କରୋନା ଯୁଦ୍ଧ ଜିତିବା ପରେ ଜେଜେଙ୍କ କବର ସ୍ଥାନରେ ପହଞ୍ଚିଲେ ଏହି ଖେଳାଳି, ଜାଣନ୍ତୁ କାହିଁକି
ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ସହିଦ୍ ଆଫ୍ରିଦ୍ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହେବା ପରେ ସେ ନିଜ ପୁରୁଣା ଘରକୁ ଯାଇ ଜେଜେ ବାପାଙ୍କ କବର ସ୍ଥାନ ପରିଦର୍ଶନ କରିଥିଲେ। ସେଠାରେ ସେ ଅସହାୟଙ୍କୁ ଖାଦ୍ୟ ପୁଡିଆ ବଣ୍ଟନ…
ମଙ୍ଗଳ ମୁହାଁ ମହାକାଶ ଯାନ ‘ଅଲ୍-ଅମଲ’
ଟୋକିଆ, ୨୦।୭: ମଙ୍ଗଳ ଅଭିମୁଖେ ୟୁଏଇର ମହାକାଶ ଯାନ ‘ଅଲ୍-ଅମଲ’ ଅର୍ଥାତ୍ ‘ଆଶା’(ହୋପ୍) ସୋମବାର ଯାତ୍ରା ଆରମ୍ଭ କରିଛି। ଏହାକୁ ଜାପାନର ମହାକାଶ ଗବେଷଣା କେନ୍ଦ୍ରରୁ ଭୋର୍ ୬ଟା ୫୮ ମିନିଟ୍ରେ ଉତ୍କ୍ଷେପଣ କରାଯାଇଛି। ଏହା ୟୁଏଇର ପ୍ରଥମ ମହାକାଶ ଅଭିଯାନ।…
ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ: ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି
ଭୁବନେଶ୍ୱର,୨୦ା୭(ବ୍ୟୁରୋ): ସୋମବାର କରୋନା ଆଉ ୬ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ କେବଳ ଗଞ୍ଜାମରୁ ୫…
ବିନା ମାସ୍କରେ ରିପୋର୍ଟିଂ କରୁଥିଲେ ଖବରଦାତା, ଆଉ ତା’ପରେ
ଇସଲାମାବାଦ,୨୦।୭: ପାକିସ୍ତାନରେ କରୋନା କାୟା ବିସ୍ତାର କରିଛି। ଏହି ସମୟରେ ଜଣେ ଖବରଦାତା ବିନା ମାସ୍କରେ ରିପୋଟିଂ କରିବା ମହଙ୍ଗା ପଡିଛି। ଏକ ଘରୋଇ ଚ୍ୟାନେଲ ପାଇଁ କାମ କରୁଥିବା ଖବରଦାତା ଅଦନାମ ତାରିକ ପେଶାଓ୍ବାର ସହରରେ ଏକ ପେଟ୍ରୋଲ ପମ୍ପ…
ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୧୧ ଲକ୍ଷ
ନୂଆଦିଲ୍ଲୀ, ୨୦।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୧୮ ହଜାର ୪୩ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨୭ ହଜାର ୪୯୭ ଛୁଇଁଛି। ଗତ ୨୪…
CORONAVIRUS UPDATE: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦୦୦ ଟପିଲା, ଆଜି ଚିହ୍ନଟ ହୋଇଛନ୍ତି ୬୭୩
ଭୁବନେଶ୍ୱର,୨୦ା୭(ବ୍ୟୁରୋ) : ସୋମବାର ପୁଣି ୬୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୪୪୬ ଚିହ୍ନଟ ହୋଇଥିବା…
ରାସ୍ତାରେ ଧାନ ରୋଇଲେ ଗାଁ ଲୋକେ
ରାଞ୍ଚି, ୨୦।୭: ପ୍ରଶାସନିକ ଅବହେଳାର ଉଦାହରଣ ଝାଡ଼ଖଣ୍ଡର ରାଞ୍ଚି ନିକଟସ୍ଥ ସିଲାଗାଇ ଗାଁରେ ଦେଖିବାକୁ ମିଳିଛି। ଏଠାରେ ଅସରାଏ ବର୍ଷା ହେଲେ ଗାଁ ରାସ୍ତା କାଦୁଅରେ ବୁଡ଼ିଯାଏ। ଦୀର୍ଘଦିନ ଧରି ଗାଁ ଲୋକେ ଅଭିଯୋଗ କଲାପରେ କୌଣସି ସୁଫଳ ନ ମିଳିବାରୁ…
ନର୍ସଙ୍କ ପ୍ରେମରେ ଏହି କ୍ରିକେଟ୍ ଅଧିନାୟକ
ପ୍ରେମ କାହାକୁ କେତେବେଳେ ହୋଇଯାଏ ତାହା ଜାଣି ହୁଏ ନାହିଁ। ଏମିତି କିଛି ଘଟିଥିଲା ନ୍ୟୁଜିଲାଣ୍ଡ କ୍ରିକେଟ ଦଳର ଅଧିନାୟକ କେନ୍ ଓ୍ବିଲିମସନଙ୍କ କ୍ଷେତ୍ରରେ। ଚିକିତ୍ସା ପାଇଁ ଯାଇଥିବାବେଳେ ନର୍ସକୁ ପ୍ରେମ କରି ବସିଥିଲେ କେନ୍। ତାଙ୍କ ଗର୍ଲଫ୍ରେଣ୍ଡଙ୍କ ନାମ ହେଉଛି…
ରଣଜୀ ଟ୍ରଫିରେ ପ୍ରଥମ ହ୍ୟାଟ୍ରିକ୍ ନେଇଥିଲେ ଏହି ଖେଳାଳି
ଅଧିକାଂଶ ଭାରତୀୟ କ୍ରିକେଟ ପ୍ରେମୀ ହୁଏତ ସି.କେ ନାଇଡୁ, ଲାଲା ଅମରନାଥଙ୍କ ନାମ ଶୁଣିଥିବେ, କିନ୍ତୁ କେବଳ ବାକା ଜିଲାନିଙ୍କୁ କମ୍ ଜାଣିଥିବେ। ଜୁଲାଇ ୨୦, ୧୯୧୧ରେ ଜଳନ୍ଦର ରେ ଜନ୍ମଗ୍ରହଣ କରିଥିବା ବାକା ତାଙ୍କର ୩୦ତମ ଜନ୍ମଦିନର ୧୮ଦିନ ପୂର୍ବରୁ…
୫୫ ପ୍ରତିଶତ ପରିବାରଙ୍କୁ ମିଳୁଛି ଦୁଇବେଳା ଖାଦ୍ୟ
ନୂଆଦିଲ୍ଲୀ, ୨୦।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଇତିମଧ୍ୟରେ ଅନ୍ଲକ୍ର ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ଜାରି ରହିଛି। ତେବେ ବି କାମ ଧନ୍ଦାର ଘୋର ଅଭାବ…
ନିୟମିତ ବିଶୋଧନ କରାଯିବାକୁ କହିଲେ ଅଗ୍ନିଶମ ମହାନିର୍ଦ୍ଦେଶକ ଡ. ସତ୍ୟଜିତ୍ ମହାନ୍ତି
କଟକ ଅଫିସ,୨୦ା୭: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବ୍ୟାପକ ବିଶୋଧନ ଉପରେ ଗୁରୁତ୍ୱ ଦିଆଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ ରାଜ୍ୟବ୍ୟାପୀ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ବିଶୋଧନ କରାଯାଉଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୩୫ଟି କୋଭିଡ୍ ହସ୍ପିଟାଲ, ୨୨ଟି କୋଭିଡ୍ ପରୀକ୍ଷା କେନ୍ଦ୍ର…
ପ୍ରବଳ ବର୍ଷାରେ ବିଲରେ ହଳ କରୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା
କରୋନା ଯୋଗୁ ଏବେ ଫିଲ୍ମ ଶୁଟିଂ ବନ୍ଦ ରହିଛି। ଫଳରେ ଅଭିନେତ୍ରୀ ଅଭିନେତାମାନେ ପରିବାର ସହ ସମୟ ବିତାଉଛନ୍ତି। କିଏ ସୋସିଆଲ ମିଡିଆରେ ନିଜକୁ ଆକ୍ଟିଭ୍ ରଖୁଛନ୍ତି ତ ଆଉ କିଏ ଘରେ ଯୋଗ କରୁଛନ୍ତି। ଏସବୁ ଭିତରେ ବଲିଉଡ ସୁପରଷ୍ଟାର…
Archives


