Home

ପୋଷ୍ଟ ଅଫିସରେ ବିକ୍ରିହେବ ହ୍ୟାଣ୍ଡ ସାନିଟାଇଜର

ଲକ୍ଷ୍ନୌ: ମହାମାରୀ କରୋନା ଆତଙ୍କ ସୃଷ୍ଟିକରିଥିବା ବେଳେ ଲୋକମାନଙ୍କୁ ସଚେତନ କରାଇବା ଓ ସେମାନଙ୍କୁ କରୋନାଠାରୁ ଦୂରେଇ ରଖିବା ଲାଗି ଆବଶ୍ୟକ ହେଉଥିବା ଜିନିଷ ଯୋଗାଇଦେବା ଏବେ ପ୍ରଧାନ କର୍ତ୍ତବ୍ୟ ହୋଇଛି। ଏହାକୁ ଗୁରୁତ୍ୱଦେଇ ଉତ୍ତରପ୍ରଦେଶ ପ୍ରଶାସନ ପକ୍ଷରୁ ଏକ ନୂତନ…

କରୋନା ମଲ୍‌

ବାରାଣସୀ: ପିଲାଙ୍କ ଲାଗି ଫ୍ୟାନି୍ସ କଲର ମାସ୍କ, ବିଭିନ୍ନ ଡିଜାଇନ୍‌ ମାସ୍କ, ସାନିଟାଇଜର, ହ୍ୟାଣ୍ଡ ଗ୍ଲୋବ୍ସ, ସାବୁନ, ଗାମୁଛା ଓ ଭିନ୍ନ ଧରଣର ଫେସ୍‌ କଭର ଆଦି ସମସ୍ତ କରୋନା ସମ୍ପର୍କିତ ଜିନିଷ ଗୋଟିଏ ଛାତ ତଳେ ମିଳୁଛି। ଏଠାକୁ ଲୋକଙ୍କ…

ଯୁଦ୍ଧବେଳେ ସୈନ୍ୟଙ୍କୁ ଅସନ୍ତୁଷ୍ଟ କର ନାହିଁ

ନୂଆଦିଲ୍ଲୀ,୧୩ା୬(ପି.ଟି.): ଯୁଦ୍ଧ ବେଳେ ସୈନ୍ୟଙ୍କୁ ଅସନ୍ତୁଷ୍ଟ ରଖାଯାଇପାରିବ ନାହିଁ। କରୋନା ବିରୋଧୀ ଲଢ଼େଇରେ ସାମିଲ ଡାକ୍ତରଙ୍କୁ ବେତନ ପ୍ରଦାନରେ ବିଳମ୍ବ କରାଯିବା ଉଚିତ ନୁହେଁ। ତୁରନ୍ତ ଅର୍ଥ ଯୋଗାଡ଼ କରି ସେମାନଙ୍କ ସମସ୍ୟା ଦୂର କରିବାକୁ ଶୁକ୍ରବାର ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ…

ଚାକିରିକୁ ନା’ କରି ହେଲେ ସଫଳ ଚାଷୀ

ବେଲଗାଭି(କର୍ନାଟକ): କଳା ଏବଂ ଶିକ୍ଷା ଦୁଇଟି ବିଷୟରେ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି। ଭଲ ଶିକ୍ଷକଟିଏ ହେବା ପାଇଁ ଲକ୍ଷ୍ୟ ରହିଥିଲା। ଚାହିଁଥିଲେ ଚାକିରିଟିଏ ମଧ୍ୟ ନିଶ୍ଚୟ ପାଇଯାଇଥାନ୍ତେ। ହେଲେ ଚାକିରିକୁ ଏଡ଼ାଇ ଦେଇଥିଲେ। ମାସିକ ୧୬ ହଜାର ଟଙ୍କା ଦରମାରେ…

ନେପାଳ ପୋଲିସ ଗୁଳିରେ ଭାରତୀୟ ମୃତ

ନୂଆଦିଲ୍ଲୀ,୧୩ା୬(ପି.ଟି.): ବିହାରର ସୀତାମାଢ଼ି ଜିଲା ସୀମାନ୍ତରେ ନେପାଳ ପୋଲିସର ଆଖିବୁଜା ଗୁଳିମାଡ଼ରେ ଜଣେ ଭାରତୀୟଙ୍କ ମୃତ୍ୟୁ ହେବା ସହ ୪ ଆହତ ହୋଇଛନ୍ତି। ସୋନେବର୍ଷା ଥାନା ପିପ୍ରା ପର୍ସାଇନ୍‌ ପଞ୍ଚାୟତର ଲାଲ୍‌ବନ୍ଦୀ-ଜାନକୀ ନଗର ସୀମାରେ ନେପାଳ ପୋଲିସ ସହ କେତେଜଣ ଭାରତୀୟଙ୍କର…

ବଙ୍କରକୁ ଫେରିଯାଅ

ସିଟଲ,୧୩ା୬: ଆମେରିକାର ପଶ୍ଚିମ ଉପକୂଳରେ ଥିବା ସିଟଲ ସହରରେ ବିକ୍ଷୋଭକାରୀଙ୍କ ପୋଲିସମୁକ୍ତ ସ୍ବୟଂଶାସିତ ଜୋନ୍‌ରେ ହସ୍ତକ୍ଷେପ କରିବେ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଥିଲେ। ଫଳରେ ଟ୍ରମ୍ପ୍‌ ଓ ସିଟଲ ମେୟରଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଟ୍ରମ୍ପ୍‌ ନିଜ ବଙ୍କରକୁ…

ଚନ୍ଦ୍ରକୁ ଶୁଷ୍କ ଭାବିବା ଭୁଲ୍‌

ଟୋକିଓ, ୧୩ା୬: ଚନ୍ଦ୍ର ଶୁଷ୍କ ବୋଲି ଆମେ ଭାବିଥାଉ। ବହୁ ଜ୍ୟୋତିର୍ବିଦ ଭାବନ୍ତି, ଆମର ଏକମାତ୍ର ଉପଗ୍ରହ ଅଙ୍ଗାରକ ଭଳି ଅସ୍ଥିର ତତ୍ତ୍ୱ ରହିତ, ଯାହା ପୃଥିବୀ ଓ ମଙ୍ଗଳ ମଧ୍ୟରେ ଧକ୍କାଖାଇ ଜଳିଯିବା ପରେ ସୃଷ୍ଟିହୋଇଛି। କିନ୍ତୁ ଏକ ନୂଆ…

କରୋନା ନେଲା କିସିଂ ବାବାଙ୍କ ଜୀବନ

ଭୋପାଳ/ନୂଆଦିଲ୍ଲୀ, ୧୩ା୬: ମହାକାରୀ କରୋନାର ତାଣ୍ଡବ ଜାରି ରହିଥିବା ବେଳେ କିସିଂ ବାବା ଭାବେ ଜଣାଶୁଣା ମଧ୍ୟପ୍ରଦେଶର ଆସ୍‌ଲାମର ଆତ୍ମଘୋଷିତ ଭଗବାନ ଭୂତାଣୁ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ଲୋକମାନଙ୍କ ହାତକୁ କିସ୍‌କରି ସେ କରୋନା ରୋଗୀଙ୍କୁ ଭଲ କରିଆସୁଥିବା ଦାବି…

ଉପକୂଳବର୍ତ୍ତୀ ୮୮ ଗାଁ ସୁନାମିପ୍ରବଣ

ପୁରୀ ଅଫିସ,୧୩ା୬: ଆସନ୍ତା ୧୯ ତାରିଖରେ ପୁରୀ ଜିଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ମକ୍‌ଡ୍ରିଲ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଓସ୍‌ୱାନ ସମ୍ମିଳନୀ କକ୍ଷରେ ଭିଡିିଓ କନ୍‌ଫରେନ୍ସ ମାଧ୍ୟମରେ…

ଦେବେଗୌଡ଼ା, ଖାର୍ଗେ ରାଜ୍ୟ ସଭାକୁ ନିର୍ବାଚିତ

ବେଙ୍ଗାଲୁରୁ,୧୩ା୬(ଆଇଏଏନ୍‌ଏସ୍‌): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ସୁପ୍ରିମୋ ଏଚ୍‌.ଡି. ଦେବେଗୌଡ଼ା ଏବଂ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି। ସେହିପରି ଶାସକ ଭାଜପାର ଦୁଇଜଣ ତୃଣମୂଳ ସ୍ତରର ନେତା ଅଶୋକ…

ଦେଶରେ ସ୍ଥିତି ଅସମ୍ଭାଳ

ନୂଆଦିଲ୍ଲୀ, ୧୩ା୬: ମହାକାରୀ କରୋନା ସ୍ଥିତି ଅସମ୍ଭାଳ ଆଡ଼କୁ ଗତି କରୁଛି। ବିଶ୍ୱ ସହ ତାଳଦେଇ ଭାରତରେ ମଧ୍ୟ କରୋନା ରୋଗୀଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୩,୦୧,୫୭୯ରେ ପହଞ୍ଚିଥିବା ବେଳେ ୮,୫୫୩ ଜଣ…

ହାଇବ୍ରିଡ୍‌ ହେବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୧୩ା୬ : ଏଥର ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ହାଇବ୍ରିଡ୍‌ ହୋଇପାରେ। ଅର୍ଥାତ୍‌ ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ସଦସ୍ୟଙ୍କ ଉପସ୍ଥିତି ବ୍ୟକ୍ତିଗତ ଏବଂ ଭର୍ଚୁଆଲ (ଭିଡିଓ କନ୍‌ଫରେନ୍ସ ଜରିଆରେ) ହୋଇପାରେ। କାରଣ କରୋନା ଭାଇରସ୍‌ ସଂକ୍ରମଣ ଦୃଷ୍ଟିରୁ ସାମାଜିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri