‘ଦିଲ୍ଲୀରୁ ଆସିଛି ନିର୍ଦ୍ଦେଶ, ବିଧାନସଭାକୁ ଓ୍ବାସ୍ଆଉଟ୍ ଲାଗି ଷଡ଼ଯନ୍ତ୍ର ହେଉଛି’
ଭୁବନେଶ୍ୱର,୨୬।୩: ବିଧାନସଭାରୁ କଂଗ୍ରେସର ବିଧାୟକଙ୍କୁ ନିଲମ୍ବନ କରାଯିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଗୋଟିଏ ପଟେ କଂଗ୍ରେସର ବିଧାୟକମାନେ ଏହାକୁ ପ୍ରତିବାଦ କରୁଥିବା ବେଳେ ବିରୋଧୀ ଦଳ ବିଜେଡି ସପକ୍ଷରେ ବାହାରିଛି। ଏଭଳି ଘଟଣାକୁ ନେଇ ଏବେ ଆଇନ ମନ୍ତ୍ରୀ…
ମନ୍ଦିର ଭିତରେ ଗହଳି ଦେଖି ଲୁଟୁଥିଲେ ସୁନା ଅଳଙ୍କାର, ଏବେ ଧରା ପଡ଼ିଲେ ମହିଳା ଗ୍ୟାଙ୍ଗ୍
ବ୍ରହ୍ମପୁର,୨୬ା୩: ବ୍ରହ୍ମପୁରର ଏକ ମହିଳା ଲୁଟେରା ଗ୍ୟାଙ୍ଗକୁ ବୁଧବାର ଧରିଛି ପୋଲିସ॥ ବୈଦ୍ୟନାଥପୁର ଥାନା ପୋଲିସ ଦ୍ବାରା ୬ ମହିଳାଙ୍କ ସମେତ ୭ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି॥ ବିଶେଷକରି ମନ୍ଦିର ଭିତରେ ଗହଳିକୁ ଦେଖି ଏହି ମହିଳା ଗ୍ୟାଙ୍ଗ୍ ସୁନା…
ଟ୍ରମ୍ପଙ୍କ ଧମକ ପରେ ସତରେ କ’ଣ ଶୁଳ୍କ ହ୍ରାସ କରିବାକୁ ପ୍ରସ୍ତୁତ ହେଉଛି ଭାରତ? ଜାଣନ୍ତୁ ଅପଡେଟ
ନୂଆଦିଲ୍ଲୀ,୨୬।୩: ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ହେବା ପରେ, ସାରା ବିଶ୍ୱରେ ଶୁଳ୍କ ଯୁଦ୍ଧକୁ ନେଇ ହଙ୍ଗାମା ଚାଲିଛି। ଭାରତ ଏବଂ ଆମେରିକା ମଧ୍ୟ ବାଣିଜ୍ୟ ବିଷୟରେ ଆଲୋଚନା କରୁଛନ୍ତି। ଏସବୁ ମଧ୍ୟରେ, ଭାରତ ସରକାର ଆମେରିକା ସହିତ ଚାଲିଥିବା ବାଣିଜ୍ୟ…
ହାଇଦ୍ରାବାଦର ଜ୍ୱାଇଁ ହେବାକୁ ଯାଉଛନ୍ତି ପ୍ରଭାସ, ହେଲା ବିବାହ ପକ୍କା !
ହାଇଦ୍ରାବାଦ: ଟଲିଉଡ୍ ଷ୍ଟାର ପ୍ରଭାସ ‘ମୋଷ୍ଟ ଏଲିଜିବୁଲ୍ ବ୍ୟାଚେଲର’ ମଧ୍ୟରୁ ଜଣେ। ପ୍ରାୟତଃ ତାଙ୍କର ବିବାହକୁ ନେଇ ଅନେକ ଖବର ସାମ୍ନାକୁ ଆସିଥାଏ। ସହ ଅଭିନେତ୍ରୀ ଅନୁଷ୍କାଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଚାଲିବା କୁହାଯାଉଥିବା ବେଳେ ଦୁହେଁ ବିବାହ କରିପାରନ୍ତି…
କଂଗ୍ରେସ ବିରୋଧରେ ସୁନା ଇଟା ଧରି ବିରୋଧ ପ୍ରଦର୍ଶନ କଲା BRS
ହାଇଦ୍ରାବାଦ,୨୬।୩: ବୁଧବାର ତେଲଙ୍ଗାନା ବିଧାନ ପରିଷଦରେ କଂଗ୍ରେସ ସରକାରଙ୍କ ବିରୋଧରେ ଭାରତ ରାଷ୍ଟ୍ର ସମିତି (BRS)ର ଜଣେ MLC ଏକ ଅନନ୍ୟ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ସେ ପ୍ରତୀକାତ୍ମକ ସୁନା ଇଟା ଦେଖାଇଥିଲେ ଯାହା ଉପରେ ତେଲୁଗୁ, ହିନ୍ଦୀ ଏବଂ ଇଂରାଜୀରେ…
ମା’ଙ୍କ ମନ୍ଦିରକୁ ଏକାଠି ଯିବା ମନା
ମନ୍ଦିର ହେଉଛି ଏକ ଧାର୍ମିକ ଅନୁଷ୍ଠାନ। ଏଠାରେ ପୂଜାପାଠ କଲେ ରିଷ୍ଟ ଖଣ୍ଡନ ହୋଇଥାଏ ବୋଲି ଲୋକଙ୍କର ବିଶ୍ୱାସ ରହିଛି। ସେଥିପାଇଁ ଆମ ଦେଶରେ ପ୍ରତି ପୂଜା ପାର୍ବଣରେ ମନ୍ଦିରରେ ଗହଳି ଚହଳି ଲାଗିଥାଏ। ହେଲେ ଏମିତି କିଛି ମନ୍ଦିର ରହିଛି,…
ମହିଳାଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର,୨୬ା୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଚୌଧୁରୀ ଟିକରପଡ଼ା ଗ୍ରାମରେ ୨୦୨୩ ଜାନୁଆରୀ ୮ରେ ଜଣେ ଭିନ୍ନକ୍ଷମ ଯୁବତୀ ବିଷ୍ଣୁପ୍ରିୟା ସାହୁ(୩୮)ଙ୍କୁ ହତ୍ୟା କରାଯାଇଥିଲା। ଗଞ୍ଜାମ ଜିଲା ଦୌରାଜଜ୍ ରୂପଶ୍ରୀ ଚୌଧୁରୀ ଉକ୍ତ ହତ୍ୟା ମାମଲାର…
ଅଭିଭାବକ-ଶିକ୍ଷକଙ୍କ ମଧ୍ୟରେ ସମନ୍ବୟ ଲୋଡ଼ା
ଭଞ୍ଜନଗର,୨୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବାଉଁଶଲୁଣ୍ଡି ପଞ୍ଚାୟତର ସରପଞ୍ଚ ଉଦ୍ଧବ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲା ବେଳେ…
ଅମିତ ଶାହାଙ୍କ ବିରୋଧରେ କଂଗ୍ରେସ ଆଣିଲା ବିଶେଷାଧିକାର ଭଙ୍ଗ ନୋଟିସ
ନୂଆଦିଲ୍ଲୀ,୨୬।୩: ଦଳର ମହାସଚିବ ଜୟରାମ ରମେଶ ବୁଧବାର (୨୬ ମାର୍ଚ୍ଚ, ୨୦୨୫) ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଉପରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ମନ୍ତବ୍ୟକୁ ନେଇ ରାଜ୍ୟ ସଭାରେ ଏକ ବିଶେଷାଧିକାର ପ୍ରସ୍ତାବ ଆଗତ କରିଛନ୍ତି। ଜୟରାମ ରମେଶ…
୧୩ ମାସ ହେଲା ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ: ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଘେରାଉ
ଛତ୍ରପୁର,୨୬ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ବ୍ଲକ କୁଜିଢେପା ଗ୍ରାମରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ୧୩ ମାସ ହେଲା ବନ୍ଦ ରହିଛି ଏନେଇ ସମ୍ପୃକ୍ତ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆକ୍ରୋଶମୂଳକ ବୋଲି ନିଖିଳ ଓଡ଼ିଶା ଅଙ୍ଗନଓ୍ବାଡ଼ି କର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ…
‘ମୋ ହୃଦୟରେ ଏହା ପାଇଁ ରହିଛି ଏକ ବିଶେଷ ସ୍ଥାନ,’ ଚେପକ ବ୍ୟତୀତ ନିଜ ପସନ୍ଦର ଷ୍ଟାଡିୟମର ନାମ କହିଲେ ଧୋନି
ନୂଆଦିଲ୍ଲୀ,୨୬।୩: ଚେନ୍ନାଇ ସୁପର କିଙ୍ଗ୍ସର ଷ୍ଟାର ୱିକେଟ କିପର-ବ୍ୟାଟସମ୍ୟାନ ଏମଏସ ଧୋନି କହିଛନ୍ତି ଯେ ଚେପକ ବ୍ୟତୀତ ତାଙ୍କର ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମ ସହିତ ଏକ ବିଶେଷ ସମ୍ପର୍କ ରହିଛି। ଧୋନି ୨୦୦୭ ଟି-୨୦ ବିଶ୍ୱକପ ଏବଂ ୨୦୧୧ ଦିନିକିଆ ବିଶ୍ୱକପ…
କଂଗ୍ରେସର ୧୪ ବିଧାୟକ ନିଲମ୍ବିତ ନେଇ ଜିଲାପାଳଙ୍କୁ ଦାବିପତ୍ର
ଛତ୍ରପୁର,୨୬ା୩(ଦିଲ୍ଲୀପ ସାମଲ): ରାଜ୍ୟରେ ମହିଳା ଜାତି ପ୍ରତି ହୋଇଥିବା ଅନ୍ୟାୟ ଓ ଅସାମାଜିକ କାର୍ଯ୍ୟକୁ ପ୍ରଶାସନ ତରଫରୁ ନ୍ୟାୟ ତଥା ସୁରକ୍ଷା ଦେବା ପାଇଁ ଛତ୍ରପୁର ନିର୍ବାଚନମଣ୍ଡଳୀ କଂଗ୍ରେସ ତରଫରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଓଡ଼ିଶା ବିଧାନସଭାର…
Archives


