Home

ମାସ୍କ ପିନ୍ଧି ନ ଥିବାରୁ ପୋଲିସ ଭିଆଇଲା ଏଭଳି କାଣ୍ଡ

ଯୋଧପୁର,୫।୬: କିଛି ଦିନ ତଳେ ଆମେରିକାରେ ପୋଲିସର ବର୍ବରତା ଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। କିଛି ପୋଲିସକର୍ମୀ ଜର୍ଜ ଫ୍ଲୋଏଡ୍‌ ନାମକ ବ୍ୟକ୍ତିଙ୍କ ମୁଣ୍ଡକୁ ଆଣ୍ଠୁରେ ଚାପିଦେଇଥିଲେ। ଫଳରେ ଅଣନିଃଶ୍ୱାସୀ ହୋଇ ଜର୍ଜଙ୍କ ମୃତ୍ୟୁ ହୋଇଥିଲା। ତେବେ ଆମେରିକା ଭଳି…

ଅମ୍ଫନ୍‌ କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଚାନ୍ଦବାଲି/ଭଦ୍ରକ ଅଫିସ, ୫ା୬(ଡି.ଏନ୍‌.ଏ.): ୪ଜଣିଆ କେନ୍ଦ୍ରୀୟ ଟିମ୍‌ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଶ୍ରୀ ପ୍ରକାଶ, ସହକାରୀ କମିଶନର ଡ. ସୋମନାଥ ଅଗସିମଣି, କେନ୍ଦ୍ରୀୟ ମତ୍ସ୍ୟ ବିଭାଗର ସହକାରୀ କମିଶନର ଏସ୍‌.କେ. ରଥ, କେନ୍ଦ୍ରୀୟ ପରିବହନ ଓ ରାଜପଥ ସହକାରୀ…

ଇମାମୀନଗର ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା

ରେମୁଣା, ୫।୬(ଡି.ଏନ.ଏ.): କରୋନା କଟକଣା ପାଇଁ ଶୁକ୍ରବାର ମହାପ୍ରଭୁଙ୍କ ପ୍ରସିଦ୍ଧ ସ୍ନାନଯାତ୍ରା ନିରାଡ଼ମ୍ବର ଭାବେ ସମ୍ପନ୍ନ ହୋଇଛି। ଇମାମୀ ନଗର ଜଗନ୍ନାଥଙ୍କ ମନ୍ଦିରରେ ଅନୁଷ୍ଠିତ ସ୍ନାନଯାତ୍ରା ଭକ୍ତଙ୍କ ବିନା ସମ୍ପନ୍ନ ହୋଇଛି। ପୂର୍ବାହ୍ନ ୬ଟାରେ ମଙ୍ଗଳାର୍ପଣ, ପୂର୍ବାହ୍ନ ୮ଟାରେ ଜୀଉମାନଙ୍କୁ ଧାଡ଼ି…

ବାଲେଶ୍ୱର ସହରରେ ଲାଗିଲା ୬ ସାନିଟାଇଜ ମେଶିନ

ବାଲେଶ୍ୱର ଅଫିସ, ୫।୬: ମହାମାରୀ କରୋନା ଯୋଗୁ ସବୁବର୍ଗର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ହାତପାଣ୍ଠିରୁ ୧୦ଲକ୍ଷ ଟଙ୍କା ବ୍ୟୟବରାଦରେ ସହରରେ ୬ଟି ଅତ୍ୟାଧୁନିକ ସାନିଟାଇଜ ମେଶିନ ଲଗାଯାଇଛି। ପୌରପାଳ ଅଧିକାରୀ ପ୍ରଣୟ…

ଶଟ୍‌ଡାଉନ୍‌ରେ ଗଡ଼ିବନି ମୋ’ ବସ୍‌

ଭୁବନେଶ୍ୱର, ୫ା୬(ବ୍ୟୁରୋ)- ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ସମ୍ମାନ ଦେଇ ମୋ’ବସ୍‌ ପକ୍ଷରୁ ଶଟ୍‌ଡାଉନ୍‌ରେ ମୋ’ ବସ୍‌ ଚଳାଚଳ କରିବ ନାହିଁ। ଜୁନ୍‌ ମାସର ପ୍ରତ୍ୟେକ ଶନିବାର ଓ ରବିବାର କ୍ୟାପିଟାଲ ରିଜିଅନ୍‌ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ୍‌) ପକ୍ଷରୁ ମୋବସ୍‌ ଚଳାଚଳ କରିବ…

ବାତ୍ୟା ନିସର୍ଗ: ରାଇଗଡ ପାଇଁ ଶହେ କୋଟି ଟଙ୍କା ଘୋଷଣା କଲେ ଠାକରେ

ମୁମ୍ବାଇ,୫।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶୁକ୍ରବାର ବାତ୍ୟା ନିସର୍ଗରେ ରାଇଗଡରେ ହୋଇଥିବା କ୍ଷୟକ୍ଷତି ପାଇଁ ଜରୁରୀକାଳୀନ ୧୦୦ କୋଟି ଟଙ୍କାର ରିଲିଫ୍‌ ଘୋଷଣା କରିଛନ୍ତି। ଏହାସହ ନିସର୍ଗ ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ତୁରନ୍ତ କରିବାକୁ ଠାକରେ ନିର୍ଦ୍ଦେଶ ଦେଇଛନ୍ତି।…

କେନ୍ଦୁଝରରେ ଆଉ ୨ ପଜିଟିଭ ଚିହ୍ନଟ

କେନ୍ଦୁଝର,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ଆଉ ୨ଜଣ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି। ଘଟଗାଁ ଓ ସାହାରପଡ଼ା ବ୍ଲକ ଏହି ୨ ପଜିଟିଭ୍‌ ହୋଇଥିବା ବେଳେ ସେମାନେ କ୍ୱାରାଣ୍ଟାଇନ ସେଣ୍ଟରରେ…

ଜାତିଆଣ ମନ୍ତବ୍ୟ ନେଇ କ୍ଷମା ମାଗିଲେ ଯୁବରାଜ

ନୂଆଦିଲ୍ଲୀ,୫।୬(ପି.ଟି.): ଏକ ଇନ୍‌ଷ୍ଟାଗ୍ରାମ୍‌ ଚାଟ ଅବସରରେ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ବିରୋଧରେ ଜାତିଆଣ ମନ୍ତବ୍ୟ ଦେଇ ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ କ୍ଷମା ମାଗିଛନ୍ତି। ଅଜାଣତରେ ଏଭଳି ମନ୍ତବ୍ୟ ଦେଇ ଜନତାଙ୍କ ମନରେ ଆଘାତ ଦେଇଥିଲି ବୋଲି ସେ କହିଛନ୍ତି।…

ଲକ୍‌ଡାଉନ୍‌ରେ ଟପ୍‌-୧୦ ଆୟକାରୀ ଆଥ୍‌ଲେଟ ତାଲିକାରେ କୋହଲି

ଲଣ୍ଡନ,୫।୬(ପି.ଟି.): କୋଭିଡ୍‌-୧୯ କାରଣରୁ ସାରା ବିଶ୍ୱରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ଲକ୍‌ଡାଉନ୍‌ ସମୟରେ ଜଣାଶୁଣା ସୋସିଆଲ ମିଡିଆ ‘ଇନ୍‌ଷ୍ଟାଗ୍ରାମ୍‌’ରେ ପୋଷ୍ଟ କରି ଭାରତୀୟ ଅଧିନାୟକ ବିରାଟ କୋହଲି ଘରେ ବସି କୋଟି କୋଟି ଟଙ୍କା ଆୟ କରିଛନ୍ତି। ଏ ଦୃଷ୍ଟିକୋଣରୁ…

ଟି୨୦ ବିଶ୍ୱକପ୍‌ ଉଚିତ ସମୟରେ ଆୟୋଜନ ହେବା ଆବଶ୍ୟକ: ଆକ୍ରମ

କରାଚୀ, ୫।୬(ପି.ଟି.): ସାରା ବିଶ୍ୱରେ କୋଭିଡ୍‌- ୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଟି୨୦ ବିଶ୍ୱକପ୍‌ ଆୟୋଜନ ନେଇ ପୂର୍ବତନ ପାକିସ୍ତାନ ଦ୍ରୁତ ବୋଲର ଓ୍ବାସିମ ଆକ୍ରମ ନିଜ ମତ ପ୍ରକାଶ କରିଛନ୍ତି। ଉଚିତ ସମୟରେ ଏହି ମେଗା ଇଭେଣ୍ଟ…

CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪କୁ ବୃଦ୍ଧି

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର ୩୫,…

୨୦୨୨ ଏଏଫ୍‌ସି ମହିଳା ଏସିଆନ କପ୍‌ ଆୟୋଜନ କରିବ ଭାରତ

ନୂଆଦିଲ୍ଳୀ,୫।୬(ପି.ଟି.): ଭାରତ ୨୦୨୨ ମହିଳା ଏସିଆନ୍‌ କପ୍‌ ଆୟୋଜନ କରିବାକୁ ଅଧିକାର ପାଇଛି। ଏସିଆନ୍‌ ଫୁଟବଲ କନ୍‌ଫେଡେରେଶନ ୧୯୭୯ ପରେ ପ୍ରଥମଥର ପାଇଁ ଏହି ଟୁର୍ନାମେଣ୍ଟ ଆୟୋଜନ ପାଇଁ ଭାରତକୁ ଅଧିକାର ଦେଇଛି। ଏଏଫ୍‌ସି ମହିଳା ଫୁଟବଲ କମିଟି ବୈଠକରେ ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri