Home

ଗୁଜବ ବନ୍ଦହେଲେ କରୋନା ହାରିବ

ଜାତିସଂଘ,୧୫ା୬: କରୋନା ସାରା ବିଶ୍ୱକୁ କବଳିତ କରିଥିବାବେଳେ ଏହି ଘାତକ ଭୂତାଣୁ ସମ୍ପର୍କିତ ଗୁଜବ ସ୍ଥିତିକୁ ଆହୁରି ସଙ୍ଗିନ କରିବାରେ ଲାଗିଛି। ଏହାର ମୁକାବିଲା କରି କେବଳ ତଥ୍ୟଭିତ୍ତିକ ଖବର ପ୍ରସାର ଲାଗି ୧୩୨ ରାଷ୍ଟ୍ର ଏକାଠି ହୋଇଛନ୍ତି। କୋଭିଡ୍‌-୧୯ ସମ୍ପର୍କିତ…

ଆନ୍ତଃରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତର ପ୍ରକଳ୍ପ ବିଫଳ: ମାସେ ଭିତରେ ଫେରିଯିବ ‘ସୁନ୍ଦରୀ’

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ସାତକୋଶିଆରେ ଥିବା ବାଘୁଣୀ ‘ସୁନ୍ଦରୀ’ ମାସକ ଭିତରେ ମଧ୍ୟପ୍ରଦେଶ ଫେରିଯିବ। ଏଥିପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ ତୃତୀୟ ଚିଠି ଲେଖିଛନ୍ତି। ଗତ ଡିସେମ୍ବରରେ ବାଘୁଣୀକୁ ଫେରାଇ ଦେବାକୁ ଏନ୍‌ଟିସିଏ ଓଡ଼ିଶା ସରକାରଙ୍କୁ ପ୍ରଥମେ ଚିଠି ଦେଇଥିଲେ।…

ଫନୀରେ ଓଡ଼ିଶା ସହ ଛିଡ଼ାହେବାକୁ କହିଥିଲେ ସୁଶାନ୍ତ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ‘ଏମ୍‌.ଏସ୍‌. ଧୋନୀ’ ଫିଲ୍ମରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିବା ଯୁବ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଉ ନାହାନ୍ତି। ହେଲେ ତାଙ୍କୁ ଆଜି ସମସ୍ତେ ଝୁରୁଛନ୍ତି। ରିଲ୍‌ ଲାଇଫରେ ଜଣେ ସାଦାସିଧା ଯୁବକଭାବେ ଅଧିକାଂଶ ଫିଲ୍ମରେ ନଜରକୁ…

ସୁଶାନ୍ତଙ୍କ ଓଡ଼ିଶା ଲିଙ୍କ୍‌: ଶୁଟିଂ ସେଟ୍‌ରେ ସର୍ବଦା କୁଲ୍‌ ରହୁଥିଲେ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସେଲିବ୍ରିଟିଙ୍କଠାରୁ ଆରମ୍ଭକରି କ୍ରିକେଟର ଓ ରାଜନେତାଙ୍କ ପର୍ଯ୍ୟନ୍ତ ସମସ୍ତେ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ବିୟୋଗରେ ମ୍ରିୟମାଣ ହୋଇପଡିଛନ୍ତି। ତାଙ୍କସହ କାମ କରିଥିବା ଦୁଇ ଓଡ଼ିଆ କଳାକାର ମଧ୍ୟ ଆଜି ଭାଙ୍ଗି ପଡିଛନ୍ତି। ହିନ୍ଦୀ ଫିଲ୍ମ ‘ଛିଛୋରେ’ରେ ସୁଶାନ୍ତ ସିଂ…

ମେଶିନ ଦ୍ୱାରା ରଥଟଣା ପ୍ରସ୍ତାବକୁ ବିରୋଧ: ‘ସେବାୟତ ଟାଣିଲେ ହାତୀ ଆବଶ୍ୟକ ପଡ଼ିବ ନାହିଁ’

ପୁରୀ ଅଫିସ,୧୫ା୬:  କରୋନା ଯୋଗୁ ରଥଯାତ୍ରା ହେବ କି ନାହିଁ ତାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। କେନ୍ଦ୍ର ସରକାର ଏବଂ ହାଇକୋର୍ଟ ରଥଯାତ୍ରା ନିଷ୍ପତ୍ତି ରାଜ୍ୟ ସରକାରଙ୍କ ଉପରେ ଛାଡ଼ିଛନ୍ତି। କିନ୍ତୁ ସରକାର ଏ ପର୍ଯ୍ୟନ୍ତ କିଛି ସ୍ପଷ୍ଟ କରିନାହାନ୍ତି। ଅପରପକ୍ଷେ…

କଳିଙ୍ଗନଗର ଶିଳ୍ପାଞ୍ଚଳ: ୨୫ ହଜାର ଲୋକ ନିଯୁକ୍ତି ହରାଇଛନ୍ତି

ଯାଜପୁର ଅଫିସ,୧୫।୬: ଗତ ୫ ବର୍ଷ ମଧ୍ୟରେ କଳିଙ୍ଗନଗର ଶିଳ୍ପ କାରଖାନାରେ କାର୍ଯ୍ୟରତ ପ୍ରାୟ ୨୦ ହଜାର ଠିକା ଶ୍ରମିକ ଏବଂ ୫ ହଜାରରୁ ଊର୍ଦ୍ଧ୍ୱ ନିୟମିତ କର୍ମଚାରୀ ନିଯୁକ୍ତି ହରାଇଛନ୍ତି। ଇତିମଧ୍ୟରେ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍‌, ମେସ୍କୋ ଷ୍ଟିଲ୍‌,…

କରୋନା ଗବେଷଣାରେ ଓଡ଼ିଆ ଯୁବ ବୈଜ୍ଞାନିକ

କଟକ ଅଫିସ,୧୫ା୬: ଶରୀରରେ ଭିଟାମିନ୍‌-ଡିର ଅଭାବ ରହିଲେ କରୋନାଜନିତ ମୃତ୍ୟୁ ଅଧିକ ହେବ। ଭାରତରେ ଯେଉଁ ସବୁ ସ୍ଥାନରେ କରୋନାଜନିତ ମୃତ୍ୟୁ ଅଧିକ ହୋଇଛି, ସେଠାକାର ଲୋକଙ୍କଠାରେ ଭିଟାମିନ୍‌-ଡିର ଅଭାବ ବେଶୀ ଦେଖିବାକୁ ମିଳିଛି। କେବଳ ଭାରତ ନୁହେଁ, ବୈଶ୍ୱିକ ସ୍ଥିତିକୁ…

ହାଇକୋର୍ଟଙ୍କ ଉପରେ ବଢୁଛି ମାମଲା ବୋଝ

କଟକ ଅଫିସ,୧୫।୬: ଓଡ଼ିଶା ହାଇକୋର୍ଟ ଉପରେ ଦିନକୁ ଦିନ ମାମଲା ବୋଝ ବଢ଼ିବାରେ ଲାଗିଛି। ଯେଉଁ ପରିମାଣରେ ମାମଲା ରୁଜୁ ହେଉଛି, ସେହି ପରିମାଣରେ ଫଇସଲା ହୋଇପାରୁ ନାହିଁ। କେତେକ ମାମଲା ବହୁ ବର୍ଷ ହେଲା ଗଡୁଛି। ଲକ୍‌ଡାଉନ୍‌ ଘୋଷଣା ପରେ…

ରଥଯାତ୍ରା: ଏପଟେ ଆବେଗ, ସେପଟେ ସଂକ୍ରମଣ

ପୁରୀ ଅଫିସ,୧୫ା୬: ଦୂର ହୋଇପାରୁନି ରଥଯାତ୍ରା ଦ୍ୱନ୍ଦ୍ୱ। ଗୋଟେ ପଟେ ଜଗନ୍ନାଥଙ୍କ ପାଇଁ ଓଡ଼ିଆଙ୍କ ଭାବାବେଗ ଓ ଅନ୍ୟପଟେ କରୋନା ମହାମାରୀର ସଂକ୍ରମଣ ଭୟ। ଏଭଳି ସ୍ଥିତିରେ ସରକାର କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନେଇପାରୁ ନାହାନ୍ତି। ଅପରପକ୍ଷେ ରଥଯାତ୍ରା ବନ୍ଦ କରିବାକୁ…

ରୋଗ ପ୍ରତିଶେଧକ କ୍ଷମତା ବୃଦ୍ଧି କରେ ଶୁଖିଲା ନଡିଆ

ଶୁଖିଲା ନଡ଼ିଆ ଖାଇବା ସ୍ବାସ୍ଥ୍ୟ ପକ୍ଷେ ବହୁତ ଉପକାରୀ। ଏଥିରେ କୋଲେଷ୍ଟ୍ରଲ୍‌ ବା ଟ୍ରାନ୍ସ ଫ୍ୟାଟ୍‌ ଆଦୌ ନାହିଁ। ଏଥିରେ ସେଲେନିୟମ୍‌, କପର୍‌ ଓ ଡ଼ାଏଟ୍ରି ଫାଇବର୍‌ ଭରପୂର ମାତ୍ରାରେ ଅଛି। ଏହି କାରଣରୁ ଶୁଖିଲା ନଡ଼ିଆ ବହୁତ ଉପକାରୀ ହୋଇଥାଏ।…

ଏହି ଖେଳନା ଧରି ପିଲାବେଳେ ଖେଳୁଥିଲେ ବିରାଟ କୋହଲି

ଭାରତୀୟ କ୍ରିକେଟ୍‌ ଟିମ୍‌ର ଜଣେ ଆଗଧାଡ଼ିର ଖେଳାଳି ବିରାଟ କୋହଲିଙ୍କର ଜନ୍ମ ୫ ନଭେମ୍ବର ୧୯୮୮ ମସିହାରେ ଦିଲ୍ଲୀର ପଞ୍ଜାବୀ ପରିବାରରେ ହୋଇଥିଲା। ତାଙ୍କର ପିତା ପ୍ରେମ୍‌ କୋହଲି ଜଣେ କ୍ରିମିନାଲ୍‌ ଆଡ଼୍‌ଭୋକେଟ୍‌ ଥିଲେ, ମା ସରୋଜ କୋହଲି ଜଣେ ଗୃହିଣୀ…

ଗୁଜରାଟରେ ଭୂକମ୍ପ

ନୂଆଦିଲ୍ଲୀ,୧୪ା୬-ଗୁଜରାଟର ରାଜକୋଟ ନିକଟରେ ରବିବାର ରାତି ୮ଟା ୧୩ ମିନିଟ ସମୟରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୫ ଥିଲା ବୋଲି ନ୍ୟାଶନାଲ ସେଣ୍ଟର ଫର୍‌ ସିସ୍‌ମୋଲୋଜି (ଏନ୍‌ସିଏସ୍‌) ପକ୍ଷରୁ କୁହାଯାଇଛି। ଏହାର କେନ୍ଦ୍ରସ୍ଥଳ ରାଜକୋଟଠାରୁ ଉତ୍ତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri