ପ୍ରିୟଙ୍କାଙ୍କ ଅନୁରୋଧ ରଖିଲେ ମୋଦି
ନୂଆଦିଲ୍ଲୀ,୧୫।୭: ସରକାରୀ ବଙ୍ଗଳା ଖାଲିକରିବା ଲାଗି କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ପ୍ରିୟଙ୍କାଙ୍କ ଅନୁରୋଧକ୍ରମେ ପ୍ରଧାନମନ୍ତ୍ରୀ ମୋଦି ଆଉ କିଛିଦିନ ଲୋଧି ଇଷ୍ଟେଟ୍ ବଙ୍ଗଳାରେ ରହିବା ଲାଗି ତାଙ୍କୁ ଅନୁମତି ଦେଇଛନ୍ତି। ୨୦୧୧ରେ କଂଗ୍ରେସ…
ଭାରତରେ ଟିକାର ମାନବ ପରୀକ୍ଷା ଖୁବ୍ଶୀଘ୍ର
ନୂଆଦିଲ୍ଲୀ,୧୫ା୭: ଭାରତରେ ଦୁଇଟି ସଂସ୍ଥା ପକ୍ଷରୁ ପ୍ରସ୍ତୁତ କରୋନା ଟିକାର ଲାବରେଟୋରି ପରୀକ୍ଷା ସଫଳ ହୋଇଛି। ଚଳିତ ମାସ ଶେଷ ସୁଦ୍ଧା ମାନବ ଶରୀରରେ ଏହାର ପରୀକ୍ଷା ଆରମ୍ଭ ହେବ ବୋଲି ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍ଆର୍)ର ମହାନିର୍ଦ୍ଦେଶକ ବଳରାମ…
ଭାରତରେ ଅପପୁଷ୍ଟି କମୁଛି
ଜାତିସଂଘ,୧୫ା୭: ଭାରତରେ ୧୦ ବର୍ଷ ମଧ୍ୟରେ ଅପପୁଷ୍ଟିରେ ପୀଡ଼ିତଙ୍କ ସଂଖ୍ୟା ୬ କୋଟି ହ୍ରାସ ପାଇଛି। ଅନ୍ୟପକ୍ଷରେ ବୟସ୍କଙ୍କଠାରେ ମେଦବହୁଳତା ବୃଦ୍ଧି ପାଉଥିବା ଜାତିସଂଘ ରିପୋର୍ଟରେ କୁହାଯାଇଛି। ଜାତିସଂଘ ପକ୍ଷରୁ ସୋମବାର ପ୍ରକାଶ ପାଇଥିବା ବିଶ୍ୱରେ ଖାଦ୍ୟ ନିରାପତ୍ତା ଓ ପୋଷଣ…
ଅଯୋଧ୍ୟା ହିଁ ରାମଙ୍କ ଜନ୍ମସ୍ଥାନ
ନୂଆଦିଲ୍ଲୀ,୧୫।୭: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଭଗବାନ ରାମ ଜଣେ ନେପାଳୀ ଓ ତାଙ୍କ ଜନ୍ମସ୍ଥାନ ଅଯୋଧ୍ୟା ନେପାଳରେ ରହିଛି ବୋଲି କହିବା ପରେ ଏହାକୁ ନେଇ ଭାରତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଭିନ୍ନ ମଠ ମହନ୍ତ, ସାଧୁସନ୍ଥମାନେ…
ପାଇଲଟଙ୍କୁ ଓହ୍ଲାଇଦେଲା କଂଗ୍ରେସ
ଜୟପୁର/ନୂଆଦିଲ୍ଲୀ,୧୫ା୭: ଯାହା ଆଶଙ୍କା କରାଯାଉଥିଲା ଶେଷରେ ତାହା ହିଁ ହେଲା। ରାଜସ୍ଥାନରେ ଗେହଲଟ ସରକାର ରୂପକ ବିମାନରୁ ସହଚାଳକ (କୋପାଇଲଟ) ସଚିନ ପାଇଲଟଙ୍କୁ ଓହ୍ଲାଇଦେଇଛି କଂଗ୍ରେସ। ଏହି ବିଦ୍ରୋହୀ ନେତାଙ୍କୁ ଉଭୟ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି (ପିସିସି)…
ସଜେଇ ହେଉଛି ଉଦଳା ସହର
ଉଦଳା, ୧୫ା୭(ଡି.ଏନ.ଏ.)-କଳା ସଂସ୍କୃତିକୁ ବଞ୍ଚାଇ ରଖିବା ସହିତ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଛି ଏକ ନିଆରା ପ୍ରୟାସ ା ସବୁଜ ସୁନ୍ଦର ଉଦଳା ଏବେ କଳା ସଂସ୍କୃତିର ଝଲକରେ ଝଲସି ଉଠିଛି ା ଯେଉଁ ରାସ୍ତା କଡ଼ ପାଚେରି…
ଆଇସିସି ର଼୍ୟାଙ୍କିଙ୍ଗ୍: ଦ୍ୱିତୀୟ ସ୍ଥାନକୁ ଉଠିଲେ ଜାସନ ହୋଲ୍ଡର
ଦୁବାଇ ୧୫ା୭ (ପି.ଟି.)-ଆଇସିସି ଟେଷ୍ଟ ପ୍ଲେୟର ର଼୍ୟାଙ୍କିଙ୍ଗ୍ରେ ଓ୍ବେଷ୍ଟଇଣ୍ଡିଜ ବୋଲର ଜାସନ ହୋଲ୍ଡର ତାଙ୍କ କ୍ୟାରିୟର ଶ୍ରେଷ୍ଠ ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହ ସବୁଠାରୁ ଅଧିକ ରେଟିଂ ପଏଣ୍ଟ ଅର୍ଜନ କରିପାରିଛନ୍ତି। କର୍ଟନୀ ଓ୍ବାଲ୍ସଙ୍କ ପରେ ୨୦ ବର୍ଷ ମଧ୍ୟରେ…
ସାମ୍ନାକୁ ଆସିଲା ଅଭିନେତା ସୁଶାନ୍ତଙ୍କ ମୃତ୍ୟୁ ପଛର ସତ !
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ଇତି ମଧ୍ୟରେ ଏକ ମାସ ବିତିଲାଣି। ହେଲେ ପ୍ରଶଂସକମାନେ ତାଙ୍କ ମୃତ୍ୟୁକୁ ଗ୍ରହଣ କରିବାକୁ ନାରାଜ। ଅପରପକ୍ଷେ ପୋଲିସ ଯାଞ୍ଚକୁ ଏକପ୍ରକାର ଶେଷ କରିଛି। ପୋଷ୍ଟମର୍ଟମ ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ଏହାଛଡ଼ା…
କରୋନା ଆଇସୋଲେଶନ୍ ଓ୍ବାର୍ଡ୍ରେ ନର୍ସଙ୍କୁ ଦୁର୍ବ୍ୟବହାର: ନିର୍ଧୁମ ଛେଚା ଖାଇଲେ ଡାକ୍ତର
ହରିୟାଣାର ପଞ୍ଚକୁଳାର ଏକ ଡାକ୍ତରଖାନାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। କରୋନା ଆଇସୋଲେଶନ୍ ଓ୍ବାର୍ଡରେ ଜଣେ ନର୍ସଙ୍କ ସହ ଦୁର୍ବବ୍ୟହାର କରିବାକୁ ନେଇ ଡାକ୍ତରଙ୍କୁ ନିର୍ଧୁମ ମାଡ଼ ଖାଇବାକୁ ପଡ଼ିଥିବା ଚର୍ଚ୍ଚାର ବିଷୟ ପାଲଟିଛି। ଶନିବାର ରାତିର ଏହି ଘଟଣା। କରୋନା…
ଚାଷ କରି ହାଲିଆ ହେଲେଣି ସଲମାନ୍: ଫଟୋ ଶେୟାର ପରେ ଲୋକେ କହୁଛନ୍ତି ଏଭଳି କିଛି
ବମ୍ବେ: ବଲିଉଡ୍ର ଦବଙ୍ଗ ଖାନ୍ ସଲମାନ୍ ଦୀର୍ଘ ଦିନ ଧରି ନିଜ ଫାର୍ମହାଉସ୍ରେ ଫସି ରହିଛନ୍ତି। ଲକ୍ଡାଉନ୍ ପୂର୍ବରୁ ସେ ଛୁଟି କଟାଇବାକୁ ଯାଇଥିଲେ। ଇତିମଧ୍ୟରେ ଅନେକ ମାସ ବିତିଲାଣି। ଗୋଟିଏ ପଟେ ମହାରାଷ୍ଟ୍ରରେ ଦିନକୁ ଦିନ କରୋନା ପଜିଟିଭ୍ ମାମଲା…
କ୍ୟାଶ୍ କାଉଣ୍ଟରରୁ ୧୦ ଲକ୍ଷ ଟଙ୍କା ନେଇ ଦୌଡ଼ିଲେ ୧୨ ବର୍ଷର ବାଳକ, ଆଉ ତା ପରେ…
ମଧ୍ୟପ୍ରଦେଶର ନୀମଚ ଜିଲାରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଏଠାରେ ଥିବା ଜିଲା ସମବାୟ କେନ୍ଦ୍ରୀୟ ବ୍ୟାଙ୍କର ଏକ ଶାଖାରେ ଦିନ ଦ୍ୱିପ୍ରହରେ ୧୦ ଲକ୍ଷ ଟଙ୍କା ଚୋରି ହୋଇଛି। ଏହାକୁ କରିଛନ୍ତି ୧୨ ବର୍ଷର ଜଣେ ବାଳକ। ମଙ୍ଗଳବାର…
ବାଲେଶ୍ୱର ରେମୁଣା ବିଧାୟକ କରୋନା ପଜିଟିଭ୍
ବାଲେଶ୍ୱର ଅଫିସ, ୧୪।୭-ବାଲେଶ୍ୱରର ଆଉ ଜଣେ ବିଧାୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପ୍ରଥମେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ପରେ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଓ ଏବେ ରେମୁଣା ନିର୍ବାଚନମଣ୍ଡଳୀର ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଏହି ଭୂତାଣୁରେ…
Archives


