Home

ଚାଇନା କରୁଛି ଆକ୍ରମଣ ଷଡ଼ଯନ୍ତ୍ର

ଓ୍ବାଶିଂଟନ, ୧୬।୮: ଚାଇନା ଏବଂ ଆମେରିକା ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚିଛି। ଚାଇନା ତାଇଓ୍ବାନ ଉପରେ ଆକ୍ରମଣ କରିବାକୁ ଷଡ଼ଯନ୍ତ୍ର ରଚିଥିବା ଆମେରିକା ସୈନ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଚାଇନାକୁ ବୁଦ୍ଧି ଶିଖାଇବା ପାଇଁ ଆମେରିକା ଯୁଦ୍ଧପୋତ ଏବଂ ଏୟାରକ୍ରାଫ୍ଟ…

୭ ନଂର ଯାଦୁଗର ଧୋନୀ: ଏହି ୭ ରେକର୍ଡ ତାଙ୍କୁ କରିଛି ସବୁଠାରୁ ଶ୍ରେଷ୍ଠ

ନୂଆଦିଲ୍ଲୀ,୧୬।୮: ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି ଭାରତୀୟ କ୍ରିକେଟ ଟିମ୍‌ର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ ଏକାଧିକ ରେକର୍ଡ ନିଜ ନାମରେ କରିଛନ୍ତି। କୁହାଯାଏ ଧୋନୀଙ୍କ ଶୁଭ ନମ୍ବର ୭। ଏଣୁ ତାଙ୍କ ଜର୍ସିରେ ମଧ୍ୟ ଏହି…

ଏସବୁ ଅଞ୍ଚଳରେ ପ୍ରଥମେ ଆରମ୍ଭ ହେଲା ଡିଜିଟାଲ ସ୍ବାସ୍ଥ୍ୟ ମିଶନ

ନୂଆଦିଲ୍ଲୀ, ୧୬।୮: ଦେଶର ସମସ୍ତ ଲୋକଙ୍କୁ ଏବେ ଡିଜିଟାଲ ସ୍ମାର୍ଟ ହେଲଥ୍‌ କାର୍ଡ ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧିନତା ଦିବସ ଅବସରରେ ଘୋଷଣା କରିଥିଲେ। ଜାତୀୟ ଡିଜିଟାଲ ସ୍ବାସ୍ଥ୍ୟ ମିଶନର ଶୁଭାରମ୍ଭର ଗୋଟିଏ ଦିନ ପରେ ଏହି ସେବାର…

କ୍ରିକେଟରୁ ସନ୍ୟାସ ନେବା ପରେ ଏବେ ଏହି କାମ କରିବେ ଧୋନୀ: ପିଲାଦିନରୁ ହିଁ କରିନେଇଥିଲେ ଯୋଜନା

ନୂଆଦିଲ୍ଲୀ,୧୬।୮: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରି ସେ ଅବସର ନେଇ ସୂଚନା ଦେଇଛନ୍ତି। ହେଲେ ଆଗାମୀ ଦିନରେ ହେବାକୁ…

ଧୋନୀଙ୍କ ଅବସର ଘୋଷଣା ନେଇ ସାକ୍ଷୀ ଟୁଇଟ୍‌ କରିି କହିଲେ ଏପରି…

ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଗ୍ରହଣ କରିବା ନେଇ ଘୋଷଣା କରିବା ପରେ ଏବେ ସ୍ତ୍ରୀ ସାକ୍ଷୀଙ୍କ ଦ୍ୱାରା କରାଯାଇଥିବା ଏକ ଟୁଇଟ୍‌ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ…

ମୋଦିଙ୍କର ଭାରତୀୟ ସେନା ଉପରେ ନାହିଁ ବିଶ୍ୱାସ: ରାହୁଲ

ନୂଆଦିଲ୍ଲୀ, ୧୬।୮: ଭାରତ-ଚାଇନା ବିବାଦ ନେଇ କଂଗ୍ରେସ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିବାରେ ଲାଗିଛି। ରବିବାର ରାହୁଲ ଗାନ୍ଧୀ ଟୁଇଟ୍‌ କରି ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଦେଶବାସୀଙ୍କର ଭାରତୀୟ ସେନା ଉପରେ ଭରସା ରହିଛି।…

ଚାଇନା ସୈନ୍ୟଙ୍କ ସହ ମୁହାଁମୁହିଁରେ ଶହୀଦ କର୍ନଲଙ୍କ ନାମରେ ରଖାଗଲା ବାଘ ଶାବକର ନାମ

ହାଇଦ୍ରାବାଦ ନେହେରୁ ଜୁଲୋଜିକାଲ ପାର୍କରେ ଥିବା ବାଘୁଣୀ ଆଶା ତିନୋଟି ଶାବକ ଜନ୍ମ କରିଛି। ସେଥିରୁ ଜଣଙ୍କ ନାମ ସନ୍ତୋଷ ରଖାଯାଇଛି। ତେବେ ଲଦାଖର ଗଲଓ୍ବାନ୍‌ ଘାଟିରେ ଚାଇନା ସୈନ୍ୟଙ୍କ ସହ ମୁହାଁମୁହିଁ ଘଟଣାରେ ସହୀଦ ହୋଇଥିବା କର୍ନଲ ସନ୍ତୋଷ ବାବୁଙ୍କ…

ପୁଣ୍ୟତିଥିରେ ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୧୬।୮: ଭାଜପାର ପ୍ରତିଷ୍ଠାତା ସଦସ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ରବିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଓ କର୍ମକର୍ତ୍ତାମାନେ…

ସୋନୁ ସୁଦ୍‌ଙ୍କ ନାମରେ ଓ୍ବେଲ୍ଡିଂ ଦୋକାନ ଖୋଲିଲେ କେନ୍ଦ୍ରାପଡ଼ାର ଯୁବକ: ଅଭିନେତା କହିଲେ ଏପରି..

ଭୁବନେଶ୍ୱର,୧୬।୮: ବଲିଉଡ୍‌ ଅଭିନେତା ସୋନୁ ସୁଡଙ୍କ ନାମରେ ଓଡ଼ିଆ ଯୁବକ ଖୋଲିଲେ ଓ୍ବେଲ୍ଡିଂ ଦୋକାନ। ଶନିବାର ଦୋକାନ ସମ୍ମୁଖରେ ସ୍ବାଧୀନତା ଦିବସ ପାଳନ ଅବସରରେ ସେ ଏକ ଭିଡିଓ ପୋଷ୍ଟ କରିଥିଲେ। ଏହାକୁ ଅଭିନେତାଜଣଙ୍କ ରିଟୁଇଟ୍‌ କରିବା ସହ ଓଡ଼ିଶାରେ ଥିବା…

ଧୋନୀଙ୍କ ପରେ ଅବସର ନେଲେ ସୁରେଶ ରାଇନା

ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିବାର କିଛି ସମୟ ପରେ ଏହି ତାଲିକାରେ ଯୋଡ଼ି ହୋଇଛନ୍ତି ସାଥୀ ଖେଳାଳି ସୁରେଶ ରାଇନା। ଉତ୍ତର ପ୍ରଦେଶ ଜନ୍ମିତ…

ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜ୍ୟରେ ଶନିବାର ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୩୧, କଟକରୁ ୧୬୬, ରାୟଗଡାରୁ ୯୩, ସୁୁନ୍ଦରଗଡରୁ ୮୯, ପୁରୀରୁ ୮୦, କଳାହାଣ୍ଡିରୁ ୭୭, ବାଲେଶ୍ୱରରୁ ୬୧,…

ନୟାଗଡରେ କରୋନା ମୃତ୍ୟୁ ସଂଖ୍ୟା ୯ ଛୁଇଁଲା

ନୟାଗଡ଼ ଅଫିସ,୧୫ା୮-ନୟାଗଡ଼ ଜିଲାରେ ଶନିବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୧ରେ ପହଞ୍ଚିଛି। ଅନ୍ୟପକ୍ଷେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରଣପୁର ବ୍ଲକ ରାଜସୁନାଖଳା ଗୋପୀନାଥ ସାହି ଅଞ୍ଚଳର ୭୫ ବର୍ଷିୟ ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?