ଆହତ ହୋଇ ନିଜେ ଡାକ୍ତରଖାନାରେ ପହଞ୍ଚିଲା ମାଙ୍କଡ
ସୋସିଆଲ ମିଡିଆରେ ଏକ ମାଙ୍କଡର ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଏକ ମାଙ୍କଡ ଆହତ ହୋଇ ନିଜେ ଡାକ୍ତରଖାନା ଯାଇଥିବା ଦେଖିବାକୁ ମିଳିଛି। ମାଙ୍କଡଟି ଡେଉଁ ଥିବାବେଳେ କୌଣସି କାରଣବଶତଃ ଆହତ ହୋଇଥିଲା। ଏଭଳି ପରିସ୍ଥିତିରେ ସେ ଚିକିତ୍ସା ପାଇଁ…
ଶୋପିଆନ୍ରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ୩ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୦।୬: ଜମ୍ମୁ-କଶ୍ମୀର ଶୋପିଆନ୍ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ବୁଧବାର ଭାରତୀୟ ସେନା ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସ୍ଥାନୀୟ ସୁଗୋ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ…
୨ କରୋନା ପଜିଟିଭ ଚିହ୍ନଟ: ୨୪ ଘଣ୍ଟା ସିରୋଲା ପଞ୍ଚାୟତ ଶଟ୍ଡାଉନ୍
କେସିଙ୍ଗା, ୧୦।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରୋଲ ଗ୍ରାମପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ଉତ୍ତରପ୍ରଦେଶ ନୈଡାରୁ ଫେରିଥିବା ୨ ଓଡ଼ିଆ ଯୁବତୀ ୭ ଦିନ ରହିଥିଲେ। ପରେ ସେ ଗତ ୨ ତାରିଖରୁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିଥିବା ବେଳେ ସେମାନଙ୍କ…
ଦିଲ୍ଲୀରେ ଏବେ ସ୍କୁଲ ଖୋଲିବ ନାହିଁ: ମନୀଷ ସିସୋଦିଆ
ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଏବେ ସ୍କୁଲ ଖୋଲାଯିବ ନାହିଁ ବୋଲି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ.,କରୋନା ଜୀବାଣୁ ସଂକ୍ରମଣକୁ ରୋକିବା ପାଇଁ ମୁମ୍ବାଇ…
CORONAVIRUS UPDATE: ରାଜ୍ୟରେ ପୁଣି ୧୧୦ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତ ସଂଖ୍ୟା ୩, ୨୦୦ ଟପିଲା
ଭୁବନେଶ୍ୱର, ୧୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
ନୂଆ ମାନଚିତ୍ର ସଂଶୋଧନ ପ୍ରସ୍ତାବ ନେପାଳର ନିମ୍ନସଦନ ପ୍ରତିନିଧି ସଭାରେ ପାରିତ
କାଠମାଣ୍ଡୁ, ୧୦।୬: ଭାରତ ଏବଂ ନେପାଳ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ନେପାଳ ସରକାରଙ୍କ ପକ୍ଷରୁ ରାଜନୈତିକ ମାନଚିତ୍ର ସମ୍ପର୍କିତ ସମ୍ବିଧାନ ସଂଶୋଧନ ବିଲ୍ ସଂସଦର ନିମ୍ନ ସଦନ ପ୍ରତିନିଧି ସଭାରେ ସର୍ବ ସମ୍ମତି କ୍ରମେ ପାରିତ ହୋଇଛି। ଆଗତ କରିଛନ୍ତି।…
ଜୁନ୍ ୧୦ ଭାରତୀୟ କ୍ରିକେଟ ଦଳ ପାଇଁ ଖାସ୍ ଦିନ: ଜାଣନ୍ତୁ କାହିଁକି
ଭାରତୀୟ କ୍ରିକେଟ ଇତିହାସ ପାଇଁ ଜୁନ ୧୦ର ବିଶେଷ ମହତ୍ତ୍ୱ ରହିଛି। ଏହି ଦିନ ଭାରତୀୟ ଦଳ ପ୍ରଥମ ଥର ପାଇଁ ଲର୍ଡସ ଗ୍ରାଉଣ୍ଡରେ ଟେଷ୍ଟ ମ୍ୟାଚ ଜିତିଥିଲା। କପିଲ ଦେବଙ୍କ ନେତୃତ୍ୱରେ ଭାରତୀୟ ଦଳ ୧୯୮୬, ଜୁନ ୧୦ରେ ଇଂଲଣ୍ଡକୁ…
କରୋନାରେ ସଂକ୍ରମଣରେ ଡିଏମ୍କେ ବିଧାୟକ ଜେ. ଅମ୍ବାଜଗନଙ୍କ ମୃତ୍ୟୁ
ଚେନ୍ନାଇ, ୧୦।୬: କରୋନା ସଂକ୍ରମଣ ଯୋଗୁ ତାମିଲନାଡୁର ଡିଏମ୍କେ ବିଧାୟକ ଜେ. ଅମ୍ବାଜଗନଙ୍କର ମୃତ୍ୟୁ ଘଟିଛି। ବୁଧବାର ସକାଳ ୭ଟା ସମୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଦେଶର ପ୍ରଥମ ଜନପ୍ରତିନିଧି ଭାବେ ଅମ୍ବାଜଗନଙ୍କର କରୋନା ସଂକ୍ରମଣ ଯୋଗୁ…
କ୍ୱାରାଣ୍ଟାଇନ ସେଣ୍ଟରରେ କୋଲକାତା ଫେରନ୍ତାଙ୍କ ଜୀବନ ଗଲା
ଭଦ୍ରକ ଅଫିସ, ୧୦।୬: ଭଦ୍ରକ ଜିଲା ଭଦ୍ରକ ବ୍ଲକ କୋର୍କୋରା ଗ୍ରାମ କ୍ୱାରାଣ୍ଟାଇନ ସେଣ୍ଟରରେ ବୁଧବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ରାଧାଶ୍ୟାମ ପାଣି। ମଙ୍ଗଳବାର ରାତିରେ ରାଧାଶ୍ୟାମ କାର ଯୋଗେ କୋଲକାତାରୁ ଫେରିଥିଲେ।…
ଆଣ୍ଡାମାନ ନିକୋବରରେ ଭୂକମ୍ପ ଝଟ୍କା
ପୋର୍ଟବ୍ଲେୟାର,୧୦।୬: ବୁଧବାର ସକାଳେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଉତ୍ତର-ପୂର୍ବରେ ଭୂକମ୍ପ ଝଟ୍କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ରେ ଆକଳନ କରାଯାଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଆଣ୍ଡାମାନ ଏବଂ ନିକୋବରର ଦିଗ୍ଲିପୁର ଠାରୁ ୧୧୦ କିଲୋମିଟର…
ଖୁସି ଖବର: ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ହେବା ସଂଖ୍ୟା ଅଧିକ ହେଲା
ନୂଆଦିଲ୍ଲୀ, ୧୦।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ବୁଧବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୧୪୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୭୫୦ ଛୁଇଁଛି। ତେବେ ପ୍ରଥମ ଥର ପାଇଁ ଆକ୍ରାନ୍ତଙ୍କ…
ଦଶମ ଶ୍ରେଣୀରେ ସମସ୍ତେ ପାସ୍
ଚେନ୍ନାଇ, ୧୦ା୬: ତାମିଲନାଡ଼ୁରେ ଦଶମ ବୋର୍ଡ ପରୀକ୍ଷାକୁ ମଙ୍ଗଳବାର ବାତିଲ କରାଯାଇଛି। ଜୁନ୍ ୧୫ରୁ ଏହି ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। ମୁଖ୍ୟମନ୍ତ୍ରୀ ଇ. କେ. ପାଲାନିସାମି ମହାମାରୀ କରୋନା ଯୋଗୁ ବୋର୍ଡ ପରୀକ୍ଷା ବାତିଲ ସହ ସମସ୍ତ ଛାତ୍ରୀଛାତ୍ର ପାସ୍…
Archives


