ମହିଳାଙ୍କ ପେଟରୁ ୨୪କିଲୋ ଓଜନର ଟ୍ୟୁମର ବାହାର କଲେ ଡାକ୍ତର
ଶିଲଙ୍ଗ,୫।୮: ମେଘାଳୟର ଓ୍ବେଷ୍ଟ ଗାରୋ ହିଲ୍ସ ଜିଲାରେ ଏକ ହସ୍ପିଟାଲରେ ଜଣେ ମହିଳାଙ୍କ ପେଟରୁ ୨୪ କିଲୋଗ୍ରାମ ଓଜନର ଟ୍ୟୁମର ବାହାର କରିଥିବା ଜଣାପଡ଼ିଛି। ଏନେଇ ହସ୍ପିଟାଲର ଜଣେ ଅଧିକାରୀ ବୁଧବାର ସୂଚନା ଦେଇଛନ୍ତି। ଉକ୍ତ ଜିଲାର ଜାମଗେ ଗାଁରେ ରହୁଥିବା…
ଗାଁ ମଣ୍ଡପରେ ବୃଦ୍ଧଙ୍କ ଗଳା କାଟି ହତ୍ୟା
ପାଟପୁର,୫ା୮- ଗଞ୍ଜାମ ଜିଲା ପାଟପୁର ଥାନା ପ୍ରତାପଗିରି ଗ୍ରାମ କୋଠଘର ମଣ୍ଡପରୁ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଉକ୍ତ ଗ୍ରାମର ଆର୍. ଖରଡା ପାତ୍ର (୬୫)। ଖରଡାଙ୍କ ପୁଅ ଭୀମଙ୍କ ଏତଲାକ୍ରମେ ପାଟପୁର ପୋଲିସ…
ସୁଶାନ୍ତ ଆତ୍ମହତ୍ୟା ମାମଲା: ରିୟାଙ୍କୁ ଇଡିର ସମନ
ମୁମ୍ବାଇ,୫।୮: ବଲିଉଡ୍ର ପ୍ରତିଭାଶାଳୀ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା ମାମଲାରେ ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଦିନକୁ ଦିନ ବିବାଦ ଘେରରେ ଛନ୍ଦି ହୋଇଯାଉଛନ୍ତି। ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ରିୟାଙ୍କୁ ସମନ ପଠାଯାଇଇଛି। ଶୁକ୍ରବାର…
ନାଗକୁ ଦେଖିବା ପରେ ଏପରି ସାମ୍ନା କଲେ ନେଉଳ ପଲ: ଦେଖନ୍ତୁ ଭିଡିଓ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ବାଘ-ଭାଲୁ ମଧ୍ୟରେ ଲଢେଇ ତ ଆଉ କେତେବେଳେ ହାତୀ-ହାତୀ ମଧ୍ୟରେ ଲଢେଇ ବର୍ତ୍ତମାନ ନାଗ ସହ ନେଉଳ ପଲ ମଧ୍ୟରେ ଲଢେଇ ଦେଖିବାକୁ ମିଳିଛି। ଏହି ଭିଡିଓଟି ବେଶ ଭାଇରାଲ…
ଶେଷରେ କଳିଯୁଗ ଶବରୀଙ୍କର ପୂରା ହେଲା ତପସ୍ୟା
ଭୋପାଳ,୫।୮: ବହୁ ପ୍ରତୀକ୍ଷିତ ଐତିହାସିକ ରାମ ମନ୍ଦିର ନିର୍ମାଣ ପାଇଁ ବୁଧବାର ଭୂମିପୂଜନ ସରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା କରି ମନ୍ଦିରର ମୂଳଦୁଆ ପକାଇବା ସହ ଶିଳାନ୍ୟାସ କରିଛନ୍ତି। ଭଗବାନ ରାମଙ୍କ ଏହି ଭବ୍ୟ ମନ୍ଦିର ନିର୍ମାଣ ପାଇଁ ପ୍ରାୟ…
ଆସୁଛି ଆଉ ଏକ ଲଘୁଚାପ: ୯ରୁ ୧୨ ଯାଏ ବର୍ଷିବ
ଭୁବନେଶ୍ୱର,୫ା୭(ବ୍ୟୁରୋ)-ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଚାଷୀମାନେ ଆଶ୍ୱସ୍ତ ହୋଇଛନ୍ତି। ଲଗାଣ ବର୍ଷା ଯୋଗୁ ରାଜ୍ୟରେ ମରୁଡ଼ି ଆଶଙ୍କା ମଧ୍ୟ କେତେକାଂଶରେ ଟଳିଯାଇଛି। ରାଜ୍ୟରେ…
କଟକରେ କାୟା ମେଲାଉଛି କରୋନା: ଆଜି ୧୪୩ ଆକ୍ରାନ୍ତ ଚିହ୍ନଟ
କଟକ,୫।୮(ବ୍ୟୁରୋ)-କଟକରେ କାୟା ମେଲାଉଛି କରୋନା। ସହରରେ ବୁଧବାର ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମ କଣ୍ଟେନମେଣ୍ଟ ଜୋନରୁ କେବଳ ୧୧୨ ଜଣ ରହିଛନ୍ତି। ୧୧୨ ଆକ୍ରାନ୍ତଙ୍କ ମଧ୍ୟରେ ୬୨ ପୁରୁଷ ଏବଂ ୫୦ ମହିଳା।…
ପୁତ୍ର ଭକ୍ତିରେ ବିହ୍ବଳ ମା’
ନୂଆଦିଲ୍ଲୀ,୫।୮: ଉତ୍ତରପ୍ରଦେଶ ଆଯୋଧ୍ୟାରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଭୂମିପୂଜା ଓ ଶିଳାନ୍ୟାସ କରିଛନ୍ତି। ରାମନଗରୀରେ ହୋଇଥିବା ଏହି ଭବ୍ୟ ଆୟୋଜନରେ ମୋଦି ପ୍ରଥମେ ୯ଟି ଇଟାରେ ରାମ ମନ୍ଦିରର ମୂଳଦୂଆ ପକାଇଥିଲେ। କରୋନା ସଙ୍କଟ ଯୋଗୁ ଏହି କାର୍ଯ୍ୟକ୍ରମରେ…
କରୋନା ଯୋଦ୍ଧାଙ୍କ ପାଇଁ ୧ ମିନିଟ୍ ନୀରବ ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫।୮(ବ୍ୟୁରୋ)-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ଲଢେଇରେ ସାମିଲ ହୋଇଥିବା ସମସ୍ତ କରୋନା ଯୋଦ୍ଧାଙ୍କ ପାଇଁ ୧ ମିନିଟ୍ ନୀରବ ପ୍ରାର୍ଥନା କରିବା ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅନୁରୋଧ କରିଥିଲେ।…
ଭୂମି ପୂଜନ ଅବସରରେ ଗୀତ ଗାଇଲେ ଏହି ରାଜନେତା
ମୁମ୍ବାଇ,୫।୮: ଉତ୍ତରପ୍ରଦେଶ ଆଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା କରିବା ସହ ଶିଳାନ୍ୟାସ କରିଛନ୍ତି। କରୋନା ଯୋଗୁ ଏହି ଅବସରରେ କେବଳ ଅଳ୍ପସଂଖ୍ୟକ ଅତିଥି ହିଁ ଯୋଗଦେଇପାରିଥିଲେ। ତେଣୁ ଭୂମି ପୂଜନରେ ସାମିଲ ହୋଇପାରି…
ରାହୁଲଙ୍କ ରାମ ଭକ୍ତି, ଅଯୋଧ୍ୟା ଭୂମିପୂଜନକୁ ନେଇ କହିଲେ ଏମିତି
ନୂଆଦିଲ୍ଲୀ,୫।୮: ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ବୁଧବାର ଭୂମିପୂଜନ କରାଯାଇଛି। ଏହି ଅବସରରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ସେ କହିଛନ୍ତି, ଭଗବାନ ରାମ ହୃଦୟର ଗଭୀରତାରେ ଥିବା ମାନବିକତାର ମୂଳ ଭାବନା ଅଟନ୍ତି…
ଅଯୋଧ୍ୟାକୁ ଦେଖି ଯେଉଁମାନେ ଲଙ୍କା ଖାଇବା ଭଳି ହେଉଛନ୍ତି, ସେମାନଙ୍କ ପାଇଁ ମୁଁ ଔଷଧ ପ୍ରସ୍ତୁତ କରିବି: ରାମଦେବ
ଅଯୋଧ୍ୟା,୫।୮: ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାରେ ଭବ୍ୟ ମନ୍ଦିର ନିର୍ମାଣ ନେଇ ଅନୁଷ୍ଠିତ ହୋଇଛି ଭୂମିପୂଜନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ରାମମନ୍ଦିରର ଶିଳାନ୍ୟାସ କରିଛନ୍ତି। ତେବେ ଏହି ମନ୍ଦିର ନିର୍ମାଣ ନେଇ ଅନେକେ କଟୁ ମନ୍ତବ୍ୟ…

