Home

CORONAVIRUS UPDATE: ଆଉ ୧୦୮ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ ଛୁଇଁଲା

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୪୧୬୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ, ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର, ୧୬।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଲଢ଼େଇରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସେଠାରୁ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସ୍ଥାନୀୟ…

୨୪ ଘଣ୍ଟାରେ ସୁସ୍ଥ ହେଲେ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୬।୬: କରୋନା ମହାମାରୀ ଯୋଗୁ ଭାରତରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୧ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୯ ହଜାର ୯୦୦ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୮୦…

ନ୍ୟୁଜିଲାଣ୍ଡକୁ ପୁଣି ଫେରିଲା କରୋନା: ୨ ନୂଆ ପଜିଟିଭ୍‌ ଚିହ୍ନଟ

ୱେଲିଂଟନ,୧୬।୬: ନ୍ୟୁଜିଲାଣ୍ଡକୁ ପୁଣି ଫେରିଛି କରୋନା। ସମ୍ପୂର୍ଣ୍ଣ କରୋନାମୁକ୍ତ ଦେଶ ଭାବେ ଘୋଷଣା ହେବାର ସପ୍ତାହେ ପରେ ନ୍ୟୁଜିଲାଣ୍ଡରେ ପୁଣି ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣ ବ୍ରିଟେନ ଫେରନ୍ତା ବୋଲି ସୂଚନା ମିଳିଛି। ଆଗକୁ…

ଥରିଲା ତାଜିକିସ୍ତାନ

ଦୁଶାନ୍‌ବେ, ୧୬।୬:  ତାଜିକିସ୍ତାନରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ ଥିଲା ବୋଲି ଭୂବିଜ୍ଞାନ ଗବେଷଣା ସଂସ୍ଥା ପକ୍ଷରୁ କୁହାଯାଇଛି। ମଙ୍ଗଳବାର ସକାଳ ୭ଟାରେ ଭୂକମ୍ପ ଅନୁଭୁତ ହୋଇଥିଲା। ଭୂକମ୍ପର କେନ୍ଦ୍ର ଦୁଶାନ୍‌ବେର ୩୪୧ ପୂର୍ବ-ଦକ୍ଷିଣ-ପୂର୍ବରେ ଥିଲା…

ସୁଶାନ୍ତ ରାଜପୁତଙ୍କ ମୃତ୍ୟୁ ଖବର ସହି ପାରିଲେନି ଭାଉଜ, ମାନସିକ ଅବସାଦରେ ମୃତ୍ୟୁ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ସ୍ତବ୍ଧ ହୋଇଯାଇଛି ବଲିଉଡ୍‌। ତାଙ୍କ ହଠାତ୍‌ ମୃତ୍ୟୁରେ ପରିବାରବର୍ଗ ମଧ୍ୟ ହତବାକ୍‌ ହୋଇଯାଇଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ତାଙ୍କ ଭାଉଜଙ୍କ ମୃତ୍ୟୁ ଘଟିଛି। ସୁଶାନ୍ତ ସିଂ ରାଜପୁତ ବିହାରର ପୁର୍ନିଆ ଜିଲାର ମାଲଡିହା…

ଶତାବ୍ଦୀ ଶେଷ ସୁଦ୍ଧା ଭାରତ ହେବ ୪.୪ ଡିଗ୍ରୀ ଅଧିକ ଉତ୍ତପ୍ତ

ନୂଆଦିଲ୍ଲୀ,୧୬ା୬(ପି.ଟି.): ଚଳିତ ଶତାବ୍ଦୀର ଶେଷ ସୁଦ୍ଧା ଭାରତର ତାପମାତ୍ରା ୪.୪ ଡିଗ୍ରୀ ସେଲ୍‌ସିୟସ୍‌ ବୃଦ୍ଧି ହୋଇପାରେ। ସେହିପରି ଉଷ୍ମ ପ୍ରବାହର ତୀବ୍ରତା ୩-୪ ଗୁଣ ବଢ଼ିପାରେ ବୋଲି ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ଏକ ସରକାରୀ ରିପୋର୍ଟରୁ ଜଣାପଡ଼ିଛି। ଭୂବିଜ୍ଞାନ ମନ୍ତ୍ରଣାଳୟର…

ପ୍ରତିରୋଧ କ୍ଷମତାକୁ ନେଇ ଭାରତ ଦୃଢ଼

ନୂଆଦିଲ୍ଲୀ, ୧୬ା୬: ଭାରତ ଅପେକ୍ଷା ପାକିସ୍ତାନରେ ରହିଛି ଅଧିକ ଅଣୁଅସ୍ତ୍ର। ଚାଇନା ପାଖରେ ପାକିସ୍ତାନ ଅପେକ୍ଷା ଦୁଇଗୁଣା ଅଧିକ ଅଣୁଅସ୍ତ୍ର ରହିଛି। ହେଲେ ଭାରତର ପ୍ରତିରୋଧ କ୍ଷମତା ବେଶ୍‌ ସଦୃଢ଼। ଷ୍ଟକ୍‌ହୋମ ଅନ୍ତର୍ଜାତୀୟ ଶାନ୍ତି ଗବେଷଣା ପ୍ରତିଷ୍ଠାନ ରିପୋର୍ଟରେ ଦର୍ଶାଯାଇଛି ଯେ,…

୬୫% ବୟସ୍କଙ୍କ ଜୀବିକା ପ୍ରଭାବିତ

ନୂଆଦିଲ୍ଲୀ,୧୬ା୬(ପି.ଟି.): କରୋନାଜନିତ ଲକ୍‌ଡାଉନ ଯୋଗୁ ୬୫ ପ୍ରତିଶତ ବୟସ୍କ ବ୍ୟକ୍ତିଙ୍କ ଜୀବିକା ପ୍ରଭାବିତ ହୋଇଛି। ଏହି ସମୟରେ ସେମାନେ କାମଧନ୍ଦା ହରାଇଛନ୍ତି କିମ୍ବା ସେମାନଙ୍କୁ ମିଳୁଥିବା ବେତନ ଯଥେଷ୍ଟ ହ୍ରାସ ଘଟିଛି। ହେଲ୍ପଏଜ୍‌ ଇଣ୍ଡିଆ ପକ୍ଷରୁ କରାଯାଇଥିବା ଏକ ସର୍ଭେରୁ ଏହା…

ନେପାଳ ସୀମା ବିବାଦ ପଛରେ ଚାଇନା

ନୂଆଦିଲ୍ଲୀ,୧୬ା୬: ଭାରତ ସହ ଦୀର୍ଘ ଦଶନ୍ଧି ଧରି ଉତ୍ତମ ସମ୍ପର୍କ ରଖିଆସିଥିବା ପଡ଼ୋଶୀ ଦେଶ ନେପାଳ ହଠାତ୍‌ ସୀମା ବିବାଦ ସୃଷ୍ଟି କରିବା ପଛରେ ସେଠାର ଘରୋଇ ରାଜନୈତିକ ହଟଚମଟ, ବର୍ଦ୍ଧିତ ଉଚ୍ଚାକାଂକ୍ଷା ରହିଛି। ଚାଇନାର ଆର୍ଥତ୍କ ସହାୟତା ଏହାକୁ ଇନ୍ଧନ…

ଚାରି ମହଲାରୁ ୨ପିଲାଙ୍କୁ ଫିଙ୍ଗିଦେଲେ: ଜଣେ ମୃତ

କୋଲକାତା,୧୬ା୬(ଆଇଏଏନ୍‌ଏସ୍‌): କୋଲକାତାର ବୁରାବଜାର ଅଞ୍ଚଳରେ ଏକ ବୀଭତ୍ସ ତଥା ହୃଦୟ ବିଦାରକ ଘଟଣା ଘଟିଛି। ପୂର୍ବ ଶତ୍ରୁତା କାରଣରୁ ଜଣେ ୫୫ ବର୍ଷୀୟ ବ୍ୟକ୍ତି ରବିବାର ରାତିରେ ପଡୋଶୀଙ୍କ ଦୁଇ ଶିଶୁଙ୍କୁ ୪ ମହଲା ବିଲ୍ଡିଂରୁ ତଳକୁ ଫିଙ୍ଗିଦେଇଥିଲେ। ସେମାନଙ୍କ ମଧ୍ୟରୁ…

ମୁକୁଳିଲେ ଭାରତୀୟ ଦୂତାବାସର ୨ ଅଧିକାରୀ

ନୂଆଦିଲ୍ଲୀ,୧୬ା୬: ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦସ୍ଥିତ ଭାରତୀୟ ଉଚ୍ଚାୟୁକ୍ତ କାର୍ଯ୍ୟାଳୟରୁ ୨ ଅଧିକାରୀ ସୋମବାର ସକାଳୁ ନିଖୋଜ ହୋଇଯାଇଥିଲେ। ଦୀର୍ଘ ୭ ଘଣ୍ଟା ପରେ ପାକ୍‌ କର୍ତ୍ତୃପକ୍ଷ ସେମାନଙ୍କୁ ମୁକ୍ତ କରିଦେଇଛନ୍ତି। ସେମାନେ ସକାଳ ସାଢ଼େ ୮ଟା ସମୟରେ କୌଣସି ଅଫିସ କାର୍ଯ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri