ଗଞ୍ଜାମ ଜିଲା ରେଡ୍ଜୋନରେ ଚାଲିଛି ସ୍ବାସ୍ଥ୍ୟ ସ୍କ୍ରିନିଂ: ୧.୫୦ ଲକ୍ଷ ଲୋକଙ୍କ ନିକଟରେ ପହଞ୍ଚିଲାଣି ଡାକ୍ତରୀ ଟିମ୍
ଛତ୍ରପୁର, ୨୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି । ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ସହ ଆକ୍ରାନ୍ତଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ହୋଇଛି। ଏଥିସହ ସଂକ୍ରମଣ ବ୍ୟାପୁଥିବାରୁ ଜ଼ିଲାବାସୀ…
କ୍ୱାରାଣ୍ଟାଇନ୍ରେ ନ ରହି କୋଭିଡ୍ ନିୟମ ଉଲ୍ଲଂଘନ କଲେ ଏହି ଅଭିନେତ୍ରୀ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ସୋନମ କପୁର ଦିଲ୍ଲୀ ଏବଂ ମୁମ୍ବାଇରେ ରହିବା ପରେ ଲଣ୍ଡନ ଫେରି ଯାଇଛନ୍ତି। ସୋନମ ଏବଂ ତାଙ୍କ ସ୍ବାମୀ ଆନନ୍ଦ ଆହୁଜା ଲକ୍ଡାଉନ୍ ପୂର୍ବରୁ ଭାରତ ଆସିଥିଲେ। ପରେ ଲକ୍ଡାଉନ୍ରେ ଫସିଯାଇଥିଲେ। ତେବେ ଲକ୍ଡାଉନ୍ ହଟିବା ପରେ…
ପ୍ରେମିକ ଯୁକ୍ତି ନ କରିବାରୁ ରାଗରେ ଗୁଳିମାରିଲେ ପ୍ରେମିକା!
ପ୍ରେମିକା-ପ୍ରେମିକଙ୍କ ମଧ୍ୟରେ ଯୁକ୍ତିତର୍କ ଏକ ସାଧାରଣ କଥା। ପାଟିତୁଣ୍ଡ ହେଲେ ଭଲ ପାଇବା ଆହୁରି ବଢ଼ିଥାଏ ବୋଲି କୁହାଯାଏ। ତେବେ କିଛି ପ୍ରେମିକା-ପ୍ରେମିକ ଏହା ଦ୍ୱାରା ଏତେ ମାତ୍ରାରେ ବିରକ୍ତ ହୋଇଯାନ୍ତି ଯେ, ସେମାନେ ପରସ୍ପରଠାରୁ ଅଲଗା ହେବାକୁ ଉଚିତ୍ ମନେ…
ଦାୟିତ୍ୱ ନେଲେ ଟୁଇନ୍ ସିଟିର ୨ ନବନିଯୁକ୍ତ ଡିସିପି
ଭୁବନେଶ୍ୱର, ୨୦।୭(ବ୍ୟୁରୋ): ଟୁଇନ୍ ସିଟିର ଦୁଇ ନବନିଯୁକ୍ତ ଡିସିପି ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଭୁବନେଶ୍ୱର ଡିସିପି ଭାବେ ଉମାଶଙ୍କର ଦାଶ ଦାୟିତ୍ୱ ନେଇଛନ୍ତ। ସେ ବିଦାୟୀ ଡିସିପି ଅନୁପ ସାହୁଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେହିପରି କଟକ ଡିସିପି ଭାବେ…
ଶ୍ମଶାନ ଘାଟରେ ହଙ୍ଗାମା: ମୃତଦେହ ଅଦଳବଦଳ ପଡ଼ିଲା ଜଣା
ଲକ୍ଷ୍ନୌ, ୨୦।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ କେତେକ ହସ୍ପିଟାଲରେ ଅବହେଳା ପ୍ରଦର୍ଶନ କରାଯାଉଥିବା ଘଟଣା ନେଇ ଅଭିଯୋଗ କରାଯାଉଛି। ଉତ୍ତରପ୍ରଦେଶ ଫରିଦାବାଦ୍ରେ ଥିବା ଏସିଆନ୍ ହସ୍ପିଟାଲରେ ଏଭଳି ଏକ ବଡ଼ ଧରଣର ଅବହେଳା ଘଟଣା ରବିବାର ଘଟିଛି।…
ବୁଦ୍ଧିମତ୍ତା ବଢ଼ାଏ ସୁନିଦ୍ରା
ବୁଦ୍ଧିମତ୍ତା ବଢ଼ାଇବାର ସରଳ ତଥା ସହଜ ଉପାୟ ହାତ ପାଆନ୍ତାରେ ରହିଛି। ତାହା କ’ଣ ଜାଣନ୍ତି ? ସୁନିଦ୍ରା। ଯଦି ଜଣେ ବ୍ୟକ୍ତି ଆବଶ୍ୟକ ମୁତାବକ ନିଦ୍ରା ଯାଆନ୍ତି ତେବେ ତାହାର ସୁପ୍ରଭାବ ବୁଦ୍ଧିମତ୍ତା ଉପରେ ପଡିଥାଏ। ‘ବୁଦ୍ଧିମତ୍ତା ଏବଂ ସୁନିଦ୍ରା’…
ସମୁଦ୍ରରୁ ଭୂମିକମ୍ପ ସମ୍ପର୍କରେ ଜାଣିହେବ
ପ୍ରାକୃତିକ ବିପର୍ଯ୍ୟୟ ମଧ୍ୟରୁ ଭୂମିକମ୍ପ ଅନ୍ୟତମ। ଏହା କେତେବେଳେ ସଂଗଠିତ ହେବ ତାହା ଆକଳନ କରିବା ଏତେ ସହଜ ନୁହେଁ। ତେବେ ଏ ସମ୍ପର୍କରେ ପ୍ରାକ୍ ସୂଚନା ପାଇବା ପାଇଁ ବିିଭିନ୍ନ ଦେଶର ବୈଜ୍ଞାନିକମାନେ ଗବେଷଣା ଜାରି ରଖିଛନ୍ତି। ତେବେ ଏ…
ଦେଶର ଏହି ୫ଟି ରାଜ୍ୟରେ କରୋନାଜନିତ ହୋଇନାହିଁ ମୃତ୍ୟୁ
ନୂଆଦିଲ୍ଲୀ,୨୦।୭: ଭାରତରେ କରୋନା ସଙ୍କଟ ଦିନକୁ ଦିନ ଉଦ୍ବେଗଜନକ ସ୍ଥିତି ହେବାରେ ଲାଗିଛି। ଇତିମଧ୍ୟରେ ଭାରତରେ କୋଭିଡ-୧୯ ଜନିତ ମୃତ୍ୟୁ ହାର ପ୍ରଥମ ଥର ପାଇଁ ୨.୫ ପ୍ରତିଶତ ତଳକୁ ଖସି ଆସିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ ସାରା…
ପୁତ୍ରର ଋଣ ଶୁଝା
ମାତୃ ଋଣ କଦାପି ଶୁଝି ହୁଏ ନାହିଁ। କାରଣ ମା’ ଏକ ଅନନ୍ୟ ମରିଷ। ନୂଆ ଜୀନନଟିଏ ସୃଷ୍ଟି କରିବାରେ ମା’ର ଭୂମିକା ଅତୁଳନୀୟ। ସମାୟନ ପରଠାରୁ ଶିଶୁଟିକୁ ଜନ୍ମଦେବା ପର୍ଯ୍ୟନ୍ତ ଅନ୍ୟ ସମସ୍ତ ପ୍ରକ୍ରିୟା ମାତୃଗର୍ଭରେ ସାଧିତ ହୋଇଥାଏ। ତେବେ…
କାଲିଙ୍ଗା ପଞ୍ଚାୟତରେ ବାପା-ପୁଅଙ୍କୁ କରୋନା, ଗାଁ ହେଲା ସାନିଟାଇଜ୍
ଜି.ଉଦୟଗିରି,୨୦ା୭: କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକର କାଲିଙ୍ଗା ପଞ୍ଚାୟତରୁ ୨ କରୋନା ଅକ୍ରାନ୍ତ ଚିହ୍ନଟ ହେବା ପରେ କାଲିଙ୍ଗା ପଞ୍ଚାୟତର ତାରାବାଡ଼ି ନଦୀସାହି ସମେତ ଆଖପାଖ ଗ୍ରାମକୁ ସାନିଟାଇଜ୍ କରାଯିବା ସହିତ କଣ୍ଟ୍ରାକ୍ଟ ଟ୍ରେସିଂ କରାଯାଇଛି। ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍…
କରୋନା ଓ ଡାଇବେଟିସ୍
”କରୋନା ଭାଇରସ ବର୍ତ୍ତମାନ ବିଶ୍ୱର ଅଧିକାଂଶ ଦେଶରେ କାୟା ବିସ୍ତାର କରିଛି। ସାଧାରଣ ଲୋକଙ୍କ ତୁଳନାରେ ଡାଇବେଟିସ୍ ରୋଗୀଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି କ୍ଷୀଣ ପାଉଥିବାରୁ ଏହି ଭୂତାଣୁ ଶୀଘ୍ର ସଂକ୍ରମିତ ହୋଇଥାଏ। ବୟସ୍କ ଡାଇବେଟିସ୍ ରୋଗୀ, ଅନିୟନ୍ତ୍ରିତ ରକ୍ତ ସର୍କରାରେ…
ଛତ୍ରପୁରରେ କରୋନା ସ୍ଥିତି ଅସମ୍ଭାଳ: ୩ ଦିନରେ ଚିହ୍ନଟ ହେଲେଣି ୮୭ ପଜିଟିଭ୍
ଛତ୍ରପୁର,୨୦ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହର ଓ ବ୍ଲକ ଅଧୀନ ଗ୍ରାମାଞ୍ଚଳରେ କରୋନା ପରିସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଜିଲା ହେଡକ୍ୱାର୍ଟରରେ ଦିନକୁ ଦିନ କରୋନା ପଜିଟିଭ୍ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପ୍ରଶାସନ ପାଇଁ ଏହା ଚିନ୍ତାର କାରଣ…
Archives


