Home

୨ ମାସ ପରେ ଢେଙ୍କାନାଳ ସହରକୁ ଫେରିଲା କରୋନା

ଢେଙ୍କାନାଳ ଅଫିସ,୧୪ା୬: ୨ ମାସ ପରେ ଢେଙ୍କାନାଳ ସହରକୁ ପୁଣି କରୋନା ଫେରିଛି। ରବିବାର ସହରରୁ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସହରସ୍ଥିତ କାରିଗର ସାହି ଅଭିନନ୍ଦନ ଗାର୍ଡେନ ପରିସରରେ ରହୁଥିବା ଜଣେ ପୂଜକ ଏବଂ ତାଙ୍କ ମା’…

ଚାଇନାକୁ ପୁଣି ଫେରିଲା କରୋନା: ଜିନଫାଦି ବଜାର ହେଲା ବନ୍ଦ

ବେଜିଂ, ୧୪।୬: କରୋନା ସଂକ୍ରମଣ ପୁଣି ଥରେ ଚାଇନାକୁ ଫେରିଛି। ବେଜିଂରେ ୫୩ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଏଠାକାର ବୃହତ ସମୁଦ୍ରଜାତ ଖାଦ୍ୟ ପଦାର୍ଥ ବଜାର ଜିନଫାଦିକୁ ସାମୟିକ ଭାବେ ବନ୍ଦ କରିବା ଲାଗି…

ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଆଜି ପହିଲି ରଜ। ଏହା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନନ୍ତି, ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରକୃତି , ଧରିତ୍ରୀ ଓ ନାରୀକୁ ପୂଜିବାର ବା…

ବରଗଡ଼ରେ ଗର୍ଭବତୀ ମହିଳାଙ୍କ ସମେତ ୧୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୪ରେ ପହଞ୍ଚିଲା

ବରଗଡ଼ ଅଫିସ,୧୪ା୬: ବରଗଡ଼ ଜିଲାରେ ରବିବାର ପୁଣି ୧୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭେଡେନ୍‌ ବ୍ଲକ ରୁଷୁଡା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମସି)ର ୬, ଭେଡେନ୍‌ ଆଇଟିଆଇ ଟିଏମ୍‌ସିର ଜଣେ, ବରଗଡ଼ ବ୍ଲକ ଅଡ଼ଗାଁ ଟିଏମ୍‌ସିର ୨, କୁରୁଆଁ…

ଜୁନ୍‌ ୩୦ ଯାଏ ଗଞ୍ଜାମ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌: ମଧ୍ୟାହ୍ନ ୧୨ଟାରୁ ପରେ ଘରୁ ନ ବାହାରିବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୧୪।୬(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ ଗୋଟିଏ ପଟେ କରୋନା ପଜିଟିଭ୍‌ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଅପରପକ୍ଷେ କେତେକ ଲୋକ ଏବେ ବି ମାସ୍କ ପିନ୍ଧୁ ନ ଥିବା, ସାମାଜିକ ଦୂରତା ରକ୍ଷା କରୁ ନ ଥିବା ଦେଖାଯାଉଛି। ଏପରିକି ଲୋକମାନେ ପୋଖରୀରେ…

୬୫ ବର୍ଷରେ ପାଦ ଦେଲେ କିରଣ ଖେର

ମୁମ୍ବାଇ, ୧୪।୬: ବଲିଉଡ୍‌ ଅଭିନେତ୍ରୀ କିରଣ ଖେର ରବିବାର ୬୫ ବର୍ଷରେ ପାଦ ଦେଇଛନ୍ତି। ୧୯୫୫ ଜୁନ୍‌ ୧୪ରେ ସେ ପଞ୍ଜାବଠାରେ ଜନ୍ମଗ୍ରହଣ କରିଥିଲେ। କିରଣ ଚଣ୍ଡିଗଡ଼ରେ ଥିବାରୁ ସ୍ବାମୀ ଅନୁପମ ଖେର ତାଙ୍କୁ ଟୁଇଟ୍‌ କରି ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି।…

ପୁରୀରେ ପୁଣି ୭ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୧୫୫ରେ ପହଞ୍ଚିଲା

ପୁରୀ ଅଫିସ,୧୪ା୬: ପୁରୀ ଜିଲାରୁ ରବିବାର ପୁଣି ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ୍‌ ପଜିଟିଭ୍‌ ସଂଖ୍ୟା ୧୫୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୯୮ ଜଣ ସୁସ୍ଥ ହୋଇଥିଲା ବେଳେ ୫୭ଜଣ ଚିକିତ୍ସାଧୀନ ଅଛନ୍ତି।…

ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭକାମନା ଜଣାଇଲେ ମୋଦି

ନୂଆଦିଲ୍ଲୀ, ୧୪।୬: ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭକାମନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ରଜ ପର୍ବ ସମାଜରେ ଆନନ୍ଦ ଓ ଭାତୃତ୍ୱ ଭାବନାକୁ ସୁଦୃଢ଼ କରୁ। ଏହା ସହିତ ସେ ରାଜ୍ୟବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ…

ନିୟନ୍ତ୍ରଣ ରେଖାରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ଭାରତୀୟ ଯବାନ ଶହୀଦ

ଶ୍ରୀନଗର, ୧୪।୬: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏସମ୍ପର୍କରେ ଭାରତୀୟ ସେନା…

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): କରୋନା ସଂକ୍ରମଣରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି…

ଆମେରିକାରେ ପୁଣି ଜଣେ କୃଷ୍ଣକାୟଙ୍କୁ ଗୁଳିକରି ହତ୍ୟା କଲେ ପୋଲିସ ଅଧିକାରୀ

ଆଟଲାଣ୍ଟା, ୧୪।୬: ଆମେରିକାରେ ପୁଣି ଜଣେ କୃଷ୍ଣକାୟଙ୍କୁ ପୋଲିସ ଅଧିକାରୀ ଗୁଳି କରି ହତ୍ୟା କରିଛନ୍ତି। ତାଙ୍କୁ ଗିରଫ କରିବା ସମୟରେ ଗୁଳି କରାଯାଇଥିବା କୁହାଯାଉଛି। ଆଟଲାଣ୍ଟା ଜର୍ଜିଆରେ ୨୭ ବର୍ଷ ବୟସ୍କ ରେଶାର୍ଡ ବ୍ରୁକସ୍‌ ପାର୍କିଂସ୍ଥଳରେ ନିଜ କାରରେ ଶୋଇଥିଲେ।…

CORONAVIRUS UPDATE: ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩,୯୦୯କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୭୧ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୧୫ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଥିବା ରବିବାର ସୂଚନା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri