ଅତାବିରାରେ ଝିଅ ପରେ ମା’ କରୋନା ପଜିଟିଭ
ବରଗଡ଼ ଅଫିସ,୮।୭: ବରଗଡ଼ ଜିଲା ଅତାବିରା ବ୍ଲକରେ ବୁଧବାର ପୁଣି ଜଣେ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଏହି ବ୍ଲକ ଅନ୍ତର୍ଗତ କୁଲୁଣ୍ଡା ଗ୍ରାମର ଜଣେ ମହିଳା। ପୂର୍ବରୁ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ…
କଂଗ୍ରେସକୁ ଝଟ୍କା: ଗାନ୍ଧୀ ପରିବାର ଟ୍ରଷ୍ଟ୍ର ଯାଞ୍ଚ୍ କରିବ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ
ନୂଆଦିଲ୍ଲୀ, ୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଂଗ୍ରେସକୁ ଏକ ଝଟ୍କା ଦେଇଛନ୍ତି। ଗାନ୍ଧୀ ପରିବାର ଟ୍ରଷ୍ଟ୍ର ଯାଞ୍ଚ୍ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା କରାଯାଇଛି। ଏଥି ଲାଗି ଆନ୍ତଃ ମନ୍ତ୍ରଣାଳୟ କମିଟି ଗଠନ କରାଯାଇଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ସ୍ବତନ୍ତ୍ର…
ବାଘ ଛୁଆକୁ ବୋତଲରେ କ୍ଷୀର ପିଆଇ ଚୁମ୍ବନ ଦେଲା ସିମ୍ପାଜୀ
ବାଘ ଛୁଆକୁ ବେତଲରେ କ୍ଷୀର ପିଆଇ ଦେଉଛି ସିମ୍ପାଜୀ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏକ କୁନି ବାଘ ଛୁଆକୁ ସିମ୍ପାଜୀ ବୋତଲରେ କ୍ଷୀର ପିଆଇ ଦେଉଥିବାର ଭିଡିଓ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓକୁ…
ସାଲେପୁର ବିଧାୟକ କରୋନା ପଜିଟିଭ
ଭୁବନେଶ୍ୱର, ୮।୭(ବ୍ୟୁରୋ): ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କ ସହ ତାଙ୍କ ଡ୍ରାଇଭର ଏବଂ ପିଏସ୍ଓ ମଧ୍ୟ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ କୋଭିଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଧାୟକ କରୋନା…
ଏସିଆର ସବୁଠୁ ବଡ ବସ୍ତିରେ ଲାଗିଲା କରୋନା ବ୍ରେକ୍
ମୁମ୍ବାଇ,୮।୭:ମୁମ୍ବାଇରେ ଅବସ୍ଥିତ ଏସିଆର ସବୁଠୁ ବଡ ବସ୍ତି ଧରାବୀ କରୋନା ସଂକମିତଙ୍କ ସଖ୍ୟା କମିଯାଇଛି। ମଙ୍ଗଳବାର ଏଠାରେ କେବଳ ଗୋଟିଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏପ୍ରିଲ ୧ରେ ଧରାବୀରେ କରୋନା ଭାଇରସର ପ୍ରଥମ ଘଟଣା ସାମ୍ନାକୁ ଆସିଥିଲା। ଧରାବୀରେ ପାଖାପାଖି…
ସମସ୍ୟା ନେଇ ଗଞ୍ଜାମ ଜିଲାପାଳଙ୍କ ମୋବାଇଲକୁ କରିପାରିବେ ମେସେଜ
ଗଞ୍ଜାମ, ୮।୭(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସି ଅଞ୍ଚଳରେ ମହାମାରୀ କରୋନା ଧୀରେ ଧୀରେ କାୟା ବିସ୍ତାର କରିବା ଆରମ୍ଭ କରିଛି। ଗତ ଶନିବାରଠାରୁ ଆରମ୍ଭ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ଦିନରେ ୭କୁ ବୃଦ୍ଧି ହୋଇଛି l ଏ ନେଇ ବୁଧବାର…
ବିପଦ ପୁଣି ଘନେଇଲା: ଭାରତ କରୋନା ସଂକ୍ରମଣର ଏକ ନମ୍ବର ସ୍ଥାନରେ ରହିବା ଆଶଙ୍କା
ନୂଆଦିଲ୍ଲୀ, ୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୁଧବାର ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୪୨ ହଜାର ୪୧୭ ଛୁଇଁଛି। ଗତ…
ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ: ଅଛନ୍ତି ଗଞ୍ଜାମରୁ ୩ଜଣ
ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧ ଏବଂ କେନ୍ଦ୍ରାପଡ଼ାରୁ ୧ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ…
ଲଡ୍ସରେ କାହିଁକି ଶର୍ଟ ଖୋଲିଦେଇଥିଲେ ସୌରଭ ଗାଙ୍ଗୁଲି
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ତଥା ବିବସିସିଆଇ ଅଧ୍ୟକ୍ଷ ଆଜି ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ମସିହା ଜୁଲାଇ ୮ରେ କୋଲକତାରେ ଜନ୍ମଗ୍ରହଣ କରିଥିଲେ। ଭାରତୀୟ କ୍ରିକେଟକୁ ନୂଆ ଦିଶା ଦେଇଥିବା ଗାଙ୍ଗୁଲି ବ୍ୟାଟିଂ ଜରିଆରେ…
ୟୁପିର ୫ ବାହୁବଳୀ ମାଫିଆ ଡନ୍: ବିରୋଧରେ ରହିଛି ହତ୍ୟା,ଲୁଟ ଆଦି ୨୦୦ରୁ ଅଧିକ ମାମଲା
ଲକ୍ଷ୍ନୌ, ୮।୭: ଉତ୍ତରପ୍ରଦେଶରେ ମାଫିଆ ଡନ୍ଙ୍କ କାହାଣୀ ବହୁ ପୁରୁଣା। କିଛି ଦିନ ତଳେ ୮ ପୋଲିସଙ୍କୁ ହତ୍ୟା କରିବା ପରେ ଅଭିଯୁକ୍ତ ବିକାଶ ଦୁବେ ଫେରାର ହୋଇ ଯାଇଛନ୍ତି। ଇତିମଧ୍ୟରେ ରାଜ୍ୟ ସରକାର ୩୩ ଅପରାଧୀଙ୍କ ତାଲିକା ଜାରି କରିଛନ୍ତି।…
CORONAVIRUS UPDATE: ରାଜ୍ୟରେ ପୁଣି ୫୨୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଲା
ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୫୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
ଡ୍ରାଗନ୍ ଗର୍ଲ ହେବାକୁ ଖର୍ଚ୍ଚ କଲେ ୯୦ ଲକ୍ଷ
ପ୍ରତେକ ଲୋକଙ୍କର ସଉକ ଭିନ୍ନ ପ୍ରକାରର ରହିଥାଏ। କିଏ ଖାଇବାକୁ ପସନ୍ଦ କରେ ତ ଆଉ କିଏ କିଛି ଭିନ୍ନ କରି ଦେଖାଇବାକୁ। ଏଥିପାଇଁ ସେମାନଙ୍କୁ ଯେତେ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ୁ ଅଥବା ପରିଶ୍ରମ ପଡ଼ୁ ସେମାନେ ସେଥିରୁ ପଛାଇ…
Archives


