Home

୨୦ ହଜାରୁ ଅଧିକ ରନ୍‌, ୧୦୦୦ରୁ ଅଧିକ ଉଇକେଟ୍‌, ଏବେ ଚଲାଉଛନ୍ତି ଟ୍ରକ୍‌

ଅଲରାଉଣ୍ଡର ପ୍ରଦର୍ଶନ ଜରିଆରେ ନ୍ୟୁଜିଲାଣ୍ଡକ ବହୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଜିତାଇଥିବା ପୂର୍ବତନ ଖେଳାଳି କ୍ରିସ୍‌ କ୍ରେନ୍ସ ଏବେ ଟ୍ରକ୍‌ ଚଲାଉଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଅବସର ପରେ କ୍ରିସ କେନର୍‌ସ ମ୍ୟାଚ ଫିକ୍ସିଂ ଭଳି ଗୁରୁତର ଅଭିଯୋଗର ସମ୍ମୁଖୀନ…

ଖଣ୍ଡାଧାରରେ ବୁଡ଼ି ଯୁବକଙ୍କ ଜୀବନ ଗଲା

କେନ୍ଦୁଝର,୭ା୬(ସ୍ବ.ପ୍ର./ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ଖଣ୍ଡାଧାର ଜଳ ପ୍ରପାତରେ ବୁଡ଼ି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସୌରଭ ମିଶ୍ର। ତାଙ୍କ ଘର କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଚର୍ଚ୍ଚ ଛକ ଅଞ୍ଚଳରେ। କେତେଜଣ ସାଙ୍ଗଙ୍କ…

୯୭ ହଜାର କୋଟି ନିବେଶ ହାତେଇଲା ଜିଓ

ନୂଆଦିଲ୍ଲୀ,୭।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟଫର୍ମରେ ଆଡିଆ ନାମକ କମ୍ପାନୀ ୫,୬୮୩ କୋଟି ଟଙ୍କା ନିବେଶ କରିବ। ଭାରତକୁ ଡିଜିଟାଲ ସୋସାଇଟ ଭାବେ ଗଢି ତୋଳିବାରେ ଏହି ନିବେଶ ସହାୟକ ହେବ ବୋଲି ରିଲାଏନ୍ସ ପକ୍ଷରୁ…

ରଜ ପାଇଁ ପ୍ରସ୍ତୁତ ହେଉଛନ୍ତି ଲୋକେ

କେନ୍ଦୁଝର, ୭ା୬(ସ୍ବ.ପ୍ର.)-ଚଳିତବର୍ଷ ସାରାଦେଶରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଲାଗି ସବୁ ପର୍ବପର୍ବାଣୀ ଫିକା ପଡିଛି। କେନ୍ଦୁଝରରେ ଧୁମ୍‌ଧାମ୍‌ରେ ପାଳନ ହେଉଥିବା ରଜ ମହୋତ୍ସବ ପ୍ରଶାସନ ପକ୍ଷରୁ ବାତିଲ କରାଯାଇଛି। ତେବେ ଆଉ ୭ଦିନ ପରେ ରଜପର୍ବ। କେନ୍ଦୁଝର ସଦର ବ୍ଲକ…

ଗ୍ରାମକୁ ସାନିଟାଇଜ କଲା ଯୁବକ ସଂଘ

ବାହାନଗା/ରେମୁଣା, ୭ା୬(ଡି.ଏନ.ଏ.)-ଖନ୍ତାପଡା ଥାନା ଅଧୀନ ରେମୁଣା ବ୍ଲକ ପତ୍ରିପାଳ ପଞ୍ଚାୟତ ହାତିଆଗଣ୍ଡ ଗ୍ରାମର ଶିବାଜୀ ଯୁବକ ସଂଘ ପକ୍ଷରୁ ଗ୍ରାମକୁ ସାନିଟାଇଜ କରାଯାଇଛି। ଗ୍ରାମରେ ଥିବା ଶିବାଜୀ ଯୁବକ ସଂଘର ସଦସ୍ୟ ସଞ୍ଜୟ କୁମାର ଦାସଙ୍କ ନେତୃତ୍ୱରେ ସତ୍ୟରଞ୍ଜନ ଦାସ, ପରେଶ…

ବଜ୍ରପାତରେ ଜଳିଗଲା ଗୁହାଳ, ନଡ଼ିଆ ଗଛ

ବନ୍ତ,୭।୬(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ଅଣିଜୋ ଗ୍ରାମରେ ରବିବାର ସନ୍ଧ୍ୟାରେ ବଜ୍ରପାତରେ ଅଗ୍ନିକାଣ୍ଡ ଘଟି ଗୁହାଳ ଜଳିଯିବା ସହ ଏକ ବାଛୁରୀର ମୃତ୍ୟୁ ଘଟିଛି। ସନ୍ଧ୍ୟାରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିଥିଲା। ଗ୍ରାମର ରାମଚନ୍ଦ୍ର ବାରିକଙ୍କ ଗୁହାଳରେ ବାଛୁରୀ…

ପଡିଆରେ କାହିଁକି କାନ୍ଦିଥିଲେ ରୋହିତ ଶର୍ମାଙ୍କ ସ୍ତ୍ରୀ

ଲକ୍‌ଡାଉନରେ ରୋହିତ୍‌ ଶର୍ମା ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। କ୍ରିକେଟ ପଡିଆରେ ପୁରୁଣା ଦିନର ସ୍ମୁତିକୁ ସେ ନିଜ ଫ୍ୟାନ୍‌ଙ୍କ ସହ ଶେୟାର କରୁଛନ୍ତି। ରୋହିତଙ୍କ ବ୍ୟାଟିଂ ଦେଖିବାକୁ ସ୍ତ୍ରୀ ରିତିକା ପ୍ରାୟ ସବୁମ୍ୟାଚରେ ଉପସ୍ଥିତ ଥାନ୍ତି। ମୋହାଲିଠାରେ ରୋହିତ ଶ୍ରୀଲଙ୍କା…

ହାଇଓ୍ବା ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଯୋଡ଼ା, ୭।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବାମେବାରୀ ଉଚ୍ଚ ବିଦ୍ୟାଳୟ ନିକଟରେ ଏକ ହାଇଓ୍ବା ଧକାରେ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ହାଟଡିହୀ ବ୍ଲକ ସୋସୋ ଗ୍ରାମର ଘନଶ୍ୟାମ ପ୍ରଧାନ(୫୪) ଓ ତାଙ୍କ…

ସୋନୁ ସୁଦଙ୍କୁ ‘ଗୁଡ ବୟ’ କହିଲେ କୁନି ଝିଅ

ବଲିଉଡ ଅଭିନେତା ସୋନୁ ସୁଦ ପ୍ରବାସୀ ଶ୍ରମିକମାନଙ୍କୁ ସାହାଯ୍ୟ କରି ସମସ୍ତଙ୍କ ପ୍ରଶଂସାର ପାତ୍ର ପାଲଟିଛନ୍ତି। ତାଙ୍କ ପ୍ରଶଂସକଙ୍କମାନେ ସୋନୁଙ୍କୁ ଖୁବ ପ୍ରଶଂସା ମଧ୍ୟ କରୁଛନ୍ତି। ବୟସ୍କମାନଙ୍କଠାରୁ ଆରମ୍ଭ କରି ଛୋଟପିଲାମାନେ ମଧ୍ୟ ସୋନୁଙ୍କୁ ଭଲପାଇବା ଦେଉଛନ୍ତି। ନିକଟରେ ଏକ କୁନି…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳି ପଡିଲେ ହିଜବୁଲର ଟପ୍‌ କମାଣ୍ଡର

ଶ୍ରୀନଗର,୭।୬: ଜମ୍ମୁ-କଶ୍ମୀରର ଶୋପିଆନ ଜିଲାରେ ରବିବାର ହୋଇଥିବା ଏନକାଉଣ୍ଟରରେ ୫ଜଣ ଆତଙ୍କବାଦୀ ଟଳିପଡିଛନ୍ତି। ମୃତକଙ୍କ ମଧ୍ୟରେ ପାକ ଆତଙ୍କୀ ସଂଗଠନ ହିଜବୁଲର ଟପ କମାଣ୍ଡର ଫାରୁକ ଅହମଦ ଭଟ୍‌ ଓରଫ ନାଲି ରହିଥିବା ଡିଜି ଦିଲବାଗ ସିଂହ ଏହି ସୂଚନା ଦେଇଛନ୍ତି।…

ଚାଇନା ଜାରି କଲା ଶ୍ୱେତପତ୍ର: କେବେ, କେଉଁଠୁ ଆସିଛି କରୋନା

ବେଜିଂ,୭।୬: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଜଟିଳ ପରିସ୍ଥିତି ସୃଷ୍ଟି କରିଛି। ଚାଇନାର ଉହାନ ସହରରୁ ଆସିଥିବା କରୋନା ଆମେରିକା ସମେତ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ପରିସ୍ଥିତି ଏଭଳି ହୋଇଛି ବିଶ୍ୱର ମହାଶକ୍ତି କୁହାଯାଉଥିବା ଆମେରିକାରେ କେବଳ ଏକ…

ଗାଁ ଦାଣ୍ଡରେ ଆଣ୍ଠୁଏ ପାଣି : ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଆରଡି, ୭ା୬(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ମହାଳିକସାହି ଗାଁ ଦାଣ୍ଡରେ ଏବେ ଆଣ୍ଠୁଏ ପାଣି ଜମି ରହିଛି। ଦାଣ୍ଡ ଚାରିପଟେ ଥିବା ସ୍ଥାନକୁ ଲୋକେ ପୋତିଦେବାରୁ ଏପରି ଅବସ୍ଥା ଉପୁଜିଛି। ମାସମାସ ଧରି ପାଣି ଜମି ରହିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri