Home

କରୋନା ପାଇଁ ସତର୍କ, ସଚେତନ ରହିବାକୁ ପରାମର୍ଶ

ବିନିକା,୮ା୫(ଡି.ଏନ୍‌.ଏ.)-ଶୁକ୍ରବାର ବିଶ୍ୱ ରେଡକ୍ରସ ଦିବସ ଅବସରରେ ବିନିକା ଓ ଡୁଙ୍ଗୁରୀପାଲି ବ୍ଲକ୍‌ ଶିକ୍ଷା ବିଭାଗ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିିତ ହୋଇଥିଲା। ଏହି ଅବସରେ ସ୍ଥାନୀୟ ଜନସାଧାରଣଙ୍କୁ ମାସ୍କ ପ୍ରଦାନ କରାଯିବା ସହ ସାନିଟାଇଜର ବ୍ୟବହାର ପାଇଁ…

ମାସ୍କ ନ ପିନ୍ଧି କାମ କରୁଛନ୍ତି ଶ୍ରମିକ

ବିନିକା,୮ା୫(ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ୍‌ ଅଞ୍ଚଳରେ ୩ ଦିନ ଧରି ବିଭିନ୍ନ ବିଭାଗର ଉନ୍ନୟନ କାମ ପ୍ରାରମ୍ଭ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ପାନୀୟ ଜଳ ଯୋଗାଣ ବିଭାଗର ଅଧାପନ୍ତରିଆ ହୋଇ ପଡିରହିଥିବା ନିର୍ମାଣ କାମ ଚାଲୁ ରହିଛି। କିନ୍ତୁ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବାକୁ ଦାବି

ବୌଦ୍ଧ,୮।୫(ସ୍ବ.ପ୍ର.)-କାଳବୈଶାଖୀ ଯୋଗୁ କ୍ଷତିଗସ୍ତ ହୋଇଥିବା ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ପାଇଁ ଭାଜପା ପକ୍ଷରୁ ଦାବି କରାଯାଇଛି। ଜିଲାରେ ଦୁଇ ଦିନ ତଳେ ପ୍ରବଳ ବେଗରେ ପବନ ବହିବା ଫଳରେ ବହୁ ଚାଳ ଓ ଟିଣ ଛପର ଘର ଭାଙ୍ଗି ପଡିଥିଲା।…

ରକ୍ତଦାନ କରି ପାଳିତ ହେଲା ରେଡ୍‌କ୍ରସ୍‌ ଦିବସ

ବୌଦ୍ଧ,୮।୫(ସ୍ବ.ପ୍ର.)-ଶୁକ୍ରବାର ବୌଦ୍ଧ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ରେଡକ୍ରସ ପକ୍ଷରୁ ବିଶ୍ୱ ରେଡକ୍ରସ ଦିବସ ନିରାଡମ୍ବର ଭାବେ ପାଳିତ ହୋଇଥିଲା। ଏଥିରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ମୁଖ୍ୟଅତିଥି, ୫ମ ଭାରତୀୟ ରିଜର୍ଭ ବାଟାଲିୟନର କମାଣ୍ଡାଣ୍ଟ ବିଜୟ ପ୍ରସାଦ ବାବୁ, ଉପଜିଲାପାଳ ଏନ୍‌.ସି.…

ନୂଆ ୨୫ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ରର ବୋଲି ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୫(ବ୍ୟୁରୋ)-ରାଜ୍ୟରେ ଆଉ ୨୫ କରୋନା ପଜିଟିଭ ଶୁକ୍ରବାର ସନ୍ଧ୍ୟାରେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୪ଜଣ ଥିବାବେଳେ ଖୋର୍ଦ୍ଧା ଜିଲାର ଜଣେ ଥିବା ସୂଚନା ଦିଆଯାଇଥିଲା। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି ପାଇଥିଲା। କିନ୍ତୁ ଖୋର୍ଦ୍ଧା…

କୋଭିଡ-୧୯ରେ ପୀଡ଼ିତ ୫ଶହରୁ ଊର୍ଦ୍ଧ୍ୱ କରୋନା ଯୋଦ୍ଧା

ନୂଆଦିଲ୍ଲୀ,୮।୫: କରୋନା କବଳରେ ସାରା ଭାରତ। ଏଥିରୁ ବର୍ତ୍ତି ନାହିଁ ଭାରତ। ତେବେ ଭାରତରେ କରୋନା ଯୋଦ୍ଧା ସାଜିଥିବା ପାରା ମିଲିଟାରି ଫୋର୍ସର ୫ଶହରୁ ଊର୍ଦ୍ଧ୍ୱ ଯବାନ ଏବେ କରୋନା କବଳରେ। ମିଳିଥିବା ସୂଚନା ଅନୁଯାୟୀ, ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌),…

ଯାଜପୁରକୁ ଟପି ଶୀର୍ଷରେ ଗଞ୍ଜାମ: ଦିନକରେ ୪୩ ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୭୧ରେ ପହଞ୍ଚିଲା

ଭୁବନେଶ୍ୱର,୮।୫(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ। ଗୋଟିଏ ଦିନରେ ଗଞ୍ଜାମରେ ୪୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇସାରିଛନ୍ତି। ଏହାକୁ ନେଇ ଏବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି ପାଇଛି। ଫଳରେ ସର୍ବାଧିକ ଆକ୍ରାନ୍ତ ଜିଲା ଭାବେ ଗଞ୍ଜାମ ଶୀର୍ଷରେ ପହଞ୍ଚିଛି। ପୂର୍ବରୁ…

ଓ୍ବାର୍କିଂ ଆଓ୍ବାର ୪ ଘଣ୍ଟା ବଢ଼ିଲା: ୮ ଘଣ୍ଟା ବଦଳରେ ୧୨ ଘଣ୍ଟା କାମ କରିବେ କର୍ମଚାରୀ, ମିଳିବ ଅଧିକ ପାରିଶ୍ରମିକ

ଭୁବନେଶ୍ୱର,୮।୫(ବ୍ୟୁରୋ): ବିଭିନ୍ନ ସଂସ୍ଥା ପାଇଁ ରାଜ୍ୟ ସରକାର ଓ୍ବାର୍କିଂ ଆଓ୍ବାର ବଢ଼ାଇଛନ୍ତି। ଦୈନିକ ୮ ଘଣ୍ଟା ବଦଳରେ ଓ୍ବାର୍କିଂ ଆଓ୍ବାରକୁ ୧୨ ଘଣ୍ଟା କରିଛନ୍ତି। ଦୁଇଟି ସିଫ୍ଟରେ ଏହାକୁ କରାଯିବ। ଏଥିପାଇଁ ପାରିଶ୍ରମିକ ମଧ୍ୟ ଅଧିକ ମିଳିବ ବୋଲି ଶୁକ୍ରବାର ଗୀତଗୋବିନ୍ଦ…

CORONAVIRUS BREAKING: ରାଜ୍ୟରେ ଆଉ ୨୫ଜଣ ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସଂନ୍ଧ୍ୟାରେ ପୁଣି ୨୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୪ଜଣ ଥିବା ବେଳେ ଖୋର୍ଦ୍ଧା ଜିଲାର ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା…

କରୋନା ମୁକାବିଲା ଚିନ୍ତା: ଗଞ୍ଜାମ ଗଲେ ୩ ଆଇଏଏସ୍‌

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲାରେ ୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲାରେ ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ଆଗାମୀ ଦିନରେ ଏହା ଆହୁରି ବଢ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜିଲା ଉପରେ ସ୍ବତନ୍ତ୍ର ନଜର…

ବଢ଼ିଲା କ୍ୱାରାଣ୍ଟାଇନ୍‌ ଅବଧି: ଏଣିକି ୧୪ ଦିନ ପରିବର୍ତ୍ତେ ୨୮ ଦିନ ରହିବେ ଲୋକେ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାହାରୁ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ପଜିଟିଭ୍‌ ସଂଖ୍ୟା ଆହୁରୀ ବଢ଼ିବା ଆଶଙ୍କା କରାଯାଉଛି। ସେମାନେ ଫେରିବା ପରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ହେଲେ କିଛି ଲୋକଙ୍କ…

୧୭ହଜାର ଫୁଟ ଉଚ୍ଚ ଚାଇନା ସୀମାରେ ରାସ୍ତା ନିର୍ମାଣ କଲା ଭାରତ: ଭିଡ଼ିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କଲେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୮।୫: କରୋନା ଭାଇରସ୍‌ ସଙ୍କଟ ମଧ୍ୟରେ ପିଥୋରଗଡ଼ରୁ ଚାଇନା ସୀମା ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରିବାରେ ସଫଳ ହୋଇଛି ଭାରତ। ଏହି ନୂତନ ସଡ଼କକୁ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଶୁକ୍ରବାର ନୂଆଦିଲ୍ଲୀରେ ଭିଡ଼ିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କରିଛନ୍ତି। ଚାଇନା ସମା ପର୍ଯ୍ୟନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri