Home

କରୋନା ସଂକ୍ରମଣରୁ ଦୂରେଇ ରଖିବ ଏହି ଔଷଧ

ସିକାଗୋ, ୧୬।୮: କରୋନା ମହାମାରୀ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ରୁଷ୍‌ ଏବଂ ଚାଇନାରେ କରୋନା ଟୀକା ମଧ୍ୟ ପ୍ରସ୍ତୁତି ସରିଛି। ତେବେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସିକାଗୋ ବିଶ୍ୱବିଦ୍ୟାଳୟରେ ଏକ ଔଷଧ ପ୍ରସ୍ତୁତ କରାଯାଇଛି। ଇବ୍‌ସେଲେନ୍‌ ନାମକ…

ଆସିକାରେ ଚାଞ୍ଚଲ୍ୟ: ସଂକ୍ରାନ୍ତିରେ ପୂଜା ସାରି ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କୁ ହତ୍ୟା

ଆସିକା,୧୬ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ଭେଙ୍କଟରାଇପଲ୍ଲୀ ଗ୍ରାମରେ ରବିବାର ସକାଳେ ଶିବମନ୍ଦିର ନିକଟରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ ସେହି ଗ୍ରାମ ସଂଲଗ୍ନ ହରିଡ଼ାପଦର ଗ୍ରାମର ରଞ୍ଜିତା ନାହାକ। ରଞ୍ଜିତା…

ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୮୮ ଆକ୍ରାନ୍ତ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଗୋଟିଏ ପଟେ ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ଦେଖାଯାଉଥିବା ବେଳେ ଚିନ୍ତା ବଢ଼ାଇଲାଣି ଖୋର୍ଦ୍ଧା। ରବିବାର ରାଜ୍ୟରେ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେଥିରୁ ସର୍ବାଧିକ ୪୮୮ଜଣ ଖୋର୍ଦ୍ଧାର ରହିଛନ୍ତି। ହେଲେ ଗଞ୍ଜାମରୁ ୩୧୮ କରୋନା…

ବାପଘରକୁ ଯିବା ପାଇଁ ବାରମ୍ବାର ଜିଦ୍‌ କରୁଥିଲେ ସ୍ତ୍ରୀ, ସ୍ବାମୀ ନେଲେ ଏମିତି ପଦକ୍ଷେପ; ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର,୧୬ା୮: ରାଜସ୍ଥାନର ବୁଣ୍ଡି ଜିଲାରୁ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ସ୍ତ୍ରୀ ବାରମ୍ବାର ବାପଘରକୁ ଯିବାକୁ ଜିଦ୍‌ ଧରିବାରୁ କ୍ରୋଧିତ ହୋଇ ଠେଙ୍ଗାରେ ପିଟିପିଟି ମାରି ଦେଇଛନ୍ତି ସ୍ବାମୀ। ସୂଚନାଯୋଗ୍ୟ, ବୁଣ୍ଡି ଜିଲା ଦାରାସ୍ଥିତ ନାୟାଗୋନର ନନ୍ଦକିଶୋର କାମରୁ…

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା: ପ୍ରଥମ ଥର ପାଇଁ ଛୁଇଁଲା ଏହି ଦୁଇ ଜିଲାକୁ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ରବିବାର ଭଦ୍ରକର ଜଣେ ୭୫ ବର୍ଷୀୟ ବୃଦ୍ଧା, ଭୁବନେଶ୍ୱରର ୩୨ ବର୍ଷର ଜଣେ ମହିଳା, ୫୫ ବର୍ଷୀୟ ବ୍ୟକ୍ତି, ବଲାଙ୍ଗୀରର ୬୨ ବର୍ଷୀୟ ବୃଦ୍ଧ, କଟକର ୬୦ ବର୍ଷୀୟ ବୃଦ୍ଧ, ଗଞ୍ଜାମର…

ଧୋନୀଙ୍କ କ୍ରିକେଟ ଜୀବନ:ରନ୍‌ ଆଉଟ୍‌ରୁ ଆରମ୍ଭ-ରନ୍‌ ଆଉଟ୍‌ରେ ଶେଷ

ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ୧୬ ବର୍ଷର କ୍ରିକେଟ କ୍ୟାରିଅର ବେଶ୍‌ ରୋମାଞ୍ଚକର ଥିଲା। କ୍ରିକେଟ ଖେଳରେ ପ୍ରଥମ ମ୍ୟାଚ୍‌ରେ ସେ ରନ୍‌ଆଉଟ୍‌ ହୋଇଥିଲେ। ସେହିପରି କ୍ୟାରିଅରର ଶେଷ ମ୍ୟାଚ୍‌ରେ ମଧ୍ୟ ଧୋନୀ…

କରୋନାର ଲମ୍ବ ଡିଆଁ: ନୂଆ ୨୯୨୪ ଆକ୍ରାନ୍ତ ସହ ରାଜ୍ୟରେ ୬୦,୦୦୦ ପାର ହେଲା ସଂଖ୍ୟା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ସର୍ବାଧିକ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮୧୫ଜଣ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧୧୦୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ…

ପ୍ରଥମ ବ୍ୟାଚ୍‌ କରୋନା ଟିକା ପ୍ରସ୍ତୁତି ଶେଷ, ଜାଣନ୍ତୁ କେଉଁମାନଙ୍କୁ ପ୍ରଥମେ ଦିଆଯିବ ଏହି ଟିକା

ମସ୍କୋ,୧୬ା୮: ଶନିବାର ରୁଷିଆ କରୋନା ଟିକା ପ୍ରସ୍ତୁତ ଶେଷ କରିଛି ବୋଲି କହିଛି। ଏହାପୂର୍ବରୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ମଙ୍ଗଳବାର ଘୋଷଣା କରିଥିଲେ ଯେ, ରୁଷିଆ ଏକ ସଫଳ କରୋନା ଟିକା ପ୍ରସ୍ତୁତ କରିଛି, ଯାହା ସମସ୍ତ ଅନୁସନ୍ଧାନ ଦେଇ…

କରିନାଙ୍କ ପାଇଁ ହାତ କାଟି ଦେଇଥିଲେ ସୈଫ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ..

ବମ୍ବେ: ଆଜି ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ହାପି ବର୍ଥ ଡେ। ପଟୌଦୀ ପରିବାରର ଦଶମ ନବାବ ସୈଫ ୧୯୯୨ରେ ଫିଲ୍ମ ‘ବେଖୁଦି’ରୁ ନିଜ ଅଭିନୟ ଜୀବନ ଆରମ୍ଭ କରିଥିଲେ। ୨୦୧୨ରେ କରିନା କପୁରଙ୍କୁ ବିବାହ କରିବାକୁ ନେଇ ସେ ଚର୍ଚ୍ଚାକୁ…

ଟ୍ରମ୍ପ୍‌ଙ୍କ ସାନଭାଇଙ୍କ ପରଲୋକ: ସ୍ନେହରେ ଡାକୁଥିଲେ ‘ହନି’

ଓ୍ବାଶିଂଟନ, ୧୬।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସାନଭାଇ ରର୍ବଟ ଟ୍ରମ୍ପ୍‌ଙ୍କର ପରଲୋକ ହୋଇଯାଇଛି। ନ୍ୟୁୟର୍କରେ ଏକ ହସ୍ପିଟାଲରେ ଚିକିତ୍ସାଧରୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ରର୍ବଟଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟ ଜନକ ଥିବାରୁ…

ଧୋନୀ ୭.୨୯ ମିନିଟ୍‌ରେ ସନ୍ୟାସ ନେବା ପଛରେ କ’ଣ ରହିଛି ଏହି କାରଣ? ଜାଣନ୍ତୁ..

ନୂଆଦିଲ୍ଲୀ,୧୬।୮: ଭାରତୀୟ କ୍ରିକେଟ ଟିମ୍‌ର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସନ୍ୟାସ ଘୋଷଣା କରିଛନ୍ତି। ନିଜର ବଳିଷ୍ଠ ନିର୍ଣ୍ଣୟ ଏବଂ ଶାନ୍ତ ସ୍ବଭାବକୁ ନେଇ ପରିଚିତ ମାହି ଶନିବାର ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଶାନ୍ତିପୂର୍ଣ୍ଣ ଭାବେ…

ପୁଣି ସ୍ଥିତି ଜାହିର କଲା ମାଓବାଦୀ ସଂଗଠନ: ପୋଷ୍ଟର ଜାରି କରି ଲେଖିଲା ଏମିତି…

ବାଲିଗୁଡ଼ା,୧୬ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଦାରିଙ୍ଗବାଡ଼ି ଛକ ନିକଟ ଧୁଙ୍ଗିଆଦିଆ ଘାଟିରେ ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। କେକେବିଏନ୍‌ ମାଓବାଦୀ ସଂଗଠନ ପକ୍ଷରୁ ଏହି ପୋଷ୍ଟର ଜାରି କରାଯାଇଥିବା ବେଳେ ଏଥିରେ ଅଗଷ୍ଟ ୧୮ରୁ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?