କରୋନା ମୁକାବିଲା: ଆନ୍ଧ୍ରପ୍ରଦେଶ-ତାମିଲନାଡୁ ସୀମାରେ ପାଚେରୀ
ହାଇଦ୍ରାବାଦ୍,୨୮।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ କରୋନା ସଂକ୍ରମଣକୁ ରୋକିବା ପାଇଁ ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ସୀମାରେ ରାସ୍ତା ଉପରେ ପାଚେରୀ ନିର୍ମାଣ…
ବରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରି ଅଭିଯୁକ୍ତ ଗିରଫ
ରତ୍ନଗିରି, ୨୮।୪(ଡି.ଏନ୍.ଏ): କରୋନା ସଂକ୍ରମଣକୁ ରୋକିବା କ୍ଷେତ୍ରରେ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରୁଛନ୍ତି ସ୍ବାସ୍ଥ୍ୟକର୍ମୀ। ତେଣୁ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କୁ ଦୁର୍ବ୍ୟବହାର କରିବା କିମ୍ବା ଗାଳିଗୁଳଜ କରିବା ଏକ ଅପରାଧ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ମାତ୍ର…
ନାବାଳିକାଙ୍କୁ ଆମ୍ବ ଦେବାକୁ କହି ଘରୁ ଡାକିନେଇ ବଳାତ୍କାର: ଅଭିଯୁକ୍ତ କୋର୍ଟଚାଲାଣ
ବୈପାରିଗୁଡ଼ା, ୨୭।୪(ଡି.ଏନ୍.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାରେ କୋରାପୁଟ ଜିଲା ବୈପାରିଗୁଡା ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ବୈପାରିଗୁଡା ଥାନା ଅନ୍ତର୍ଗତ ଉମୁରିଆଗୁଡା ଗ୍ରାମର ଘେନୁ ପରଜା (୨୩)। ପ୍ରକାଶ ଯେ, ଗତ…
ଗରିବ ଦେଶରେ ୧୦୦ କୋଟିଙ୍କୁ କରୋନା ସଂକ୍ରମଣ ଆଶଙ୍କା,ମୃତକଙ୍କ ସଂଖ୍ୟା ଛୁଇଁବ ୩୦ ଲକ୍ଷ: ତାଲିକାରେ ପାକିସ୍ତାନ-ବାଂଲାଦେଶ-ମ୍ୟାନ୍ମାର୍
ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍ ଡାଉନ୍ ଜାରି ହୋଇଛି। ତେବେ କରୋନା ମହାମାରୀ ଯୋଗୁ ପୃଥିବୀର ଗରିବ ଦେଶ ଅଧିକ ପ୍ରଭାବିତ ହେବେ। ଏସବୁ ଦେଶରେ…
ଲକ୍ଡାଉନ୍ ଊଲ୍ଲଂଘନ: ୪ ଦୋକାନୀ ଗିରଫ
ଭଣ୍ଡାରିପୋଖରୀ, ୨୮।୪ (ଡି.ଏନ.ଏ.)-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ବଢ଼ିବାରେ ଲାଗିଛି। ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ସେଥିଲାଗି ପ୍ରଶାସନ ଆଇନକୁ କଡ଼ାକଡି କରିଛନ୍ତି। ହେଲେ କେତେକ ଅମାନିଆ ଲୋକ ଏହି ନିୟମକୁ ମାନୁ ନାହାନ୍ତି। ଭଣ୍ଡାରିପୋଖରୀ ଥାନା ଅଧୀନ…
ମଣ୍ଡିରେ ଗଜା ହେଉଛି ଧାନ
ମୋହନଗିରି,୨୮।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଧୀନ ମୋହନଗିରି ଅଞ୍ଚଳର ୧୧ ଜଣ ଚାଷୀ ୪୫୦ କୁଇଣ୍ଟାଲ ଧାନ ବିକିବାକୁ ଜାନୁୟାରୀରୁ ମୋହନଗିରି ସେବା ସମବାୟ ସମିତି ମଣ୍ଡିରେ ଜଗିଛନ୍ତି। ହେଲେ ଧାନ ଉଠୁନି। ଶେଷରେ ବର୍ଷା ଏବଂ କାକରରେ ଭିଜି…
ଭୟ-ଆତଙ୍କ ସ୍ଥିତିରେ ‘ଆଶାର ଗୀତ’ ଗାଇ କରୋନା ସହିତ ଲଢ଼େଇ ପାଇଁ ଲୋକଙ୍କୁ ଉତ୍ସାହିତ କରୁଛନ୍ତି ଡାକ୍ତର: ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ
ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ସହିତ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ବି ଲୋକେ କରୋନ ସଂକ୍ରମଣ ନେଇ ଭୟଭୀତ ଏବଂ ଆତଙ୍କିତ ହୋଇ ପଡ଼ିଛନ୍ତି। ଲୋକଙ୍କ ମଧ୍ୟରେ…
ହାଟଡିହୀରେ ଅସ୍ଥାୟୀ କୋଭିଡ-୧୯ କ୍ୟାମ୍ପ ଖୋଲିବ
ହାଟଡିହୀ, ୨୮।୪(ଡି.ଏନ.ଏ.)-ବାହାର ରାଜ୍ୟ ଫେରନ୍ତାଙ୍କୁ ନେଇ ଜିଲା ପ୍ରଶାସନର ତତ୍ପରତା ପ୍ରକାଶ ପାଇଛି। ତେଣୁ ସେମାନଙ୍କୁ ଥଇଥାନ ପାଇଁ ପ୍ରୟାସ ଆରମ୍ଭ ହୋଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟରେ ଅସ୍ଥାୟୀ କୋଭିଡ ମେଡିକାଲ କ୍ୟାମ୍ପ ଖୋଲିବ। ଗତ…
୪ଟି ବସ୍ ଯୋଗେ ସୁରତରୁ ଗଞ୍ଜାମ ଫେରୁଛନ୍ତି ୨୨୮ ଶ୍ରମିକ: ନିଜ ପଞ୍ଚାୟତ ଆଇସୋଲଶନ ସେଣ୍ଟରରେ ରହିବେ ୧୪ ଦିନ
ଛତ୍ରପୁର, ୨୮।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାର ୨୨୮ ଶ୍ରମିକ ନିଜ ଖର୍ଚ୍ଚରେ ୪ଟି ବସ୍ ଯୋଗେ ସୁରତରୁ ଗଞ୍ଜାମ ଫେରୁଥିବା ନେଇ ଗଞ୍ଜାମ ଜ଼ିଲା ପ୍ରଶାସନକୁ ଖବର ମିଳିଛି। ସୋମବାର ସୁରତରୁ ବାହାରିଥିବା ଉକ୍ତ ବସ୍ଗୁଡିକ ବୁଧବାର ସକାଳେ ଗଞ୍ଜାମ ଜ଼ିଲାରେ ପହଞ୍ଚିବ…
କରୋନା ମୁକାବିଲା ନେଇ ଗ୍ରାମସଭାରେ କମିଟି ଗଠନ
ବନ୍ତ,୨୮।୪(ଡି.ଏନ୍.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ବଡବର୍ଚ୍ଚିକୟାଁ ପଞ୍ଚାୟତରେ କରୋନା ମୁକାବିଲା ନେଇ ଗ୍ରାମସଭାରେ କମିଟି ଗଠନ କରାଯାଇଛି। ଆପ୍ତିରା ସରକାରୀ ଉପ୍ରା ବିଦ୍ୟାଳୟ ପରିସରରେ ସରପଞ୍ଚ ବିଷ୍ଣୁ ମୋହନ ଜେନାଙ୍କ ଆବାହକତ୍ୱ ତଥା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସଙ୍ଗୀତାରାଣୀ ପାଣିଗ୍ରାହୀଙ୍କ…
ଇଟାଲିରେ କରୋନା ମୁକାବିଲା: ୮୦୦୦ ମେୟର ଫେସ୍ବୁକ୍ ସହିତ ଡ୍ରୋନ୍ ଦ୍ୱାରା ଲୋକଙ୍କୁ କରୁଥିଲେ ସଚେତନ
ରୋମ୍,୨୮।୪: ଇଟାଲିରେ କରୋନା ସଂକ୍ରମଣ କମିବାରେ ଳାଗିଛି। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଲକ୍ଡାଉନ୍ ଏବେ କେତେକାଶଂରେ ବି ଜାରି ରହିଛି। ଦିନେ କରୋନା ମହାମାରୀର ହଟ୍ସ୍ପଟ୍ ପାଲଟି ଥିବା ଇଟାଲିର ସ୍ଥିତି ସ୍ବାଭାବିକ ହେବାରେ ୮୦୦୦ ମେୟରଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ…
କଣ୍ଟେନମେଣ୍ଟ ଜୋନ୍ରେ ମାସ୍କ ବଣ୍ଟନ ସହ ରୋଗୀଙ୍କ ଲାଗି ସ୍ବତନ୍ତ୍ର ଯାନ ବ୍ୟବସ୍ଥା
ଭଣ୍ଡାରିପୋଖରୀ, ୨୮।୪ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ଦୁଇ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା ହୋଇଥିବା ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ ବିଧାୟକ ପ୍ରଫୁଲ ସାମଲ ବ୍ୟକ୍ତିଗତ ଭାବେ ଦଶ ହଜାର ମାସ୍କ ସହ ରୋଗୀ ମାନଙ୍କୁ ନେବା ଆଣିବା…
Archives


