୧୧୨ ବର୍ଷ ତଳେ ଘଟିଥିଲା ଏପରି ଏକ ବିସ୍ଫୋରକ ଘଟଣା, ଯାହା ଉପରୁ ଆଜି ପର୍ଯ୍ୟନ୍ତ ହଟିନାହିଁ ପରଦା
ଋଷିଆର ସାଇବେରିଆ ଅଞ୍ଚଳରେ ୧୧୨ ବର୍ଷ ତଳେ ଏକ ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏହି ଘଟଣା ପୋଡେକାମେନାୟା ତୁଙ୍ଗୁସ୍କା ନଦୀ ନିକଟରେ ହୋଇଥିଲା। କୁହାଯାଏ, ଏହି ବିସ୍ଫୋରଣରେ ଯେଉଁ ନିଅଁା ହୁଳା ଉଠିଥିଲା ତାହା ୫୦ରୁ ୧୦୦ ମିଟର ଚଉଡ଼ା ଥିଲା।…
ଇଂଲଣ୍ଡ ବିଶ୍ୱକପ୍ ବିଜେତା ଫୁଟବଲର ଚାର୍ଲଟନଙ୍କ ପରଲୋକ
ଲଣ୍ଡନ,୧୧।୭(ଏପି): ଇଂଲଣ୍ଡ କିମ୍ବଦନ୍ତୀ ଫୁଟବଲର ତଥା ସେଣ୍ଟ୍ରାଲ ଡିଫେଣ୍ଡର ଜ୍ୟାକ୍ ଚାର୍ଲଟନ ୮୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ବିଗ୍ ଜ୍ୟାକ୍ ନାମରେ ପରିଚିତ ଥିବା ଚାର୍ଲଟନ ଶୁକ୍ରବାର ନର୍ଥଉମ୍ବରଲାଣ୍ଡସ୍ଥିତ ତାଙ୍କ ବାସଭବନରେ ମୃତ୍ୟୁବରଣ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କ…
ବିକାଶ ଦୁବେଙ୍କ ଲଭ୍ଷ୍ଟୋରୀ: ଶାଶୁ-ଶ୍ୱଶୁରଙ୍କୁ ବନ୍ଧୁକ ଦେଖାଇ କରିଥିଲେ ବିବାହ
ଲକ୍ଷ୍ନୌ, ୧୧।୭: ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍କାଉଣ୍ଟର ପରେ ତାଙ୍କୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଏବେ ତାଙ୍କ ଲଭ୍ଷ୍ଟୋରୀ ନେଇ ସୋସିଆଲ ମିିଡ଼ିଆରେ ନାନା ପ୍ରଚାର ଜାରି ରହିଛି। ୨୦ବର୍ଷ ତଳେ ସ୍ତ୍ରୀ ରିଚାଙ୍କ ସହିତ ତାଙ୍କର ସାକ୍ଷାତ୍…
ପଜିଟିଭ୍ ଚିହ୍ନଟ ପରେ ସାନିଟାଇଜ ହେଲା ରାଇକିଆ
ରାଇକିଆ,୧୧ା୭(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ସହରରୁ ଶୁକ୍ରବାର ୨ଜଣ ପଜିଟିଭ୍ ଚିହ୍ନଟ ପରେ ଶନିବାର ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଲୋକାଲ କେସ ହୋଇଥିବାରୁ ରାଇକିଆ ସମେତ ୧୩ଟି ଗ୍ରାମକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ବିଭିନ୍ନ ସ୍ଥାନରେ ବ୍ୟାରିକେଟ୍…
୬,୮୦୦ ବର୍ଷ ପରେ ପୃଥିବୀ ମୁହାଁ ହୋଇଛି ଏହି ଧୂମକେତୁ
ଓ୍ବାଶିଂଟନ, ୧୧।୭: ଦୀର୍ଘ ୬,୮୦୦ ବର୍ଷ ପରେ ଧୂମକେତୁ ‘ନିଓଓ୍ବାଇଜ୍-ସି/୨୦୨୦ ଏଫ-୩’ ପୃଥିବୀ ମୁହାଁ ହୋଇଛି। ଜୁଲାଇ ୧୨ରୁ ୩୦ ମଧ୍ୟରେ ପୃଥିବୀର ନିକଟତର ହେବ। ସେତେବେଳେ ଏହା ପୃଥିବୀଠାରୁ ୧୦ କୋଟି ୩୦ ଲକ୍ଷ କିଲୋମିଟର ଦୂରରେ ରହିବ। ଏହି…
ଅଗଷ୍ଟ ୧୮ରୁ ସିପିଏଲ୍ ଟି୨୦ ଲିଗ୍ ଆରମ୍ଭ
ନୂଆଦିଲ୍ଲୀ,୧୧।୭: କୋଭିଡ୍-୧୯ ମହାମାରୀର ପ୍ରକୋପ୍ ଜାରି ରହିଥିବା ବେଳେ ଟେଷ୍ଟ କ୍ରିକେଟ ଆରମ୍ଭ ହୋଇଛି। ଏବେ ଆଉ ଏକ ହାଇପ୍ରୋଫାଇଲ ଟି୨୦ ଲିଗ୍ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟକ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କାରିବିୟାନ ପ୍ରିମିୟର ଲିଗ୍ (ଆଇପିଏଲ୍)।…
ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ: ୨୧ ଜଣିଆ ବର୍ଦ୍ଧିତ ଦଳ ଘୋଷଣା କଲା ଆୟର୍ଲାଣ୍ଡ
ଡବ୍ଲିନ୍,୧୧।୭: ଆଗକୁ ଆୟୋଜନ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଆୟର୍ଲାଣ୍ଡ ଏକ ୨୧ ଜଣିଆ ବର୍ଦ୍ଧିତ ଦଳ ଘୋଷଣା କରିଛି। ଏ ନେଇ କ୍ରିକେଟ ଆୟର୍ଲାଣ୍ଡ ସୂଚନା ଦେଇଛି। କୋଭିଡ୍-୧୯ ପ୍ରୋଟୋକଲ ଓ…
ବିକାଶ ଦୁବେଙ୍କ ଏନ୍କାଉଣ୍ଟର ପରେ ଖୁସି ମନାଇଲେ ଏହି ଗ୍ରାମବାସୀ
କାନପୁର,୧୧।୭: ଉତ୍ତରପ୍ରଦେଶର ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କ ଏନ୍କାଉଣ୍ଟର ପରେ କାନପୁର ବିକରୁ ଓ ଆଖପାଖ ଗଁାରେ ଏକ ନୂଆ ସକାଳ ଆରମ୍ଭ ହୋଇଛି। ବିକରୁ ଗାଁରେ ଲୋକମାନେ ଭୟଭୀତ ଅବସ୍ଥାରେ ଏବେ ବି ଘରେ ରହୁଥିବା ବେଳେ ଏଠାରୁ କିଛି…
ଆମେରିକାରେ ସ୍ଥିତି ଅଣାୟତ୍ତ: ୨୪ ଘଣ୍ଟାରେ ୭୦ ହଜାର ନୂଆ ଆକ୍ରାନ୍ତ
ଓ୍ବାଶିଂଟନ, ୧୧।୭: କରୋନା ମହାମାରୀ ସଂକ୍ରମଣରେ ଆମେରିକାରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ଏହା ପୃଥିବୀରେ ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୭୦ ହଜାରରୁ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…
କରୋନାରେ ଆଖି ବୁଜିଲେ ଦିଗପହଣ୍ଡି ବିଜୁ ଯୁବ ବାହିନୀ ସଦସ୍ୟ
ଦିଗପହଣ୍ଡି,୧୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସାନଦାଣ୍ଡ ସାହି ନିବାସୀ ତଥା ବିଜୁ ଯୁବ ବାହିନୀ ସଦସ୍ୟ ଏମ. ଶିବରାମଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ଗତ କିଛିଦିନ ହେଲା ସେ ଜ୍ବରରେ ସଂକ୍ରମିତ ହୋଇ ଔଷଧ ସେବନ କରୁଥିଲେ। ଗୁରୁବାର ତାଙ୍କ…
କଟକରେ କରୋନା କାୟା: ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ
କଟକ ଅଫିସ,୧୧।୭: କଟକ ସହରରେ ଶନିବାର ଆଉ ୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍, ୫ ହୋମ୍ କ୍ୱାରାଣ୍ଟାଇନ୍ , ଜଣେ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ…
୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗ ଉଣ୍ଡି ବସିଛନ୍ତି
ଶ୍ରୀନଗର, ୧୧।୭: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ୨୫୦ରୁ ୩୦୦ ଆତଙ୍କବାଦୀ ସୁଯୋଗକୁ ଅପେକ୍ଷା କରିଛନ୍ତି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକ ନିକଟରେ ଥିବା ଲଞ୍ଚପ୍ୟାଡ୍ରେ ଆତଙ୍କବାଦୀମାନେ ଅନୁପ୍ରବେଶ କରିବା ଲାଗି ପ୍ରସ୍ତୁତ ରହିଛନ୍ତି ବୋଲି ମେଜର ଜେନେରାଲ ବିରେନ୍ଦ୍ର ଭାଟ୍ସ୍…
Archives


