ଚାଲି ଚାଲି ଆସି ଥକି ପଡ଼ିଲେ
ବାରିପଦା ଅଫିସ, ୧୦ା୫- କରୋନା ସଂକ୍ରମଣକୁ ରୋକିବା ପାଇଁ ତୃତୀୟ ପର୍ଯ୍ୟାୟରେ ହୋଇଥିବା ଲକ୍ଡାଉନ ସମୟରେ ବିଭିନ୍ନ ସ୍ଥାନରେ ଫସି ରହିଥିବା ଶ୍ରମିକମାନେ ଏବେ ଘରମୁହଁ। ହୋଇଛନ୍ତି। କିଏ ବସ୍ରେ ତ ଆଉ କିଏ ଟ୍ରେନ୍ରେ ଆସୁଛନ୍ତି। ସେହିଭଳି କେତେକ ବାଇକ୍…
ଭୋକଉପାସରେ ଦିନ କାଟୁଛନ୍ତି ଅସହାୟ ମହିଳା
ବନ୍ତ,୧୦।୫(ଡି.ଏନ୍.ଏ.)-କରୋନା ସଂକ୍ରମଣକୁ ରୋକିବା ଲାଗି ସମଗ୍ର ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏନେଇ ବହୁ ଲୋକ ଅସହାୟ ହୋଇପଡ଼ିଛନ୍ତି। ଦିନକୁ ଦୁଇ ଓଳି ଖାଇବାକୁ ପାଉ ନାହାନ୍ତି। ଭଦ୍ରକ ଜିଳା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ କନ୍ତିଆ ଗ୍ରାମର ସାବିତ୍ରୀ ଯେନା…
ଦେଶରେ କରୋନା ସଂକ୍ରମିତଙ୍କ ସୁସ୍ଥ ହାର ୩୦ ପ୍ରତିଶତ ଟପିଲା
ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ସଂକ୍ରମିତଙ୍କ ସୁସ୍ଥ ହାର ୩୦ ପ୍ରତିଶତ ଟପିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ସୁସ୍ଥ ହୋଇ ଘରକୁ ଫେରିଥିବା ଲୋକଙ୍କ ସଂଖ୍ୟା ୧୯,୩୫୮ ରହିଛି। ରବିବାର ସୁଦ୍ଧା ମୋଟ ସଂକ୍ରମିତଙ୍କ…
ଅନୁଗୋଳ ପରେ ବୌଦ୍ଧକୁ ଡେଇଁଲା କରୋନା
ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ସନ୍ଧ୍ୟାରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ ଓ ଅନୁଗୋଳରୁ ୨ ଜଣ ରହିଥିବାବେଳେ ଗଞ୍ଜାମରୁ ୭, ବୌଦ୍ଧରୁ…
ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ସମୟରେ ହେବ: ଓମ୍ ବିର୍ଲା
ନୂଆଦିଲ୍ଲୀ,୧୦।୫: ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ସମୟରେ ହେବ। ଏଥିରେ କୌଣସି ପରିବର୍ତ୍ତନ ହେବ ନାହିଁ । ଏନେଇ ଲୋକସଭା ବାଚସ୍ପତି ଓମ୍ ବିର୍ଲା ରବିବାର ସୂଚନା ଦେଇଛନ୍ତି। ଏହାକୁ ସ୍ଥଗିତ କରିବା ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ଯୋଜନା ହୋଇନାହିଁ…
ରାଜ୍ୟରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଲା
ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ପୁଣି ରବିବାର ସାରେ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ ଓ ଅନୁଗୋଳରୁ ୨ ଜଣ ରହିଥିବାବେଳେ ଗଞ୍ଜାମରୁ ୭, ବୌଦ୍ଧରୁ ୩ ଓ ଯାଜପୁରରୁ…
ଟିଟିଲାଗଡ଼ ଷ୍ଟେଶନରେ ପହଞ୍ଚିଲେ ୧୨୦୦ ମହାରାଷ୍ଟ୍ର ଫେରନ୍ତା
ଟିଟିଲାଗଡ଼,୧୦।୫: ବଲାଙ୍ଗୀରର ଟିଟିଲାଗଡ଼ ଷ୍ଟେଶନରେ ଓଡ଼ିଶାର ୧୨୦୦ ଶ୍ରମିକ ରବିବାର ପହଞ୍ଚିଛନ୍ତି। ସେମାନେ ମହାରାଷ୍ଟ୍ରରୁ ଫେରିଛନ୍ତି। ଶ୍ରମିକମାନେ ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁର, ବରଗଡ଼ ଆଦି ଜିଲାର ବୋଲି କୁହାଯାଉଛି। ଏଠାରେ ୫୦ଟି ବସ୍ ଯୋଗେ ସେମାନଙ୍କୁ ସ୍କ୍ରିନିଂ କେନ୍ଦ୍ରକୁ ନିଆଯାଇଛି।…
୧୭ଶହ କିମି ସାଇକେଲ ଚଳାଇ ଘରକୁ ଫେରିଲେ ୮ଶ୍ରମିକ
ସୋହେଲା,୧୦ା୫(ଡି.ଏନ.ଏ.): ପେଟପାଟଣା ପାଇଁ ନିଜ ଭଟାମାଟି ଛାଡି ଗୁଜରାଟର ସୁରଟ ଯାଇଥିଲେ। ହେଲେ ଲକ୍ଡାଉନ ପରେ କର୍ମସଂସ୍ଥାନ ହରାଇ ହାହୁତାଶ ମଧ୍ୟରେ ଦିନ କାଟୁଥିବା ୮ପ୍ରବାସୀ ଓଡିଆ ଶ୍ରମିକ ଶେଷରେ ସାଇକେଲରେ ଓଡିଶା ଫେରି ଆସିବାକୁ ନିଷ୍ପତ୍ତି ନେଇଥିଲେ। ଗତ ୨ତାରିଖ…
ଗତ ୨୪ ଘଣ୍ଟାରେ ୧୦ ରାଜ୍ୟରେ ଚିହ୍ନଟ ହୋଇ ନାହାଁନ୍ତି କୌଣସି କରୋନା ସଂକ୍ରମିତ
ନୂଆଦିଲ୍ଲୀ,୧୦।୫: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କୌଣସି ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନାହିଁ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…
ଲକ୍ଡାଉନ ପାଇଁ ଚିନ୍ତାରେ ଅଟୋ ଚାଳକ
କେଗାଁ,୧୦ା୫(ଡି.ଏନ.ଏ.): ଲକ୍ଡାଉନ ଯୋଗୁ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ଥିବା ଅଟୋ ଚାଳକ ଆର୍ଥିକ ଦୁର୍ଗତି ଦେଇ ଗତି କରୁଛନ୍ତି। ଅଟୋ ଚଳାଇ ପରିବାର ପ୍ରତିପୋଷଣ କରୁଥିବା ଏହି ଚାଳକମାନେ ଲକଡାଉନ ଯୋଗୁଁ ଘରେ ବସି ରହିଛନ୍ତି। ସେମାନଙ୍କ ପରିବାର ଭୋକଉପାସରେ…
ମହାରାଷ୍ଟ୍ରରୁ ପିକ୍ଅପ ଭ୍ୟାନରେ ଆସିଲେ ୧୭ ଶ୍ରମିକ
କେଗାଁ, ୧୦ା୫(ଡିଏନଏ): କରୋନା ପାଇଁ ପ୍ରବାସୀ ଶ୍ରମିକ ଘରମୁହାଁ ହୋଇଛନ୍ତି। ରବିବାର କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକକୁ ମହାରାଷ୍ଟ୍ରରୁ ୧୭ ଶ୍ରମିକ ଏକ ପିକଅପ ଭ୍ୟାନ ଯୋଗେ ଆସିଛନ୍ତି। ସେମାନେ ମୁମ୍ବାଇରୁ ଚାଲି ଚାଲି ନାଗପୁର ପର୍ଯ୍ୟନ୍ତ ଆସିବା ପରେ ପୋଲିସ…
ପ୍ରବେଶ ପଥରେ ହେବ ସ୍ବାଗତ ଓ ସ୍କ୍ରିନିଂ: ବିଏମ୍ସି
ଭୁବନେଶ୍ୱର,୧୦।୫(ବ୍ୟୁରୋ)-କରୋନା ମୁକାବିଲା ପାଇଁ ବିଏମ୍ସି ପକ୍ଷରୁ ନିଆଯାଉଛି ବ୍ୟାପକ ପଦେକ୍ଷପ। ବିଭିନ୍ନ ଅଞ୍ଚଳରେ ଚିହ୍ନଟ ହୋଇଥିବା କରୋନା ପଜିଟିଭ ଲୋକଙ୍କ ସ୍ବାବ୍ ସଂଗ୍ରହ କରାଯାଉଥିବାବେଳେ ପ୍ରତ୍ୟେକ ଘର ଘର ବୁଲି ତଥ୍ୟ ସଂଗ୍ରହ କରାଯାଉଛି। ରବିବାର ବିଏମସି ପକ୍ଷରୁ ଭୁବନେଶ୍ୱରର ୩…
Archives


