Home

ଦେଶରେ ୨୪ ଘଣ୍ଟାରେ ୧୦ ହଜାର ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୬: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମଙ୍ଗଳବାର ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୯,୯୮୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ଦେଶରେ…

ରାଜ୍ୟରେ ୧୨ ଅଗ୍ନିଶମ କର୍ମଚାରୀ କରୋନା ଆକ୍ରାନ୍ତ

କଟକ ଅଫିସ,୯।୬: ପଶ୍ଚିମବଙ୍ଗରେ ବାତ୍ୟା ‘ଅମ୍ଫାନ’ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇ ଫେରିଥିବା ଅଗ୍ନିଶମ କର୍ମଚାରୀଙ୍କ ମଧ୍ୟରୁ ୧୨ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଅଗ୍ନିଶମ…

କରୋନା ମହାମାରୀ ଯୋଗୁ ପୃଥିବୀର ସ୍ଥିତି ଅତି ଖରାପ ହେବାକୁ ଯାଉଛି: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୯।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଧୀରେ ଧୀରେ ପୃଥିବୀର ସ୍ଥିତି ଅତି ଖରାପ ହେବାକୁ ଯାଉଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି।…

CORONAVIRUS UPDATE: ଆଉ ନୂଆ ୧୪୬ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୪୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ…

ରାଜନୀତିକୁ ଆସିବାର ଯୋଜନା ନାହିଁ: ସୋନୁ ସୁଦ

ବଲିଉଡ ଅଭିନେତା ସୋନୁ ସୁଦ ତାଙ୍କ ଖର୍ଚ୍ଚରେ ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇ ସମସ୍ତଙ୍କ ହୃଦୟ ଜିତିଛନ୍ତି। ତେବେ ସୋନୁଙ୍କୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। କୁହାଯାଉଛି ସେ କୁଆଡେ ଖୁବଶୀଘ୍ର ରାଜନୀତିରେ ଯୋଗଦେବେ। ଏହାକୁ ଖଣ୍ଡନ କରିଛନ୍ତି ସୋନୁ। ମୋର…

ଜନ୍ମ ହେବାର ୨୦ ମିନିଟ ପରେ ନାଚିଲା ହାତୀ ଛୁଆ

କେରଳରେ ଗର୍ଭିଣୀ ହାତୀମୃତ୍ୟୁ ଘଟଣା ଲୋକଲୋଚନକୁ ଆସିବା ପରେ ସମସ୍ତେ ସ୍ତବ୍ଧ ହୋଇଯାଇଥିଲେ। ଏସବୁ ଭିତରେ ସୋସିଆଲ ମିଡିଆରେ ଏକ ହାତୀ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଏକ ହାତୀ ଛୁଆ ଜନ୍ମର ମାତ୍ର ୨୦ ମିନିଟ୍‌ ପରେ…

କରୋନା ଲଢ଼େଇରେ ବିଜୟୀ ହେଉଛନ୍ତି ଯୋଦ୍ଧା: ଯବାନଙ୍କ ସୁସ୍ଥ ହାର ୭୦ ପ୍ରତିଶତରୁ ଅଧିକ

ନୂଆଦିଲ୍ଲୀ, ୯।୬: କରୋନା ମହାମାରୀ ଯୋଗୁ ଭାରତୀୟ ସେନାରେ ମଧ୍ୟ ସଙ୍କଟ ଦେଖାଦେଇଛି। ତେବେ କରୋନା ଲଢ଼େଇରେ ଯବାନମାନେ ବିଜୟୀ ହେବାରେ ଲାଗିଛନ୍ତି। ଆକ୍ରାନ୍ତ ଯବାନଙ୍କ ସୁସ୍ଥ ହେବାର ହାରାହାରି ହାର ୭୦ ପ୍ରତିଶତରୁ ଅଧିକ ରହିଥିବା କୁହାଯାଉଛି। କେନ୍ଦ୍ରୀୟ ସଶସ୍ତ୍ର…

କିରଣ ବେଦି: ଆଇପିଏସ୍‌ ଅଫିସରରୁ ଲ୍ୟୁଟନାଟ୍‌ ଗଭର୍ନର

ନୂଆଦିଲ୍ଲୀ,୯।୬: ଦେଶର ପ୍ରଥମ ମହିଳା ଆଇପିଏସ୍‌ ଅଫିସର କିରଣ ବେଦି ମଙ୍ଗଳବାର ୭୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୪୯ ଜୁନ୍‌ ୯ରେ ପଞ୍ଜାବର ଅମୃତସରଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୫ରେ ଦେଶର ପ୍ରଥମ ମହିଳା ଆଇପିଏସ୍‌ ଅଫସର ଭାବେ ସେ କାର୍ଯ୍ୟ…

୩୫ ବର୍ଷରେ ସୋନମ୍‌ କପୁର

ମୁମ୍ବାଇ,୯।୬: ବଲିଉଡ୍‌ ନାୟିକା ସୋନମ୍‌ କପୁର ମଙ୍ଗଳବାର ୩୫ ବର୍ଷରେ ପାଦ ଥାପିଛନ୍ତି। ୧୯୮୫ ଜୁନ୍‌ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ। ଫିଲ୍ମ ସାବରିୟା ମାଧ୍ୟମରେ ସୋନମ୍‌ ବଲିଉଡ୍‌ରେ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ। ଏହି ଫିଲ୍ମରେ…

ନାଚିଲେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି

ୱେଲିଂଟନ,୯।୬: ନ୍ୟୁଜିଲାଣ୍ଡରୁ ଏକ ସୁଖଦ ଖବର ଆସିଛି। ଏହି ଦେଶ ଏବେ ସମ୍ପୂର୍ଣ୍ଣ କରୋନାମୁକ୍ତ ଦେଶ ଭାବେ ଘୋଷଣା କରାଯାଇଛି। ଏଠାରେ ଚିକିତ୍ସାଧୀନ ଥିବା ଶେଷ କରୋନା ରୋଗୀ ଏବେ ସୁସ୍ଥ ଘରକୁ ଫେରିଥିବାବେଳେ ୧୭ ଦିନ ହେବ କୌଣସି କରୋନା…

୪ ରାଜ୍ୟରେ ଖୋଲିଲାନି ଧାର୍ମିକ ସ୍ଥଳ

ନୂଆଦିଲ୍ଲୀ,୯ା୬(ପି.ଟି.): ଅନ୍‌ଲକ୍‌ ୧ର ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ମନ୍ଦିର ଓ ଧର୍ମୀୟ କୀର୍ତ୍ତିରାଜି ଖୋଲିଛି। କେନ୍ଦ୍ରର ଅନୁମତି ସତ୍ତ୍ୱେ ଓଡ଼ିଶା, ରାଜସ୍ଥାନ, ମହାରାଷ୍ଟ୍ର ଓ ତାମିଲନାଡୁରେ ଧର୍ମୀୟ ସ୍ଥଳ ବନ୍ଦ ରହିଛି। ସେହିପରି…

ମତଭେଦ ବିବାଦରେ ପରିଣତ ନ ହେଉ: ଚାଇନା

ବେଜିଂ,୯ା୬(ପି.ଟି.): ପୂର୍ବ ଲଦାଖ ଅଞ୍ଚଳରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମାସେ ହେଲା ଲାଗି ରହିଥିବା ଉତ୍ତେଜନା ଦୂର କରିବା ଓ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ଶାନ୍ତି ସ୍ଥାପନ ଦିଗରେ କାର୍ଯ୍ୟ କରିବା ପାଇଁ ଶନିବାର ଅନୁଷ୍ଠିତ କମାଣ୍ଡର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri