ଆଜିଠୁ ସମୁଦ୍ରମୁହାଁ ମାଛଧରା ଡଙ୍ଗା
ଭୋଗରାଇ, ୧୪।୬(ଡି.ଏନ.ଏ.)-୩ମାସ ଧରି ସରକାରୀ କଟକଣା ପରେ ସୋମବାରଠୁ ସମୁଦ୍ରମୁହାଁ ହୋଇଛି ସହସ୍ରାଧିକ ମାଛଧରା ଟ୍ରଲର। ଏଥିପାଇଁ ବାଲେଶ୍ୱର ଉପକୂଳ ଚଳଚଞ୍ଚଳ ହୋଇପଡିଛି। ଲକ୍ଡାଉନ୍ ସତ୍ତ୍ୱେ ଝଡ଼ବର୍ଷାକୁ ଖାତିର୍ ନ କରି ସୋମବାର ଶୁଭବେଳାରେ ବାହାରିଛନ୍ତି ମତ୍ସ୍ୟଜୀବୀମାନେ। ବେରୋଜଗାର ହୋଇପଡ଼ିଥିବା ହଜାର…
ଫିକା ପଡିଲା ପହିଲି ରଜ
ଭଦ୍ରକ ଅଫିସ, ୧୪ା୬-ଭଦ୍ରକ ଜିଲାରେ ସପ୍ତାହର ଦୁଇଦିନ ଶଟ୍ଡାଉନ ଥିବାରୁ ପହିଲି ରଜ ଫିକା ପଡ଼ିଛି । ଆଉ କିଏ ଘର ଭିତରେ ରଜ ପାଳିଛି ତ କିଏ କରୋନା ଯୋଦ୍ଧାଙ୍କୁ ଉପହାର ଦେଇଛି। ଆଉ କିଏ ଅଭାବ ଅନାଟନରେ ଥିବା…
ଚୋରା କାଠ ଜବତ
ପାଟଣା, ୧୪।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲର କାଳିଘାଇ ନିକଟରୁ ଶନିବାର ବିଳମ୍ବିତ ରାତିରେ ୨୫ଟି ଶାଗୁଆନ ଗଛ ଚୋରା ଚାଲାଣ ହେଉଥିବା ବେଳେ କାଳିଘାଇ ବନ ସୁରକ୍ଷା କମିଟି ପକ୍ଷରୁ କାଠ ଗୁଡିକୁ ଜବତ କରାଯାଇଛି। ଏଥି…
ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ପୋଲିସ ନାକେଦମ୍ : ୫ ଘଣ୍ଟା କସରତ ପରେ ଧରାପଡିଲେ
ରେମୁଣା, ୧୪।୬(ଡି.ଏନ.ଏ.)-ଏକ ଲୁଟ୍ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ରବିବାର ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଓ ରେମୁଣା ପୋଲିସକୁ ନାକେଦମ୍ ହେବାକୁ ପଡିଛି। ଅଭିଯୁକ୍ତଜଣକ ହେଲେ ଶ୍ୟାମରାଇପୁର ଗ୍ରାମର ଈଶ୍ୱର ମହାଳିକ। ସେ ଘରେ ଥିବା ଖବରପାଇ କ୍ରାଇମ୍…
କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଚିକିତ୍ସା ପାଇଁ ଖର୍ଚ୍ଚ ହେଲା ପ୍ରାୟ ୮ କୋଟି ୩୫ ଲକ୍ଷ ଟଙ୍କା
ଓ୍ବାଶିଂଟନ,୧୪।୬:କରୋନା ଭୂତାଣୁ ସଂକ୍ରମିତ ବ୍ୟକ୍ତିଙ୍କ ଚିକିତ୍ସା ପାଇଁ ଖର୍ଚ୍ଚ ହୋଇଛି ପ୍ରାୟ ୮ କୋଟି ୩୫। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆମେରିକାର ସିଆଟେଲର ବାସିନ୍ଦା ମାଇକେଲ ଫ୍ଲୋର କରୋନା ସଂକ୍ରମିତ ହୋଇ ଗତ ମାର୍ଚ୍ଚ ୪ରେ ନର୍ଥୱେଷ୍ଟ ହସ୍ପିଟାଲରେ…
ଶାହିଦ୍ ଆଫ୍ରିଦଙ୍କ ଆରୋଗ୍ୟ କାମନା କଲେ ଗମ୍ଭୀର
ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଲରାଉଣ୍ଡର ଶାହିଦ ଆଫ୍ରିଦି ଏବଂ ଭାରତୀୟ ଖେଳାଳି ଗୌତମ ଗମ୍ଭୀରଙ୍କ ମଧ୍ୟରେ ମତଭେଦ ସମସ୍ତଙ୍କୁ ଜଣା। କ୍ରିକେଟ ପଡିଆରେ ହେଉ କି ସୋସିଆଲ ମିଡିଆ ସବୁବେଳେ ପରସ୍ପର ବିରୋଧୀ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ଥାନ୍ତି ଏହି…
୪ ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର, ୧୪।୬(ବ୍ୟୁରୋ)- ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବା ପରେ ବର୍ଷା ଲାଗି ରହିଛି। ଏହା ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। କିଛି ସ୍ଥାନରେ ପ୍ରବଳ ବର୍ଷା ଓ ଆଉ କିଛି ସ୍ଥାନରେ…
ଜଣେ ଅଭିନେତାଙ୍କୁ ଶେଷ ଫୋନ୍ କଲ୍ କରିଥିଲେ ସୁଶାନ୍ତ
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି। ପ୍ରଶଂସକଙ୍କ ସମେତ ସେଲିବ୍ରେଟିମାନେ ମଧ୍ୟ ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ସୁଶାନ୍ତଙ୍କ ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ବର୍ତ୍ତମାନ ସୁଶାନ୍ତଙ୍କ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ଡାକ୍ତରଖାନା…
୨ ହାତୀଙ୍କ ମୃତଦେହ ଠାବ: କାଟି ନେଲେ ଦାନ୍ତ ଓ ଶୁଣ୍ଢ
ଯୋଡା/କେନ୍ଦୁଝର,୧୪।୬(ଡି.ଏନ.ଏ.)(ସ୍ବ.ପ୍ର)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ଫରେଷ୍ଟ ସେକ୍ସନ ଅଧିନସ୍ଥ ବୈତରଣୀ ରିଜର୍ଭ ଫରେଷ୍ଟରେ ରବିବାର ଦୁଇଟି ହାତୀଙ୍କ ମୃତଦେହ ଠାବ କରାଯାଇଛି। ମୃତହାତୀଙ୍କ ମଧ୍ୟରେ ଗୋଟିଏ ମାଈ ଓ ଅନ୍ୟଟି ଦନ୍ତାହାତୀ ବୋଲି ଜଣାପଡିଛି। ଖବରପାଇ ଯୋଡା ବନପାଳ ପିଅନ…
ରେଳ ଚାଳକ ପାଳିବେ କଳା ଦିବସ
କେନ୍ଦୁଝର,୧୪।୬(ସ୍ବ.ପ୍ର./ଡି.ଏନ.ଏ.)-ଭାରତୀୟ ରେଳର ରେଳ ଚାଳକ ଓ ସହ ଚାଳକ ମାନେ ନିଜ ଓ ନିଜ ପରିବାରକୁ ପଛରେ ପକାଇ କରୋନା ଯୁଦ୍ଧରେ ସାମିଲ ହୋଇଛନ୍ତି। ତାଲା ବନ୍ଦ ସମୟରେ ରେଳ ଚାଳକ ମାନେ ମାଲ ଗାଡି ଶ୍ରମିକ ସ୍ପେଶାଲ, ପାର୍ସଲ ସ୍ପେଶାଲ…
ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ଶୁଣି ଏମିତି କହିଲେ ପୂର୍ବତନ ପ୍ରେମିକା
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ସମସ୍ତଙ୍କ ଚକିତ କରିଛି। ପ୍ରତିଭାସମ୍ପନ୍ନ କଳାକାର ସୁଶାନ୍ତଙ୍କ ମୃତ୍ୟୁରେ ବଲିଉଡ୍ ସ୍ତବ୍ଧ ହୋଇଯାଇଛି। ଟେଲି ସିରିଏଲ୍ରୁ ବଲିଉଡ୍କୁ ଆସି ବେଶ ସଫଳ ହୋଇଥିବା ସୁଶାନ୍ତଙ୍କୁ ମାତ୍ର ୩୪ ବର୍ଷ ହୋଇଥିଲା। ଅଭନେତ୍ରୀ ଅଙ୍କିତା…
ଗ୍ୟାସ୍ ଭର୍ତ୍ତି ଟ୍ୟାଙ୍କର ବିସ୍ଫୋରଣ: ୧୯ ମୃତ
ବେଜିଂ,୧୪।୬: ଚାଇନାର ଜେଜିଆଙ୍ଗ ସହରରେ ଏକ ଗ୍ୟାସ୍ ଭର୍ତ୍ତି ଟ୍ୟାଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୧୯ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୭୨ରୁ ଅଧିକ ଆହତ ହୋଇଛନ୍ତି। ରାସ୍ତା କଡରେ ଗ୍ୟାସ ଭର୍ତ୍ତି ଟ୍ୟାଙ୍କରଟି ଅଟକି ଥିବାବେଳେ ହଠାତ୍ ବିସ୍ଫୋରଣ ଘଟିଥିଲା। ଏହା…
Archives


