ଉତ୍ତର କୋରିଆରେ ଭୟଙ୍କର ଖାଦ୍ୟ ସଙ୍କଟ
ଜେନିଭା, ୧୦ା୬: ଉତ୍ତର କୋରିଆରେ ଭୟଙ୍କର ଖାଦ୍ୟ ସଙ୍କଟ ଦେଖିବାକୁ ମିଳିଛି। ଦେଶର ୪୦% ଅର୍ଥାତ୍ ୧୦ ନିୟୁତ ଲୋକ ଠିକ୍ ଭାବେ ଖାଇବାକୁ ପାଉନାହାନ୍ତି ବୋଲି ଜାତିସଂଘ ମାନବାଧିକାର ବିଶେଷଜ୍ଞ ଥୋମାସ୍ ଓଜେଆ କ୍ୱିଣ୍ଟାନା ମଙ୍ଗଳବାର ପ୍ରକାଶ କରିଛନ୍ତି। ସେଠାରେ…
୫୦ ଜିଲାକୁ ପଠାଗଲା କେନ୍ଦ୍ରୀୟ ଟିମ୍
ନୂଆଦିଲ୍ଲୀ, ୧୦ା୬: ମହାମାରୀ କରୋନା କାୟାବିସ୍ତାର କରିଚାଲିଛି। ସବୁଠାରୁ ସମ୍ବେଦନଶୀଳ ଅଞ୍ଚଳରେ ଏହାର ମୁକାବିଲା କରିବା ଲାଗି ମଙ୍ଗଳବାର ୧୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୫୦ ଜିଲାକୁ ଉଚ୍ଚସ୍ତରୀୟ କେନ୍ଦ୍ରୀୟ ଟିମ୍ ପଠାଯାଇଛି। ଏହି ଟିମ୍ ସ୍ଥାନୀୟ ପ୍ରଶାସନକୁ ସହଯୋଗ…
୪୮ ଘଣ୍ଟା ଲାଗି ୩ ଗ୍ରାମ ଶଟ୍ଡାଉନ
ଜଟଣୀ,୧୦ା୬(ଡି.ଏନ୍.ଏ.): ଜଟଣୀ ବ୍ଲକ ଅଞ୍ଚଳରେ ଜଣେ ଦୋକାନୀ କରୋନା ସଂକ୍ରମିତ ହେବା ପରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଅଞ୍ଚଳକୁ ଶଟ୍ଡାଉନ୍ ଓ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଚିହ୍ନଟ ବ୍ୟକ୍ତିଙ୍କ ଘର ଏହି ବ୍ଲକ ପଦନପୁର ପଞ୍ଚାୟତର ବଡ଼ତୋଟା ଗ୍ରାମରେ ହୋଇଥିବାବେଳେ…
ଶାହା-ମମତା ବାକ୍ଯୁଦ୍ଧ
କୋଲକାତା, ୧୦ା୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସାକାଣ୍ଡକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବାକ୍ଯୁଦ୍ଧ ଆରମ୍ଭ ହୋଇଛି। ଶାହା ମଙ୍ଗଳବାର ମୁଖ୍ୟମନ୍ତ୍ରୀ ତଥା ଟିଏମ୍ସି ମୁଖ୍ୟ ମମତା ବାନାର୍ଜୀଙ୍କ ଉପରେ ଜୋର୍ଦାର ବର୍ଷିଛନ୍ତି। ସେ…
ରାଜ୍ୟରେ ୩ହଜାର କରୋନା ଆକ୍ରାନ୍ତ, ୨ହଜାରରୁ ଊର୍ଦ୍ଧ୍ୱ ସୁସ୍ଥ
ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଥମିବାର ନାଁ ନେଉନି କରୋନା। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିଚାଲିଥିବାବେଳେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଅତିକ୍ରମ କରିଛି। ତେବେ ସଂକ୍ରମଣ ହାରକୁ ଦେଖିଲେ ବଡ଼ ବିପଦ ସାମ୍ନାକୁ ଆସୁଛି। ଓଡ଼ିଶାରେ…
ଦାଦନଙ୍କ ଉପରୁ ମାମଲା ହଟାଅ
ନୂଆଦିଲ୍ଲୀ,୧୦ା୬: ଦାଦନ ଶ୍ରମିକଙ୍କ ବିରୋଧରେ ଲକ୍ଡାଉନ୍ ଉଲ୍ଲଂଘନ ଅଭିଯୋଗରେ ଦାଏର ହୋଇଥିବା ମାମଲାଗୁଡ଼ିକୁ କେନ୍ଦ୍ର ଓ ରାଜ୍ୟ ସରକାରମାନେ ପ୍ରତ୍ୟାହାର କରନ୍ତୁ। ପୋଲିସ ସେମାନଙ୍କ ସହ ମାନବୀୟ ବ୍ୟବହାର କରୁ। ପ୍ରବାସୀମାନଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ଘରେ ପହଞ୍ଚାଇବା ବ୍ୟବସ୍ଥା…
ଜେଲରେ ବ୍ୟାପୁଛି କରୋନା
କଟକ ଅଫିସ,୧୦ା୬: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏପିରିକି ଜେଲ୍ରେ ମଧ୍ୟ ସଂକ୍ରମଣ ବ୍ୟାପୁଛି। ବ୍ରହ୍ମପୁର ମଣ୍ଡଳ କାରାଗାରରେ ୨ ଓ ରାଉରକେଲା ଉପ କାରାଗାରରେ ୬ ଜଣ ବିଚାରାଧୀନ କଏଦୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଗୋଷ୍ଠୀ ସଂକ୍ରମଣକୁ ଦୃଷ୍ଟିରେ…
ପିଭିଟିଜିରେ ଅନ୍ତର୍ଭୁକ୍ତ ହେଲା ରାଜ୍ୟର ୮୮୮ ଗାଁ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଚିହ୍ନଟ ହୋଇଥିବା ମାଇକ୍ରୋ ପ୍ରୋଜେକ୍ଟ ଅଞ୍ଚଳର ୮୮୮ଟି ଗ୍ରାମକୁ ନୂତନ ପିଭିଟିଜି (ଦୁର୍ବଳ ତଥା ଅନୁନ୍ନତ ଶ୍ରେଣୀର ଜନଜାତି ଗୋଷ୍ଠୀ) ଗ୍ରାମଭାବେ ରାଜ୍ୟ ସରକାର ସ୍ବୀକୃତି ଦେଇଛନ୍ତି। ଏହାସହ ପ୍ରାଚୀନ ଜନଜାତିଙ୍କ ସର୍ବାଙ୍ଗୀନ ବିକାଶ ନିମନ୍ତେ ଢେଙ୍କାନାଳ, ଯାଜପୁର ଓ…
ନେତା, ନିବେଶକଙ୍କ ଉପରେ ଗୁପ୍ତଚରଗିରି
ଲଣ୍ଡନ/ଓ୍ବାଶିଂଟନ,୧୦ା୬: ଭାରତର ଏକ ଅଳ୍ପ ଜଣାଶୁଣା ଆଇଟି ଫାର୍ମ ନିଜ କ୍ଲାଏଣ୍ଟମାନଙ୍କୁ ୧୦,୦୦୦ରୁ ଊର୍ଦ୍ଧ୍ୱ ଇମେଲ୍ ଆକାଉଣ୍ଟ ଉପରେ ୭ ବର୍ଷରୁ ଅଧିକ ସମୟ ଧରି ସାହାଯ୍ୟ କରିବା ପାଇଁ ହ୍ୟାକିଂ ସେବା ପ୍ରଦାନ କରିଥିଲା। ନୂଆଦିଲ୍ଲୀର ବେଲ୍ଟ୍ରୋକ୍ସ ଇନ୍ଫୋଟେକ୍ ସର୍ଭିସ…
ସପ୍ତାହକୁ ୫ଦିନ ଶଟ୍ଡାଉନ୍ ଖବର ଗୁଜବ
ଭୁବନେଶ୍ୱର, ୧୦।୬(ବ୍ୟୁରୋ): ରାଜ୍ୟର ୧୧ଟି ଜିଲାରେ ସପ୍ତାହକୁ ୫ଦିନ ଶଟ୍ଡାଉନ ହେବା ନେଇ ଏକ ଖବର ଚାରିଆଡ଼େ ବ୍ୟାପିବାରେ ଲାଗିଛି। କିନ୍ତୁ ଏହି ଖବର ଗୁଜବ ବୋଲି ଏସ୍ଆର୍ସି ପ୍ରଦୀପ ଜେନା ସ୍ପଷ୍ଟ କରିଛନ୍ତି। ପୂର୍ବରୁ ଯେଉଁ ନିୟମ ରହିଥିଲା, ତାହା…
ଆଜି ସ୍ବାସ୍ଥ୍ୟକର୍ମୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହିତ ବୈଷୟିକ କର୍ମଶାଳାରେ ଯୋଗଦେଇ ସମ୍ବୋଧିତ କରିବେ। ଏହି କର୍ମଶାଳାରେ କୋଭିଡ୍-୧୯ ପରିଚାଳନାରେ ନିୟୋଜିତ ସ୍ବାସ୍ଥ୍ୟ କର୍ମଚାରୀଙ୍କ ପାଇଁ ଅଧିକ ସୁରକ୍ଷା ବ୍ୟବସ୍ଥା…
ଓଡ଼ିଶା ଫେରିବେ ବିଜୟ ମହାନ୍ତି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଓଡ଼ିଶା ଫେରିବେ। ସମ୍ପୂର୍ଣ୍ଣଭାବେ ସୁସ୍ଥ ହୋଇ ନ ଥିଲେ ମଧ୍ୟ ସେ ନିଜ ଜନ୍ମମାଟିକୁ ଆସିବାକୁ ଚାହୁଁଛନ୍ତି। ତେଣୁ ଭୁବନେଶ୍ୱର ଏମ୍ପି…
Archives


