Home

ଶେରଗଡ଼ ସ୍ଥିତି ବିଗୁଡ଼ିଛି , ୩୦ ଗାଁରେ ୫୨ ପଜିଟିଭ୍‌

ଶେରଗଡ଼,୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ବ୍ଲକର ୩୦ ଗ୍ରାମରେ ବର୍ତ୍ତମାନ ସୁଦ୍ଧା ୫୨ଜଣ ଆକ୍ରାନ୍ତ ହେଲେଣି। ସେଥିରୁ କରୋନା ୧୫ କରୋନା ଯୋଦ୍ଧା, ୩୦ ପ୍ରବାସୀ, ଅନ୍ୟସ୍ଥାନୀୟ ୫ଟି କେସ୍‌ ଥିବାବେଳେ ଦୁଇଜଣଙ୍କ ମୃତ୍ୟୁ…

କରୋନାରେ ଆକ୍ରାନ୍ତ ହେଲେ ବିଧାୟକ

ବାଲେଶ୍ୱର ଅଫିସ, ୬।୭: ପ୍ରଥମ ଥର ପାଇଁ ରାଜ୍ୟରେ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ବାଲେଶ୍ୱର ଜିଲାର ଏହି ବିଧାୟକଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି। ଏହା ପରେ ତାଙ୍କୁ ଚିକିତ୍ସା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୋଭିଡ-୧୯…

ଚର୍ଚ୍ଚାରେ ବବ୍‌ କଟ୍‌ ହାତୀ

ତାମିଲନାଡୁର ଏକ ହାତୀ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ହାତୀଟି ଚର୍ଚ୍ଚାକୁ ଆସିବାର କାରଣ ହେଉଛି ତା’ର କେଶ। ସେଗାମାଲମ ହାତୀ ମନ୍ତ୍ରାରଗୁଡି ସହରର ରାଜଗୋପାଳସ୍ବାମୀ ମନ୍ଦିରରେ ରହିଥାଏ। ଫଟୋରେ ହାତୀର ହେୟାର ଷ୍ଟାଇଲ ଦେଖିବାକୁ ମିଳିଛି। ଏହି…

ପ୍ଲାଜମା ଦାନ କଲେ ଭାଜପା ନେତା ସମ୍ବିତ

ଗୁରୁଗ୍ରାମ,୬।୭: କରୋନା ଭାଇରସ ସଂକ୍ରମଣକୁ ଦୂରେଇ ଦେବାକୁ ଏବେ ସମସ୍ତେ ଆଗେଇ ଆସୁଛନ୍ତି। ଏପର୍ଯ୍ୟନ୍ତ କରୋନା ଚିକିତ୍ସା ପାଇଁ କୌଣସି ଔଷଧ ବାହାରି ନ ଥିବା ବେଳେ ପ୍ଲାଜମା ଥେରାପିରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରାଯାଉଛି। ଏବେ ଭାରତୀୟ ଜନତା ପାର୍ଟି(ଭାଜପା)ର…

ଏହି ଦେଶର ରାଜା ପ୍ରତିବର୍ଷ କରିଥାନ୍ତି ବିବାହ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜତନ୍ତ୍ର ବ୍ୟବସ୍ଥା ବହୁ ପୂର୍ବରୁ ବନ୍ଦ ହୋଇଥିଲେ ମଧ୍ୟ ଆଫ୍ରିକାରେ ଏପରି ଏକ ଦେଶ ଅଛି, ଯେଉଁଠାରେ ପୂର୍ଣ୍ଣ ଭାବରେ ରାଜକୀୟ କ୍ଷମତାରେ ଚାଲିଥାଏ। ଏହି ଦେଶର ନାମ ସ୍ବାଜିଲାଣ୍ଡ୍‌‌। ୨୦୧୮ରେ ୫୦ ବର୍ଷର ସ୍ବାଧୀନତା ପୂର୍ତ୍ତି ଉପଲକ୍ଷେ ଏଠାକାର ରାଜା…

ମଜାଳିଆ ଢ଼ଙ୍ଗରେ ଫିଲ୍ମର ରିଲିଜ୍‌ ତାରିଖ ଘୋଷଣା କଲେ ଡାର୍ଟି ଗର୍ଲ

ମୁମ୍ବାଇ: ବଲିଉଡ୍‌ ଡାର୍ଟି ଗର୍ଲ ବିଦ୍ୟା ବାଲାନଙ୍କ ବହୁ ପ୍ରତିକ୍ଷିତ ଫିଲ୍ମର ଅପକ୍ଷୋରେ ରହିଥିବା ଦର୍ଶକଙ୍କ ପାଇଁ ଏକ ଖୁସିଖବର। ବିଦ୍ୟା ନିଜ ଅଭିନୀତ ଫିଲ୍ମର ରିଲିଜ୍‌ ତାରିଖ ଘୋଷଣା କରିଛନ୍ତି। ଜୁଲାଇ ୩୧ରେ ଆମାଜନ ପ୍ରାଇମ୍‌ ଭିଡିଓରେ ଫିଲ୍ମ ଶକୁନ୍ତଳା…

ପୁଣି ଚାଇନାକୁ ଟାର୍ଗେଟ କଲା ଆମେରିକା

ଓ୍ବାଶିଂଟନ୍‌,୬।୭: କରୋନା ଭାଇରସ୍‌କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ସମୟରେ ଚାଇନାକୁ ଟାର୍ଗେଟ କରିଥାନ୍ତି। ସୋମବାର ପୁଣି ଥରେ ଟ୍ରମ୍ପ ଚାଇନାକୁ ଭର୍ତ୍ସନା କରି କରୋନା ଭାଇରସ୍‌କୁ ‘ଚାଇନିଜ୍‌ ଭାଇରସ୍‌’ ବୋଲି କହିଛନ୍ତି। ଏଥିସହ ଟ୍ରମ୍ପ କହିଛନ୍ତି ଆମେରିକାରେ…

ଧୋନୀଙ୍କ ସହ ସୁଖୀ ଦାମ୍ପତ୍ୟ ଜୀବନ ବିତାଇବାର ରାଜ୍‌ ଖୋଲିଲେ ସାକ୍ଷୀ

ନିକଟରେ ମହେନ୍ଦ୍ର ସିଂ ଧୋନୀ ଏବଂ ସାକ୍ଷୀ ଧୋନୀ ସେମାନଙ୍କର ଦଶମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ୨୦୧୦ରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଧୋନୀ ଡେରାଡୁନରେ ମନୋନୀତ ବ୍ୟକ୍ତିଙ୍କ ଉପସ୍ଥିତିରେ ବିବାହ କରିଥିଲେ। ବିବାହର ଏକ ଦଶନ୍ଧି ସମାପ୍ତ ହେବାପରେ, ଧୋନୀ…

ଭୂକମ୍ପରେ ବି ସୁରକ୍ଷିତ ରହିବ ଏହି ଟ୍ରେନ୍‌

ଟୋକିଓ,୬।୭: ଜାପାନ ଏକ ନୂଆ ପ୍ରକାର ବୁଲେଟ୍‌ ଟ୍ରେନ୍‌ ନିର୍ମାଣ କରିଛି। ଏହି ଟ୍ରେନ୍‌ ଭୂକମ୍ପରେ ମଧ୍ୟ ସୁରକ୍ଷିତ ରହିପାରିବ। ଘଣ୍ଟାପ୍ରତି ୩୬୦ କିମି ବେଗରେ ଯିବାକୁ ଏହା ସକ୍ଷମ। ଏନ୍‌-୭୦୦-ଏସ୍‌ ନାମକ ଏହି ଟ୍ରେନ୍‌କୁ ଜୁଲାଇ ୧ ଠାରୁ ଯାତ୍ରା…

ଚିନ୍ତା ବଢାଉଛି କରୋନା: ପ୍ରତି ଶହେ ଜଣରେ ୧୩ଜଣ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୬।୭: ଚିନ୍ତା ବଢାଇ ଚାଲିଛି କରୋନା। କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ପରେ ରେକର୍ଡ କରି ଚାଲିଛି। ଦେଶରେ ୭ ଲକ୍ଷ ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଅନ୍ୟପଟେ ମୃତ୍ୟୁସଂଖ୍ୟା ବଢି ଚାଲିଥିବାରୁ ଏବେ ୧୯…

ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ: ୩ ଜଣଙ୍କ ନାମରେ ମାମଲା

ବରଗଡ଼ ଅଫିସ,୬ା୭: ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ କରିବା ମହଙ୍ଗା ପଡ଼ିଛି। ବରଗଡ଼ ଜିଲା ଅମ୍ବାଭୋନା ଥାନା ଭୁକ୍ତା ଅଞ୍ଚଳରେ ଏଭଳି ଏକ ଘଟଣା ଘଟିଛି। ସୋମବାର ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ…

ରାୟଗଡ଼ାରେ ୧୩ କରୋନା ପଜିଟିଭ ଚିହ୍ନଟ: ଅଛନ୍ତି ୩ ମହିଳା, ୧୦ ପୁରୁଷ

ରାୟଗଡ଼ା ଅଫିସ,୬।୭: ରାୟଗଡ଼ା ଜିଲାରୁ ସୋମବାର ପୁଣି ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଜଣ ମହିଳା ଥିବାବେଳେ ୧୦ ପୁରୁଷ ରହିଛନ୍ତି। ୫ଜଣ ଗୁଣୁପୁର ବ୍ଲକ ଶିରିଝୋଲା ପଞ୍ଚାୟତ ବିଜୟପୁର ଗ୍ରାମର ହୋଇଥିବା ବେଳେ ରାୟଗଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri