Home

ରାମ ମନ୍ଦିର ଭୂମିପୂଜା ପାଇଁ ଆଡଭାନୀ, ଜୋଶୀଙ୍କ ସମେତ ୧୭୫ଲୋକଙ୍କୁ ପଠାଗଲା ନିମନ୍ତ୍ରଣ

ଲକ୍ଷ୍ନୌ,୧।୮: ଅଯୋଧ୍ୟାରେ ଅଗଷ୍ଟ ପ୍ରଥମ ସପ୍ତାହରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିପାଇଁ ରାମନଗରୀ ଏବେ ବିଭିନ୍ନ ରଙ୍ଗରେ ରଙ୍ଗେଇ ହୋଇଛି। ଭୂମିପୂଜା ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। କରୋନା କାଳରେ ଭୂମିପୂଜା…

ଏହି କ୍ୱାରାଣ୍ଟାଇନ ସେଣ୍ଟରରେ ରହିଛି ଏପରି ସୁବିଧା: ନ ଦେଖିଲେ ହେବନି ବିଶ୍ୱାସ

ଭୋପାଳ,୧।୮: କରୋନା ଭାଇରସ କେବଳ ଶାରୀରିକ ନୁହେଁ, ମାନସିକ ସ୍ତରରେ ଜଣେ ବ୍ୟକ୍ତିଙ୍କୁ ମଧ୍ୟ ପ୍ରଭାବିତ କରିଥାଏ। ସେଥିପାଇଁ ଏବେ ସରକାରଙ୍କ ପକ୍ଷରୁ କ୍ୱାରାଣ୍ଟାଇନ୍‌ କେନ୍ଦ୍ରଗୁଡିକରେ ରୋଗୀଙ୍କୁ ଖୁସି କରିବାକୁ ସମସ୍ତ ପ୍ରକାର ଚେଷ୍ଟା କରାଯାଉଛି। ଯାହା ଫଳରେ କରୋନା ରୋଗୀମାନେ…

ସବୁକିଛି ମାଗଣାରେ ଦେଇ ଆପଣଙ୍କ ଜରିଆରେ କୋଟି କୋଟି ରୋଜଗାର କରୁଛି ‘ଫେସବୁକ୍‌’: ଜାଣନ୍ତୁ କିପରି..

ନୂଆଦିଲ୍ଲୀ,୧।୮: କରୋନା ଭୂତାଣୁ ସଂକ୍ରମଣ ଭିତରେ ସାରା ବିଶ୍ୱରେ କମ୍ପାନୀଗୁଡ଼ିକୁ ବିଶେଷ କ୍ଷତି ସହିବାକୁ ପଡ଼ୁଛି। ହେଲେ ସୋସିଆଲ ମିଡିଆ କମ୍ପାନୀ ଫେସବୁକ୍‌ ପକ୍ଷରୁ ଉତ୍କୃଷ୍ଟ ତ୍ରୈମାସିକ ଫଳାଫଳ ପ୍ରକାଶ କରାଯାଇଛି। ଏପ୍ରିଲ-ଜୁନ୍‌ ମାସରେ କମ୍ପାନୀର ଆୟ ୧୧% ବୃଦ୍ଧି ପାଇଛି।…

ଶୌଚାଳୟ ଅପରିଷ୍କାର ଦେଖି ଏମିତି କଲେ ଶିବରାଜଙ୍କ ମନ୍ତ୍ରୀ

ଗ୍ବାଲିଅର,୧।୮: ସରକାରୀ କାର୍ଯ୍ୟାଳୟରେ ଅପରିଷ୍କାର ଦେଖି ଶିବରାଜ ସିଂହଙ୍କ ମନ୍ତ୍ରୀ ନିଜେ ମହିଳା ଶୌଚାଳୟ ସଫା କରିଥିବା ଦେଖିବାକୁ ମିଳିଛି। ଏହି ଘଟଣା ଏବେ ଚର୍ଚ୍ଚାର ପରିସରକୁ ଆସିଥିବା ବେଳେ ମନ୍ତ୍ରୀଙ୍କ ଏଭଳି କାର୍ଯ୍ୟକୁ ଜନତା ବେଶ୍‌ ପ୍ରଶଂସା କରିଛନ୍ତି। ସୂଚନାଯୋଗ୍ୟ,…

ବ୍ରହ୍ମପୁର ସରକାରୀ ସ୍ବତନ୍ତ୍ର ଆବାସରେ କରୋନା: ୪୫ ନାବାଳକ ପଜିଟିଭ ଚିହ୍ନଟ

ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ଜୁଲାଇ ମାସ ଶେଷ ବେଳକୁ କରୋନା ସଂକ୍ରମଣ ଓ ମୃତ୍ୟୁ ହାର ଭୟାଭୟ ସ୍ଥିତିରେ ରହିଛି। ଜିଲା ପାଇଁ ଜୁଲାଇ ମାସ ସବୁଠୁ ପ୍ରାଣଘାତୀ ସାବ୍ୟସ୍ତ ହୋଇଛି । ଲକ୍‌ଡାଉନ, ସଟ୍‌ଡାଉନ ଏବଂ ସୀମା ସିଲ୍‌…

ମୁଖ୍ୟମନ୍ତ୍ରୀଙ୍କ ଘରେ ପହଞ୍ଚିଲା କରୋନା

ରାଞ୍ଚି,୧।୮: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବେକାବୁ ହେବାରେ ଲାଗିଛି। ଧନୀ ହୁଅନ୍ତୁ କି ଗରିବ, ଜନତା ହୁଅନ୍ତୁ କି ନେତା ସମସ୍ତେ ଏବେ କରୋନା କବଳରେ। ଇତିମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଘରେ ପୁଣି କରୋନା ପହଞ୍ଚିଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ…

ଆତଙ୍କବାଦୀ ମୁକାବିଲାରେ ସହିଦ ହେଲେ ୨୪ବର୍ଷୀୟ ଏହି ଯବାନ, ନଭେମ୍ବରରେ ହୋଇଥାନ୍ତା ବିବାହ

ହାମିରପୁର,୧।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ମୁକାବିଲାରେ ହିମାଚଳ ପ୍ରଦେଶ ହାମିରପୁର ଜିଲା ଗାଲୋଡର ଯବାନ ସହିଦ ହୋଇଛନ୍ତି। ସେ ହେଲେ ରସିଲ କୁମାରଙ୍କ ପୁଅ ରୋହନ ଠାକୁରଙ୍କ (୨୪)। ରସିଲ ଚାରି ବର୍ଷ ଧରି ଭାରତୀୟ ସୈନ୍ୟବାହିନୀର ପଞ୍ଜାମ ରେଜିମେଣ୍ଟରେ ଭର୍ତ୍ତି ଥିଲେ।…

ଦୁଷ୍ଟମାନଙ୍କ କଥାରେ ଭଦ୍ରଲୋକଙ୍କ ସମ୍ମାନ କମ୍‌ ହୋଇ ନ ଥାଏ

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଏବଂ ପୁଅ ଅଭିଷେକ ବଚ୍ଚନ କରୋନାରେ ଆକ୍ରାନ୍ତ ହୋଇ ଜୁଲାଇ ୧୧ରୁ ମୁମ୍ବାଇସ୍ଥିତ ନାନାବତୀ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏଥିରେ ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ନାତୁଣୀ ଆରାଧ୍ୟା ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି।…

ରିୟାଙ୍କ ବିରୋଧରେ ଜାରି ହୋଇପାରେ ଲୁକ୍‌ଆଉଟ ନୋଟିସ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧।୮: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଗର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତି ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ସୂତ୍ର ଅନୁସାରେ ବିହାର ପୋଲିସ ଏହି ମାମଲାରେ ରିୟାଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି କରିବାକୁ ବିଚାର କରୁଥିବା…

ପୁଅ ନବମ, ହେଲେ ଝିଅ ଡାକ୍ତର-ଇଞ୍ଜିନିୟର: ଜାଣନ୍ତୁ କେତେ ପଢ଼ିଛନ୍ତି ଲାଲୁ ଯାଦବଙ୍କ ସନ୍ତାନ

ଲାଲୁ ପ୍ରସାଦ ଯାଦବ ଭାରତୀୟ ରାଜନୀତିର ଲୋକପ୍ରିୟ ଚେହେରା ମଧ୍ୟରୁ ଅନ୍ୟତମ। ବିହାରର ମୁଖ୍ୟମନ୍ତ୍ରୀ ପଦଠାରୁ ଆରମ୍ଭ କରି କେନ୍ଦ୍ରରେ ରେଳ ମନ୍ତ୍ରୀ ରହିଥିବା ଲାଲୁ ଓକିଲାତି କରିଛନ୍ତି। ବିହାର ପାଟଣାର ବିଏନ୍‌ କଲେଜରେ ଓକିଲାତି ପଢ଼ା ସାରିବା ପରେ ସେ…

ଅମ୍ଳଜାନ ସ୍ତର କମିବା ଯୋଗୁ ଅଧିକାଂଶ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି: ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ, ୧।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମରେ ସବୁ ପ୍ରବେଶ, ପ୍ରସ୍ଥାନ ପଥ ବନ୍ଦ ରହିବ। ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ପ୍ରବେଶ ଉପରେ କଟକଣା ରହିବ। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ସୂଚନା ଦେଇଛନ୍ତି।…

ଡାକ୍ତର ସାଜିଲେ ସିରିୟଲ୍‌ କିଲର

ନୂଆଦିଲ୍ଲୀ,୧।୮: ଡାକ୍ତରଙ୍କୁ ସମସ୍ତେ ଭଗବାନଙ୍କ ଏକ ରୂପର ଆଖ୍ୟା ଦେଇଥାନ୍ତି। କାରଣ ଡାକ୍ତରମାନେ ଲୋକଙ୍କ ଜୀବନ ବଞ୍ଚାଇବା ସହ ଏକ ନୂଆ ଜୀବନ ଦେବାର ଅଧିକାରୀ ମଧ୍ୟ ହୋଇଥାନ୍ତି। ବେଳେବେଳେ ଅନ୍ୟକୁ ବଞ୍ଚାଇବାକୁ ଯାଇ ସେମାନଙ୍କୁ ନିଜ ଜୀବନର ବାଜି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?