Home

ମୋଦି-ମୋରିସନ୍‌ ଭର୍ଚୁଆଲ୍‌ ଶିଖର ସମ୍ମିଳନୀ

ନୂଆଦିଲ୍ଲୀ, ୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରତିପକ୍ଷ ସ୍କଟ୍‌ ମୋରିସନ୍‌ଙ୍କ ମଧ୍ୟରେ ଭର୍ଚୁଆଲ୍‌ ଶିଖର ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୋଦି ଦୁଇଦେଶ ମଧ୍ୟରେ ବ୍ୟବସାୟ ବୃଦ୍ଧି ଲାଗି ଗୁରୁତ୍ୱାରୋପ କରିଛନ୍ତି। ଗତ କିଛି ବର୍ଷ…

ପୁରୀରୁ ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଲା

ପୁରୀ ଅଫିସ,୪ା୬: ପୁରୀ ଜିଲାରୁ ଗୁରୁବାର ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ ଜଣ ସୁସ୍ଥ ହୋଇଥିବା ବେଳେ ୧୭ ଜଣ ଚିକିତ୍ସିତ ହେଉଛନ୍ତି।…

CORONAVIRUS UPDATE: ଆଉ ନୂଆ ୯୦ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

ଭୁବନେଶ୍ୱର,୪।୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ପୁଣି ୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଙ୍କ୍ୟା ୨୪୭୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୭୯…

ଭାଇଙ୍କ ପାଇଁ ଭାବବିହ୍ବଳ ପୋଷ୍ଟ ଲେଖିଲେ ସାଜିଦ୍‌

ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ଅଚାନକ ପରଲୋକ ଘଟିଛି। ଏଥିରେ ଭାଙ୍ଗିପଡିଛନ୍ତି ତାଙ୍କ ଭାଇ ସାଜିଦ୍‌ ଖାନ୍‌। ସେ ହସ୍ପିଟାଲ୍‌ରେ ଚିକିତ୍ସିତ ଥିବା ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରି ଏକ ଭାବପ୍ରବଣ ମେସେଜ୍‌ ଲେଖିଛନ୍ତି।…

ନଭେମ୍ବର-ଡିସେମ୍ବରରେ ଭାରତରେ ପହଞ୍ଚିସାରିଥିଲା କରୋନା !

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଭାରତରେ କେବେ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା ସେନେଇ ହାଇଦ୍ରାବାଦ ସ୍ଥିତ ସେଣ୍ଟର ଫର୍‌ ସେଲ୍ୟୁଲାର ଆଣ୍ଡ୍‌ ମଲିକ୍ୟୁଲାର ବାୟୋଲୋଜି(ସିସିଏମ୍‌ବି) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ…

ଥମୁନି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୯ ହଜାର ୩୦୪ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୩୦୪ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୨୬୦ ରହିଛି ବୋଲି…

ହାତୀ ମୃତ୍ୟୁକୁ ନେଇ କ୍ରିକେଟ ଜଗତ ସ୍ତବ୍ଧ

ତିରୁଭାନନ୍ତପୁରମ,୪।୬: ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଛି। ଗତ ମେ’ ୨୭ ତାରିଖରେ କେରଳରେ ଘଟିଥିବା ଏହି ହାତୀମୃତ୍ୟୁ ଘଟଣା ଲୋକଲୋଚନକୁ ଆସିବା…

କ୍ଷୁଧାରେ କଟୁଛି ହାତୀଙ୍କ ଜୀବନ

ବେଙ୍ଗାଲୁର,୪।୬: କୋଭିଡ୍‌-୧୯ ଯୋଗୁ ମଣିଷଠାରୁ ଆରମ୍ଭ କରି ସମଗ୍ର ଜୀବଜଗତ ପ୍ରଭାବିତ ହୋଇଛନ୍ତି। ରୋଜଗାର ହରାଇ କୋଟିକୋଟି ଲୋକ ଭୋକ ଉପାସରେ ଜୀବନ କାଟୁଥିବାବେଳେ ପଶୁପକ୍ଷୀମାନେ ମଧ୍ୟ ଏଥିରୁ ବାଦ୍‌ପଡ଼ି ନାହାନ୍ତି। ବିଶେଷକରି ବ୍ୟକ୍ତିଗତ ମାଲିକାନାରେ ଥିବା ହାତୀମାନେ ନାହିଁ ନ…

ସଦୟ ହେଲା ‘ନିସର୍ଗ’

ମୁମ୍ବାଇ/ନୂଆଦିଲ୍ଲୀ,୪।୬: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ବାତ୍ୟା ‘ନିସର୍ଗ’ ପ୍ରଭାବରୁ ବର୍ତ୍ତିଯାଇଛି। ମୁମ୍ବାଇରେ ସେଭଳି କୌଣସି ବଡ଼ଧରଣର କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି। ମହାରାଷ୍ଟ୍ରର ମୁମ୍ବାଇଠାରୁ ପ୍ରାୟ ୧୦୦ କି.ମି. ଦୂର ରାୟଗଡ଼ ଜିଲାର ଆଲିବାଗ୍‌ଠାରେ ବାତ୍ୟା ‘ନିସର୍ଗ’ ବୁଧବାର…

ବିଦା ହେଉଛନ୍ତି ଓଡ଼ିଆ ଶ୍ରମିକ, କର୍ମଚାରୀ

ଯାଜପୁର ଅଫିସ,୪।୬:କଳିଙ୍ଗନଗର ଶିଳ୍ପାଞ୍ଚଳରେ ରହିଥିବା ଏକମାତ୍ର ପେଲେଟ କାରଖାନା ବିଆର୍‌ପିଏଲ୍‌ (ବ୍ରାହ୍ମଣୀ ରିଭର୍ସ ପିଲେଟ୍ସ ଲିମିଟେଡ) ରେ ଅଣଓଡିଆଙ୍କ ପ୍ରାଧାନ୍ୟ ଅଧିକ ରହୁଛି। ମନମୁଖି ଭାବେ ସ୍ଥାନୀୟ କର୍ମଚାରୀ ଓ ଶ୍ରମିକଙ୍କୁ ଚାକିରିରୁ ବାହାର କରି ଦିଆଯାଉଛି। ବିଆର୍‌ପିଏଲ୍‌କୁ ତ୍ରିବେଣୀ ଓ…

୬ରେ ସେନାଧିକାରୀ ସ୍ତରୀୟ ଆଲୋଚନା

ନୂଆଦିଲ୍ଲୀ,୪ା୬: ସୀମା ବିବାଦକୁ ନେଇ ଲଦାଖ ପୂର୍ବାଞ୍ଚଳରେ ଭାରତ ଓ ଚାଇନା ସେନା ମୁହାଁମୁହିଁ ହୋଇଥିବାବେଳେ ଏହାର ସମାଧାନ ଲାଗି ୬ ତାରିଖରେ ଦୁଇ ଦେଶର ଉଚ୍ଚ ସାମରିକ ସ୍ତରୀୟ ଆଲୋଚନା ହେବାକୁ ଯାଉଛି। ଏଥିରେ ଭାରତ ପକ୍ଷରୁ ୧୪ କର୍ପସ୍‌ର…

ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୬(ବ୍ୟୁରୋ):ଉତ୍ତର ପଶ୍ଚିମ ଉତ୍ତର ପ୍ରଦେଶରୁ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ସମୁଦ୍ର ପତ୍ତନରୁ ୦.୯ କି.ମି. ଉପରେ ଏକ ଟ୍ରପ୍‌ଲାଇନ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ବିହାର ଏବଂ ଛତିଶଗଡ଼ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri