Home

କରୋନା ଚିକିତ୍ସା: ୪ ଜିଲାରେ ଡିଏମ୍‌ଏଫ୍‌ ପାଣ୍ଠିରୁ ଖର୍ଚ୍ଚ ହେବ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କରୋନା ସମ୍ପର୍କିତ ଉଚ୍ଚ କ୍ଷମତାସମ୍ପନ୍ନ ମନ୍ତ୍ରୀସ୍ତରୀୟ ବୈଠକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ ହୋଇଛି। ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଛି। କମିଟି…

ଏମିତି ମାନବିକତା ଦେଖାଇଲେ ମହିଳା, ସମସ୍ତେ କଲେ ସଲାମ

ଜଣେ ମହିଳା ନିଜ ମାନବିକତା ଦେଖାଇ ଚର୍ଚ୍ଚାକୁ ଆସିଛନ୍ତି। କେରଳର ତିରୁଭଲ୍ଲା ଟାଉନରେ ସେଲ୍ସଓମେନ ଭାବେ କାର୍ଯ୍ୟ କରୁଥିବା ସୁପ୍ରିୟା ଜଣେ ଦୃଷ୍ଟିହୀନ ବ୍ୟକ୍ତି ସହାୟତା କରୁଥିବା ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି। ଭିଡିଓକୁ ଆଇପିଏସ ବିଜୟକୁମାର ଟୁଇଟର…

ସଫଳ ହେଲା ବିରଳ ଅସ୍ତ୍ରୋପଚାର: ଯୋଡ଼ାହେଲା କଟା ହାତ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ସଡକ ଦୁର୍ଘଟଣାରେ କଟିଯାଇଥିବା ଜଣେ ବ୍ୟକ୍ତିଙ୍କ ହାତକୁ ବିରଳ ଅସ୍ତ୍ରୋପଚାର ମାଧ୍ୟମରେ ଯୋଡାଯାଇଛି। କଳିଙ୍ଗ ହସ୍ପିଟାଲରେ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଜଣେ ୨୪ ବର୍ଷୀୟ ଯୁବକଙ୍କ କଟା ହାତକୁ ଯୋଡିବାରେ ସଫଳ ହୋଇଛନ୍ତି। ସୂଚନା ମୁତାବକ, ପଶ୍ଚିମବଙ୍ଗ ମେଦିନାପୁର…

ପୁଣି ଜଣେ ରାଷ୍ଟ୍ରପତିଙ୍କୁ କରୋନା

ଲା ପାଜ୍‌,୧୦।୭: ବୋଲଭିଆର ଅନ୍ତରୀଣ ରାଷ୍ଟ୍ରପତି ଜିନାଇନ୍‌ ଅନେଜ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ ନିଜେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ରାଷ୍ଟ୍ରପତି। ୫୩ ବର୍ଷୀୟ ଜିନାଇନ୍‌ ୧୪ ଦିନ କ୍ୱାରେଣ୍ଟାଇନରେ ରହିବା ପରେ ଦ୍ୱିତୀୟ ଥର କରୋନା ଟେଷ୍ଟ କରାଇବେ।…

ଭୁଶୁଡ଼ିବାର ଅଢେଇ ବର୍ଷ ବିତିଲା: ତିଆରି ହେଲାନି ପାର୍ବତୀ ସାଗର ପାଚେରି

ପୁରୀ ଅଫିସ,୧୦।୭: ଶ୍ରୀକ୍ଷେତ୍ରରେ ଅନେକ ତୀର୍ଥ ପୁଷ୍କରିଣୀ ରହିଛି। ହେଲେ ଏସବୁର ରକ୍ଷଣାବେକ୍ଷଣ ଦିଗରେ ଉପଯୁକ୍ତ ଧ୍ୟାନ ଦିଆଯାଉ ନାହିଁ। ଫଳରେ ଦିନକୁ ଦିନ ଏକାଧିକ ତୀର୍ଥ ପୁଷ୍କରିଣୀର ସ୍ଥିତି ଦୟନୀୟ ହୋଇପଡୁଛି। ସେହିପରି ପାର୍ବତୀ ସାଗର ପାଚେରି ଭୁଶୁଡ଼ିବା ଇତିମଧ୍ୟରେ…

ଆଦିତ୍ୟ ଦାସ ମୃତ୍ୟୁ ଘଟଣା: ମୋବାଇଲ୍‌ ଖୋଲିବ ମୃତ୍ୟୁ ରହସ୍ୟ, ଫରେନ୍‌ସିକ୍‌ ଲାବ୍‌ ପଠାଯିବ ଡାଏରି ଲେଖା

ଭୁବନେଶ୍ୱର,୧୦।୭ (ବ୍ୟୁରୋ): ଯୁବ ସାମାଜିକ କର୍ମୀ ତଥା ପ୍ରେରଣାଦାୟୀ ଭାଷଣ (ମୋଟିଭେଶନାଲ ସ୍ପିଚ୍‌) ଦେଉଥିବା ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାରେ ଆସିଛି ନୂଆ ମୋଡ଼। ଗୁରୁବାର ଆଦିତ୍ୟଙ୍କ ବ୍ୟବଚ୍ଛେଦ ରିପୋର୍ଟ ପାଇବା ପରେ ଜିଆର୍‌ପି ଥାନା ପାଲିସ ଅପମୃତ୍ୟୁ ମାମଲାକୁ ହତ୍ୟା…

ପରଲୋକରେ ମନୋଜ ପଣ୍ଡା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ଲେଖକ ମନୋଜ କୁମାର ପଣ୍ଡାଙ୍କର ଗୁରୁବାର ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ୧୯୫୪ରେ ବଲାଙ୍ଗୀରରେ ଜନ୍ମଗ୍ରହଣ କରିଥିବା ମନୋଜ ଜଣେ କଥାଶିଳ୍ପୀ ତଥା ଭାଷା ବିଚାରକଭାବେ…

ଚୌଦ୍ୱାର ଜେଲ୍‌ର ୮ କଏଦୀଙ୍କୁ କରୋନା

ଚୌଦ୍ୱାର,୧୦ା୭(ଡି.ଏନ୍‌.ଏ.): କଟକ ଚୌଦ୍ୱାର ଜେଲ୍‌ର ୮ କଏଦୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ୩ ଜଣ ବିଚାରାଧୀନ କଏଦୀ ଥିବା ବେଳେ ଆଉ ୫ କଏଦୀ ଅଛନ୍ତି। ଚୌଦ୍ୱାର ଜେଲ୍‌ରୁ କଏଦୀମାନଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ…

ପଣ୍ୟ ପରିବହନରେ ରେଳପଥର ରିହାତି ଘୋଷଣା

ଭୁବନେଶ୍ୱର,୧୦।୭ (ବ୍ୟୁରୋ): ପଣ୍ୟ ପରିବହନ କ୍ଷେତ୍ରରେ ପ୍ରୋତ୍ସାହନ ଦେବାକୁ ଭାରତୀୟ ରେଳପଥ ପକ୍ଷରୁ ରିହାତି ଘୋଷଣା କରାଯାଇଛି। ସ୍ବଳ୍ପ ଓ ଅଧିକ ଦୂରତ୍ୱ ପଣ୍ୟ ପରିବହନ କ୍ଷେତ୍ରରେ ଭଡାରେ ରିହାତି ଦେବା ପାଇଁ ସ୍ଥିର ହୋଇଛି। କୋଇଲା, ଲୁହାପଥର, ଲୌହ ଜାତୀୟ…

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌

ବାଲେଶ୍ୱର ଅଫିସ, ୧୦।୭: ବାଲେଶର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଛି। ଗତ ୬ତାରିଖରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।…

ଓଡ଼ିଆ ବୈଜ୍ଞାନିକଙ୍କ ବିରଳ ଉଦ୍ଭାବନ: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି

କଟକ ଅଫିସ,୧୦।୭: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି। ଏକସଙ୍ଗେ ସୃଷ୍ଟି ହେଉଛି ବାୟୋ- ଅଏଲ, ବାୟୋ-ଚାର ଓ ପାଇରୋ ଗ୍ୟାସ୍‌। ଗୋଟିଏ ପଦ୍ଧତିରେ ୩ଟି ଜୈବଶକ୍ତି ସୃଷ୍ଟି କରିବାର ବିରଳ ରେକର୍ଡ ରଚିଛି ଗୁଜରାଟସ୍ଥିତ ସର୍ଦ୍ଦାର ପଟେଲ ନବୀକରଣୀୟ ଶକ୍ତି ଗବେଷଣା…

ସ୍ବାଭାବିକ ହେଉନି ବସ୍‌ ସେବା: ୫୮ % ହ୍ରାସ ପାଇଲାଣି ପରିବହନ ଟିକସ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଯାତ୍ରୀ ପରିବହନ ସେବା ଏକ ପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି। ଘରୋଇଠାରୁ ଆରମ୍ଭ କରି ସରକାରୀ ବସ୍‌ ସେବା ମଧ୍ୟ ଗୁରୁତର ପ୍ରଭାବିତ ହୋଇଛି। ଫଳରେ ବସ୍‌ ସେବା ସ୍ବାଭାବିକ ହୋଇପାରୁନି। କରୋନା ପ୍ରଭାବରେ ଏହି କ୍ଷେତ୍ର ଏକ ପ୍ରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri