Home

ନାବାଳିକା ଝିଆରୀଙ୍କୁ ବଳାତ୍କାର କରିଥିଲେ କକା: ମିଳିଳା ଏମିତି ଦଣ୍ଡ

ବ୍ରହ୍ମପୁର,୧୯/୫(ସୁବାସ ଚନ୍ଦ୍ର ପାଢ଼ୀ):ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ ପ୍ରଣତି ପଟ୍ଟନାୟକ ସୋମବାର ଜନୈକା ନାବାଳିକା ବଳାତ୍କାରୀଙ୍କୁ ଉପଯୁକ୍ତ ପ୍ରମାଣ ଆଧାରରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ତାଙ୍କ ଘର ସମ୍ମୁଖରେ ରହୁଥିବା ସମ୍ପର୍କୀୟ କକା। ଜଜ ଅଭିଯୁକ୍ତକୁ ୨୦ବର୍ଷ ଜେଲ…

ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ଲୁଟେରା ଗିରଫ

ଗଜପତି,୧୯।୫(ଗିରିଧାରୀ ପରିଛା): ଗଜପତି ପୋଲିସକୁ ମିଳିଛି ବଡଧରଣର ସଫଳତା। ଜଣେ ଆନ୍ତଃରାଜ୍ୟ ଲୁଟେରାକୁ ଧରିବାରେ ସକ୍ଷମ ହୋଇଛି ପୋଲିସ। ଗିରଫ ଲୁଟେରା ଜଣକ ହେଉଛି ୟୁ ନବୀନ କୁମାର। ସେ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ମାନ୍ଦାସା ମଣ୍ଡଳର ସୋଣ୍ଡିପୋଡି ଗ୍ରାମର ବୋଲି…

ବୋହୂଙ୍କୁ ପଥରରେ ଛେଚି ହତ୍ୟା ଉଦ୍ୟମ କରୁଥିଲେ ଶ୍ୱଶୁର: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ଗ୍ରାମର ଆନନ୍ଦ ଗୌଡ଼ଙ୍କୁ ରବିବାର ଦିଗପହଣ୍ଡି ଥାନା ଏସ.ଆଇ ସୋଫିଆ ମିଶ୍ର ଗିରଫ କରି ବ୍ରହ୍ମପୁର ସଦର କୋର୍ଟଚାଲାଣ କରିଛନ୍ତି।ଥାନା ମାମଲା ନଂ.୧୭୮/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ…

କେସିଙ୍ଗା ଏନଏସିରୁ ମ୍ୟୁନିସିପାଲଟି ଗଠନକୁ ଦୃଢ଼ ବିରୋଧ:ଗର୍ଜିଲେ ପଞ୍ଚାୟତବାସୀ

କେସିଙ୍ଗା,୧୯।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ତହସିର ଗ୍ରାମ ପଞ୍ଚାୟତର କୁର୍ଲୁପଡା ସ୍ଥିତ ସରକାରୀ ବିଦ୍ୟାଳୟ ପରିସରରେ ୱାର୍ଡ ସଭ୍ୟ ଯୋଗେନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଏକ ପଲ୍ଲିସଭା ସୋମବାର ଅନୁଷ୍ଠିତ ହୋଇଥିଲା। ୱାର୍ଡ ନମ୍ବର ୧୨ସ୍ଥିତ ନୂଆପଡା ଓ…

ବାୟୁ ପ୍ରଦୂଷଣ ବଳୟରେ ପଟ୍ଟାମୁଣ୍ଡାଇ ସହର: ଗଛରୁ କମୁଛି ନଡ଼ିଆ

ପଟ୍ଟାମୁଣ୍ଡାଇ,୧୯ା୫ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ଧୂଳି, ଧୂଆଁରେ ସହରାଞ୍ଚଳ ବାୟୁମଣ୍ଡଳ ଭରିଯାଉଛି। ସହରରେ ବାୟୁ ପ୍ରଦୂଷଣ ବେଳକୁବେଳ ଘାତକ ହେବାରେ ଲାଗିଛି। ବଜାରର ଜଳଖିଆ ଦୋକାନ ଆଞ୍ଚ ଧୂଆଁ ସହ ଚଳାଚଳ କରୁଥିବା ପୁରୁଣା…

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ୍‌

ବରଗଡ଼,୧୯ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ୨୦୨୦ରେ ସଂଘଟିତ ଏକ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ଅତିରିକ୍ତ ଜିଲା ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ଅଭିଯୁକ୍ତ ବାପାଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି ।…

ହାଇକୋର୍ଟର ସବୁ ବିଚାରପତି ପାଇବେ ପୂର୍ଣ୍ଣ ପେନ୍‌ସନ୍‌

କଟକ,୧୯ା୫: ଏଣିକି ହାଇକୋର୍ଟର ସମସ୍ତ ଅବରସରପ୍ରାପ୍ତ ବିଚାରପତି ପୂର୍ଣ୍ଣ ପେନସନ ପାଇବେ। ଏନେଇ CJIଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି। ଯେକୌଣସି ତାରିଖରେ ଯୋଗ ଦେଇଥିଲେ ବି ପୂର୍ଣ୍ଣ ପେନ୍‌ସନ୍‌ ମିଳିବ। ଏଥିସହିତ ହାଇକୋର୍ଟର ଅତିରିକ୍ତ ବିଚାରପତିମାନେ ବି…

ଲୋକଙ୍କ ପାଖରେ ପହଞ୍ଚିଲେ ଜିଲାପାଳ: ଶୁଣିଲେ ୧୩୩ ଅଭିଯୋଗ, ପ୍ରତିଶ୍ରୁତି ଦେଇ କହିଲେ…

ଦାରିଙ୍ଗବାଡ଼ି,୧୯ା୫(ଅରୁଣ ସାହୁ): କନ୍ଧମାଳ ଗିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ସୋମବାର ଲୋକଙ୍କ ବିଭିନ୍ନ ଅଭିଯୋଗକୁ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ଏବଂ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି ହରିଶ ବି.ଶି ଶୁଣିଛନ୍ତି। ଏହି ପ୍ରରିପ୍ରେକ୍ଷୀରେ ସାମୁହିକ ଏବଂ ବ୍ୟକ୍ତିଗତ ଶତାଧିକ ଅଭିଯୋଗର…

ଚମକାଇ ଦେବ ପାକିସ୍ତାନ ଭିକାରୀଙ୍କ ସମ୍ପତ୍ତି ତାଲିକା, ରହିଛି ବହୁତଳ ପ୍ରାସାଦ, ସୁଇମିଂ ପୁଲ, SUV! ଜାଣନ୍ତୁ କେମିତି ଚାଲିଛି ଏହି ବ୍ୟବସାୟ

ଇସଲାମାବାଦ,୧୯।୫: ଆମର ପଡ଼ୋଶୀ ଦେଶ ପାକିସ୍ତାନର ଲୋକମାନଙ୍କୁ ବିଶ୍ୱର ଯେକୌଣସି କୋଣରେ କିମ୍ବା ସାର୍ବଜନୀନ ସ୍ଥାନରେ ଭିକ୍ଷା ମାଗୁଥିବାର ଦେଖିବାକୁ ମିଳିବେ। କିନ୍ତୁ ଏହା ସତ୍ୟ ନୁହେଁ ଯେ ପାକିସ୍ତାନର ସମସ୍ତ ଭିକାରୀ ବାଧ୍ୟବାଧକତାରେ ସେଠାରେ ଭିକ୍ଷା ମାଗୁଛନ୍ତି। ପ୍ରକୃତରେ, ଭିକ୍ଷାବୃତ୍ତି…

ବଢୁଛି ବଜ୍ରପାତ ଭୟ: ରୋକିବ ତାଳ,ଖଜୁରିଗଛ

ମହାକାଳପଡ଼ା,୧୯ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ବଢ଼ିବାରେ ଲାଗିଛି। ପୂର୍ବ ଅପେକ୍ଷା ବଜ୍ରପାତ ଭୟ ବୃଦ୍ଧି ପାଉଛି। ଫଳରେ ମୃତ୍ୟୁ ସଂଖ୍ୟା ବଢି ଚାଲିଛି। ଏହାକୁ ରୋକିବାକୁ କିଛି ବିକଳ୍ପ ନ ଥିବାରୁ ରାଜ୍ୟ ସରକାରଙ୍କ…

ଇତିହାସ ରଚିଲେ ଶ୍ରେୟସ ଆୟର: ପ୍ରଥମ ଅଧିନାୟକ ଭାବେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୧୯।୫: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ପଞ୍ଜାବ କିଙ୍ଗସ ଦଳ ଆଇପିଏଲ 2025 ପ୍ଲେଅଫରେ ନିଜର ସ୍ଥାନ ନିଶ୍ଚିତ କରିଛି। ଗତବର୍ଷ ଆୟର ତାଙ୍କ ଅଧିନାୟକତ୍ୱରେ KKRକୁ ଚାମ୍ପିଅନ କରିଥିଲେ। ଏଥର ସେ ପଞ୍ଜାବ କିଙ୍ଗ୍ସର ନେତୃତ୍ୱ ନେଉଛନ୍ତି। ପଞ୍ଜାବ କିଙ୍ଗସ ରାଜସ୍ଥାନ…

ଅଶାନ୍ତ ହେଲା ବେଲୁଚିସ୍ତାନ, ଭୟଙ୍କର ବିସ୍ଫୋରଣରେ ୨୦ ଆହତ

କରାଚି,୧୯।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହୋଇଛି। ଏହି ସମୟରେ, ପାକିସ୍ତାନର ଅଶାନ୍ତ ବେଲୁଚିସ୍ତାନ ପ୍ରଦେଶରୁ ଏକ ବୋମା ବିସ୍ଫୋରଣ ଖବର ଆସିଛି। କୁହାଯାଉଛି ଯେ ବୋମା ବିସ୍ଫୋରଣରେ ଅତି କମରେ ୪ଜଣଙ୍କର ମୃତ୍ୟୁ ହୋଇଛି, ଏହାସହ ୨୦ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri