ଦିନକୁ ୨ଟି ଆସ୍ପ୍ରିନ୍ କ୍ୟାନସରରୁ ରଖେ ଦୂରେଇ !
ଅହମଦାବାଦ, ୧୪।୬: ଦିନରେ ୨ଟି ଆସ୍ପ୍ରିନ୍ ଔଷଧ ସେବନ କରୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ କ୍ୟାନସର ହେବାର ଆଶଙ୍କା ଯଥେଷ୍ଟ କମ୍ ହୋଇଥାଏ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଶରୀରରେ ଯନ୍ତ୍ରଣା, ଜଳାପୋଡ଼ା ଅବା ଜ୍ୱରରୁ ମୁକ୍ତି ପାଇଁ ପ୍ରାୟତଃ…
CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୧୪ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୭୦୮କୁ ବୃଦ୍ଧି
ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ସୁନ୍ଦରଗଡ଼ର ସର୍ବାଧିକ ୩୦ଜଣ ରହିଥିବା ବେଳେ ଖୋର୍ଦ୍ଧାର ୨୩, ଗଞ୍ଜାମର ୧୭, କଟକର ୧୧, ମୟୂରଭଞ୍ଜର ୧୦, ଗଜପତିର ୮, ବରଗଡ଼ର ୫, ନୟାଗଡ଼ର ୪, ବଲାଙ୍ଗୀରର…
ନଳକୂପରୁ ପାଣି ଆଣୁଥିବା ବେଳେ ବଜ୍ରପାତ: ଚାଲିଗଲା ୨ ଶ୍ରମିକଙ୍କ ଜୀବନ
କୁଆଁରମୁଣ୍ଡା,୧୪ା୬(ଡି.ଏନ୍.ଏ.) : ରବିବାର ସକାଳେ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଖୁଖୁୁଣ୍ଡୁବାହାଲ ପଞ୍ଚାୟତର ଲୋଡୋସେରା ନାଳା ପୋଲ ନିକଟରେ ବଜ୍ରପାତରେ ୨ ଜଣ ଯୁବ ଶ୍ରମିକଙ୍କର ପ୍ରାଣହାନୀ ଘଟିଛି। ମୃତକ ଦ୍ୱୟ ହେଲେ ବିନୀତ ଡୁଙ୍ଗଡୁଙ୍ଗ(୨୨) ଓ ବୋଧ କେର୍କେଟା(୨୫)।…
କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା ବନ୍ଦ: ପ୍ରଭାବିତ ଘରକୁ କରାଯିବ ସିଲ୍
ବେଙ୍ଗାଲୁର, ୧୪।୬: କର୍ନାଟକରେ କରୋନା ମହାମାରୀ ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଏହି ଯୋଜନା ଅନୁସାରେ ବେଙ୍ଗାଲୁର୍ ସହରରେ କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା ବନ୍ଦ କରାଯିବ। ଏହା ବଦଳରେ ପ୍ରଭାବିତ ହୋଇଥିବା ଘରକୁ ସିଲ୍…
ମାସ୍କ ପିନ୍ଧିଲେ କରୋନା ସଂକ୍ରମଣ ଆଶଙ୍କା ୪୦ ପ୍ରତିଶତ କମିଯାଏ
ବର୍ଲିନ୍, ୧୪।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ନିୟମିତ ବ୍ୟବଧାନରେ ହାତ ଧୋଇବା, ମାସ୍କ୍ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ଲାଗି ବିଶ୍ୱ…
ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ
ମୁମ୍ବାଇ,୧୪।୬: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ। ରବିବାର ସେ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡି ନ ଥିବା ବେଳେ ଏଭଳି ଏକ ଖବର ବଲିଉଡ୍ ଜଗତରେ ଶୋକର…
ମଣିଷ ଶୋଇଲେ ଶୋଇଯାଏ କରୋନା କହିଲେ ପାକିସ୍ତାନୀ ଧର୍ମଗୁରୁ
ଇସଲାମାବାଦ୍, ୧୪।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏପରିସ୍ଥଳେ ପାକିସ୍ତାନର କେତେକ ଧର୍ମଗୁରୁ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ନାନା ପ୍ରକାର ଭୁଲ ତଥ୍ୟ ପ୍ରଚାର କରାଉଛନ୍ତି। ସମ୍ପ୍ରତି…
ପ୍ରଶାସନକୁ ଘାରିଛି ଗୋଷ୍ଠୀ ସଂକ୍ରମଣ ଭୟ: ୩ ପଞ୍ଚାୟତ ଶଟ୍ଡାଉନ୍
ନିଶ୍ଚିନ୍ତକୋଇଲି,୧୪ା୬(ସ୍ବ.ପ୍ର.) : କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ୪ ପ୍ରବାସୀ ହୋମ୍ କ୍ୱାରାଣ୍ଟାଇନ୍ରେ ଥାଇ ଗ୍ରାମ, ବଜାରରେ ବହୁ ଲୋକ ସଂସ୍ପର୍ଶରେ ଆସିବା ଓ ସେମାନେ କରୋନା ସଂକ୍ରମଣ ହୋଇଥିବା ଜଣାପଡ଼ିବା ପରେ ବରାଦ ଓ…
କରୋନା ମୁକାବିଲା ପାଇଁ ଦିଲ୍ଲୀକୁ ମିଳିଲା ୫ଶହ ରେଲଓ୍ବେ କୋଚ, ଟେଷ୍ଟିଂ ବଢାଇବାକୁ ପ୍ରସ୍ତୁତି
ନୂଆଦିଲ୍ଲୀ,୧୪।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀରେ କରୋନା ଭାଇରସର ସ୍ଥିତିକୁ ନେଇ ଏକ ସମିକ୍ଷା ବୈଠକର ଆୟୋଜନ କରିଥିଲେ। ଏବେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯ ହଜାର ଅତିକ୍ରମ କରି ଯାଇଥିବାରୁ ଏବେ ଏହା ଚିନ୍ତାର କାରଣ…
ଭୁବନେଶ୍ୱରରେ ଆଉ ୧୬ ପଜିଟିଭ୍ ଚିହ୍ନଟ: ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨
ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ରବିବାର ଭୁବନେଶ୍ୱରରେ ଆଉ ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪ ଜଣ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ବଦଳିଯିବ ଜମ୍ମୁ-କଶ୍ମୀରର ରୂପ, ପିଓକେର ଲୋକେ ଭାରତର ଅଂଶ ହେବାକୁ ଆଶା କରିବେ: ରାଜନାଥ
ଜମ୍ମୁ,୧୪।୬: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଭିଡିଓ କନଫରେନ୍ସିଂ ଜରିଆରେ ଜମ୍ମୁ-କଶ୍ମୀର ଜନ ସମ୍ବାଦ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଏବେ ସାରା ବିଶ୍ୱ କରୋନା ମହାମାରୀ ସହ ଲଢୁଥିବା ବେଳେ ଏହି ସଙ୍କଟ ସମୟରେ…
ଦକ୍ଷିଣକୋରିଆ ଉପରେ ଆକ୍ରମଣ ପାଇଁ ଧମକ ଦେଲେ କିମ୍ଙ୍କ ଭଉଣୀ
ସିଓଲ, ୧୪।୬: ଦକ୍ଷିଣକୋରିଆ ଉପରେ ଆକ୍ରମଣ କରିବା ଲାଗି ଉତ୍ତରକୋରିଆ କହିଛି। ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ଙ୍କ ଭଉଣୀ କିମ୍ ୟୋ ଜୋଙ୍ଗ୍ ଏନେଇ ଦକ୍ଷିଣକୋରିଆକୁ ଧମକ ଦେଇଛନ୍ତି। କାସେଙ୍ଗ୍ ସହରରେ ଥିବା କାର୍ଯ୍ୟାଳୟକୁ ଶୀଘ୍ର ବନ୍ଦ କରାଯିବ…
Archives


