Home

ଲକ୍‌ଡାଉନ୍‌ କଣ୍ଟା: କୌଳିକ ବୃତ୍ତି ହରାଉଛନ୍ତି ଡୋକରା ହସ୍ତଶିଳ୍ପୀ

ମୁନିଗୁଡ଼ା,୨ା୮(ଡି.ଏନ୍‌.ଏ.): ଓଡ଼ିଶା ହେଉଛି କଳା ଓ ସଂସ୍କୃତିର ରାଜ୍ୟ। କଟକର ତାରକସି କାମ ହେଉ ଅବା ପାରଳାଖେମୁଣ୍ଡିର ଶିଙ୍ଘକାମ, ପିପିଲିର ଚାନ୍ଦୁଆ, ଏସବୁକୁ ନେଇ ଓଡ଼ିଶା ଦେଶ ବିଦେଶରେ ବେଶ୍‌ ନାଁ କରିଛି। ମାତ୍ର ଗତ ୪ ମାସ ହେବ କରୋନା…

ଆସିନି ଭିସେରା ରିପୋର୍ଟ: ସୁଶାନ୍ତଙ୍କୁ ବିଷ ଦେବା ପରେ ପଙ୍ଖାରେ ଝୁଲାଇ ଦିଆଯାଇଛି କି?

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ନୂଆ ନୂଆ ଯୁକ୍ତି ଉପସ୍ଥାପନ କରାଯାଉଛି। ଏହି କ୍ରମରେ ଭାଜପା ଏମ୍ପି ସୁବ୍ରମଣ୍ୟମ ସ୍ବାମୀ ଭିନ୍ନ ଏକ ପ୍ରଶ୍ନ ପଚାରିଛନ୍ତି। ସୁଶାନ୍ତଙ୍କୁ ପ୍ରଥମେ ବିଷ ଦିଆଯିବା ପରେ ରଶି ଲଗାଯାଇଛି…

ଅମିତ ଶାହାଙ୍କୁ କରୋନା, ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨।୮: ସ୍ବରାଷ୍ଟ୍ର୍ୟ ମନ୍ତ୍ରୀ ଅମିତ ଶାହା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏକଥା ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। କରୋନା ପଜିଟିଭ୍‌ ଜଣାପଡିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାାଇଛି। କରୋନା ଲକ୍ଷଣ ଦେଖା ଦେବାରୁ ଟେଷ୍ଟ କରିଥିଲି…

ସୁଶାନ୍ତଙ୍କ ରୋଷେୟାଙ୍କ ବଡ଼ ଖୁଲାସା, ଆତ୍ମହତ୍ୟା ପୂର୍ବରୁ ଘରେ ଘଟିଥିଲା ଏପରି କିଛି..

ବମ୍ବେ: ଦିନକୁ ଦିନ ରୋଚକ ମୋଡ଼ ନେଉଛି ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ରହସ୍ୟ। ପ୍ରଥମେ ନେପୋଟିଜିମ୍‌କୁ ନେଇ ସୁଶାନ୍ତ ଆତ୍ମହତ୍ୟା କରିଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ଏବେ ଏହା ଷଡଯନ୍ତ୍ର ବୋଲି ଆଭାସ ହେଲାଣି। ଏସବୁ…

ଶିଶୁକନ୍ୟା ପାଟିରେ ପଶିଗଲା ରଡ୍‌

ବ୍ରହ୍ମପୁର,୨ା୮: ଗଞ୍ଜାମ ଜିଲା କେଶପୁର ନିକଟ ପାଳକଷଣ୍ଢ ଗାଁରେ ରବିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ଘର ଛାତ ଉପରେ ଖେଳୁଥିବା ସମୟରେ ଏକ ୪ବର୍ଷର ଶିଶୁକନ୍ୟା ପାଟିରେ ଲୁହା ରଡ୍‌ ପଶିଯାଇଛି। ଗୁରୁତର ଅବସ୍ଥାରେ ଶିଶୁକନ୍ୟାକୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି…

ସଚିନଙ୍କ ଝିଅଙ୍କୁ ପ୍ରେମ କରି ବସିଛନ୍ତି ଏହି କ୍ରିକେଟର, ଭାଇରାଲ ହେଉଛି ମେସେଜ୍‌

କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରାଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସେ କୁଆଡେ ଏବେ ଜଣେ କ୍ରିକେଟରଙ୍କ ପ୍ରେମରେ ପଡିଥିବା ନେଇ ଆଲୋଚନା ହେଉଛି। ଭାରତର ଅଣ୍ଡର-୧୯ କ୍ରିକେଟର ଶୁଭମନ ଗିଲ୍‌ଙ୍କ ପ୍ରେମରେ ସେ ପଡିଥିବା ସୋସିଆଲ ମିଡିଆରେ…

କାକଟପୁରକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

କାକଟପୁର,୨ା୮(ଡି.ଏନ୍‌.ଏ.): ପୁରୀ ଜିଲାରେ ଏବେ କରୋନା କାୟାବିସ୍ତାର କରିଚାଲିଛି। ପ୍ରତିଦିନ ବହୁମାତ୍ରାରେ ରୋଗୀଙ୍କ ସଂଖ୍ୟା ବଢୁଛି। ସହରରୁ ଏବେ ଗାଁ ମୁହାଁ ହୋଇଛି ଏହି ଭୂତାଣୁ। କାକଟପୁର ଓ ଅସ୍ତରଙ୍ଗ ବ୍ଲକରେ କରୋନା ସଂକ୍ରମଣରେ ରୋକ ଲଗାଇବା ପାଇଁ କାକଟପୁର ଅଞ୍ଚଳକୁ…

ୟୁଟ୍ୟୁବ୍‌ରେ ‘କିଛି ନ କରିବା’ ଭିଡିଓ ଶେୟାର କରି ଷ୍ଟାର ପାଲଟିଲେ ଏହି ବାଳକ, ଦେଖନ୍ତୁ ଭିଡିଓ

ଆଜିକାଲି ୟୁଟ୍ୟୁବ୍‌ରେ ଭିଡିଓ ପ୍ରସ୍ତୁତ କରି ଲକ୍ଷ ଲକ୍ଷ ୟୁଜର ବା ବ୍ୟବହାରକାରୀ ଅର୍ଥ ରୋଜଗାର କରୁଛନ୍ତି। ଏଭଳି ପରିସ୍ଥିତିରେ ଇଣ୍ଡୋନେସିଆର ଜଣେ ୟୁଟ୍ୟୁବର୍‌ ତାଙ୍କ ୟୁଟ୍ୟୁବ୍‌ ଆକାଉଣ୍ଟରେ କିଛି ନ କରି କ୍ୟାମେରା ଉପରେ ଦୁଇ ଘଣ୍ଟାରୁ ଅଧିକ ସମୟ…

ରାଶି ଅନୁସାରେ ଭାଇଙ୍କ ହାତରେ ବାନ୍ଧନ୍ତୁ ରାଖୀ

ଭାଇ ଭଉଣୀଙ୍କ ପବିତ୍ର ସମ୍ପର୍କର ପର୍ବ ରାଖୀ ପୂର୍ଣ୍ଣିମା। ଏହିଦିନ ଭଉଣୀ ଭାଇ ହାତରେ ରେଶମର ଡୋରି ବାନ୍ଧି ଆଜୀବନ ସୁରକ୍ଷା ପ୍ରଦାନ କରିବାର ପ୍ରତିଶ୍ରୁତି ନେଇଥାଏ। ତେବେ ରାଶି ଅନୁସାରେ ଯଦି ଭାଇଙ୍କ ହାତରେ ରାଖୀ ବାନ୍ଧିବେ ଭାଇଙ୍କ ପାଇଁ…

ବନ୍ଧୁ: ଗୋଟିଏ ଶବ୍ଦରେ ଅୟୁତ ଯୁଗର ପରିକଳ୍ପନା..

ବନ୍ଧୁତା, ହେଇପାରେ ଗୋଟିଏ ଶବ୍ଦ, କିନ୍ତୁ ତା’ ପରିଧି କେଉଁଠୁ ଯେ କେତେଦୂର ଆଖିପାଏନି। କିଏ କେତେବେଳେ କାହା ସହ ବନ୍ଧୁ ସୂତ୍ରରେ ଯୋଡ଼ି ହେଇଯିବା ବିଧି ନିର୍ଦ୍ଦିଷ୍ଟ ନା ଘଟଣାମାତ୍ର! ଯିଏ ଯାହା ବୁଝେ ସେହି ହିସାବରେ ତା’ ବନ୍ଧୁତା…

ରାମଲଲାଙ୍କ ଲଡୁ: ପୁଲଓ୍ବାମା କେଶର-କେରଳ କାଜୁ-ଅଷ୍ଟ୍ରେଲିଆ ବେସନ ଆଉ…

ଅଯୋଧ୍ୟା,୨।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ ଉତ୍ସବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସମ୍ପନ୍ନ ହେବ। ଏନେଇ ରାମଲଲାଙ୍କୁ ଲାଗିହେବାକୁ ଥିବା ଲଡୁ ପ୍ରସ୍ତୁତି ଜୋର୍‌ ସୋର୍‌ରେ ଜାରି ରହିଛି। ଲଡୁରେ ଜମ୍ମୁ-କଶ୍ମୀର ପୁଲଓ୍ବାମାର କେଶର ବ୍ୟବହୃତ ହୋଇଛି।…

ଭୂମି ପୂଜନ ପାଇଁ ସୁନ୍ନି ଓ୍ବାକଫ ବୋର୍ଡକୁ ନିମନ୍ତ୍ରଣ

ଅଯୋଧ୍ୟା,୨।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ଏନେଇ ସୁନ୍ନି ଓ୍ବାକଫ ବୋର୍ଡକୁ ନିମନ୍ତ୍ରଣ କରାଯାଇଛି। ଏହି ଉତ୍ସବ ସୌହାର୍ଦର ଏକ ମଞ୍ଚ ସାଜିବ ବୋଲି କୁହାଯାଉଛି। ଭୂମି ପୂଜନ କାର୍ଯ୍ୟକ୍ରମରେ ଯୋଗଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?