Home

ଭର୍ଚୁଆଲ ରାଲିକୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ମୋଦିଙ୍କ ଉପରେ ଦେଶର ଜନତାଙ୍କ ବିଶ୍ୱାସ ବଢ଼ିଛି। ଅନ୍ୟ ରାଜନୈତିକ ବ୍ୟକ୍ତିତ୍ୱଙ୍କ ଅପେକ୍ଷା ୮୫ ପ୍ରତିଶତ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଶ୍ୱାସ କରିଛନ୍ତି। ଓଡ଼ିଶାରେ ୧୦୦ରୁ ୯୬ଜଣ ଲୋକଙ୍କର ମୋଦିଜୀଙ୍କ ଉପରେ ଭରସା କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ରାଜ୍ୟରେ ୩୫୭୬ ପୁରୁଷ, ୫୮୭ ମହିଳା ଆକ୍ରାନ୍ତ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ଆଉ ୧୦୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚତ୍ଥିବାବେଳେ ୫୮୭ଜଣ ମହିଳା ଓ ୩୫୭୬ଜଣ ପୁରୁଷ ରହିଛନ୍ତି। ସେପଟେ ଦିନକୁ ଦିନ ଛୋଟପିଲା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ…

ସିଏମ୍‌ସି ମନା କଲା ‘ଶବ ଛୁଇଁବୁନି’: ମୃତ୍ୟୁ ପରେ ଲାଗିଲା ହୋମ୍‌ କ୍ବାରାଣ୍ଟାଇନ ଷ୍ଟିକର

କଟକ ଅଫିସ,୧୭ା୬: ମହାନଦୀ ବିହାରରେ ମଙ୍ଗଳବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବୃଦ୍ଧଙ୍କ ମୃତଦେହ ୮ ଘଣ୍ଟା ପଡ଼ି ରହିବା ପରେ ଆମ୍ବୁଲାନ୍ସ ପହଞ୍ଚତ୍ଥିଲା। ବୃଦ୍ଧ ଜଣଙ୍କ ଗତ ୧୦ ତାରିଖରୁ ହୋମ କ୍ବାରାଣ୍ଟାଇନରେ ଥିଲେ। ସିଏମ୍‌ସି ପକ୍ଷରୁ…

ରାଜ୍ୟରେ ୨୮% ଅଧିକ ବର୍ଷା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗତ ୧୬ ଦିନ ମଧ୍ୟରେ ରାଜ୍ୟକୁ ଭଲ ବର୍ଷା ହୋଇଛି। ଏହି ସମୟରେ ସ୍ବାଭାବିକଠାରୁ ୨୮ ପ୍ରତିଶତ ଅଧିକ ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ଜୁନ ପହିଲାରୁ ୧୬ ତାରିଖ ମଧ୍ୟରେ ୮୬.୪ ପ୍ରତିଶତ…

ସମୁଦ୍ରକୁ ବୋହିଯାଉଛି ଅଧା ପାଣି: ୨୦୫୧ ବେଳକୁ ରାଜ୍ୟରେ ଉତ୍କଟ ଜଳ ସଙ୍କଟ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟରେ ବୋହିଯାଉଥିବା ନଦୀଜଳକୁ ରୋକାଯାଇ ପାରୁନାହିଁ। ଅଧାରୁ ଅଧିକ ପାଣି ସମୁଦ୍ରକୁ ଚାଲିଯାଉଛି। ଜଳବାୟୁ ପରିବର୍ତ୍ତନ ଓ ଅନ୍ୟାନ୍ୟ କାରଣରୁ ଅଧିକାଂଶ ନଦୀରେ ଜଳପ୍ରବାହ ହ୍ରାସ ପାଇଲାଣି। ଏପରି କି ଅନେକ ନଦୀ ବର୍ଷାଦିନେ ମଧ୍ୟ ଶୁଖିଲା ପଡୁଛି। ଜଳ…

ତେଲ ଦର ସହ ବୃଦ୍ଧି ହେଲା ଏଟିଏଫ ଦର

ନୂଆଦିଲ୍ଲୀ,୧୭।୬: ଦେଶରେ ତେଲ ଦର କ୍ରମାଗତ ଭାବେ ୧୦ ଦିନ ହେଲା ବୃଦ୍ଧି ପାଉଥିବା ବେଳେ ଏହି ସମୟରେ ବିମାନ ଇନ୍ଧନ(ଏଟିଏଫ)ର ଦର ପ୍ରାୟ ୧୬.୩% ବୃଦ୍ଧି ଘଟିଛି। ଫଳରେ ଏହାର ଦାମ କିଲୋ ଲିଟର ୫୪୯୪.୫ ଟଙ୍କା ବୃଦ୍ଧି ଘଟି…

୧୧ଶହ କର୍ମଚାରୀଙ୍କୁ ଛଟେଇ କରିବ ଜାଗୁଆର୍‌

ଲଣ୍ଡନ,୧୭।୬: ଟାଟା ମୋଟର୍ସ’ର ନିଜସ୍ବ ୟୁନିଟ ଜାଗୁଆର ଲ୍ୟାଣ୍ଡ ରୋଭର(ଜେଏଲ୍‌ଆର) ଇଲଣ୍ଡ ୟୁନିଟରୁ ୧୧ଶହରୁ ଉର୍ଦ୍ଧ୍ୱ ଚୁକ୍ତିବଦ୍ଧ କର୍ମଚାରୀଙ୍କୁ ଛଟେଇ କରିବ। ମଙ୍ଗଳବାର କମ୍ପାନୀର ମୁଖପାତ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,କୋଭିଡ୍‌-୧୯ ସଂକମ୍ରଣ ଜନୀତ ସମସ୍ୟା ଓ…

ପାଣି କାଦୁଅ ଯୋଗୁ ଜମୁନି ବେପାର

ବଅଁରପାଳ,୧୭ା୬(ଡି.ଏନ.ଏ.) କରୋନା କଟକଣା ଯୋଗୁ ବଅଁରପାଳ ସାପ୍ତାହିକ ହାଟକୁ ଦୁଇଭାଗ କରିଦିଆଯାଇଛି। ଗୋଟିଏ ହାଟ ପୁରୁଣା ସ୍ଥାନରେ ବସୁଥିବା ବେଳେ ଅନ୍ୟଟି ବଅଁରପାଳ ହାଇସ୍କୁଲ ପଡିଆରେ ବସୁଛି। ତେବେ ହାଇସ୍କୁଲ ପଡ଼ିଆରେ ବ୍ୟବସାୟ ପାଇଁ ବିଶେଷକିଛି ସୁବିଧା ନ ଥିବାରୁ ଏହାକୁ…

ରାଜସ୍ବ ଗଁ। ମାନ୍ୟତା ପାଇବାରୁ ବଞ୍ଚିତ ବାଞ୍ଜିପଦର

କର୍ଲାମୁଣ୍ଡା,୧୭।୬ (ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସାପଲହରା ପଞ୍ଚାୟତ ଅର୍ନ୍ତଗତ ସାପଲହରା ରାଜସ୍ବ ଗ୍ରାମର ହାମ୍‌ଲେଟ ହେଉଛି ବାଞ୍ଜିପଦର। ବ୍ଲକ କାର୍ଯ୍ୟାଳୟଠାରୁ ୮ କି.ମି. ଦୂରରେ ଥିବା ବାଞ୍ଜିପଦର ଗଁ। ର ଜନସଂଖ୍ୟା ୮୧୯। ୨ଟି ୱାର୍ଡ ବିଶିଷ୍ଟ ଏହି…

୬ବର୍ଷ ହେଲା ପାଇପ ଜଳଯୋଗାଣ ବନ୍ଦ

ଜୁନାଗଡ,୧୭।୬(ଡି.ଏନ୍‌.ଏ) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ।ରେ ଗତ ୬ବର୍ଷ ହେଲା ଜଳ ଯୋଗାଣ ବନ୍ଦ ରହିଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୬ ୱାର୍ଡ ବିଶିଷ୍ଟ ଦାସିଗଁ।ର ଜନସଂଖ୍ୟା ପ୍ରାୟ ୫ହଜାର। ୨୦୦୮ ମସିହାରେ ଗ୍ରାମରେ…

୩ ଥର ସଚିନଙ୍କୁ ଆଉଟ୍‌ କରିଥିଲେ, ଏବେ ଘର ଘର ବୁଲି ଏସି ସଜାଡୁଛନ୍ତି ଏହି ଖେଳାଳି

କୁହାଯାଏ ଯେ ଥରେ ଜଣେ ଖେଳାଳି ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ପରେ ସେ ମାଲାମାଲ ହୋଇଯାନ୍ତି। ବ୍ୟାଙ୍କ ବାଲାନ୍ସ, ବଙ୍ଗଳା, କାର ଭଳି ସବୁ ସୁବିଧା ଅନ୍ତର୍ଜାତୀୟ କ୍ରିକେଟଙ୍କୁ ମିଳିଥାଏ। କିନ୍ତୁ ଏହା ସବୁ ଦେଶର ଖେଳାଳିଙ୍କ ଭାଗ୍ୟରେ ଜୁଟି ନ…

ମଦ ନିଶାରେ ପରିବାରର ୫ଜଣଙ୍କୁ ବିଷ ଦେଇ ହତ୍ୟା ଉଦ୍ୟମ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ନିଶା ସେବନ କଲେ ମଣିଷ ନିଜର ହିତାହତ ଜ୍ଞାନ ହରାଇ ବସିଥାଏ। ସେ ସମୟରେ ସେ କ’ଣ କରିଥାଏ ନିଜେ ବୁଝିପାରି ନ ଥାଏ। ମାଲାକନଗିରି ଜିଲାରେ ଜଣେ ବ୍ୟକ୍ତି ନିଶା ସେବନ କରି ନିଜ ପରିବାରର ୫ଜଣଙ୍କୁ ବିଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri