ରାମଲଲାଙ୍କ ଲଡୁ: ପୁଲଓ୍ବାମା କେଶର-କେରଳ କାଜୁ-ଅଷ୍ଟ୍ରେଲିଆ ବେସନ ଆଉ…
ଅଯୋଧ୍ୟା,୨।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ ଉତ୍ସବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସମ୍ପନ୍ନ ହେବ। ଏନେଇ ରାମଲଲାଙ୍କୁ ଲାଗିହେବାକୁ ଥିବା ଲଡୁ ପ୍ରସ୍ତୁତି ଜୋର୍ ସୋର୍ରେ ଜାରି ରହିଛି। ଲଡୁରେ ଜମ୍ମୁ-କଶ୍ମୀର ପୁଲଓ୍ବାମାର କେଶର ବ୍ୟବହୃତ ହୋଇଛି।…
ଭୂମି ପୂଜନ ପାଇଁ ସୁନ୍ନି ଓ୍ବାକଫ ବୋର୍ଡକୁ ନିମନ୍ତ୍ରଣ
ଅଯୋଧ୍ୟା,୨।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ଏନେଇ ସୁନ୍ନି ଓ୍ବାକଫ ବୋର୍ଡକୁ ନିମନ୍ତ୍ରଣ କରାଯାଇଛି। ଏହି ଉତ୍ସବ ସୌହାର୍ଦର ଏକ ମଞ୍ଚ ସାଜିବ ବୋଲି କୁହାଯାଉଛି। ଭୂମି ପୂଜନ କାର୍ଯ୍ୟକ୍ରମରେ ଯୋଗଦେବା…
ସମସ୍ୟା ନ ସୁଧୁରିଲେ ମୋଦିଙ୍କ ଇସ୍ତଫା ଦାବି କରିିବେ ଲୋକେ: ସଞ୍ଜୟ ରାଉତ
ମୁମ୍ବାଇ,୨।୮: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ରୋକିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅସଫଳ ରହିଛନ୍ତି। ସେହିପରି ଆର୍ଥିକ ସଙ୍କଟର ସମାଧାନ କରିବାକୁ ସରକାର ଅସମର୍ଥ। ଏପରି ଧାରା ଜାରି ରହିଲେ ଲୋକଙ୍କ ସହିବାର ସୀମା ଟପିଯିବ। ସେତେବେଳେ ଲୋକେ ମୋଦିଙ୍କ…
ଏହି ୫ ସମସ୍ୟା ଦୂର କରେ ମୋତି
ମୋତି ଏପରି ଏକ ରତ୍ନ, ଯାହା ଧାରଣ କଲେ ଜୀବନର ଅନେକ ସମସ୍ୟାର ସମାଧାନ ହୋଇଥାଏ ବୋଲି ଜ୍ୟୋତିଷଶାସ୍ତ୍ରବିତ୍ କହିଛନ୍ତି। ଏକଥା ନୁହେଁ, କି ରତ୍ନ ପଥର ଧାରଣ କଲେ ମଣିଷ ବିଶ୍ୱକୁ ଜିଣିପାରିବ। ମାତ୍ର ପଥର ଆକାରରେ ଆସୁଥିବା ବିପଦ…
କରୋନାର ଭୟଙ୍କର ଚିତ୍ର: ଆକ୍ରାନ୍ତଙ୍କ ମୃତ୍ୟୁ ହେବା ଯୋଗୁ ଆମ୍ବୁଲାନ୍ସ ଛାଡ଼ି ପଳାଇଲେ ସ୍ବାସ୍ଥ୍ୟକର୍ମୀ
ପାଟଣା,୨।୮: ମହାମାରୀ କରୋନା ଭୟରେ ଲୋକଙ୍କ ମଧ୍ୟରୁ ମାନବିକତା ହଜିବାକୁ ବସିଲାଣି। ବିହାରର ସୁପୌଲରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟକର୍ମୀମାନେ ଆମ୍ବୁୂଲାନ୍ସ ଛାଡ଼ଇ ଫେରାର ହୋଇଯାଇଥିବା ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାଟି…
ଧନୀ ହେବାକୁ ଚାହାନ୍ତି, ହେଲେ ଘରେ ରହୁନାହିଁ ଟଙ୍କା: ନିଶ୍ଚୟ କରନ୍ତୁ ଏହି ୬ କାମ..
ଜଣେ ଦକ୍ଷ ଅର୍ଥନୀତିଜ୍ଞ ଭାବରେ ବିବେଚନା କରାଯାଉଥିବା ଆଚାର୍ଯ୍ୟ ଚାଣକ୍ୟ ନିଜ ନୀତିଶାସ୍ତ୍ରରେ ଧନ ଏବଂ ଲକ୍ଷ୍ମୀ ସମ୍ବନ୍ଧରେ ଅନେକ କଥା ଉଲ୍ଲେଖ କରିଛନ୍ତି। କିପରି ଦୀର୍ଘ ସମୟ ଧରି ମଣିଷ ଧନ ସଞ୍ଚୟ କରି ରଖିପାରିବ ସେ ନେଇ ବ୍ୟାଖ୍ୟା…
ବରଗଡ଼ରେ କ୍ୟାନସର ପୀଡ଼ିତାଙ୍କ ସମେତ ୫ ନୂଆ କରୋନା ପଜିଟିଭ୍
ବରଗଡ଼ ଅଫିସ,୨ା୮: ବରଗଡ଼ ଜିଲାରେ ରବିବାର ପୁଣି ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭୁବନେଶ୍ବରରେ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣେ କ୍ୟାନସର ଆକ୍ରାନ୍ତ ମହିଳା ରହିଛନ୍ତି। ସେହିପରି ଅନ୍ୟ ୪ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼…
ବୁଦ୍ଧି ଶିଖିବ ଚାଇନା: ଏବେ ଏସବୁ ସଂସ୍ଥା ଉପରେ ମୋଦି କରିବେ ସର୍ଜିକାଲ୍ ଷ୍ଟ୍ରାଇକ୍…
ନୂଆଦିଲ୍ଲୀ,୨।୮: ଭାରତ ସରକାର ଚାଇନାର ୧୦୦ରୁ ଅଧିକ ଆପ୍କୁ ବ୍ୟାନ୍ କରିଛନ୍ତି। ଏହା ସହିତ ଚାଇନା କମ୍ପାନୀକୁ ଦିଆଯାଇଥିବା ବହୁ ଠିକାକୁ ମଧ୍ୟ ରଦ୍ଦ କରାଯାଇଛି। ଏବେ ଚାଇନାକୁ ବୃଦ୍ଧି ଶିଖାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଣ୍ଟା ଭିଡ଼ିଛନ୍ତି। ଚାଇନା…
ବିବାହ ନ କଲେ ଆଣିବି ମିଥ୍ୟା ବଳାତ୍କାର ଅଭିଯୋଗ, ଧମକ ଦେଲେ ଯୁବତୀ
ଲକ୍ଷ୍ନୌ,୨।୮: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବତୀ ତାଙ୍କଠାରୁ ୧୦ ବର୍ଷ ସାନ ଯୁବକଙ୍କୁ ବିବାହ ପାଇଁ ଧମକ ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଅଲ୍ଲୀଗଡ଼ ବିଶ୍ୱ ବିଦ୍ୟାଳୟରେ ବିଏସ୍ସି ପଢୁଥିବା ୧୯ ବର୍ଷ ବୟସ୍କ ଅଦିଲ୍ ଉଲାହଙ୍କୁ…
ଶବ ସଂରକ୍ଷଣ ଗୃହରେ ଥିଲା ମୃତଦେହ: ଓଠ, କାନ ଖାଇଗଲେ ମୂଷା, ପରେ ଘଟିଲା ଏମିତି…
ଅମୃତସର,୨ା୮: ପଞ୍ଜାବର ମୋହାଲିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଡେରାବସିସ୍ଥିତ ଇଣ୍ଡସ୍ ଇଣ୍ଟରନ୍ୟାଶନାଲ ହସ୍ପିଟାଲରେ ଜଣେ ମହିଳାଙ୍କ ମୃତଦେହରୁ ଓଠ ଏବଂ କାନକୁ ମୂଷା ଖାଇଯାଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା।…
ହାର୍ଦ୍ଦିକଙ୍କ ପୁଅଙ୍କୁ କୋଳରେ ଧରି ଭାବୁକ ହେଲେ ଭାଇ କୃଣାଳ, କହିଲେ ଏପରି କଥା..
ନୂଆଦିଲ୍ଲୀ,୨।୮: ନିକଟରେ ପିତା ହୋଇଛନ୍ତି ଭାରତୀୟ ଟିମ୍ର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ୟା। କୁନି ପାଣ୍ଡ୍ୟାଙ୍କୁ ପାଇ ପୁରା ପରିବାର ଏବେ ଖୁସିରେ ବିଭୋର ହୋଇଯାଇଛନ୍ତି। ଶନିବାର କୋଳରେ ପୁଅଙ୍କୁ ଧରି ହାର୍ଦ୍ଦିକ ଫଟୋ ଶେୟାର କରି ପ୍ରଶଂସକଙ୍କ ସହ ଖୁସି ବାଣ୍ଟିଥିବା…
ଏସବୁ ରାଜ୍ୟରେ ହୋଇଛି କରୋନା ଗୋଷ୍ଠୀ ସଂକ୍ରମଣ…
ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ଥମୁନି। ଦେଶରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ଦେଖିଲେ ଜଣାପଡୁଛି ଯେ, କରୋନାର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇସାରିଛି। ବିଦେଶର ବହୁ ବିଶେଷଜ୍ଞ ଏନେଇ ମତପୋଷଣ କରିଛନ୍ତି। ତେବେ କେନ୍ଦ୍ର ସରକାର ଗୋଷ୍ଠୀ…

