Home

ଭୁବନେଶ୍ୱରରେ ଆରମ୍ଭ ହେଲା ସେରୋଲୋଜିକାଲ ଟେଷ୍ଟ

ଭୁବନେଶ୍ୱର, ୧୧ା୭(ବ୍ୟୁରୋ): ଭୁବନେଶ୍ୱରରେ ଏବେ କୋଭିଡ୍‌-୧୯ ସଂକ୍ରମଣ ହୁହୁହୋଇ ବଢ଼ୁଛି। ଗୋଷ୍ଠୀ ସଂକ୍ରମଣ ସ୍ଥିତି ଉପୁଜିଥିବାବେଳେ ଅଧିକାଂଶ ନୂଆ ପଜିଟିଭ୍‌ ପୁରୁଣା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜଣାପଡିଛି। ଏପରିସ୍ଥିତିରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶନିବାରଠାରୁ ସହରରେ…

ବ୍ରହ୍ମପୁରରେ ସ୍ବାସ୍ଥ୍ୟ ସ୍କ୍ରିନିଂ: ୧୮୧ କରୋନା ସନ୍ଦିଗ୍ଧ ଚିହ୍ନଟ, ୪୬ ଜଣଙ୍କ ସ୍ବାବ୍‌ ନମୁନା ପରୀକ୍ଷା

ବ୍ରହ୍ମପୁର ଅଫିସ,୧୧ା୭: କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଥିବା ଡୋର୍‌ ଟୁ ଡୋର୍‌ ସ୍ବାସ୍ଥ୍ୟ ଯାଞ୍ଚର ଦୁଇଦିନରେ ୧୮୧ ଜଣ କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ବିଏମ୍‌ସି ପକ୍ଷରୁ ମିଳିଥିବା ସୂଚନାନୁଯାୟୀ,…

ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବକୁ ଆରମ୍ଭ ହେଲା ବସ୍‌ ସେବା

ମାଲକାନଗିରି/ଚିତ୍ରକୋଣ୍ଡା,୧୧ା୭(ଡି.ଏନ.ଏ.)-ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲଙ୍କ ଉଦ୍ୟମରେ ଶୁକ୍ରବାରଠାରୁ ସ୍ବାଭିମାନ ଅଞ୍ଚଳର ଯୋଡାମ୍ବକୁ ବସ୍‌ ଚଳାଚଳ ଆରମ୍ଭ ହୋଇଛି। ମାଲକାନଗିରି ସଦର ମହକୁମାରୁ ଚିତ୍ରକୋଣ୍ଡାର ଯୋଡ଼ାମ୍ବକୁ ଏହି ବସ୍‌ ସେବା ଆରମ୍ଭ ହୋଇଛି। ଗୁରୁପ୍ରିୟା ସେତୁ ଉଦ୍‌ଘାଟିତ ହେବାପରଠାରୁ ସ୍ବାଭିମାନ ଅଞ୍ଚଳରେ ବିକାଶ…

ଏହି ଫିଲ୍ମକୁ ୧୦୦ରୁ ଅଧିକ ଥର ଦେଖିଥିଲେ ବିକାଶ ଦୁବେ, ଘଟାଇ ଚାଲିଥିଲେ ଅପରାଧ

ମୁମ୍ବାଇ: କୁଖ୍ୟାତ ଅପରାଧୀ ବିକାଶ ଦୁବେଙ୍କ ଅସଲ ଜୀବନରୁ ମୃତ୍ୟୁ ପର୍ଯ୍ୟନ୍ତ ସମସ୍ତ ଦିଗ ଫିଲ୍ମ ଷ୍ଟାଇଲ୍‌ରେ ହିଁ ହୋଇଛି। ୧୯୯୯ ମସିହାରେ ରିଲିଜ ହୋଇଥିବା ଏକ ଫିଲ୍ମକୁ ସେ ଥରେ ନୁହେଁ, ୧୦୦ରୁ ଅଧିକ ଥର ଦେଖିଥିଲେ। ଏଥିରେ ଅଭିନୟ…

ଏହି ୧୧ ଆପ୍‌ ଉପରେ ବ୍ୟାନ୍‌ ଲଗାଇଲା ଗୁଗୁଲ, ଫୋନରେ ଥିଲେ ତୁରନ୍ତ କାଟନ୍ତୁ..!

ଅନେକ ସମୟରେ ସୋସିଆଲ ମିଡିଆ ଠକେଇ ଘଟଣା ସାମ୍ନାକୁ ଆସିଥାଏ। ସ୍ମାର୍ଟଫୋନ୍‌ରୁ ଡାଟା ଚୋରି କରି ଏଭଳି କାର୍ଯ୍ୟ କରାଯାଇଥାଏ। ଏହା ଜଣାପଡ଼ିବା ପରେ ଗୁଗୁଲ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ସ୍ବରୂପ କିଛି ଆପ୍‌କୁ କାଢ଼ି ଦିଆଯାଏ। ସେଭଳି କିଛି ଘଟଣାକ୍ରମରେ ଗୁଗୁଲ…

ଅଲଗା ହେବେ ସୁସ୍ମିତାଙ୍କ ଭାଇ-ଭାଉଜ !

ବମ୍ବେ: ଭାଙ୍ଗିବ ଅଭିନେତ୍ରୀ ସୁସ୍ମିତା ସେନ୍‌ଙ୍କ ଭାଇ ରାଜୀବ ସେନ୍‌ ଏବଂ ଭାଉଜ ଚାରୁ ଅସୋପାଙ୍କ ବିବାହ। ଏଭଳି କିଛି ଚର୍ଚ୍ଚା ଏବେ ହେବାରେ ଲାଗିଛି। ଏହା ପଛରେ କାରଣ ମଧ୍ୟ ରହିଛି। ଆଜିକାଲି ନିଜ ଇନ୍‌ଷ୍ଟାଗ୍ରାମରେ ଚାରୁ ଭାବବିହ୍ବଳ କଥା…

କରୋନା ରୋଗୀଙ୍କୁ ଆମ୍ବୁଲାନ୍ସରେ ୭ କିମି ନେବା ପାଇଁ ଚାର୍ଜ କରାଗଲା ୮ ହଜାର

ମୁମ୍ବାଇ: କରୋନା ମହାମାରୀ ସମୟରେ ଅନେକ ଖବରମାନ ଶୁଣିବାକୁ ମିଳୁଛି। କେତେବେ ରୋଗୀଙ୍କୁ ହସ୍ପିଟାଲରେ ବେଡ୍‌ ମିଳୁ ନାହିଁ ତ ଆଉ କେତେବେଳେ ଆମ୍ବୁଲାନ୍ସ। ଏବେ ଆଉ ଏକ ଆଶ୍ଚର୍ଯ୍ୟ ଜନକ ଖବରସମ୍ମୁଖକୁ ଆସିଛି । ମୁମ୍ବାଇର ଜଣେ ଆମ୍ବୁଲାନ୍ସ ଡ୍ରାଇଭର…

ଚୌଦ୍ୱାର ପୌରାଞ୍ଚଳର ସମସ୍ତ ନମୁନା ନେଗେଟିଭ୍‌

ଚୌଦ୍ୱାର,୧୧ା୭(ଡି.ଏନ୍‌.ଏ.): ଚୌଦ୍ୱାର ପୌର ଅଧିବାସୀଙ୍କ ପାଇଁ ଆଶ୍ୱସ୍ତି ଖବର ଆସିଛି। ଗତ ୮ ତାରିଖରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୌରପାଳିକାର ସଙ୍ଗରୋଧ କେନ୍ଦ୍ର ଓ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ୧୮ ଜଣଙ୍କ ନମୁନା ପରୀକ୍ଷା ପାଇଁ ନିଆଯାଇଥିଲା। ଶନିବାର ସମସ୍ତ ନମୁନା…

ରାଜ୍ୟରେ ଆଉ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୧।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରେ ସର୍ବାଧିକ ୧୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡରୁ ୧୮, ପୁରୀରୁ ୧୬, ସମ୍ବଲପୁରରୁ ୧୪,…

ହଟସ୍ପଟ ଅଞ୍ଚଳରୁ ଲୋକେ ଆସୁଥିବାରୁ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା: ବିଏମ୍‌ସି କମିଶନର

ଭୁବନେଶ୍ୱର,୧୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି କରୋନା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି। ହଟସ୍ପଟ ଅଞ୍ଚଳରୁ ଲୋକେ ଭୁବନେଶ୍ୱର ଆସୁଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଯାହା ବିଏମସି ପାଇଁ ଏକ ବଡ…

ମୀରା ରାଜପୁତଙ୍କ ମେସେଜ୍‌ ଚାଟ୍‌ର ସ୍କ୍ରିନ୍‌ଶଟ୍‌ ଭାଇରାଲ, ଏଥିରେ ସ୍ବାମୀଙ୍କ ନାଁ କ’ଣ ରହିଛି ଜାଣନ୍ତୁ

ମୁମ୍ବାଇ : ଶାହିଦ କପୁର ଏବଂ ମୀରା ରାଜପୁତଙ୍କୁ ବଲିଉଡ୍‌ର ପର୍‌ଫେକ୍ଟ ଯୋଡ଼ି କୁହାଯାଏ। ଲକ୍‌ଡାଉନ୍‌ ସମୟରେ ଏହି ଯୋଡ଼ି ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ପ୍ରତିଦିନ କିଛି ନା କିଛି…

୩ ବର୍ଷର ଶିଶୁକୁ ଛାଡି ପ୍ରେମିକ ସହ ବୁଲିବାକୁ ଗଲେ ମା’, ଆଉ ତା’ପରେ…

ମା’ ନିଜର ୩ ବର୍ଷର ଶିଶୁକୁ ଏକାକୀ ଘରେ ଛାଡି ପ୍ରେମିକ ସହ ବୁଲିବାକୁ ଚାଲିଗଲେ। ଏକ ସପ୍ତାହରୁ ଊର୍ଦ୍ଧ୍ୱ ଅର୍ଥାତ୍‌ ୮ ଦିନ ପରେ ଘରକୁ ଫେରିବା ପରେ ଭୋକ ଉପାସରେ ଶିଶୁଟିର ମୃତ୍ୟୁ ହୋଇଯାଇଥିଲା। ଏଭଳି ଏକ ଅଭାବନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri