ଆସିଲା ସୁଶାନ୍ତ ସିଂ ରାଜପୁତଙ୍କ ପୋଷ୍ଟମର୍ଟମ ରିପୋର୍ଟ
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୋଷ୍ଟମର୍ଟମ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ମୁତାବକ ସୁଶାନ୍ତ ଫାଶୀ ହେତୁ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି। ପ୍ରାରମ୍ଭିକ ରିପୋର୍ଟରେ ସେ କୌଣସି ପ୍ରକାର ବିଷ ପାନ କିମ୍ବା ଅନ୍ୟ କୌଣସି କାରଣ ନାହିଁ।…
ଜାଲ୍ ପ୍ରମାଣପତ୍ରରେ ଚାକିରି, ଭିଜିଲାନ୍ସରେ ମାମଲା: ବ୍ୟାସନଗର ସ୍ବୟଂଶାସିତ କଲେଜର ୩ ଅଧ୍ୟାପକଙ୍କୁ କାରଣ ଦର୍ଶାଅ ନୋଟିସ
ଯାଜପୁରରୋଡ,୧୫ା୬(ଡି.ଏନ.ଏ.): ଯାଜପୁର ଜିଲାର ଅନ୍ୟତମ ପ୍ରାଚୀନ ଶିକ୍ଷାନୁଷ୍ଠାନ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟରେ ନିଯୁକ୍ତି କେଳେଙ୍କାରୀ ଅଭିଯୋଗକୁ ନେଇ ମହାବିଦ୍ୟାଳୟର ୩ ଅଧ୍ୟାପକଙ୍କୁ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର କାରଣ ଦର୍ଶାଅ ନୋଟିସ (ପତ୍ରସଂଖ୍ୟା ୧୮୯୯୧/୧୧ା୬ା୨୦୨୦) ଦେଇଛନ୍ତି। ସେମାନେ ହେଲେ ଇଂଲିଶ…
ସ୍ବାସ୍ଥ୍ୟୋପକାରୀ ଆମ୍ବ
ଆମ୍ବରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। କଞ୍ଚା ଆମ୍ବ ଚଣଟି ଅଜୀର୍ଣ୍ଣ ସମସ୍ୟାକୁ କେତେକାଂଶରେ ଦୂର କରିଥାଏ। ଆମ୍ବ ଖାଇଲେ ତାହା କୋଲେଷ୍ଟରଲ ସ୍ତରକୁ ସନ୍ତୁଳିତ ରଖିଥାଏ। କ୍ୟାନ୍ସର ସହ ଲଢ଼ିବାର ଶକ୍ତି ଆମ୍ବର ରହିଛି ବୋଲି ୟୁନିଭର୍ସିଟି…
ଅଗଷ୍ଟ ପ୍ରଥମ ସପ୍ତାହରେ ୨୦ ଲକ୍ଷ ଛୁଇଁପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଲଗାତାର ୫ମ ଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ଟପିଲା
ନୂଆଦିଲ୍ଲୀ, ୧୫।୬: କରୋନା ମହାମାରୀ ଯୋଗୁ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୪୨୪ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୯ ହଜାର ୫୨୦ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୬୯ ହଜାର…
ପରିବା ବଜାରରେ ରହୁନି ସାମାଜିକ ଦୂରତା, ଗୋଷ୍ଠୀ ସଂକ୍ରମଣକୁ ଆମନ୍ତ୍ରଣ
ଗଞ୍ଜାମ,୧୫ା୬(ଡି.ଏନ୍.ଏ.): ମହାମାରୀ କରୋନା କବଳରେ ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ହେବ ଲୋକେ ନିଜର ଜୀବନ ଜୀବିକା ହରାଇ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଏହାର ମୁକାବିଲା ପାଇଁ ସରକାର ବାରମ୍ବାର ଲକ୍ଡାଉନ୍ ଘୋଷଣା କରିବା ସହ ସାମାଜିକ ଦୂରତା, ମାସ୍କ ବ୍ୟବହାର…
ପିଏମ୍ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୬ ମାସ ବଢ଼ାଯାଉ
ଚଣ୍ଡିଗଡ଼,୧୫ା୬(ଆଇଏଏନ୍ଏସ୍): କରୋନା ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମ୍ଜିକେଏଓ୍ବାଇ) ସୁବିଧା ଆଉ ୬ମାସ ବଢ଼ାଇବା ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି। ଏହି ଯୋଜନାରେ ହିତାଧିକାରୀମାନଙ୍କୁ…
ସ୍ବତନ୍ତ୍ର ଓଜେଇଇ ଅନ୍ଲାଇନ୍ ଆବେଦନ ଅବଧି ବୃଦ୍ଧି
ଭୁବନେଶ୍ୱର,୧୫ା୬(ବ୍ୟୁରୋ) : ସ୍ବତନ୍ତ୍ର ଓଜେଇଇ ଅନ୍ଲାଇନ୍ ଆବେଦନ ଅବଧି ବୃଦ୍ଧି କରାଯାଇଥିବା ନେଇ ଓଜେଇଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କରୋନା ଭାଇରସ୍ ଯୋଗୁ ବି-ଟେକ୍ ସ୍ପେଶାଲ ଓଜେଇଇର ଅନ୍ଲାଇନ୍ ଆବେଦନ କରିବାର ଶେଷ ତାରିଖ ଜୁନ୍ ୩୦ ଯାଏ ବୃଦ୍ଧି କରାଯାଇଛି।…
ମୋଟା ଲୋକଙ୍କ ମାନସିକ, ଶାରୀରିକ ସମସ୍ୟା ବଢ଼ାଇଛି କରୋନା
ନ୍ୟୁୟର୍କ,୧୫ା୬: ମହାମାରୀ କରୋନା ମେଦବହୁଳ ଲୋକଙ୍କ ଉପରେ ବିଶେଷ ପ୍ରଭାବ ପକାଉଛି। କାରଣ ସେମାନେ ନିଜ ଓଜନ ଏବଂ ମାନସିକ ସ୍ବାସ୍ଥ୍ୟ ପରିଚାଳନା ପାଇଁ ସଂଘର୍ଷ କରୁଛନ୍ତି। ମେଦବହୁଳ ରୋଗୀଙ୍କ ସ୍ବାସ୍ଥ୍ୟଗତ ଆଚରଣକୁ କରୋନା କିଭଳି ପ୍ରଭାବିତ କରିଛି ସେନେଇ ଗବେଷକମାନଙ୍କ…
‘ଭାରତରେ ମିଶିବା ପାଇଁ ପିଓକେ ଦାବି କରିବ’
ନୂଆଦିଲ୍ଲୀ,୧୫ା୬: ମୋଦି ସରକାର ଏପରି ବିକାଶମୂଳକ କାର୍ଯ୍ୟ କରିବେ ଯେ ଜମ୍ମୁ-କଶ୍ମୀରର ଚେହେରା ବଦଳିଯିବ। କଶ୍ମୀର ଉପତ୍ୟକାର ବିକାଶକୁ ଦେଖି ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ) ଅଧିବାସୀ ଭାରତରେ ମିଶିବାକୁ ଚାହିଁବେ ବୋଲି ରବିବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଜମ୍ମୁ-କଶ୍ମୀର ପାଇଁ…
ପ୍ରକୃତ ତଥ୍ୟ ଦେଉନାହାନ୍ତି ରାଜ୍ୟ
ନୂଆଦିଲ୍ଲୀ, ୧୫।୬: ସାରା ଦେଶରେ ଗତ କିଛିଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଭାରତ ଏବେ ସର୍ବାଧିକ ସଂକ୍ରମଣ ତାଲିକାର ୪ର୍ଥ ସ୍ଥାନରେ ରହିଛି। ଏଠାରେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ହେଲେ କେନ୍ଦ୍ର…
ବିନୋଦ ଦୁଆଙ୍କୁ ଅନ୍ତରୀଣ ସୁରକ୍ଷା
ନୂଆଦିଲ୍ଲୀ,୧୫ା୬: ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆଙ୍କୁ ସୁପ୍ରିମକୋର୍ଟ ରବିବାର ଏକ ଦେଶଦ୍ରୋହ ମାମଲାରେ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଜଷ୍ଟିସ୍ ୟୁ.ୟୁ. ଲଲିତ, ଏମ୍.ଏମ୍. ଶନ୍ତାନାଗୌଡ଼ାର ଓ ବିନୀତ ଶରଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏକ ସ୍ବତନ୍ତ୍ର…
‘ଜାତୀୟ ଗର୍ବକୁ ନେଇ ସାଲିସ୍ କରିବନି ଭାରତ’
ନୂଆଦିଲ୍ଲୀ,୧୫ା୬(ପି.ଟି.): ଲଦାଖ ସୀମାକୁ ନେଇ ଚାଇନା ସହ ବିବାଦ ଲାଗି ରହିଥିବାବେଳେ ଜାତୀୟ ଗର୍ବ ଉପରେ ଭାରତ କଦାପି ସାଲିସ କରିବ ନାହିଁ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ସ୍ପଷ୍ଟ କରିଦେଇଛନ୍ତି। ଭାରତର ପ୍ରତିରକ୍ଷା ସାମର୍ଥ୍ୟ ବୃଦ୍ଧି ପାଇଛି।…
Archives


