Home

ସୁସ୍ଥ ହେଲେ ଜଣେ କରୋନା ଆକ୍ରାନ୍ତ, ଅନ୍ୟ ଜଣଙ୍କୁ ମିଳିଲା ହସ୍ପିଟାଲରୁ ଛୁଟି

ଗୁଆହାଟୀ, ୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ବ୍ୟସ୍ଥତା ମଧ୍ୟରେ ବେଳେବେଳେ ହସ୍ପିଟାଲ ପକ୍ଷରୁ କେତେକ ଭୁଲ ଭଟକା ମଧ୍ୟ ହୋଇ ଯାଉଛି। ଏଭଳି ଏକ ଘଟଣା ଆସାମରେ ଘଟିଛି। ଏଠାରେ ଜଣେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା…

ଓଡ଼ିଶା ଫେରୁଛନ୍ତି ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଲିଉଡ୍‌ର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଶନିବାର ହାଇଦ୍ରାବାଦରୁ ଆମ୍ବୁଲାନ୍ସ ବସ୍‌ ଯୋଗେ ଓଡ଼ିଶା ଆସୁଥିବା ଜଣାପଡ଼ିଛି। ରବିବାର ସେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ହସ୍ପିଟାଲରେ ଭର୍ତ୍ତି କରାଯିବ। ସୂଚନାଯୋଗ୍ୟ, ବିଜୟ ୧୫ ଦିନ…

ସାଇକେଲ ରୋକିବ କରୋନା ସଂକ୍ରମଣ: ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ, ୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କେନ୍ଦ୍ର ସରକାର ବିଭିନ୍ନ ରାଜ୍ୟ ସରକାରଙ୍କୁ କରୋନା ସଂକ୍ରମଣ ରୋକିବା କ୍ଷେତ୍ରରେ ସାଇକେଲ ସହିତ ଅନ୍ୟ ବିନା ମୋଟର ଚାଳିତ ଯାନର ବ୍ୟବହାର ଉପରେ ଗୁରୁତ୍ୱ ଦେବାକୁ…

ଏମିତି ହୋଇଥିଲା ପ୍ରଥମ ବିଶ୍ୱଯୁଦ୍ଧର ସୂତ୍ରପାତ

ପ୍ରଥମ ବିଶ୍ୱଯୁଦ୍ଧ ଇତିହାସ ସମ୍ପର୍କରେ ଅନେକ ବହିରେ ପଢ଼ିଥିବେ ନିଶ୍ଚିତ । ଏହି ଯୁଦ୍ଧ ୧୯୧୪ରୁ୧୯୧୮ ପର୍ଯ୍ୟନ୍ତ ଚାଲିଥିଲା। ଏହି ମହାଯୁଦ୍ଧ ଏସିଆ, ୟୁରୋପ, ଆଫ୍ରିକା ମହାଦେଶ ମଧ୍ୟରେ ଜଳ, ସ୍ଥଳ ଏବଂ ଆକାଶ ପଥରେ ହୋଇଥିଲା। କିନ୍ତୁ ଏହାକୁ ୟୁରୋପର…

କଟକରେ ରଜ କଟକଣା: ଭିଡ଼ ଜଗିବ ୩ଟି ଟିମ୍‌

କଟକ ଅଫିସ,୧୩।୬: ଆସନ୍ତା ସୋମବାର ଏବଂ ମଙ୍ଗଳବାର ରଜ ଯୋଗୁ ବଜାର ଭିଡ଼ ରହିବାର ସମ୍ଭାବନା ରହିଛି। ଅନେକ ସ୍ଥାନରେ ରଜ ଖେଳିବା ପାଇଁ ପ୍ରସ୍ତୁତି ଚାଲିଛି। ଏହାକୁ ଦୃଷ୍ଟିରେ ରଖି କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ୩ଟି ଟିମ୍‌ ଗଠନ…

ଗଞ୍ଜାମରେ ନୂଆ ପଜିଟିଭ୍‌ ମଧ୍ୟରେ ୧୧ କରୋନା ଯୋଦ୍ଧା, ଟୁଇଟ୍‌ କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର, ୧୩।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ସେଥିରେ ୧୧ ଜଣ କରୋନା ଯୋଦ୍ଧା ମଧ୍ୟ ଅଛନ୍ତି। ସେମାନେ କରୋନା ପଜିଟିଭ୍‌ମାନଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ଶନିବାର ଅପରାହ୍ନ…

ଛୋଟ ନୋଟ୍‌ର ୧୦୩ ବର୍ଷର ବଡ଼ କାହାଣୀ

ମୁମ୍ବାଇ, ୧୩।୬: ଭାରତରେ ପ୍ରଚଳିତ ସବୁ କାଗଜ ନୋଟ୍‌ରେ ରିଜର୍ଭବ୍ୟାଙ୍କ ଗଭର୍ନରଙ୍କ ହସ୍ତାକ୍ଷର ରହିଥାଏ। ତେବେ କେବଳ ଏକ ଟଙ୍କିଆ ନୋଟ୍‌ରେ ନ ଥାଏ। ଏଥିରେ ଅର୍ଥ ସଚିବଙ୍କ ହସ୍ତାକ୍ଷର ରହିଥାଏ। ଏହାକୁ ରିଜର୍ଭ ବ୍ୟାଙ୍କ ମଧ୍ୟ ଜାରି କରନ୍ତି ନାହିଁ।…

ବରିଷ୍ଠ ପ୍ରଥମ ଶ୍ରେଣୀ କ୍ରିକେଟର ବସନ୍ତ ରାୟଜୀଙ୍କ ପରଲୋକ

ମୁମ୍ବାଇ, ୧୩।୬: ବରିଷ୍ଠ ପ୍ରଥମ ଶ୍ରେଣୀ କ୍ରିକେଟର ବସନ୍ତ ରାୟଜୀଙ୍କର ଶନିିବାର ମୁମ୍ବାଇଠାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ଶହେ ବର୍ଷ ହୋଇଥିଲା। ତାଙ୍କ ଜ୍ୱାଇଁ ସୁଦର୍ଶନ ନାନାବତୀ ଏସମ୍ପର୍କରେ ସୂଚନା ଦେଇଛନ୍ତି। ତାଙ୍କର ଅନ୍ତିମ ସଂସ୍କାର ଦକ୍ଷିଣ ମୁମ୍ବାଇର…

ପ୍ରତି ଲକ୍‌ଡାଉନ ପରେ ବଢ଼ିଛି ଆକ୍ରାନ୍ତଙ୍କ ସଂଖ୍ୟା, ସରକାର ଗୋଟିଏ ପ୍ରକାର ଭୁଲ କରି ନୂଆ ପରିଣାମର ରଖୁଛନ୍ତି ଆଶା: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୩।୬: ଦେଶରେ ଜାରି ହୋଇଥିବା ଲକ୍‌ଡାଉନ ନେଇ କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବାର ଉଦ୍ୟମ କରାଯାଉଛି। ଶନିବାର ରାହୁଲ ଗାନ୍ଧୀ ଲକ୍‌ଡାଉନ ପରେ କିଭଳି ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି ତାହାର ୪ଟି ଗ୍ରାଫ୍‌…

କରୋନା ଟେଷ୍ଟ ବଢାଇବାକୁ ହେଲେ ଗାଇଡଲାଇନ୍‌ ବଦଳାଉ ଆଇସିଏମ୍‌ଆର୍‌: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୬: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାର ଟେଷ୍ଟକୁ ନେଇ ଏବେ ପ୍ରଶ୍ନ ଉଠିଛି। ଏମିତି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି, କରୋନା ଟେଷ୍ଟ ବୃଦ୍ଧି କରିବାକୁ ଚାହୁଁଥିଲେ…

ଛତ୍ରପୁର ବ୍ଲକରୁ ୪ କରୋନା ପଜିଟିଭ ଚିହ୍ନଟ: ନରେନ୍ଦ୍ରପୁର ପଞ୍ଚାୟତ, ଘଡ଼ଘଡ଼ାପଲି ଗାଁ ୧୭ ପର୍ଯ୍ୟନ୍ତ ଶଟ୍‌ଡାଉନ

ଛତ୍ରପୁର, ୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରୁ ଶନିବାର ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଘଡ଼ଘଡ଼ାପଲି ଗାଁର ୩ ଆକ୍ରାନ୍ତ ରହିଥିବା ବେଳେ ନରେନ୍ଦ୍ରପୁର ଗାଁର ଜଣେ ରହିଛନ୍ତି। ପଜିଟିଭ ଚିହ୍ନଟ ପରେ…

ଅଭିଷେକଙ୍କ ଟୁଇଟ ଦ୍ୱନ୍ଦରେ ପକାଇଲା ୟୁଜର୍ସଙ୍କୁ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଭିଷେକ ବଚ୍ଚନ ଫିଲ୍ମରେ ଅଭିନୟ କରିବା ପରେ ଏବେ ଡିଜିଟାଲ ପ୍ଲାଟଫର୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଅଭିଷେକଙ୍କ ଅଭିନୀତ ସାଇକ୍ଲୋଜିକାଲ କ୍ରାଇମ୍‌ ଥ୍ରିଲର ଓ୍ବେବ ସିରିଜ୍‌ ‘ବ୍ରିଥ୍‌: ଇନ୍‌ ଟୁ ଦ ଶେଡୋଜ୍‌’ ଜୁଲାଇ ୧୦ରେ ଆମାଜନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri