ଗଞ୍ଜାମର ମୃତ ୪ କୋଭିଡ୍ ଯୋଦ୍ଧାଙ୍କ ପରିବାରକୁ ସମବେଦନା ଜଣାଇଲେ ଜିଲାପାଳ
ଛତ୍ରପୁର,୬ା୭(ଡି.ଏନ୍.ଏ.): କୋଭିଡ-୧୯ ଯୁଦ୍ଧରେ ମାନବ ଜାତି ପାଇଁ କାର୍ଯ୍ୟ ନିର୍ବାହ କରୁଥିବା ବେଳେ ଗଞ୍ଜାମ ଜିଲାର ୪ କୋଭିଡ୍ ଯୋଦ୍ଧାଙ୍କ ଜୀବନ ଯାଇଛି। ଏମାନେ ହେଲେ ଧରାକୋଟ ବ୍ଲକର ଜେଇ ପି ସୁରେଶ କୁମାର, ଆସିକା ବ୍ଲକ କେ ରାଇସିଙ୍ଗି ଉଚ୍ଚ…
କରୋନା ପ୍ରତିଷେଧକ ଟୀକା ବାହାରିଲେ ସ୍କୁଲ ଯିବେ ପିଲା
ନୂଆଦିଲ୍ଲୀ,୬।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍ଡାଉନ୍ ଜାରି ରହିଛି। ଫଳରେ ସମସ୍ତ ସ୍କୁଲ, କଲେଜକୁ ବନ୍ଦ କରି ଦିଆଯାଇଛି। ଏପରି ସ୍ଥଳେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି ଯେ, ୬୦ ପ୍ରତିଶତ ଅଭିଭାବକ କରୋନା ପ୍ରତିଷେଧକ…
ସୋମବାର ଦିବା ୧ଟାରୁ ଗୁରୁବାର ରାତ୍ର ୧୦ଟା ପର୍ଯ୍ୟନ୍ତ ନଖରା ପଞ୍ଚାୟତ ଶଟ୍ଡାଉନ
ଚୌଦର,୬।୭(ଡି.ଏନ୍.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ନଖରା ପଞ୍ଚାୟତରୁ ରବିବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏ ନେଇ ସରପଞ୍ଚ ପବିତ୍ର ଉପାଧ୍ୟାୟ ଉକ୍ତ ପଞ୍ଚାୟତକୁ ସୋମବାର ଦିବା ୧ଟାରୁ ଗୁରୁବାର ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଶର୍ଟଡାଉନ…
ରାତି ଅଧିଆ ମାର୍କେଟ କମ୍ପ୍ଲେକ୍ସ ସିଲ୍: ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ
ଗଞ୍ଜାମ,୬ା୭(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସି ଅଞ୍ଚଳରେ କରୋନା ପଜିଟିଭ୍ ଚି଼ହ୍ନଟ ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବଡ଼ ବଜାର ମାର୍କେଟ କମ୍ପ୍ଲେକ୍ସକୁ ରବିବାର ରାତିରେ ସିଲ୍ କରାଯାଇଛି l ଯାହାକୁ ନେଇ ବ୍ୟବସାୟୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାିଛି। ବିନା ନୋଟିସ…
୫ ବର୍ଷର ଦିବ୍ୟାଙ୍ଗ ୧୦ କିମି ଚାଲି କରୋନା ପାଇଁ ଯୋଗାଡ କଲେ ୯ କୋଟି
କରୋନା ସହାୟତା ପାଇଁ ଲୋକେ ଟଙ୍କା ଯୋଗାଡ଼ କରିବାରେ ଲାଗିପଡ଼ିଛନ୍ତି। ଏଥିପାଇଁ କିଏ ଛାତ ଉପରେ ମାରାଥନ୍ କରୁଛନ୍ତି ତ କିଏ ସାଇକେଲିଂ ଆଉ କିଏ ଅନ୍ଲାଇନ୍ ମାଧ୍ୟମରେ ଟଙ୍କା ଯୋଗାଡ଼ କରୁଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଜଣେ ୫ ବର୍ଷର…
ଭାରତର ଲକ୍ଷେ ୨୧ ହଜାର ୧୮୦ ବର୍ଗ କିମି ଜମି ମାଡ଼ି ବସିଛନ୍ତି ଚାଇନା-ପାକିସ୍ତାନ
ନୂଆଦିଲ୍ଲୀ,୬।୭: ଭାରତର ୭ ପଡ଼ୋଶୀଙ୍କ ମଧ୍ୟରୁ ୩ ଦେଶ ସହିତ ସୀମା ବିବାଦ ଲାଗି ରହିଛି। ଭାରତର ୧୫ ହଜାର୧୦୬ କିମି ଦୀର୍ଘ ସୀମା ପାକିସ୍ତାନ, ଚାଇନା, ନେପାଳ, ବାଂଲାଦେଶ, ମ୍ୟାନ୍ମାର, ଭୁଟାନ ଏବଂ ଆଫଗାନୀସ୍ତାନ ସହିତ ରହିଛି। ସେଥିମଧ୍ୟରେ ପାକିସ୍ତାନ…
ଗୋଟିଏ ଗାଁରୁ ୩୩ କରୋନା ପଜିଟିଭ୍ ଚିହ୍ନଟ: ବରଗଡ଼ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬ରେ ପହଞ୍ଚିଲା
ବରଗଡ଼ ଅଫିସ,୬ା୭: ବରଗଡ଼ ଜିଲାରେ ସୋମବାର ପୁଣି ୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏହାପରେ ୫୨୦୫…
ମା’ଙ୍କୁ ଏହି ଫିଲ୍ମ ଆଦୌ ଦେଖାଇବାକୁ ଚାହୁଁନାହାନ୍ତି ରଣବୀର
ବଲିଉଡ୍ ଅଭିନେତା ରଣବୀର ସିଂ ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ବିଭିନ୍ନ ଆଡୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। ବଲିଉଡ୍ର ଆଗଧାଡିର ନାୟକ ରଣବୀର ଫିଲ୍ମ କ୍ୟାରିୟରରେ ଅନେକ ହିଟ୍ ଫିଲ୍ମ ଦେଇଛନ୍ତି। ତାଙ୍କ ଫିଲ୍ମ ଦେଖିବାକୁ ଦର୍ଶକ…
କରୋନା ନେଲା ଆଉ ଦୁଇ ଜୀବନ, ରାଜ୍ୟରେ ମୃତ୍ୟୁସଂଖ୍ୟା ୩୮କୁ ବୃଦ୍ଧି
ଭୁବନେଶ୍ୱର,୬ା୭(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ଦୁଇ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଗଞ୍ଜାମ ଏବଂ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଗଞ୍ଜାମ କରୋନା ଆକ୍ରାନ୍ତଙ୍କ…
ମାନସିକ ବିକାରଗସ୍ତ ଯୁବକଙ୍କ ଉନ୍ମତକାଣ୍ଡ: ଗୁହାଳରେ ଲଗାଇଲେ ନିଆଁ, ୧୦ ଛେଳି ଜୀବନ୍ତ ଦଗ୍ଧ
ବୈପାରିଗୁଡା, ୬।୭(ଡି.ଏନ୍.ଏ.): କୋରାପୁଟ ଜିଲା ବୈପାରିଗୁଡା ବ୍ଲକ ଅନ୍ତର୍ଗତ ଦଣ୍ଡାବାଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ମାନସିକ ବିକାରଗସ୍ତ ଯୁବକ ଶୁକୁରାମ ଖିଲ ରବିବାର ରାତିରେ ନିଜ ଗୁହାଳରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗୁହାଳରେ ଥିବା ୧୦…
୬୮ ଲକ୍ଷ ଟଙ୍କାର ଜୋତା ପିନ୍ଧନ୍ତି ଏହି ଅଭିନେତା
ବଲିଉଡ୍ର ସବୁଠୁ ପ୍ରତିଭାସମ୍ପନ୍ନ କଳାକାର ମଧ୍ୟରୁ ଅନ୍ୟତମ ରଣବୀର ସିଂ ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୫, ଜୁଲାଇ ୬ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିବା ରଣବୀର ୨୦୧୦ ବ୍ୟାଣ୍ଡ୍ ବାଜା ବାରାଜ୍ ଜରିଆରେ ବଲିଉଡରେ ଡେବ୍ୟୁ କରିଥିଲେ। ଏହାପରଠାରୁ ସେ…
କଟକ ଶିଶୁଭବନ ଆଉଟ୍ଡୋର ବନ୍ଦ
କଟକ ଅଫିସ,୬ା୭: ସୋମବାର କଟକସ୍ଥିତ ଶିଶୁଭବନର ଆଉଟ୍ଡୋର ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟ୍ଡୋର ବନ୍ଦ ରହିବ ବୋଲି ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. ସରୋଜ ଶତପଥୀ ସୂଚନା ଦେଇଛନ୍ତି। ତେବେ ଶିଶୁଭବନରେ ଜରୁରିକାଳୀନ ସେବା ଜାରି ରହିବ। ସୂଚନାଯୋଗ୍ୟ,…
Archives


