ମହଙ୍ଗା ପଡିଲା ଅନ୍ଲାଇନରେ ଖାଦ୍ୟ ମଗାଇବା: ଭାଇ, ଭଉଣୀଙ୍କ ଆକାଉଣ୍ଟରୁ ୧.୦୩ ଲକ୍ଷ ଗାଏବ
ବ୍ରହ୍ମପୁର ଅଫିସ,୧୧ା୬-ବ୍ରହ୍ମପୁରରେ ପୁଣି ଥରେ ସାଇବର ଅପରାଧୀ ଗ୍ୟାଙ୍ଗ ସକ୍ରିୟ ହୋଇ ଉଠିଛନ୍ତି। ଅନଲାଇନରେ ଖାଦ୍ୟ ଅର୍ଡର କରି ମଗାଇବା ଜଣେ ଛାତ୍ର ପାଇଁ ଏବେ ମହଙ୍ଗା ପଡିଛି। ଏଥିରେ ତାଙ୍କ ଭଉଣୀ ମଧ୍ୟ ଠକାମୀର ଶିକାର ହୋଇଛନ୍ତି। ଠକ ଗ୍ୟାଙ୍ଗ…
କରୋନା ଭୟ: ସାବୁନରେ ସଫାକଲେ ଧନିଆପତ୍ର
ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏଥିରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍ଡାଉନ ଜାରି ହୋଇଛି। ଏହି ସମୟରେ ଲୋକେ ଘରକୁ ଆଣୁଥିବା ଜିନିଷକୁ ସର୍ବପ୍ରଥମେ ସାନିଟାଇଜ କରୁଛନ୍ତି। ଏବେ ଟିକ୍ଟକ୍ରେ ଏମିତି…
ସତର୍କତାର ସହ ରଜ ପାଳନ କରନ୍ତୁ: ବାଗ୍ଚୀ
ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ରଜ ପର୍ବକୁ ସତର୍କତାର ସହ ପାଳନ କରିବାକୁ ରାଜ୍ୟ ସରକାରଙ୍କ କରୋନା ମୁଖପାତ୍ର ସୁବ୍ରତୋ ବାଗ୍ଚୀ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ସମଗ୍ର ନାରୀ ଜାତିକୁ ସମ୍ମାନ ଦେବାର ପର୍ବ ରଜ। ଏହି ସମୟରେ…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧଳାପଥର ଏଏସ୍ଆଇ
ଖୋର୍ଦ୍ଧା ଅଫିସ,୧୧ା୭ : ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଧଳାପଥର ଏଏସ୍ଆଇ ଅଶୋକ କୁମାର ପଣ୍ଡା ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ଜମିଜମା ଘଟଣାରେ ରଫାଦଫା ଲାଗି ସେ ୨୦ହଜାର ଟଙ୍କା ଲାଞ୍ଚ ନେଉଥିଲେ। ପ୍ରକାଶ…
ମାସ୍କ କିଣାବିକା ଦୁର୍ନୀତି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ
ଖୋର୍ଦ୍ଧା ଅଫିସ,୧୧ା୬: ରାଜ୍ୟରେ କରୋନା ଭୂତାଣୁ କାୟା ବିସ୍ତାର କରିବାରେ ଲାଗିଛି। କରୋନା ମୁକାବିଲା ପରିବର୍ତ୍ତେ ରାଜ୍ୟରେ ମାସ୍କ କିଣାବିକା ଦୁର୍ନୀତି ଚାଲିଛି। ଏହାର ପ୍ରତିବାଦରେ ଗୁରୁବାର ଖୋର୍ଦ୍ଧା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…
ଦେଶରେ ହୋଇନାହିଁ ଗୋଷ୍ଠୀ ସଂକ୍ରମଣ, ୪୯.୨୧ ପ୍ରତିଶତ ରହିଛି ସୁସ୍ଥତା ହାର
ନୂଆଦିଲ୍ଲୀ,୧୧।୬: କରୋନା ସଂକ୍ରମଣକୁ ନେଇ ଏକ ମିଳିତ ଖବରଦାତା ସମ୍ମିଳନୀରେ ଗୁରୁବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନୂଆ ତଥ୍ୟ ପ୍ରଦାନ କରାଯାଇଛି। ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ କହିଛନ୍ତି ଦେଶରେ ଏବେ କରୋନା ସୁସ୍ଥତାର ହାର ୪୯.୨୧ ପ୍ରତିଶତ ରହିଛି।…
ଅମିତାଭଙ୍କ ସହ ଫଟୋ ଶେୟାର କଲେ ଶତ୍ରୁଘ୍ନ: କହିଲେ, ‘ବନ୍ଧୁତା ଅତୁଟ ରହୁ’
ମୁମ୍ବାଇ: ଅମିତାଭ ବଚ୍ଚନ ଏବଂ ଶତ୍ରୁଘ୍ନ ସିହ୍ନା ବଲିଉଡ୍ର ଦୁଇ ଖ୍ୟାତନାମା କଳାକାର। ୭୦ ଦଶକର ଏହି ଦୁଇଜଣଙ୍କ ବନ୍ଧୁତା ଉପରେ ଆଜିପର୍ଯ୍ୟନ୍ତ କାହାର ନଜର ଲାଗିନାହିଁ। ଯଦିଓ ଦୁଇଜଣଙ୍କ ମଧ୍ୟରେ ତୁ ତୁ ମେ ମେ କିଛିଦିନ ଧରି ଚାଲିଥିଲା।…
CORONAVIRUS UPDATE: ସୁସ୍ଥ ହେଲେ ଆଉ ୭୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୨,୩୫୪କୁ ବୃଦ୍ଧି
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଆଉ ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୧୭ଜଣ ରହିଛନ୍ତି। ସେହିଭଳି ସୋନପୁରରୁ ୯, ଜଗତସିଂହପୁରରୁ ୬, କଟକ-କଳାହାଣ୍ଡି-ସୁନ୍ଦରଗଡ଼ରୁ ୫, ବାଲେଶ୍ୱର-ମୟୂରଭଞ୍ଜରୁ ୪, ଖୋର୍ଦ୍ଧା-କନ୍ଧମାଳ-ସମ୍ବଲପୁରରୁ ୩ ଲେଖାଏ ଏବଂ ଝାରସୁଗୁଡ଼ାରୁ ଜଣେ ଆକ୍ରାନ୍ତ…
ନେଟଫ୍ଲିକ୍ସରେ ରିଲିଜ ହେବ ‘ଗୁଞ୍ଜନ ସକ୍ସେନା ଦ କାର୍ଗିଲ ଗର୍ଲ’
ବଲିଉଡ୍ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ଅଭିନୀତ ‘ଗୁଞ୍ଜନ ସକ୍ସେନା ଦି କାର୍ଗିଲ ଗର୍ଲ’ ନେଟଫ୍ଲିକ୍ସରେ ରିଲିଜ ହେବ। ଏହି ଫିଲ୍ମର ନିର୍ମାତା କରଣ ଜୋହର ଏହା ଘୋଷଣା କରିଛନ୍ତି। ଧର୍ମା ପ୍ରଡକ୍ସନ ବ୍ୟାନରରେ ର୍ନିମିତ ଏହି ଫିଲ୍ମର ନିର୍ଦ୍ଦେଶନା ଦେଉଛନ୍ତି ଶରନ…
ବାଲିଅନ୍ତା ତହସିଲଦାରଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ବାଲିଅନ୍ତା ତହସିଲଦାର, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଜାମିନ ମିଳିଛି। ତହସିଲଦାର ରଶ୍ମୀରେଖା ପ୍ରଧାନ, ଡାଟା ଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁଙ୍କୁ ହାଇକୋର୍ଟ ଗୁରୁବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଏକ ଜମିଜମା ମାମଲା ପାଇଁ ୧ଲକ୍ଷ ୨୦ହଜାର ଟଙ୍କା ଲାଞ୍ଚ…
ବାଲିଗୁଡ଼ାରେ ମୂର୍ତ୍ତି ଭାଙ୍ଗିବା ଘଟଣା: ତାତିଲା ବରଗଡ଼ ଡୁମାଲ ସେନା
ବରଗଡ଼ ଅଫିସ,୧୧ା୬: କନ୍ଧମାଳ ଜିଲା ବାଲିଗୁଡ଼ାରେ ସ୍ଥାପିତ ଡୁମାଲ ଜାତିର ଅଧିଷ୍ଠାତ୍ରୀ ଦେବୀ ମା’ ମାହେଶରୀଙ୍କ ମୂର୍ତ୍ତିକୁ କିଛିଦିନ ତଳେ ଦୁର୍ବୃତ୍ତମାନେ ଭାଙ୍ଗି ଦେଇଛନ୍ତି। ଏହି ଘଟଣା ଡୁମାଲ ସମାଜର ଲୋକଙ୍କ ଭାବାବେଗକୁ ଗଭୀର ଆଘାତ ଦେଇଛି। ଏପରିକି ଉକ୍ତ ମୂର୍ତ୍ତି…
କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ୧୬ ଟଙ୍କାରୁ ଟଙ୍କାଟିଏ ବି ଅଧିକ ଦେଇନାହିଁ ଓଡ଼ିଶା; କଂଗ୍ରେସର ଅପପ୍ରଚାର ଦୁର୍ଭାଗ୍ୟଜନକ: ବିଜେଡି
ଭୁବନେଶ୍ୱର,୧୧।୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ମାସ୍କ ଅଧିକ ଦରରେ କିଣିବା ଅଭିଯୋଗ ନେଇ ଗୁରୁବାର ଉତ୍ତର ରଖିଛି ବିଜେଡି। ରାଜ୍ୟ ସରକାର କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ଦର ଅନୁଯାୟୀ ଡାକ୍ତରୀ ଉପକରଣ କିଣିଛନ୍ତି। ମହାମାରୀ ସମୟରେ ଅର୍ଥ ସଞ୍ଚୟ ଅପେକ୍ଷା…
Archives


