Home

୪୫ ମିନିଟ୍‌ ପର୍ଯ୍ୟନ୍ତ ଅକାଶରେ ଉଡ଼ିଲେ ମାଛ-ଚିଙ୍ଗୁଡ଼ି, ଆଉ ତାପରେ…

ଶ୍ରୀକାକୁଲମ୍‌, ୧୯।୭: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଏବଂ ୟାନାମ ଜିଲାରେ ଟର୍ନାଡୋ ଦେଖାଦେଇଛି। ଦେଶରେ ଏଭଳି ଘଟଣା ପ୍ରାୟତଃ କମ୍‌ ଦେଖିବାକୁ ମିଳିଥାଏ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଟର୍ନାଡୋ ଯୋଗୁ ଏଠାରେ ଥିବା ମାଛପାଳନ କେନ୍ଦ୍ର ସମେତ ଅନ୍ୟ…

ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୯୧କୁ ବୃଦ୍ଧି

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରବିବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଗଞ୍ଜାମର ୩ ଜଣ…

୧୫୦ କୋଟି ସ୍କୁଲ ପିଲାଙ୍କ ପାଠପଢ଼ା ଠପ୍‌

ଓ୍ବାଶିଂଟନ, ୧୯।୭: ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ପୃଥିବୀ ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ୧୫୦ କୋଟିରୁ ଅଧିକ ସ୍କୁଲ ପିଲାଙ୍କ ପାଠପଢ଼ା ଠପ୍‌ ହୋଇ ଯାଇଛି। ଭାରତ ଏବଂ ବାଂଲାଦେଶ ଭଳି ଦେଶରେ…

ଦୁଇଦିନ ପରେ ଗେହଲଟଙ୍କର ହେବ ଶକ୍ତି ପରୀକ୍ଷା!

ଜୟପୁର,୧୯।୭: ରାଜସ୍ଥାନ ରାଜନୀତିରେ ଆସିଥିବା ପରିବର୍ତ୍ତନ ପରେ ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟପାଳ କଲରାଜ ମିଶ୍ରଙ୍କୁ ଭେଟିଥିଲେ। ଏଥିରେ ସେ ତାଙ୍କ ସମର୍ଥନରେ ଥିବା ବିଧାୟକଙ୍କୁ ନେଇ ଦାବି ଉପସ୍ଥାପନ କରିଥିଲେ। ରାଜଭବନ ପକ୍ଷରୁ ଏହା ଏକ ଔପଚାରିକ…

ତିରୁମାଲା ତିରୁପତି ଦେବସ୍ଥାନମ୍‌ର ୧୭୦ କର୍ମଚାରୀ କରୋନା ପଜିଟିଭ୍‌

ତିରୁମାଲା, ୧୯।୭: ତିରୁମାଲା ତିରୁପତି ଦେବସ୍ଥାନମ୍‌ ମନ୍ଦିରର ୧୭୦ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନଙ୍କ ମଧ୍ୟରେ ୧୮ ପୂଜାରୀ, ୧୦୦ ଜଣ ସୁରକ୍ଷାକର୍ମୀ, ୨୦ ଜଣ ଲଡୁ ପ୍ରସାଦ ପ୍ରସ୍ତୁତକାରୀ ଏବଂ କଲ୍ୟାଣକଟ୍ଟୁର ୨ ଜଣ ରହିଛନ୍ତି।…

ଗର୍ଭବତୀ ପ୍ରସବ ଯନ୍ତ୍ରଣାରେ ହେଲେ ଛଟପଟ, ସ୍ବାମୀ କଲେ ଏପରି…

ରାଞ୍ଚି, ୧୯।୭: ଛତିଶଗଡ଼ରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହାର ସଦ୍ୟତମ ଉଦାହରଣ ରାଞ୍ଚି ସଦର ହସ୍ପିଟାଲରେ ଶନିବାର ଦେଖିବାକୁ ମିଳିଛି। ଏଠାରେ ଜଣେ ଗର୍ଭବତୀଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ଡାକ୍ତର…

CORONAVIRUS UPDATE: ଆଜି ଚିହ୍ନଟ ହେଲେ ୭୩୬ ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭ହଜାର ଟପିଲା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ମୋଟ ୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୪୮୧ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୫୫ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ ରାଜ୍ୟ…

ଭିକ୍ଷା ମାଗି ଲକ୍ଷେ ଦାନ

ଖୋର୍ଦ୍ଧା ଅଫିସ,୧୯। ୭: ଖୋର୍ଦ୍ଧା ଜିଲା ବାଘମାରିସ୍ଥିତ ହଟକେଶ୍ୱର ମହାଦେବଙ୍କ ପ୍ରାଙ୍ଗଣରେ ରୁହନ୍ତି ଗଞ୍ଜାମ ଜିଲାର ରଘୁ ରାଉତ। ବୟସ ୭୦ ଟପିଲାଣି। ଦୃଷ୍ଟିବାଧିତ ହୋଇଥିଲେ ମଧ୍ୟ ସେ ଆଶା ହରାଇ ନାହାନ୍ତି। ଜୀବନ ଯୁଦ୍ଧରେ ଯୋଦ୍ଧାଟିଏ ସାଜି ଜାରି ରଖିଛନ୍ତି…

ଖାକିକୁ କରୋନା ଚିନ୍ତା: ଭୟ, ଆଶଙ୍କାରେ ସାହସୀ ଯୋଦ୍ଧା

ଭୁବନେଶ୍ୱର,୧୯। ୭ (ବ୍ୟୁରୋ):କରୋନା ଲଢ଼େଇରେ ପ୍ରମୁଖ ଭୂମିକା ନେଉଛନ୍ତି ପୋଲିସ କର୍ମଚାରୀ। ଏମାନଙ୍କୁ ସାହସୀ ଯୋଦ୍ଧା କୁହାଯାଉଛି। ବିଶେଷକରି ରାଜଧାନୀରେ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କର ଗୁରୁଦାୟିତ୍ୱ ରହୁଛି। ହେଲେ ଏଠାରେ ବଢ଼ି ଚାଲିଥିବା ସଂକ୍ରମଣକୁ ନେଇ ପୋଲିସ କର୍ମଚାରୀ ମଧ୍ୟ ଭୟଭୀତ…

ଗୋଟିଏ ଦିନ ପରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୯।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ଟପିବାର ଆଶଙ୍କା…

କୋଭିଡ୍‌ ଯୋଦ୍ଧାଙ୍କୁ ନିମ୍ନମାନର ଖାଦ୍ୟ: ଖାଦ୍ୟରୁ ବାହାରୁଛି ପୋକ, ରବର ବ୍ୟାଣ୍ଡ

ପୁରୀ ଅଫିସ,୧୯। ୭: ମହାମାରୀ କରୋନା ବିରୋଧରେ ଚାଲିଛି ଲଢ଼େଇ। ଏହି ଲଢ଼େଇରେ ଆଗରେ ରହିଛନ୍ତି ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟକର୍ମୀ। ଏମାନେ ନିଜ ସୁଖ ସ୍ବାଚ୍ଛନ୍ଦ୍ୟକୁ ଭୁଲି କରୋନା ବିରୋଧରେ ସଂଗ୍ରାମ ଚଳାଇଛନ୍ତି। ହେଲେ ଏହି ଯୋଦ୍ଧାଙ୍କ ପ୍ରତି ଅଣଦେଖା…

୨୪ ଘଣ୍ଟାରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ, ୧୯।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପୃଥିବୀରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ଆମେରିକାରେ ୭୧ ହଜାର ୪୮୪ ଜଣ, ବ୍ରାଜିଲ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri