Home

ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ, ପିତୃପୁରୁଷଙ୍କୁ ପିଣ୍ଡଦାନ କରି ଶ୍ରଦ୍ଧାଳୁ…

ପୁରୁଷୋତ୍ତମପୁର,୨୭ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ଗୁରୁବାର ହଜାର ହଜାର ସଂଖ୍ୟାରେ ଭକ୍ତ ବୁଡ଼ ପକାଇବାରେ ଲାଗିଛନ୍ତି। ଏହା ସହ ପିତୃପୁରୁଷଙ୍କ ଲାଗି…

ବିବାହ କାର୍ଡ ବାଣ୍ଟିବାକୁ ଯାଇଥିଲେ ଯୁବକ, ଚାପିଦେଲା ଟ୍ରକ୍‌

ସଇଁନ୍ତଳା,୨୭ା୩(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ଥାନା ନିକଟରେ ଏକ ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ଜଣକ ହେଉଛନ୍ତି ଜ୍ଞାନ ରଞ୍ଜନ ବେହେରା। ପୋଲିସ ସୂଚନାନୁସାରେ…

ବଡ଼ ସୂଚନା ଦେଲେ ଭକ୍ତ, ‘ଆନ୍ଦୋଳନରେ ପହଞ୍ଚିବେ ରାହୁଲ’

ଭୁବନେଶ୍ୱର,୨୭।୩: ରାଜଧାନୀରେ କଂଗ୍ରେସ କରିଛି ରଣହୁଙ୍କାର। କଂଗ୍ରେସର ଗର୍ଜନରେ ଉଠୁଛି ପଡୁଛି ରାଜଧାନୀ। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ ହାଇ ସିକ୍ୟୁରିଟି । ସମସ୍ତ ଗେଟ ବନ୍ଦ କରାଯିବା ସହ ତନ୍ନ ତନ୍ନ ଯାଞ୍ଚ…

୬୦ ବର୍ଷ ବୟସରେ ୟୁଟ୍ୟୁବ୍‌ ଚ୍ୟାନେଲ ଲଞ୍ଚ କଲେ ଆମିର

ମୁମ୍ବାଇ: ପ୍ରଶଂସକଙ୍କୁ ଖୁସିଖବର ଦେଇଛନ୍ତି ବଲିଉଡ ସୁପରଷ୍ଟାର ଆମିର ଖାନ୍‌। ପୂର୍ବରୁ ତାଙ୍କର କୌଣସି ବ୍ୟକ୍ତିଗତ ସୋସିଆଲ ମିଡିଆ ଆକାଉଣ୍ଟ ନ ଥିଲା। ହେଲେ ଏବେ ସେ ବଡ଼ ପଦକ୍ଷେପ ନେଇ ନିଜର ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଲଞ୍ଚ କରିଛନ୍ତି। ଆମିରଙ୍କ ପ୍ରଯୋଜନା…

ନଗ୍ନ ଭିଡିଓ ଭାଇରାଲ ଧମକ ଦେଇ ପିଉସା କରୁଥିଲେ ବଳାତ୍କାର, ଏବେ ଝିଆରୀ ୩ ମାସର ଗର୍ଭବତୀ

ବାରିପଦା,୨୭ା୩(ନୀଳାଦ୍ରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜନୈକା ଦଶମ ଶ୍ରେଣୀ ଛାତ୍ରୀଙ୍କ ନଗ୍ନ ଭିଡିଓ ଭାଇରାଲ ଧମକରେ ସମ୍ପର୍କୀୟ ପିଉସା ବାରମ୍ବାର ବଳାତ୍କାର କରିବା ଘଟଣା ସହରରେ ଆଲୋଡ଼ନ ସୃଷ୍ଟି ହୋଇଛ। ପୀଡ଼ିତା ଛାତ୍ରୀ ଜଣକ ଅନ୍ତଃସତ୍ତ୍ୱା…

ବିରୋଧୀଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ସେମାନେ ଦଳର…

ଭୁବନେଶ୍ୱର,୨୭ା୩: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ପ୍ରେସ୍‌ମିଟ୍‌ କରି ବିରୋଧୀଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଓ ତାଙ୍କ ଦଳର ନେତା ଆତ୍ମସମୀକ୍ଷା କରନ୍ତୁ। ସେମାନେ ବିରୋଧୀ ଦଳର ଭୂମିକା କ’ଣ ବୁଝିନାହାନ୍ତି। ବିରୋଧୀଙ୍କ…

ହୋମ୍‌ଗାର୍ଡ ପରୀକ୍ଷା ବେଳେ ଅଚେତ ହୋଇପଡ଼ିଥିଲେ ପରୀକ୍ଷାର୍ଥୀ, ଚିକିତ୍ସାଧୀନ ଅବସ୍ଥାରେ…

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ଚାଲିଥିଲା ଶାରିରୀକ ପରୀକ୍ଷା। ଏହି ପରୀକ୍ଷା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପରୀକ୍ଷା ପାଇଁ ଦୌଡ଼ିବା ସମୟରେ ଜଣେ ପରୀକ୍ଷାର୍ଥୀ ଅସୁସ୍ଥ ହୋଇ ପଡ଼ିଥିଲେ। ମୃତ ପରୀକ୍ଷାର୍ଥୀ ଜଣକ ହେଲେ…

ବାପାଙ୍କ ସହ ଯୁକ୍ତିତର୍କ ପରେ ଫ୍ୟାନ୍‌ରେ ଝୁଲି ପଡ଼ିଲେ ନାବାଳକ

ଫୁଲବାଣୀ, ୨୭।୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ଅଞ୍ଚଳରେ ବୁଧବାର ଜଣେ ନାବାଳକଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଜଣଙ୍କ ହେଲେ କେନ୍ଦୁପଦରର ଅଭିଜିତ ବଗର୍ତ୍ତି। ସେ ଏଜେଓ ହାଇସ୍କୁଲରେ ପାଠ ପଢୁଥିଲେ…

ଭୁବନେଶ୍ୱରକୁ ଘେରିଗଲେ ପୋଲିସ ଫୋର୍ସ, ଚେତାବନୀ ଦେଲେ ଭକ୍ତ ଦାସ…

ଭୁବନେଶ୍ୱର,୨୭।୩: ଆଜି ଭୁବନେଶ୍ୱର ଘେରିବ କଂଗ୍ରେସ। ଏନେଇ ହାଇ ଆର୍ଲଟ ମୋଡରେ ରାଜଧାନୀ। ସାରା ଭୁବନେଶ୍ୱରରେ ହୋଇଛି ପୋଲିସ ଛାଉଣୀ। ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ…

ସକାଳୁ ସକାଳୁ ଭୁବନେଶ୍ୱରକୁ ଘେରିଗଲେ ପୋଲିସ, ରାଜଧାନୀରେ ଟ୍ରାଫିକ୍‌ ଜାମ୍‌

ଭୁବନେଶ୍ୱର,୨୭।୩: ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ ଗଣ୍ଡାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ହୋଇଛି ନକ୍ସା। ଆଉ…

ଦକ୍ଷିଣ କୋରିଆରେ ଜଙ୍ଗଲ ନିଆଁ: ଜଳିଗଲା ୩୦୦ ଘର, ୨୪ ମୃତ

ସିଓଲ,୨୭ା୩: ଦକ୍ଷିଣ କୋରିଆର ଦକ୍ଷିଣ ଭାଗ ଜଙ୍ଗଲରେ ଲାଗିଥିବା ନିଆଁରେ ଅଦ୍ୟାବଧି ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିଛି। ବନାଗ୍ନିରେ ୩୦୦ରୁ ଅଧିକ ଘର ଜଳିଯାଇଛି। ନିଆଁର ଭୟାବହତାକୁ ଦୃଷ୍ଟିରେ ରଖି ପ୍ରାୟ ୨୯,୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା…

ଶିନ୍ଦେଙ୍କ ପରେ ସୀତାରାମନଙ୍କୁ କଟାକ୍ଷ କରି ଫସିଲେ, ଦ୍ୱିତୀୟ ଥର ସମନ କଲା ମୁମ୍ବାଇ ପୋଲିସ

ମୁମ୍ବାଇ, ୨୭।୩: ବିବାଦରେ ଥିବା ଷ୍ଟାଣ୍ଡ୍‌ଅପ୍‌ କମେଡିଆନ କୁନାଲ କାମ୍‌ରା ବୁଧବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଟାର୍ଗେଟ କରି ନିଜର ଏକ ବ୍ୟଙ୍ଗାତ୍ମକ ଗୀତର ଭିଡିଓକୁ ଏକ୍ସ’ରେ ପୋଷ୍ଟ କରିଛନ୍ତି। ୧୯୮୭ ମସିହାର ସୁପରହିଟ ଫିଲ୍ମର ‘ମିଷ୍ଟର ଇଣ୍ଡିଆ’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri