Home

ଜେଲ୍‌ ନା ହୋଟେଲ

ଜେଲ୍‌ ବା ବନ୍ଦୀଶାଳା କଥା କହିଲେ ଛାତିରେ ଛନକା ପଶିଯାଏ। କେଉଁ ଏକ ଅଜଣା ଭୟରେ ମନ ଆତଙ୍କିତ ହୋଇଉଠେ। ଜେଲରେ କଠୋର ଦଣ୍ଡ ମିଳେ। ଅନ୍ଧାର ଭିତରେ ରହିବାକୁ ହୁଏ। ଖାଇବା ପାଇଁ ଭଲଖାଦ୍ୟ ମିଳେନି। କାହା ସହିତ ମିଳାମିଶା…

ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ ନିରାଡମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ

ଚୌଦ୍ୱାର,୧୫।(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ କରୋନା କଟକଣାକୁ ଦୃଷ୍ଟିରେ ରଖି ନିରାଡମ୍ବର ଭାବେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଚୌଦ୍ୱାର ପୌରକାର୍ଯାଳୟ ପରିସରରେ ନିର୍ବାହୀ ଅଧିକାରୀ ପବିତ୍ର ବେହେରା ପତାକା ଉତ୍ତୋଳନ କରିଥିଲେ । ସେହିପରି…

ଅଗଷ୍ଟ ୧୫ରେ କରୋନାର ରେକର୍ଡ: ଆଜି ଚିହ୍ନଟ ହେଲେ ସର୍ବାଧିକ ୨୪୯୬ ଆକ୍ରାନ୍ତ; ୫୫ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଜିଲାରୁ ୨୪୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୯୧ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୯୦୫ ଲୋକାଲ କେସ୍‌ ରହିଥିବା ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଶେଷରେ ମାନିଲେ କିଆରା

କଥାରେ ଅଛି-ଏ ମନ ଖୋଜୁଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଦେଖୁନାହାନ୍ତି, ନିଜର ଆଶା ପୂରଣ ହେବା ପରେ କିଆରା କେମିତି ଖୁସିରେ ଉଛୁଳୁଛନ୍ତି। କଥା କ’ଣ କି ସେ ନିକଟରେ ଏକ ନୂଆ ସିନେମା ସାଇନ୍‌ କରିଛନ୍ତି। ପୁଣି…

ଖୁସି ଖବର: ୧୫୦ ବର୍ଷ ପରେ ଫେରିଲା ଏହି ବିଲୁପ୍ତ କୀଟ

ମହାମାରୀ କରୋନା ମଧ୍ୟରେ ବ୍ରିଟେନରୁ ଏକ ଖୁସି ଖବର ଶୁଣିବାକୁ ମିଳୁଛି। ବ୍ରିଟେନର ବିରଳ ପ୍ରଜାତିର ପ୍ରଜାପତି ୧୫୦ ବର୍ଷ ପରେ ପୁଣିଥରେ ଦେଖିବାକୁ ମିଳିଛି। ଏହି ପ୍ରଜାତିର ସବୁଠାରୁ ବଡ଼ ହେଉଛି ନୀଳ ପ୍ରଜାପତି। ଏହାକୁ କଟସ୍ବୋଲ୍ଡ ପାହାଡାରେ ଦେଖିବାକୁ…

୧୬ ହଜାର ଫୁଟ ଉଚ୍ଚରେ ଉଡ଼ିଲା ତ୍ରିରଙ୍ଗା

ନୂଆଦିଲ୍ଲୀ,୧୫।୮: ଦେଶର ୭୪ତମ ସ୍ବାଧୀନତା ଦିବସ ଅବସରରେ ଲଦାଖରେ ୧୬ ହଜାର ଫୁଟ ଉଚ୍ଚ ପାହାଡ଼ରେ ଭାରତୀୟ ଯବାନ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ସ୍ଥାନୀୟ ପୋଙ୍ଗୋଙ୍ଗ୍‌ ତୋସ୍‌ ନଦୀ କୂଳରେ ଆଇଟିବିପି ଯବାନମାନେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହାର ୧୪…

ଗାଡ଼ି ଗଲାନି, ଖଟିଆରେ ବୁହାହେଲେ ବ୍ୟକ୍ତି; ଡାକ୍ତରଖାନାରେ ଜୀବନ ଗଲା

ବରଗଡ଼ ଅଫିସ୍‌/ସରଣ୍ଡା,୧୫।୮: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ କଣ୍ଟାତଳ ଗ୍ରାମରେ ରାସ୍ତା ଖରାପ ଯୋଗୁ ଜଣେ ରୋଗୀଙ୍କୁ ଖଟିଆରେ ବୋହିବା ଏବଂ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟଣା ଏଠାରେ ଚର୍ଚ୍ଚାର ବିଷୟ ପାଲଟିଛି ।…

ସୁଧୁରୁନି ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୫।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଆସୁ ନ ଥିବା ଶନିବାର ସକାଳେ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଏବେବି ସେ ଭେଣ୍ଟିଲେଟରରେ ରହିଛନ୍ତି। ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଥିବା ବେଳେ…

ଅଡିଶନ୍‌ କଥା ଭୁଲିପାରିବି ନାହିଁ

ଥରେ ମନେପକାନ୍ତୁ ନା ସୁପରହିଟ୍‌ ଫିଲ୍ମ ‘ଦଙ୍ଗଲ’ର ବବିତା ଫୋଗଟ ଚରିତ୍ରକୁ। ଏହି ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ ନବାଗତା ସାନ୍ୟା ମାଲହୋତ୍ରା। ହେଲେ ଏପରି ଭୂମିକାଟିଏ ପାଇବା ପାଇଁ ତାଙ୍କୁ ବେଶ୍‌ କସରତ କରିବାକୁ ପଡିଥିଲା। କେବଳ ଏହି ରୋଲ୍‌ ପାଇଁ…

ବଞ୍ଚିଛି ମାନବିକତା: ମା’-ବାପା ଛେଉଣ୍ଡ ୩ ପିଲାଙ୍କୁ ସହାୟତାର ହାତ ବଢ଼ାଇଲେ…

ଛତ୍ରପୁର,୧୫।୮(ଡି.ଏନ୍‌.ଏ.): ଏବେ ବି ବଞ୍ଚିଛି ମାନବିକତା। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସୁନ୍ଦରପୁର ଗାଁରେ। ମା’-ବାପା ଛେଉଣ୍ଡ ୩ ଅସହାୟ ପିଲାଙ୍କୁ ଛତ୍ରପୁର ଶକ୍ତି ଏଜୁକେଶନ ଆଣ୍ଡ୍‌ ଚାରିଟେବୁଲ ଟ୍ରଷ୍ଟ ପରିଚାଳିତ ୟୁରୋ କିଡ୍‌ସ…

ଶାହରୁଖଙ୍କ ପ୍ରଶଂସାରେ ଦୀପିକା

ଦୀପିକା ପାଦୁକୋନ ଏବେ ଶାହରୁଖଙ୍କ ପ୍ରଶଂସାରେ ଶତମୁଖ। କାରଣ ସେ ହେଉଛନ୍ତି ତାଙ୍କର ପ୍ରଥମ ସିନେମାର ନାୟକ। ହେଲେ ସେହି ଖୁସି ସହ ଆଉ ଏକ କଥା ନିକଟରେ ଯୋଡି ହୋଇଛି। ଦୀପିକାଙ୍କ ପ୍ରଥମ ସିନେମା ‘ଓମ୍‌ ଶାନ୍ତି ଓମ୍‌’ ପରେ…

ଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର: ସ୍ବାଧୀନତା ଦିବସରେ ଉପସ୍ଥିତ ହେଲେ ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା

ବଡ଼ବିଲ,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଶନିବାର ୭୪ ତମ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଦିବସ ପାଳନ ସମିତି ସଭାପତି ତଥା ବଡ଼ବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସମିତି ସମ୍ପାଦକ ତଥା ପୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?