୭ ହଜାର ସ୍ବାସ୍ଥ୍ୟକର୍ମୀ ପଦବୀ ପାଇଁ ବାହାରିଲା ବିଜ୍ଞପ୍ତି: ଦରମା ଏତିକି…
ଭୁବନେଶ୍ୱର,୧୫।୭(ବ୍ୟୁରୋ)-କରୋନା ମୁକାବିଲା ପାଇଁ ପ୍ରତି ପଞ୍ଚାୟତର କୋଭିଡ୍ କେୟାର ହୋମରେ ସ୍ବାସ୍ଥ୍ୟ କର୍ମୀ ନିଯୁକ୍ତି ହେବେ। ରାଜ୍ୟ ସରକାର ୬୭୯୮ ଗ୍ରାମ ପଞ୍ଚାୟତରେ ୭ହଜାର ତାଲିମପ୍ରାପ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ଦେବେ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ କରୋନା ରିପୋର୍ଟ ଆସିଲା ନେଗେଟିଭ
ଚଣ୍ଡିଗଡ଼,୧୫।୭: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ବୁଧବାର ଏନେଇ ଖୋଦ ଅମରିନ୍ଦର ସିଂହ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ସୁରକ୍ଷା ଦୃଷ୍ଟିରୁ ମନ୍ତ୍ରୀମଣ୍ଡଳର ନିଜ ସହଯୋଗୀଙ୍କୁ ଅମରିନ୍ଦର କୋଭିଡ-୧୯ ଯାଞ୍ଚ କରାଇବାକୁ ପରାମର୍ଶ…
ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଆକ୍ରାନ୍ତ ହୋଇଥିବା ନୀଳଗିରି ବିଧାୟକ
ଭୁବନେଶ୍ୱର, ୧୫।୭(ବ୍ୟୁରୋ)-କରୋନା ଆକ୍ରାନ୍ତ ହୋଇଥିବା ନୀଳଗିରି ବିଧାୟକ ସୁକାନ୍ତ ନାୟକ ବୁଧବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୬ ତାରିଖରେ ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ବାଲେଶ୍ୱର କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ଜଣାପଡିବା ପରେ…
ପାଇଲଟ୍ଙ୍କ ପାଇଁ କଂଗ୍ରେସର ଦ୍ୱାର ସର୍ବଦା ଖୋଲାରହିଛି: ରାହୁଲ
ନୂଆଦିଲ୍ଲୀ,୧୫।୭: ରାଜସ୍ଥାନରେ ରାଜନୈତିକ ଡ୍ରାମା ଲାଗି ରହିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା ମନମାଳିନ୍ୟ ଏବେ ଚରମ ସୀମାରେ ପହଞ୍ଚିଛି। ମଙ୍ଗଳବାର ସଚିନଙ୍କୁ ଦଳର ରାଜସ୍ଥାନ ମୁଖ୍ୟ ଓ ଉପମୁଖ୍ୟମନ୍ତ୍ରୀ ପଦରୁ ବିଦା…
ମୋଦିଙ୍କ ପରେ ଲଦାଖ ଗସ୍ତ କରିବେ ପ୍ରତିରକ୍ଷାମନ୍ତ୍ରୀ
ନୂଆଦିଲ୍ଲୀ,୧୫।୭: ଲଦାଖର ଗଲଓ୍ବାନ ଘାଟିରେ ସୀମା ବିବାଦକୁ ନେଇ ନିକଟରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହାପରେ ସେଠାକାର ସ୍ଥିତି ସମୀକ୍ଷା କରିବା ପାଇଁ ଜୁଲାଇ ୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହ ଗସ୍ତ କରିଥିଲେ। ମୋଦିଙ୍କ…
ସ୍କୁଲରେ ନାମଲେଖା ଅବଧି ବଢ଼ିଲା
ଭୁବନେଶ୍ୱର, ୧୫।୭(ବ୍ୟୁରୋ)-କରୋନା ମହାମାରୀ ପାଇଁ ରାଜ୍ୟରେ ସ୍କୁଲ ଓ କଲେଜ ବନ୍ଦ ରହିଛି। ଅଗଷ୍ଟ ୩୧ ପର୍ଯ୍ୟନ୍ତ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିଛନ୍ତି। ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ସ୍କୁଲରେ ନାମଲେଖା ଅବଧିକୁ ବୃଦ୍ଧି କରିଛନ୍ତି। ଏ…
ଆଇଆଇଟି ଦିଲ୍ଲୀର ନୂଆ ଆବିଷ୍କାର: ମାତ୍ର ୬୫୦ ଟଙ୍କାରେ ହେବ କରୋନା ଯାଞ୍ଚ
ନୂଆଦିଲ୍ଲୀ,୧୫।୭: ଆଇଆଇଟି ଦିଲ୍ଲୀ ପକ୍ଷରୁ କରୋନା ଯାଞ୍ଚ ପାଇଁ ଏକ ନୂଆ କିଟ୍ର ଆବିଷ୍କାର କରାଯାଇଛି। ଏହି କିଟ୍ ଉନ୍ନତ ଧରଣର ହୋଇଥିବା ବେଳେ କରୋନା ଯାଞ୍ଚର ସଠିକ୍ ଫଳାଫଳ ମାତ୍ର ୩ଘଣ୍ଟାରେ ଉପଲବ୍ଧ ହୋଇପାରିବ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା…
କେବଳ ସଚିନ ନୁହଁନ୍ତି, ବାପା ରାଜେଶ ମଧ୍ୟ କରିଥିଲେ ଗାନ୍ଧୀ ପରିବାର ବିରୋଧରେ ବିଦ୍ରୋହ: ଗେହଲଟଙ୍କ ସହ ଭଲ ନୁହେଁ ସମ୍ପର୍କ
ନୂଆଦିଲ୍ଲୀ,୧୫।୭: ରାଜସ୍ଥାନରେ ଗେହଲଟ ସରକାରଙ୍କ ବିରୋଧରେ ବିଦ୍ରୋହ କରି ବିଦା ହୋଇଛନ୍ତି ସଚିନ ପାଇଲଟ। ଏହି ନେତାଙ୍କୁ ଉଭୟ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପଦରୁ ମଧ୍ୟ ହଟାଇ ଦିଆଯାଇଛି। କେବଳ ସଚିନ ନୁହନ୍ତି ତାଙ୍କ ଅନୁଗତ…
ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ ପ୍ଲାଜମା ଥେରାପି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ଗୁରୁତର କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ କଟକ ଏସ୍ସିବି ମେଡିକାଲ କଲେଜରେ କୋଭିଡ୍ ପ୍ଲାଜ୍ମା ବ୍ୟାଙ୍କ ଉଦ୍ଘାଟନ କରିଛନ୍ତି। ଏହାଦ୍ୱାରା ପ୍ଲାଜ୍ମା ଥେରାପି ବ୍ୟବସ୍ଥା ଆରମ୍ଭ କରିଥିବା ଦେଶର ଅଳ୍ପ କେତେକ…
କରୋନା ଆଗରେ ହାର ମାନିଛି ମାନବିକତା: ୭ଘଣ୍ଟା ଧରି ଘର ବାହାରେ ପଡ଼ିରହିଲା ମୃତଦେହ
କୋଲକାତା,୧୫।୭: ଦେଶରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ତେବେ କରୋନାକୁ ନେଇ କେଉଁଠି ଲୋକ ସଚେତନ ନ ଥିବା…
୫୦ ବର୍ଷରେ ଦ୍ୱାଦଶ ପାସ୍ କଲେ ଏହି ମହିଳା: ଶୁଭେଚ୍ଛା ଜଣାଇଲେ ଶିକ୍ଷାମନ୍ତ୍ରୀ
ପାଠ ପଢ଼ିବା ପାଇଁ କୌଣସି ବୟସ ନ ଥାଏ। ମେଘାଳୟର ଜଣେ ୫୦ ବର୍ଷୀୟା ମହିଳା ଦ୍ୱାଦଶ ପାସ୍କରି ଏହା ପ୍ରମାଣ କରି ଦେଖାଇଛନ୍ତି। ସେ ହେଲେ ଲଙ୍କିତେ ସେମ୍ଲିନ୍। ମେଘାଳୟ ବୋର୍ଡରୁ ଲଙ୍କିତେ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି। ତିନି…
ଏକଦା ପ୍ରେମିକାଙ୍କ ପାଇଁ ସୁନିଲଙ୍କ ଆଗରେ ହାତ ଯୋଡ଼ିଥିଲେ ସଲମାନ୍; ଜାଣନ୍ତୁ ପୁରା ଘଟଣା
ବମ୍ବେ: ବଲିଉଡ୍ ଅଭିନେତା ସୁନିଲ ସେଟ୍ଟୀଙ୍କୁ ଇଣ୍ଡଷ୍ଟ୍ରୀର ଅନ୍ନା ବୋଲି କୁହାଯାଏ। ହେଲେ ଯଦି ତାଙ୍କର ବିତୃଷ୍ଣା ଭାବ ଆସେ ତେବେ ସେ ତାଙ୍କ ସହ କଥା ହୁଅନ୍ତି ନାହିଁ। ସୁପରଷ୍ଟାର ସଲମାନ୍ଙ୍କ ସହ ତାଙ୍କ ସମ୍ପର୍କ ବେଶ୍ ଭଲ। ହେଲେ…
Archives


