Home

ପୁଣି ଥରେ ଆତ୍ମହତ୍ୟା କରିବେ ସୁଶାନ୍ତ

ମୁମ୍ବାଇ, ୩।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଧୀରେଧୀରେ ଅଧିକ ରହସ୍ୟମୟ ହେବାରେ ଲାଗିଛି। ଏବେ ବିହାର ପୋଲିସ ପକ୍ଷରୁ ସୁଶାନ୍ତଙ୍କର ଆତ୍ମହତ୍ୟା ସିନ୍‌ର ରିକ୍ରିଏଟ୍‌ କରାଯିବ। ଏଥିରେ ସୁଶାନ୍ତଙ୍କୁ ପୁଣି ଥରେ ଆତ୍ମହତ୍ୟା କରିବାକୁ ପଡ଼ିବ। ସୁଶାନ୍ତଙ୍କ…

ଆଜି ସବୁ କିଛି ଅଛି, ତୁମେ ନାହଁ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଦେଢମାସ ପୂରିଲାଣି। କିନ୍ତୁ ଏବେ ବି ତାଙ୍କୁ ଭୁଲି ପାରୁନାହାନ୍ତି ତାଙ୍କ ପ୍ରଶଂସକ ଏବଂ ପରିବାର ଲୋକେ। ପ୍ରତିଦିନ ତାଙ୍କୁ ନେଇ ଚର୍ଚ୍ଚା ହେଉଛି। ରାଖୀରେ ସୁଶାନ୍ତଙ୍କୁ ବହୁତ୍‌ ମିସ୍‌ କରୁଛନ୍ତି ତାଙ୍କ…

ଅସଦାଚରଣ ପୀଡ଼ିତାଙ୍କଠାରୁ ରାଖୀ ବାନ୍ଧିଲେ ମିଳିବ ଜାମିନ

ଭୋପାଳ, ୩।୮: ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ରାୟକୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ଜାମିନ ଲାଗି ଆବେଦନ କରିଥିବା ଜଣେ ଯୁବକଙ୍କୁ ହାଇକୋର୍ଟ କହିଛନ୍ତି ଯେ, ଅସଦାଚରଣ ପ୍ରଦର୍ଶନ କରିଥିବା ମହିଳାଙ୍କଠାରୁ ରାଖୀ ବାନ୍ଧିଲେ ତାଙ୍କର…

‘ଜମି, ଗାଁ ନିଅ, ଆମକୁ ବିସ୍ଥାପିତ କର’

ଯାଜପୁର ଅଫିସ,୩ା୮: ଜିଲାରେ ସିମେଣ୍ଟ କାରଖାନା ପ୍ରତିଷ୍ଠା ପରେ ପ୍ରଦୂଷଣ ମାତ୍ରା ଅଧିକ ହୋଇଛି। ସୁକିନ୍ଦା ରେଲୱେ ସାଇଡିଂରେ ସିମେଣ୍ଟ କାରଖାନା ପାଇଁ ଉଦ୍ଦିଷ୍ଟ କଞ୍ଚମାଲ ଜିପସମ୍‌ ଅନଲୋଡିଂ ଆଖପାଖ ଅଞ୍ଚଳବାସୀଙ୍କ ଜୀବନକୁ ଦୁର୍ବିସହ କରିଛି। ଏହିମର୍ମରେ ଅଞ୍ଚଳବାସୀ ନ୍ୟାଶନାଲ ଗ୍ରୀନ୍‌…

ଶହୀଦ ସ୍ମୃତିପୀଠକୁ ଅଣଦେଖା

ବରୀ,୩ା୮: ସ୍ବାଧୀନତା ସଂଗ୍ରାମରେ ଯାଜପୁର ଜିଲା ବରୀ ବ୍ଲକର ଅବଦାନ ସ୍ବର୍ଣ୍ଣିମ ଇତିହାସରେ ସ୍ବତନ୍ତ୍ର ସ୍ଥାନ ପାଇଛି। ୧୯୪୨ମସିହାରେ ମହାତ୍ମା ଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନ ଡାକରାରେ ସାମିଲ ହୋଇଥିବା ଏଠାକାର ସଂଗ୍ରାମୀମାନଙ୍କ ମଧ୍ୟରୁ ଗହ୍ମାପୂର୍ଣ୍ଣମୀ ତିଥିରେ ୪ଜଣ ଶ୍ରୀରାମପୁର ଗ୍ରାମର…

ମୋଦିଙ୍କ ପାଇଁ ଚିନ୍ତିତ ଏହି ବରିଷ୍ଠ ନେତ୍ରୀ, ନେଲେ ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୩।୮:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ଉମା ଭାରତୀ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ଅଗଷ୍ଟ ୫ରେ ଅଯୋଧ୍ୟା ଅନୁଷ୍ଠିତ ହେବାକୁ ଥିବା ରାମ ମନ୍ଦିର ଭୂମି ପୂଜନରେ ସାମିଲ ହେବେ ନାହିଁ ବୋଲି ଘୋଷଣା କରିଛନ୍ତି। ଏହି ସମୟରେ…

ରାମଲଲାଙ୍କ ମୁଖ୍ୟ ପୂଜାରୀ ଆଇସୋଲେଶନରେ

ଅଯୋଧ୍ୟା, ୩।୮: ଅଗଷ୍ଟ ୫ରେ ରାମମନ୍ଦିରର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହେବ। ଏହାପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହାୟକ ପୂଜାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ…

ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୩।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କୁ ବେଙ୍ଗାଲୁରୁର ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆରଯାଇଛି। ୟେଦୁରପ୍ପାଙ୍କ ସହ ତାଙ୍କ ଝିଅ ମଧ୍ୟ କରୋନା…

ପାକିସ୍ତାନୀ ନ୍ୟୁଜ୍‌ ଚ୍ୟାନେଲ୍‌ ହ୍ୟାକ୍‌: ଟିଭି ସ୍କ୍ରିନ୍‌ରେ ତ୍ରିରଙ୍ଗା

ଇସଲାମାବାଦ, ୩।୮: ରବିବାର ପାକିସ୍ତାନର ପ୍ରମୁଖ ଟିଭି ଚ୍ୟାନେଲ ଡ୍ରୋନ୍‌ ନ୍ୟୁଜ୍‌ ହ୍ୟାକ୍‌ ହୋଇଯାଇଥିବା ଜଣାପଡ଼ିଛି। ହଠାତ୍‌ ଟିଭି ସ୍କ୍ରିନ୍‌ରେ ଭାରତର ଜାତୀୟ ପତାକା ତ୍ରିରଙ୍ଗା ଦେଖିବାକୁ ମିଳିଥିଲା। ଏହା ସହିତ ସ୍କ୍ରିନ୍‌ରେ ହ୍ୟାପି ଇଣ୍ଡିପେଡେନ୍ସ୍‌ ଡେ ମଧ୍ୟ ଲେଖା ଥିବା…

ରାଜଧାନୀରେ ଖୋଲିଲା ଶପିଂ ମଲ୍‌: ସର୍ତ୍ତାବଳୀ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜଧାନୀରେ ଖୋଲିଲା ଶପିଂ ମଲ୍‌। ରବିବାର ଲକ୍‌ଡାଉନ୍‌ ସତ୍ତ୍ୱେ ପୂର୍ବାହ୍ନରୁ ଅପରାହ୍ନ ୧ଟା ଯାଏ ମଲ୍‌ ଖୋଲିଛି। ପ୍ରଥମ ଦିନରେ ମଲ୍‌ରେ ପୂର୍ବପେକ୍ଷା ଭିଡ଼ କମ୍‌ ରହିଥିଲା। ପ୍ରାୟ ୫ ମାସ ପରେ ମଲ୍ଟି ବ୍ରାଣ୍ଡ ମଲ୍‌ ଖୋଲିବା ପରେ…

ସୁସ୍ଥ ହାର ୬୫.୪୪%

ନୂଆଦିଲ୍ଲୀ, ୩ା୮(ପି.ଟି.): ଭାରତରେ କୋଭିଡ୍‌-୧୯ ସୁସ୍ଥ ହାର ୬୫.୪୪ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୧ ହଜାର ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୧ ଲକ୍ଷ ୪୫ ହଜାର ୬୨୯ କରୋନା ଆକ୍ରାନ୍ତ ସୁସ୍ଥ…

ନେପାଳ ପାଣି ଛାଡ଼ିବାରୁ ୬୧ ଗାଁ ବୁଡ଼ିଗଲା

ବାହରିଚ୍‌ ୩ା୮(ପି.ଟି.): ନେପାଳ ଏହାର ତିନୋଟି ବ୍ୟାରେଜରୁ ନଦୀକୁ ଜଳ ଛାଡ଼ିଦେବାରୁ ରବିବାର ଉତ୍ତରପ୍ରଦେଶ ବାହରିଚ୍‌ ଜିଲାସ୍ଥିତ ୬୧ଟି ଗାଁ ଜଳମଗ୍ନ ହୋଇଯାଇଛି। ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟାରେ ପ୍ରଭାବିତ ହୋଇଥିବାବେଳେ ୧୭୧ ଘର କ୍ଷତିଗ୍ରସ୍ତ ହୋଇଛି। ଘାଘରା ନଦୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?