Home

ଭର୍ଚୁଆଲ ରାଲିରେ ଓଡିଶାବାସୀଙ୍କୁ ସମ୍ବୋଧିତ କଲେ ଗୃହମନ୍ତ୍ରୀ

ଭୁବନେଶ୍ୱର,୮।୬(ବ୍ୟୁରୋ)-ମୋଦି ସରକାରର ୨ୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ଭର୍ଚୁଆଲ ରାଲିରେ ସୋମବାର ଗୃହମନ୍ତ୍ରୀ ଅମିତ ଶାହ ଓଡିଶାବାସୀଙ୍କୁ ସମ୍ବୋଧିତ କରିଛନ୍ତି। ରାମମନ୍ଦିର ନିର୍ମାଣ, ନାଗରିକତା (ସଂଶୋଧନ) ଆଇନ ପ୍ରୟଣନ, କଶ୍ମୀରରୁ ଧାରା ୩୭୦…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା: ୭ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବ । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ…

ଜନ୍ମ ନେବାର ୧୨ଘଣ୍ଟା ମଧ୍ୟରେ ନବଜାତ ଶିଶୁ କରୋନା ପଜିଟିଭ୍‌

ଲଣ୍ଡନ,୮।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଥମିବାର ନା ନେଉନି। ଇତିମଧ୍ୟରେ ବ୍ରିଟେନରେ କରୋନା ସହ ଜଡିତ ଆଉ ଏକ ନୂଆ…

CORONAVIRUS UPDATE: ସୁସ୍ଥ ହେଲେ ୯୯ କରୋନା ଆକ୍ରାନ୍ତ: ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୧୯୯୩

ଭୁବନେଶ୍ୱର, ୮।୬(ବ୍ୟୁରୋ): ରାଜ୍ୟରେ ସୋମବାର ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୯୯୩ରେ ପହଞ୍ଚିଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଯାଜପୁରରୁ ସର୍ବଧିକ ୧୬ଜଣ ରହିଥିବା ବେଳେ ଖୋର୍ଦ୍ଧା ୧୩, କେନ୍ଦ୍ରାପଡ଼ା ୧୧, ଗଞ୍ଜାମ…

ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ ଏସିଡ୍‌ ମାଡ: ପୋଲିସର ତଦନ୍ତ ଆରମ୍ଭ

କପ୍ତିପଦା,୮।୬(ଡି.ଏନ.ଏ)- କପ୍ତିପଦା ଥାନା ଅଧୀନ ଜଡିଦା ପଞ୍ଚାୟତ ଜଡିଦା ଗ୍ରାମରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ କେହି ଜଣେ ଦୁର୍ବୃତ୍ତ ଏସିଡ ମାଡ କରିଥିବା ସୂଚନା ମିଳିଛି। ଫଳରେ ତାଙ୍କର ପେଟ, ଛାତି, ଜଙ୍ଘ ଓ ପିଠି ୫୦ ପ୍ରତିଶତ ପୋଡି…

ସରିଲା ସଙ୍ଗରୋଧ ଅବଧି: ୨୪ ପ୍ରବାସୀ ହେଲେ ଘର ବାହୁଡ଼ା

ଚୌଦ୍ୱାର,୮।୬(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ପୌରପାଳିକା ପକ୍ଷରୁ ଚୌଦାର କଲେଜ ଛାତ୍ରୀ ନିବାସରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରରୁ ଦୀର୍ଘ ୧୪ ଦିନ ପରେ ସୋମବାର ୨୪ ପ୍ରବାସୀ ଘର ବାହୁଡ଼ା ହୋଇଛନ୍ତି। ପ୍ରବାସୀମାନେ ନିଜ ଉଦ୍ୟମରେ ଫୁଲ ତୋଡ଼ା ଓ ଉତ୍ତରୀୟ…

ବାଂଲାଦେଶକୁ କଖାରୁ ଭିତରେ ମାଛ ଜାଆଁଳ ଚୋରା ଚାଲାଣ ରାକେଟ: ପର୍ଦ୍ଦାଫାଶ୍‌ କଲା ବିଏସ୍‌ଏଫ୍‌

କୋଲକାତା,୮।୬: ଭାରତରୁ ବାଂଲାଦେଶକୁ କଖାରୁ ଭିତରେ ମାଛ ଜାଆଁଳ ଚୋରା ଚାଲାଣ କାରବାରର ପର୍ଦ୍ଦାଫାଶ୍‌ ହୋଇଛି। ବିଏସ୍‌ଏଫ୍‌ ପକ୍ଷରୁ ଦକ୍ଷିଣ ପଶ୍ଚିମବଙ୍ଗ କରିଡୋରରେ ଚଢ଼ାଉ କରି ଏଥିରେ ସଫଳତା ପାଇଛନ୍ତି। ରାକେଟ ଦ୍ୱାରା ଇଛାମତୀ ନଦୀ ବାଟେ ଏଭଳି ଚୋରା ଚାଲାଣ…

ଲକ୍‌ଡାଉନ୍‌ରେ ନିଜକୁ କେମିତି ରଖିବେ ଫିଟ୍‌: ସଚିନ୍‌ ଦେଲେ ମନ୍ତ୍ର

ଲକ୍‌ଡାଉନ୍‌ ଯୋଗୁ ଏବେ ପ୍ରାୟ ଲୋକ ଘରେ ରହୁଛନ୍ତି। ମର୍ନିଂ ଓ୍ବାର୍କ କରିବା ମଧ୍ୟ ସମ୍ଭବ ହୋଇପାରୁନାହିଁ। ଏସବୁ ଭିତରେ ମାମଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଶରୀରକୁ ଫିଟ୍‌ ରଖିବାର ମନ୍ତ୍ର ଦେଇଛନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରି କହିଛନ୍ତି,…

ପାକିସ୍ତାନ ରେଳମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ୍‌,୮।୬: ସାରା ବିଶ୍ୱ କରୋନା କବଳରୁ ବର୍ତ୍ତି ପାରି ନ ଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ଅହମ୍ମଦ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ସୋମବାର ଏନେଇ ରେଲଓ୍ବେ ମନ୍ତ୍ରଣାଳୟ…

ମନରେଗାର ଗୁରୁତ୍ୱ ଉପଲବ୍ଧି କରୁଛନ୍ତି ମୋଦି ସରକାର: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣ ସମୟରେ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ମନରେଗା ଦ୍ୱାରା ଶ୍ରମିକ ଏବଂ ଦିନ ମଜୁରିଆଙ୍କ ପାଖରେ ସରକାରଙ୍କ ଆର୍ଥିକ ସହାୟତା ପହଞ୍ଚି ପାରିଛି। ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମନରେଗାର ଗୁରୁତ୍ୱ ଉପଲବ୍ଧି କରିବା…

କରୋନା ହଟସ୍ପଟ୍‌ ଧରାବିରେ ୭ ଦିନ ମଧ୍ୟରେ ଘଟିନି କୌଣସି ମୃତ୍ୟୁ

ମୁମ୍ବାଇ,୮।୬: କରୋନା ସଂକ୍ରମଣର ହଟସ୍ପଟ୍‌ ପାଲଟିଥିବା ମୁମ୍ବାଇର ଧରାବିରେ ଗତ ୭ ଦିନ ମଧ୍ୟରେ କୌଣସି ମୃତ୍ୟୁ ଘଟି ନ ଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମେ ୩୦ଠାରୁ ଜୁନ୍‌ ୭ ମଧ୍ୟରେ ଏଠାରେ କରୋନା ସଂକ୍ରମଣ ଯୋଗୁ…

ମାସ୍କ ନ ପିନ୍ଧି ଦେଲେ ୪୭ ହଜାର ଜରିମାନା: ମଦ ଜବତ, ଜୁଆ ଆଡ୍ଡା ଉପରେ ଚଢ଼ାଉ

ଛତ୍ରପୁର,୮।୬(ଡି.ଏନ୍‌.ଏ.): କରୋନା ନେଇ ହୋଇଥିବା ଲକ୍‌ଡାଉନ ଓ ଶଟ୍‌ଡାଉନ ପରିପ୍ରେକ୍ଷୀରେ ଗଞ୍ଜାମ ପୋଲିସ ପକ୍ଷରୁ ଧରପଗଡ଼ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ଜିଲାର ବିଭିନ୍ନ ଥାନା ପୋଲିସ ୪୭ ହଜାର ୨୦୦ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri