Home

ବାହାର ରାଜ୍ୟରୁ ଫେରିବେ ୪୩ ହଜାର ଲୋକ

ଜଗତ୍‌ସିଂହପୁର ଅଫିସ,୨୯ା୪: ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶାର ବିଭିନ୍ନ ଜିଲା ଲୋକ ବାହାର ରାଜ୍ୟରେ ଫସି ରହିଛନ୍ତି। ଏବେ ରାଜ୍ୟ ସରକାର ସେମାନଙ୍କୁ ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି। ତେବେ ଯେଉଁମାନେ ଫେରିବାକୁ ଚାହୁଁଛନ୍ତି ସେମାନେ ଅନଲାଇନ୍‌ରେ ନାମ ପଞ୍ଜୀକରଣ କରୁଛନ୍ତି। ଏହି…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ଚମ୍ପୁଆ/ଯୋଡା/ଝୁମ୍ପୁରା, ୨୯।୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇ ବ୍ୟାପକ ଧାନ ଫସଲ ସାଙ୍ଗକୁ ପନିପରିବା ନଷ୍ଟ ହୋଇଯାଇଛି। କରୋନା ଲାଗି ଚାଷୀମାନେ କ୍ଷତିରେ ଥିବା ବେଳେ ଏବେ କୁଆପଥର ବର୍ଷା ଚିନ୍ତାରେ ପକାଇଛି। ଋଣ ଆଣି ଚାଷ…

ଜୁଆଆଡ୍ଡାରେ ଚଢ଼ାଉ, ୧୧ ଗିରଫ

ବଲାଙ୍ଗୀର ଅଫିସ, ୨୯ା୪: କରୋନା ଲକ୍‌ଡାଉନ୍‌ ସମୟରେ ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାହାରପାଲି ଜଙ୍ଗଲରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ୧୧ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୮୫୯୦ ଟଙ୍କା, ୮ଟି ବାଇକ, ୧୦ଟି ମୋବାଇଲ…

ବୋମାମାଡ଼ ଘଟଣାରେ ସରପଞ୍ଚଙ୍କ ସମେତ ୫ ଗିରଫ: ବାଇକ୍‌, ପିସ୍ତଲ ଜବତ

ପୁରୀ ଅଫିସ,୨୯ା୪: ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍‌ଏସି ୪ ନଂ. ୱାର୍ଡ ବାଲିସାହିସ୍ଥିତ ବାସଭବନ ଉପରେ ହୋଇଥିବା ବୋମାମାଡ଼ ଘଟଣାରେ ପୋଲିସ ଜଣେ ସରପଞ୍ଚଙ୍କ ସମେତ ୫ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କଠାରୁ ଗୋଟିଏ ବାଇକ୍‌, ଗୋଟିଏ…

ମେ ୧୫ରୁ ଖୋଲିବ ରବିଧାନ ମଣ୍ଡି

ସୋନପୁର,୨୯।୪(ନି.ପ୍ର.): ରବିଋତୁ ଧାନ ସଂଗ୍ରହ ପାଇଁ ବୁଧବାର ସୁବର୍ଣ୍ଣପୁର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ନୀତି ନିର୍ଦ୍ଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମେ ୧୫ତାରିଖରୁ ଧାନ ସଂଗ୍ରହ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଚଳିତ ଥର ୫ଟି ମାର୍କେଟ୍‌…

ପଞ୍ଜାବରେ ଆଉ ୨ ସପ୍ତାହ ବଢ଼ିଲା ଲକ୍‌ଡାଉନ

ଚଣ୍ଡିଗଡ଼,୨୯।୪: କରୋନା ଭାଇରସ୍‌ ମହାମାରୀ ପ୍ରକୋପ ଜାରି ରହିଥିବାରୁ ପଞ୍ଜାବ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। କରୋନାକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର କର୍ଫ୍ୟୁ ଓ ଲକ୍‌ଡାଉନ୍‌କୁ ଆଉ ୨ସପ୍ତାହ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ବୁଧବାର ଏନେଇ ପଞ୍ଜାବର…

ଖୋଲିଲା କେଦାରନାଥ ମନ୍ଦିର କବାଟ: ପ୍ରଧାନମନ୍ତ୍ରୀଙ୍କ ନାଁରେ ହେଲା ପ୍ରଥମ ପୂଜା

ଡେରାଡୁନ,୨୯।୪: କରୋନା ଭାଇରସ୍‌ ବିରୋଧରେ ଜାରି ରହିଥିବା ଲଢ଼େଇ ମଧ୍ୟରେ ବୁଧବାର ଉତ୍ତରାଖଣ୍ଡରେ ଥିବା ପ୍ରସିଦ୍ଧ ଧାମ କେଦାରନାଥ ମନ୍ଦିରର କବାଟ ଖୋଲାଯାଇଛି। ରୀତିନୀତି ଓ ପରମ୍ପରା ଅନୁସାରେ ବୁଧବାର ସକାଳ ୬ଟା ୧୦ ମିନିଟ୍‌ରେ ବାବା କେଦାରନାଥଙ୍କ କବାଟ ଖୋଲା…

ଇର୍ଫାନଙ୍କ ବିୟୋଗରେ କ୍ରୀଡ଼ାଜଗତରେ ଶୋକ: ଦୁଃଖ ପ୍ରକାଶ କଲେ ସଚିନ, ସେହ୍ବାଗ, କୋହଲି, ଯୁବି

ନୂଆଦିଲ୍ଳୀ,୨୯।୪: ବଲିଉଡ ଅଭିନେତା ଇର୍ଫାନ ଖାନ୍‌ଙ୍କ ପରଲୋକରେ ସାରା କ୍ରୀଡ଼ାଜଗତ ଶୋକ ପ୍ରକାଶ କରିଛି। ୫୪ ବର୍ଷରେ ଇର୍ଫାନ କ୍ୟାନ୍‌ସର କାରଣରୁ ମୁମ୍ବାଇର କୋକିଳାବେନ ହସ୍ପିଟାଲରେ ବୁଧବାର ମୃତ୍ୟୁବରଣ କରିଥିବା ବେଳେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ଭାରତୀୟ ଅଧିନାୟକ ବିରାଟ…

ସକାଳ ୬ରୁ ଅପରାହ୍ନ ୧ ଯାଏ ଖୋଲିବ ଦୋକାନ

କଟକ ଅଫିସ୍‌,୨୯ା୪: କଟକ ଜିଲାରେ କରୋନା ସ୍ଥିତିର ସମୀକ୍ଷା ପରେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଜିଲାରେ କେଉଁ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବ ଏବଂ କେଉଁଟା ଖୋଲିବ ନାହିଁ, ସେନେଇ ବିଜ୍ଞପ୍ତି ଜାରି କରିଛନ୍ତି। ଯେଉଁ ସବୁ ଦୋକାନ ଖୋଲିବ, ସେଠାରେ…

ଦେବଗଡରେ ପ୍ରଥମ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ଗାଁ ସିଲ୍‌

ଦେବଗଡ,୨୯ା୪(ଡି.ଏନ.ଏ): ଦେବଗଡ ଜିଲା ତିଲେଇବଣି ବ୍ଲକ ବଲଣ୍ଡା ପଞ୍ଚାୟତ ଅଧୀନ ବାସୁଦେବପୁର(କରଡାଖମଣ)ଗ୍ରାମର ଜଣେ ୩୪ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ଜଣା ପଡିବା ପରେ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବାସୁଦେବପୁର ଗ୍ରାମକୁ ସଂଯୋଗ କରୁଥିବା ସମସ୍ତ ପ୍ରବେଶ ପଥକୁ ସିଲ୍‌ କରିଦିଆଯାଇଛି…

CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍‌: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩ କରୋନା ପଜିଟିଭ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ବ୍ୟକ୍ତି ବାଲେଶ୍ୱରର ବୋଲି ରାଜ୍ୟ ସୂଚନା ଓ ଲୋକ ସର୍ମ୍ପକ ବିଭାଗ ସୂଚନା ଦେଇଛି। ୩ଜଣ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ଏମାନଙ୍କ ବୟସ…

ଧାନରେ ଅଜଣା ରୋଗ, ଚିନ୍ତାରେ ଚାଷୀ

ସମ୍ବଲପୁର, ୨୯।୪ (ବ୍ୟୁରୋ): ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ ତବଲା ଓ ଯୁଯୁମୁରା ବ୍ଲକ କୁକୁଡାପାଲି ଅଞ୍ଚଳରେ ଅଜଣା ରୋଗରେ ଧାନ ଚାଷ ନଷ୍ଟ ହେଉଛି। କୀଟନାଶକ ସିଞ୍ଚନ କଲେ ମଧ୍ୟ ପ୍ରତିକାର ହୋଇପାରୁନାହିଁ । ଏହାକୁ ନେଇ ଚାଷୀ ସଂଗଠନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri