍ୟର୍ଥ ହେବନାହିଁ। ଦେଶ ପାଇଁ ଲଢ଼ି…

ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦମ୍ପତିଙ୍କୁ ହତ୍ୟା ଉଦ୍ୟମ: ୫ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଅଭିମନ୍ୟୁ ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ପ୍ରଧାନଙ୍କୁ ବୁଧବାର ମଧ୍ୟାହ୍ନରେ ଗାଁ ନିକଟ ସୁନା ଦେଇ ପାହାଡ଼ ପାଖ ଚାଷଜମିରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଯୋଜନା…

ଗଲଓ୍ବାନ ସଂଘର୍ଷ: ଜୟଶଙ୍କର ଓ୍ବାଙ୍ଗ ୟିଙ୍କ ସହିତ ଫୋନ୍‌ରେ କଲେ ଆଲୋଚନା

ନୂଆଦିଲ୍ଲୀ, ୧୭।୬: ଲଦାଖର ଗଲଓ୍ବାନ ଘାଟିରେ ସୋମବାର ରାତିରେ ଘଟିଥିବା ସଂଘର୍ଷ ପରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ ୟିଙ୍କ ସହିତ ଆଲୋଚନା କରିଛନ୍ତି। ବୁଧବାର ଜୟଶଙ୍କର ଓ୍ବାଙ୍ଗଙ୍କୁ ଫୋନ କରିଛନ୍ତି। ଏହି ଘଟଣା ପାଇଁ…

ରାୟଗଡ଼ାରେ ହେବ କୋଭିଡ୍‌-୧୯ ନମୁନା ପରୀକ୍ଷା

ରାୟଗଡ଼ା ଅଫିସ,୧୭ା୬: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ୍‌-୧୯ ନମୁନା ପରୀକ୍ଷା କରାଯିବ। ଏହି ପରିପ୍ରେକ୍ଷୀରେ ବି.ଏସ୍‌-୨ ପରୀକ୍ଷାଗାରକୁ ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା ବୁଧବାର ଉଦ୍‌ଘାଟନ କରିଛନ୍ତି। ଏହି ପରୀକ୍ଷାଗାରରେ ଜିଲାରୁ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯିବ।…

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲା:  କରନ, ସଲମାନଙ୍କ ସମେତ ୮ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ

ମୁମ୍ବାଇ,୧୭।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଚାଲିଛି। ତାଙ୍କ ଭଳି ଭର୍ସାଟାଇଲ ଅଭିନେତା ଏଭଳି ପଦକ୍ଷେପ କାହିଁକି ନେଲେ ସେନେଇ ଏବେ ସମସ୍ତଙ୍କ ମନରେ ଉଙ୍କି ମାରୁଛି। ଏହି ପ୍ରଶ୍ନର ଉତ୍ତର ପାଇଁ…

ନ୍ୟୁଜିଲାଣ୍ଡରେ କରୋନା ମୁକାବିଲା କରିବ ସେନା

ଓ୍ବେଲିଂଟନ୍‌,୧୭।୬: ନ୍ୟୁଜିଲାଣ୍ଡ ଜୁନ ୮ରେ କରୋନା ମୁକ୍ତ ଦେଶ ବୋଲି ଘୋଷଣା କରିଥିଲା। କିନ୍ତୁ ଗୋଟିଏ ସପ୍ତାହ ପରେ ଦେଶରେ ପୁଣି ୨ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ନ୍ୟୁଜିଲାଣ୍ଡ ଏବେ କଡ଼ା…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୩ ହଜାର ଟପିଲା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ଆରୋଗ୍ୟ ଲାଭ କରିଥିବା କୋଭିଡ ସଂକ୍ରମିତଙ୍କ ମଧ୍ୟରେ କନ୍ଧମାଳର ସର୍ବାଧିକ ୧୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri