Home

ପାଟଣା ସବଷ୍ଟେଶନ ଦେଖିଲେ ବିଧାୟକ

ପାଟଣା,୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସବଷ୍ଟେଶନକୁ ଘଟଗାଁ ବ୍ଲକ ଟିକିରା ଗ୍ରୀଡରୁ ବିଦ୍ୟୁତ ସଂଯୋଗରେ ବିଳମ୍ବ ହେଉଥିବାରୁ ଏନେଇ ପାଟଣା ଅଞ୍ଚଳରେ ଦିନକୁ ଦିନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏଣେ ସାମାନ୍ୟ ବର୍ଷା ପବନରେ ଅଞ୍ଚଳରେ ୨୪ରୁ ୪୮…

୧୦ରେ ଓଡିଶା ଛୁଇଁବ ମୌସୁମୀ: ଉପକୂଳ, ଦକ୍ଷିଣ ଓଡିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬ା୬(ବ୍ୟୁରୋ)-ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିଲାଣି। କେନ୍ଦ୍ରୀୟ ବଙ୍ଗୋପସଗାର ମିଆଁମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର ଓ ଏହାର…

ସୋମବାରଠୁ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌

ଭୁବନେଶ୍ୱର, ୬ା୬(ବ୍ୟୁରୋ)- ସୋମବାରଠୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ପକ୍ଷରୁ ବସ୍‌ ସେବା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୬୬ ରୁଟ୍‌ରେ ନିଜର ବସ୍‌ ସେବା ଆରମ୍ଭ କରାଯିବ। ମୋଟ୍‌ ୯୬ ବସ୍‌କୁ ନେଇ ଓଏସ୍‌ଆରଟିସି ନିତିଦିଦିଆ…

କୋଭିଡ-୧୯: ବିଶ୍ୱ ତୀରନ୍ଦାଜୀ ଫିଲ୍ଡ ଚାମ୍ପିୟନଶିପ୍‌ ୨୦୨୨କୁ ଘୁଞ୍ଚିଲା

ଲାଉସେନ,୬।୬(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଆମେରିକାର ୟାଙ୍କଟନରେ ଆୟୋଜନ ହେବାକୁ ଥିବା ୨୦୨୦ ବିଶ୍ୱ ତୀରନ୍ଦାଜୀ ଫିଲ୍ଡ ଚାମ୍ପିୟନଶିପ୍‌କୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଛି। ଏବେ ଏହି ମେଗା ଇଭେଣ୍ଟ ୨୦୨୨ରେ ଆୟୋଜନ ହେବ। ଏହି ଇଭେଣ୍ଟ ଏନ୍‌ଏଫ୍‌ଏଏ ଇଷ୍ଟନ ୟାଙ୍କଟନ ଆର୍ଚେରୀ…

ସଙ୍ଗରୋଧ କେନ୍ଦ୍ରରେ ଯୋଗଶିକ୍ଷା

ଖଇରା, ୬ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଖଇରା ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ସରପଞ୍ଚ ସୁଦର୍ଶନ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରବାସୀଙ୍କୁ ଯୋଗ ଶିକ୍ଷା ଦିଆଯାଇଛି। ଜିଲା ଯୋଗ ପ୍ରଚାରକ ମୁକ୍ତିକାନ୍ତ ପାଣିଗ୍ରାହୀ ଦେହରେ ପ୍ରତିରୋଧକ ଶକ୍ତି ବଢାଇବାକୁ ହେଲେ…

ଖବରଦାତା ଭୂମିକାରେ ନଜର ଆସିବେ କିଙ୍ଗ୍‌ଖାନ୍‌

ମୁମ୍ବାଇ: ବଲିଉଡ୍‌ର କିଙ୍ଗ୍‌ଖାନ୍‌ ଶାହାରୁଖ୍‌ ଖାଁ ଦୀର୍ଘଦିନ ଧରି ବଡ଼ପରଦାରୁ ଦୂରେଇ ରହିଛନ୍ତି। ୨୦୧୮ରେ ‘ଜିରୋ’ ପରଠାରୁ ସେ କୌଣସି ଫିଲ୍ମରେ ଏ ପର୍ଯ୍ୟନ୍ତ ଅଭିନୟ କରିନାହାନ୍ତି। ଦୀର୍ଘ ସମୟ ଧରି ତାଙ୍କ ପ୍ରଶଂସକମାନେ ତାଙ୍କର ଆଗାମୀ ପ୍ରୋଜେକ୍ଟ ବିଷୟରେ ତାଙ୍କୁ…

ଜଗନ୍ନାଥ ମନ୍ଦିରରେ ବିଜେ ହେଲେ ପଟିଦିଅଁ

ବାଲେଶ୍ୱର ଅଫିସ, ୬।୬- ଜଗନ୍ନାଥ ସଂସ୍କୃତିର ଅନନ୍ୟ ପରମ୍ପରା ପଟିଦିଅଁ ଅଙ୍କନ ଉତ୍ସବ ବାଲେଶ୍ୱର ଜିଲା ମଙ୍ଗଳପୁର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇ ସ୍ନାନପୂର୍ଣ୍ଣିମା ଶେଷ ହୋଇଛି। ବାଲେଶ୍ୱରୀ କଳାକେନ୍ଦ୍ର ଓ ନୋସି ଇମ୍ଫ୍ରାର ମିଳିତ ଆନୁକୂଲ୍ୟରେ ୬ଷ୍ଠ ପଟିଦିଅଁ…

କେନ୍ଦ୍ର ନିର୍ଦ୍ଦେଶରେ ବଦଳିଥିଲା ମାସ୍କ ଦାମ୍‌: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୬(ବ୍ୟୁରୋ)-ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ(ପିପିଇ) କିଟ୍‌ ବିବାଦ ନେଇ ଶନିବାର ମୁହଁ ଖୋଲିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ। ପ୍ରଥମେ ରାଜ୍ୟକୁ ମନଇଚ୍ଛା ପିପିଇ କିଟ୍‌ ଓ ଭେଣ୍ଟିଲେଟର ମଗାଇ ଦେଇ ତାହାକୁ ରଖିବାକୁ ମନାକରିବା ଏବଂ କିଣାବିକାରେ ହୋଇଥିବା ଦୁର୍ନୀତି…

ବର୍ଣ୍ଣବୈଷମ୍ୟ ବିରୋଧୀ ଲଢ଼େଇ: ସାମାଜିକ ନ୍ୟାୟ ପାଇଁ ଜୋର୍ଡାନ ଦେବେ ୭୫୫ କୋଟି ଟଙ୍କା

ଚାର୍ଲୋଟ,୬।୬(ଏପି): ବର୍ଣ୍ଣବୈଷମ୍ୟ ବିରୋଧୀ ଲଢ଼େଇରେ ସାମିଲ ହୋଇଛନ୍ତି କିମ୍ବଦନ୍ତୀ ବାସ୍କେଟବଲ ଖେଳାଳି ତଥା ଏନ୍‌ବିଏ ତାରକା ମାଇକେଲ ଜୋର୍ଡାନ। ସମାଜରେ ଥିବା ରଙ୍ଗ ଭେଦକୁ ଦୂରେଇବା ପାଇଁ ଓ ସାମାଜିକ ସମାନତା ପ୍ରତିଷ୍ଠା କରିବା ଲାଗି ଜୋର୍ଡାନ ୧୦୦ ମିଲିୟନ ଆମେରିକୀୟ…

ମହିଳା ସୁପର ଲିଗ୍‌: ଚେଲସି ଚାମ୍ପିୟନ ଘୋଷିତ

ଲଣ୍ଡନ,୬।୬: ମହିଳା ଚେଲସି ଏଫ୍‌ସି ଏଥର ମହିଳା ସୁପର ଲିଗ୍‌ର ଚାମ୍ପିୟନ ଘୋଷିତ ହୋଇଛି। ଗତମାସ ୨୦୧୯-୨୦ ସେସନକୁ କୋଭିଡ୍‌-୧୯ ମହାମାରୀ କାରଣରୁ ବାତିଲ କରାଯାଇଛି। ଫଳରେ ‘ପଏଣ୍ଟ ପର ଗେମ୍‌’ ରେକର୍ଡକୁ ଦୃଷ୍ଟିରେ ରଖି ମଞ୍ଚେଷ୍ଟର ସିଟିକୁ ପଛରେ ପକାଇ…

ଦାଦାଙ୍କ ପରେ ପୁତୁରା କରୋନା ଆକ୍ରାନ୍ତ ଚିହ୍ନଟ, ଗ୍ରାମବାସୀ ଭୟଭୀତ

ନିରାକାରପୁର,୬ା୬(ଡି.ଏନ୍‌.ଏ.): କିଛିଦିନ ତଳେ ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଯାଜପୁର ଗ୍ରାମରେ ଜଣେ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ତା’ର ୮ଦିନ ପରେ ତାଙ୍କ ପୁତୁରାଙ୍କ ପଜିଟିଭ୍‌ ବାହାରିବା ପରେ ଗାଁରେ କୋକୁଆ ଭୟ…

ଜୁନ୍‌ ୩୦ ଦିନିଆ, ୭୨୦ ଘଣ୍ଟା କରୋନାଠୁ ଦୂରେଇ ରହିବାକୁ ଚେଷ୍ଟା କରନ୍ତୁ:ବାଗ୍‌ଚୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ବର୍ତ୍ତମାନ କ୍ଷେତ୍ରରେ କରୋନା ଏକ ମହାମାରୀ ବୋଲି ସମସ୍ତେ ଜାଣନ୍ତି। ଏହି ମହାମାରୀର ମୁକାବିଲା କରିବା ପାଇଁ ସମସ୍ତ ଅସ୍ତ୍ରଶସ୍ତ୍ର ସାଧାରଣ ଲୋକ ହାତରେ ରହିଛି। ପରିଷ୍କାର ପରିଚ୍ଛନ୍ନ ରହିବା, ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ରଖି ଚଳପ୍ରଚଳ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri